Home Left

ଟେନଶନରେ ମାହି, CSK ଜିତିଲା ପରେ ଆଣିଲେ ସାଂଘାତିକ ଅଭିଯୋଗ!

ଲକ୍ଷ୍ନୌ,୧୫।୪: ୧୪ ଏପ୍ରିଲରେ ଚେନ୍ନାଇ ସୁପର କିଙ୍ଗସ, ଲକ୍ଷ୍ନୌ ସୁପରଜିଆଣ୍ଟସକୁ ସେମାନଙ୍କ ଘରୋଇ ଗ୍ରାଉଣ୍ଡରେ ପାଞ୍ଚ ୱିକେଟରେ ପରାସ୍ତ କରିଛି। କ୍ରମାଗତ ପାଞ୍ଚ ଥର ପରାଜୟ ପରେ ସିଏସକେ ଏହି ବିଜୟ ହାସଲ କରିଛି। ଏହି ବିଜୟରେ ଅଧିନାୟକ ମହେନ୍ଦ୍ର ସିଂହ…

Ant Trade: ଦେଶରେ ପିମ୍ପୁଡି ଚୋରା ଚାଲାଣର ବଡ଼ ଗ୍ୟାଙ୍ଗ୍‌ର ପର୍ଦ୍ଦାଫାଶ, ଗୋଟିଏ ପିମ୍ପୁଡିର ଦାମ୍‌ ୧୮୦୦୦ଟଙ୍କା

କେନିଆ,୧୫।୪: ଭାରତରେ ଯେକୌଣସି କାନ୍ଥରେ କିମ୍ବା ମାଟିରେ ପିମ୍ପୁଡ଼ି ଦେଖିବା ସାଧାରଣ କଥା। ଭାରତରେ, ଯେତେବେଳେ ଲୋକମାନେ ସେମାନଙ୍କ ଘରେ ପିମ୍ପୁଡ଼ି ଦେଖନ୍ତି, ସେମାନେ ପ୍ରାୟତଃ ସେମାନଙ୍କୁ ଦଳିି ମାରିଦିଅନ୍ତି। ଆପଣ କେବେ ଭାବିଛନ୍ତି କି, ଅନେକ ସ୍ଥାନରେ ପିମ୍ପୁଡ଼ି ଏବଂ…

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର! ସରକାର ଆଣିବେ ନୂଆ ଯୋଜନା

ନୂଆଦିଲ୍ଲୀ,୧୫।୪: ଅଷ୍ଟମ ବେତନ କମିଶନ ଘୋଷଣା ପରେ, କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ଆଶା ପୁଣି ଥରେ ବୃଦ୍ଧି ପାଇଛି। ଚଳିତ ବର୍ଷ ଜାନୁଆରୀରେ, ସରକାର ଆନୁଷ୍ଠାନିକ ଭାବରେ ୮ମ ବେତନ କମିଶନ ଗଠନ ଘୋଷଣା କରିଥିଲେ। ଏହି କମିଶନର…

ଥାନା ସ୍ଥାପନ ଦାବି ତେଜିଲା

ଦେବଗଡ଼,୧୫।୪(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ଅନ୍ତର୍ଗତ କଣ୍ଢଳ ଗ୍ରାମରେ ଥାନା କିମ୍ବା ପୋଲିସ ଫାଣ୍ଡି ସ୍ଥାପନ ପାଇଁ ଅଞ୍ଚଳବାସୀଙ୍କ ପକ୍ଷରୁ ସରକାରଙ୍କ ନିକଟରେ ଦାବି କରାଯାଇଛି । ଅଞ୍ଚଳବାସୀଙ୍କ ପକ୍ଷରୁ ସାମାଜିକ କର୍ମୀ ହିରାଲାଲ ସାହୁ ଜିଲାପାଳଙ୍କ…

ବାଂଲାଦେଶ ଗସ୍ତ ପାଇଁ କାର୍ଯ୍ୟସୂଚୀ ଘୋଷଣା: ଜାଣନ୍ତୁ କେବେ ଭେଟିବ ଭାରତ

ନୂଆଦିଲ୍ଲୀ,୧୫।୪: ଭାରତୀୟ କ୍ରିକେଟ ଦଳ ଅଗଷ୍ଟରେ ବାଂଲାଦେଶ ଗସ୍ତରେ ୩ଟି ଦିନିକିଆ ଏବଂ ୩ଟି ଟି-୨୦ ମ୍ୟାଚର ସିରିଜ ଖେଳିବ। ଏହି ଗସ୍ତ ଦିନିକିଆ ସିରିଜ ସହିତ ଆରମ୍ଭ ହେବ। ସିରିଜ୍‌ର ପ୍ରଥମ ମ୍ୟାଚ ଅଗଷ୍ଟ ୧୭ରେ ଖେଳାଯିବ। ଟି-୨୦ ସିରିଜ…

ଅଗ୍ନି ସୁରକ୍ଷା ପ୍ରତି ସମର୍ପିତ ହୁଅ

ସମ୍ବଲପୁର,୧୫ା୪(ପ୍ରମୋଦ ବହିଦାର): ସୁରକ୍ଷିତ ମାନବସମ୍ବଳ ଦ୍ୱାରା ଦେଶର ଆର୍ଥତ୍କ ଉନ୍ନତି ଓ ପ୍ରଗତି ସମ୍ଭବ। ସମ୍ବଲପୁର ରିଜର୍ଭ ପୋଲିସ ଲାଇନ୍‌ ପଡ଼ିଆରେ ଜିଲା ଅଗ୍ନିଶମ ବିଭାଗ ପକ୍ଷରୁ ଆୟୋଜିତ ୮୧ତମ ଅଗ୍ନିଶମ ସପ୍ତାହ ଓ ସହିଦ ଦିବସ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ…

ପାଣି ପାଇଁ ଛଟପଟ ଗ୍ରାମବାସୀ

ଝାରସୁଗୁଡ଼ା,୧୫।୪(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲା ସଦର ବ୍ଲକ ଅଧୀନ କୁ. କଣ୍ଟାପାଲି ଗ୍ରାମରେ ଥିବା ଜଳ ଯୋଗାଣ ବିଭାଗ ଟ୍ରାନ୍ସଫର୍ମର ଗତ ବୁଧବାର ରାତିଠାରୁ ଚୋରି ହୋଇଯାଇଛି। କିନ୍ତୁ ଆଜିକୁ ୭ ଦିନ ବିତିଯାଇଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ ଜଳ…

ମଦ ଚୋରାଚାଲାଣ ବେଳେ ଧରିଲେ ଗ୍ରାମବାସୀ

ବେହେରା,୧୫ା୪ (ଭୂପେଶ ତିୱାରୀ): କଳାହାଣ୍ଡି ଜିଲା ଧର୍ମଗଡ ବ୍ଲକ ବେହେରାଠାରେ ଥିବା ବିଦେଶୀ ମଦ ଦୋକାନର ଦୁଇଜଣ କର୍ମଚାରୀ ବିଦେଶୀ ମଦ ଚୋରା ଚାଲାଣ କରୁଥିବା ବେଳେ ଗ୍ରାମବାସୀଙ୍କ ହାତରେ ଧରାପଡିଛନ୍ତି। ବିଦେଶୀ ମଦ ଦୋକାନରୁ ୨ଜଣ କର୍ମଚାରୀ ଏକ ବାଇକ୍‌…

ସେବାଶ୍ରମ ଛାତ୍ରୀଛାତ୍ରଙ୍କୁ ମହୁମାଛି ଆକ୍ରମଣ: ୪୦ରୁ ଉର୍ଦ୍ଧ୍ୱ ଛାତ୍ରୀଛାତ୍ରଙ୍କୁ କାମୁଡିଲା, ୪ ଗୁରୁତର

ଦାରିଙ୍ଗବାଡି, ୧୫।୪ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବାଡାବାଙ୍ଗା ପଞ୍ଚାୟତରେ ଥିବା ସେବାଶ୍ରମରେ ମହୁମାଛି ଆକ୍ରମଣରେ ପ୍ରାୟ ୪୦ରୁ ଉର୍ଦ୍ଧ ଛାତ୍ରୀଛାତ୍ର ଆହତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୪ ଜଣଙ୍କ ଅବସ୍ଥା ଗୁରୁତର ରହିଛି ବୋଲି ଚିକିତ୍ସା କରୁଥିବା…

ବିଜୁ ପ୍ରତିମୂର୍ତ୍ତି ପୋଡ଼ିବା ପରେ ତାତିଲା ବିଜେଡି : ଦେବୀ, ଅରୁଣ, ପ୍ରତାପ କହିଲେ…

ଭୁବନେଶ୍ୱର, ୧୫।୪: ପାଟଣାଗଡ଼ରେ ବିଜୁ ବାବୁଙ୍କ ପ୍ରତିମୂର୍ତ୍ତି ପୋଡ଼ିବା ଘଟଣାରେ ବିଜେଡିର ବରିଷ୍ଠ ନେତା ପ୍ରେସମିଟ କରିଛନ୍ତି। ବିଜୁ ପ୍ରତିମୂର୍ତ୍ତି ପୋଡିବାକୁ ନିନ୍ଦନୀୟ ବୋଲି କହଛି ବିଜେଡି। ଏହା ଅକ୍ଷମଣୀୟ ଅପରାଧ, ତୁରନ୍ତ ଦୁର୍ବୃତ୍ତଙ୍କୁ ଗିରଫ କରାଯାଉ ବୋଲି ବିଜେଡି ଦାବି…

ପ୍ରତିମୂର୍ତ୍ତି ଜାଳିଥିବା ବ୍ୟକ୍ତି ଚିହ୍ନଟ ପରେ ପ୍ରତିକ୍ରିୟା ରଖିଲେ ହିମାଂଶୁ ଲାଲ…

ପାଟଣାଗଡ଼,୧୫।୪(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣଗଡ଼ ଏନଏସିସ୍ଥିତ ବ୍ଳକ ଛକଠାରେ ଦୀର୍ଘଦିନ ହେଲା ପଲିଥିନ ଘୋଡାହୋଇ ରହିଥିବା ଓଡ଼ିଶାର ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତିମୁର୍ତ୍ତିରେ ମଙ୍ଗଳବାର ସକାଳୁ ଦୁର୍ବୃତ୍ତମାନେ ଜାଣିଶୁଣି ନିଆଁ ଲଗାଇ ପୋଡ଼ି ଦେଇଥିବା ଅଭିଯୋଗ ହୋଇଥିଲା। ଅଭିଯୋଗ…

ପ୍ରମିଳା କହିଲେ ଆମ ଦଳରେ ସବୁ ଠିକ୍‌ : ନବୀନଙ୍କ ସପକ୍ଷରେ ସମସ୍ତେ

ଭୁବନେଶ୍ୱର,୧୫।୪: ଓ୍ବକଫ୍‌ ବିଲ୍‌କୁ ନେଇ ବିଜେଡିରେ ଫାଟ ସୃଷ୍ଟି ହୋଇଥିଲା। ପରେ ନେତାଙ୍କ ମେଳି ମଧ୍ୟ ଦେଖିବାକୁ ମିଳିଥିଲା। ତେବେ ଏହି ଘଟଣାକୁ ନେଇ ଆମ ଦଳରେ ସବୁ ଠିକ୍‌ଠାକ୍‌ କହିଛନ୍ତି ପ୍ରମିଳା। ବିଜେଡି କନ୍ଦଳ ନେଇ ତାଙ୍କୁ ପଚରା ଯିବାରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri