ସ୍କୁଟିକୁ ଧକ୍କା ଦେଲା ଟ୍ରକ: ଚାଲିଗଲା ମତ୍ସ୍ୟଜୀବୀଙ୍କ ଜୀବନ, ଉତ୍ତେଜନା
ଛତ୍ରପୁର,୨୭।୯:(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଡିଆର୍ଡିଏ ଛକ ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ ସ୍କୁଟିକୁ ଧକ୍କା ଦେବା ଫଳରେ ଜଣେ ମତ୍ସ୍ୟଜୀବୀଙ୍କ ମୃତ୍ୟୁ ଘଟିଛି। ମୃତକ…
ପାଗଳ ହନୁ ମାଙ୍କଡ କାମୁଡାରେ ଅନେକ ଆହତ ; ବନ ବିଭାଗର ଉଦ୍ୟମ ବିଫଳ, ଆତଙ୍କିତ ଗାଁ ଲୋକେ
ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମରେ ପାଗଳ ହନୁ ମାଙ୍କଡର ଉପଦ୍ରବ ଦେଖିବାକୁ ମିଳିଛି । ୮ରୁ ଉର୍ଦ୍ଧ୍ବ ଲୋକ ଆହତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ସେମାନଙ୍କୁ ନିକଟସ୍ଥ ଆଡ଼ପଡ଼ା ଗ୍ରାମ ଗୋଷ୍ଠୀ…
ଠେଙ୍ଗାରେ ମାଡ଼ ମାରି ହତ୍ୟା ଉଦ୍ୟମ, ଗିରଫ ହେଲେ ନାବାଳକ ଅଭିଯୁକ୍ତ
ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଞ୍ଚଳର ଶଙ୍କର ଜେନାଙ୍କୁ ଠେଙ୍ଗାରେ ମାଡ଼ ମାରି ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଘଟଣାରେ ସମ୍ପୃକ୍ତ ନାବାଳକ ଅଭିଯୁକ୍ତଙ୍କୁ ଗିରଫ କରିଛି। ପୋଲିସ ତଦନ୍ତ ପରେ ଅଭିଯୁକ୍ତ ନାବାଳକଙ୍କୁ…
ପିକଅପ୍ ଧକ୍କାରେ ଶିଶୁଙ୍କ ମୃତ୍ୟୁ; କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ, ଟାୟାର ଜାଳି ଆନ୍ଦୋଳନ
ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ମେକ୍ସପିକଅପ୍ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁକୁ ନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସଂଧ୍ଯ୍ଯାରେ ଉତ୍ତେଜନା ଦେଖାଦେଇଛି । ଚାଙ୍ଗୁଡ଼ିଆପଦର ସାହିର ବିଦେଶୀ ବେହେରାଙ୍କ ଶିଶୁପୁତ୍ର ଶଙ୍କର ବେହେରା (୪)ଙ୍କ ମୃତ୍ୟୁ ପରେ ପୋଲିସକୁ ଆଙ୍ଗୁଠି…
ଭିଜିଲାନ୍ସ ଜାଲରେ ଯନ୍ତ୍ରୀ: ବାବୁଙ୍କ କୋଠା ସଉକ, ଚଢ଼ାଉରେ ମିଳିଲା…
ମାଲକାନଗିରି,୨୭।୯(ଦୁର୍ଯ୍ୟୋଧନ ପାତ୍ର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ ମାଲକାନଗିରି ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ଅଧୀନ ମାଥିଲି ବ୍ଲକରେ କାର୍ଯ୍ୟରତ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଶିଶିର କୁମାର ଦାଶଙ୍କ ବିଭିନ୍ନ ଠିକଣାରେ ରବିବାର ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ଏକକାଳୀନ…
ଗାଡ଼ି ଚାଳକଙ୍କ ପାଇଁ ଆସିଲା କଡ଼ା ନିୟମ, ଏହା ନଥିଲେ ୧ ଅକ୍ଟୋବରଠୁ ମିଳିବନି ପେଟ୍ରୋଲ-ଡିଜେଲ
ନୂଆଦିଲ୍ଲୀ,୨୭।୯: ଦିଲ୍ଲୀ-NCRରେ ବଢ଼ୁଥିବା ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବାକୁ ପ୍ରଶାସନ ଓ ପରିବହନ ବିଭାଗ ପକ୍ଷରୁ ଅକ୍ଟୋବର ୧ରୁ କଡ଼ା ନିୟମ ଲାଗୁ କରାଯିବାକୁ ଯାଉଛି । ଦିଲ୍ଲୀ, ନୋଏଡା, ଗାଜିଆବାଦ, ଗୁରୁଗ୍ରାମ ଓ ଫରିଦାବାଦର ପେଟ୍ରୋଲ ପମ୍ପରେ ବୈଧ ପ୍ରଦୂଷଣ…
ଏସୀୟ କ୍ରୀଡ଼ା: ଭାରତୀୟ ମହିଳା ହକି ଦଳର ବଡ଼ ବିଜୟ, ସିଙ୍ଗାପୁରକୁ ହରାଇ ସେମିରେ ସ୍ଥାନ ପକ୍କା
କାକାମିଗାହାରା,୨୭ା୯: ସୁନେଲିତା ଟପ୍ପୋଙ୍କ ଡବଲ ଗୋଲ ବଳରେ ଭାରତୀୟ ମହିଳା ହକି ଦଳ ୭-୦ ଗୋଲରେ ସିଙ୍ଗାପୁରକୁ ହରାଇ ସେମିଫାଇନାଲରେ ପ୍ରବେଶ କରିଛି। ଭାରତ ପାଇଁ ଅଧିନାୟିକା ସାଲିମା ଟେଟେ (୧୭ତମ ମିନିଟ୍), ସୁନେଲିତା (୨୨ତମ ଓ ୨୪ତମ), ଲାଲରେମସିଆମି (୨୬ତମ),…
ଏହି ୫ ରାଶି ସବୁଠୁ ଦୁଃଖୀ ରାଶି, ଅଧିକ ପାଇବା ଆଶାରେ ରହନ୍ତି ଅସନ୍ତୁଷ୍ଟ, ପଢନ୍ତୁ ଆପଣଙ୍କ ରାଶି ଅଛି କି…
ଶାସ୍ତ୍ରରେ କୁହାଯାଇଛି, ଯେଉଁ ବ୍ୟକ୍ତି ସନ୍ତୁଷ୍ଟ ରହନ୍ତି ସେ ସବୁବେଳେ ସୁଖୀ ରହନ୍ତି। ସନ୍ତୋଷକୁ ମଣିଷର ସବୁଠାରୁ ବଡ଼ ଶକ୍ତି ବୋଲି ମଧ୍ୟ କୁହାଯାଏ। କିନ୍ତୁ ଏପରି କିଛି ଲୋକ ଅଛନ୍ତି, ଯାହାଙ୍କ ପାଖରେ ସବୁକିଛି ଥିଲେ ମଧ୍ୟ ସେମାନେ ଖୁସି…
‘ବହୁତ କଥା ହେଉଛୁ ତୁ…’: କ୍ୟାମେରା ଆଗରେ ନିୟନ୍ତ୍ରଣ ହରାଇଲେ ରଣବୀର! କାହାକୁ ଏମିତି କହିଲେ ଜାଣନ୍ତୁ
ମୁମ୍ବାଇ,୨୭।୯: ବଲିଉଡ୍ ଅଭିନେତା ରଣବୀର କପୁର, ଆଲିଆ ଭଟ୍ଟ ଓ ବିକି କୌଶଲ୍ ଖୁବଶୀଘ୍ର ନିର୍ଦ୍ଦେଶକ ସଞ୍ଜୟ ଲୀଲା ଭନ୍ସାଲୀଙ୍କ ଫିଲ୍ମ ‘ଲଭ୍ ଆଣ୍ଡ ୱାର୍’ରେ ଏକାଠି ନଜର ଆସିବେ । ନିକଟରେ ଫିଲ୍ମର ତିନି ଷ୍ଟାରଙ୍କ ପ୍ରଥମ ଲୁକ୍ ପୋଷ୍ଟର…
‘ଘର ଭାଙ୍ଗୁଥିବାଙ୍କୁ ପ୍ରୋତ୍ସାହନ ଦିଅନି’, ଗୋବିନ୍ଦା-କୋମଲଙ୍କୁ ନେଇ ବିସ୍ଫୋରକ ବୟାନ ଦେଲେ…
ମୁମ୍ବାଇ: ବଲିଉଡ ଅଭିନେତା ଗୋବିନ୍ଦାଙ୍କୁ ଲାଲବାଗଚା ରାଜାଙ୍କ ଦର୍ଶନ କରି ଆଶୀର୍ବାଦ ନେଉଥିବା ବେଳେ ତାଙ୍କ କଥିତ ଗର୍ଲଫ୍ରେଣ୍ଡ ଓ କୋ-ଷ୍ଟାର୍ କୋମଲ ରାଣୀ ସ୍ବର୍ଣ୍ଣକାରଙ୍କ ସହ ଦେଖିବାକୁ ମିଳିଛି। ଅନ୍ୟପଟେ ତାଙ୍କ ପତ୍ନୀ ସୁନୀତା ଆହୁଜା ଏକାକୀ ପଣ୍ଡାଲରେ ପହଞ୍ଚି…
ମାଛ ଡବାରେ ହେଉଥିଲା ଗଞ୍ଜେଇ ଚାଲାଣ; ମାଡିବସିଲା କଳାହାଣ୍ଡି ଅବକାରୀ ବିଭାଗ, ୨୫ ବସ୍ତା ଜବତ
ଭବାନୀପାଟଣା,୨୭।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଗଞ୍ଜେଇ ମାଫିଆମାନେ ବିଭିନ୍ନ ସମୟରେ ଅଭିନବ ଉପାୟରେ ରାଜ୍ୟ ବାହାରକୁ ଗଞ୍ଜେଇ ଚାଲାଣ କରୁଥିବା ନଜିର ରହିଛି । ରବିବାର ପୁଣି ଏପରି ଏକ ଘଟଣା ସାମ୍ନାକୁ ଆସିଛି । ଅନଲାଇନ କୋରିଅର୍ ସେବା…
ଗମ୍ଭୀରଙ୍କ ସହ ସିରାଜଙ୍କ ଝଗଡ଼ା! କ୍ରିକେଟ ଜଗତରେ ଛାଇଗଲା ଖବର, ଏହି କାରଣ ପାଇଁ…
ନୂଆଦିଲ୍ଲୀ,୨୭।୯: ଥିରଭାନନ୍ତପୁରମରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ଭାରତ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ହେଲେ ଭାରତୀୟ ବୋଲରମାନେ ଦଳକୁ ଭଲ ଆରମ୍ଭ ଦେଇପାରିନଥିଲେ। ଏହାରି ମଧ୍ୟରେ ମହମ୍ମଦ ସିରାଜଙ୍କୁ ପ୍ଲେଇଂ-୧୧ରେ ସାମିଲ ନକରାଯିବାକୁ ନେଇ ମଧ୍ୟ ଚର୍ଚ୍ଚା ଓ…

