Home Left

ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି: ୧୦ଲକ୍ଷ ଟଙ୍କା ପର୍ଯ୍ୟନ୍ତ ୠଣ ଉପରେ ସୁଧ ଛାଡ଼

ଭୁବନେଶ୍ୱର, ୧୫।୪(ସୁନିତ ମିଶ୍ର): ମଙ୍ଗଳବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ରାଜ୍ୟ ସରକାର ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀ ମାନଙ୍କ ପାଇଁ ସୁଧ ମୁକ୍ତ ୠଣ ବ୍ୟବସ୍ଥାକୁ ଜାରି ରଖିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ…

ଭାଜପା ଉପରେ ବର୍ଷିଲେ ପ୍ରମିଳା: କହିଲେ…

ଭୁବନେଶ୍ୱର,୧୫।୪: ଭାଜପା ଉପରେ ବର୍ଷିଲେ ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ। ସେ କହିଛନ୍ତି, ଭାଜପା ସରକାର ମହାପୁରୁଷଙ୍କୁ ଉଚିତ୍‌ ସମ୍ମାନ ଦେଉନାହିଁ। ବିଜୁ ବାବୁଙ୍କ ମୂର୍ତ୍ତି ଭାଙ୍ଗିବା ସହ ଜାଳି ଦେଉଛନ୍ତି। ଏହା ଏକ ନିନ୍ଦନୀୟ ଘଟଣା। ଅନ୍ୟପକ୍ଷେ…

ୱାକଫ୍ ବିଲ୍ ପରେ ୟୁନିଫର୍ମ ସିଭିଲ୍ କୋଡ୍ ପାଇଁ ପ୍ରସ୍ତୁତ ହେଉଛନ୍ତି ମୋଦି ସରକାର

ନୂଆଦିଲ୍ଲୀ,୧୫।୪: ୱାକଫ୍ ସଂଶୋଧନ ବିଲ୍‌ରେ ସଂସଦରେ ସମର୍ଥନ ମିଳିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ କେନ୍ଦ୍ର ସରକାର ଏବେ ୟୁନିଫର୍ମ ସିଭିଲ୍ କୋଡ୍ (ୟୁସିସି) ପ୍ରଣୟନ ପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ସୂଚନା ଅନୁଯାୟୀ, ଏହା ସରକାରଙ୍କ ପ୍ରାଥମିକତା ତାଲିକାରେ…

ଶିଶୁପୁତ୍ରକୁ ଅପହରଣ ନୁହେଁ ପାଳିବାକୁ ନେଇଥିବା କହିଲେ ଅଭିଯୁକ୍ତ , ହେଲେ କହିଲେନି…

ଭୁବନେଶ୍ୱର,୧୫।୪: ଭୁନେଶ୍ୱରରୁ ଅପହୃତ ଶିଶୁପୁତ୍ର ବାଲେଶ୍ୱରରୁ ଉଦ୍ଧାର ହୋଇଛି। ପୋଲିସର ଏକ ସ୍ବତନ୍ତ୍ର ଟିମ ବାଲେଶ୍ୱରରୁ ପିଲା ଚୋରଙ୍କୁ ଧରିବା ସହ ଶିଶୁପୁତ୍ରଙ୍କୁ ଉଦ୍ଧାର କରିଛି। ଏହି ଘଟଣାରେ ଅପହରଣକାରୀ କେଦାର ସେଠ ତାଙ୍କ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ପିଲାଟିକୁ…

ବଳକା ତେଲ ସ୍ବାସ୍ଥ୍ୟ ପାଇଁ କେତେ ଭଲ

ଚଟପଟା ଖାଦ୍ୟ ସଭିଙ୍କୁ ବେଶ୍‌ ପସନ୍ଦ। ଛୋଟଠାରୁ ବଡ଼ ସମସ୍ତେ ଏହାକୁ ଆଗ୍ରହରେ ଖାଇ ଥାଆନ୍ତି। ଏପଟେ ଭାରତୀୟ ଖାଦ୍ୟରେ ତେଲର ଭୂମିକା ମଧ୍ୟ ଯଥେଷ୍ଟ ଅଧିକ। ପକୁଡ଼ି ତିଆରିଠୁ ନେଇ ଛୁଙ୍କ ଲଗାଇବା ପର୍ଯ୍ୟନ୍ତ ସବୁଥିରେ ତେଲର ବ୍ୟବହାର ହୁଏ।…

ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ପରେ ମା’ କୋଳକୁ ଫେରିଲା ଶିଶୁପୁତ୍ର

ଭୁବନେଶ୍ୱର,୧୫।୪(ସୁନିତ ମିଶ୍ର): ଭୁବନେଶ୍ୱରରୁ ଅପହୃତ ଶିଶୁପୁତ୍ର ବାଲେଶ୍ୱରରୁ ଉଦ୍ଧାର ପରେ ମଙ୍ଗଳବାର କ୍ୟାପିଟାଲ ହସ୍ପଟାଲରେ ସ୍ବାସ୍ଥ୍ୟ ପରୀକ୍ଷା ପରେ ମା’ କୋଳକୁ ଫେରେଇ ଦିଆଯାଇଛି। ଛୁଆକୁ ଫେରି ପାଇବା ପରେ ଭାବବିହ୍ବଲ ହୋଇ କୋହ ସମ୍ଭଳି ପାରି ନ ଥିଲେ ମା’…

KIIT ବିଶ୍ବବିଦ୍ୟାଳୟ ବସ୍‌ ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ

ଭୁବନେଶ୍ୱର,୧୫।୪: KIIT ବିଶ୍ବବିଦ୍ୟାଳୟ ବସ୍‌ ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତ ମହିଳାଙ୍କ ପରିଚୟ ମିଳିପାରି ନାହିଁ। ଉତ୍କଳ ହସ୍ପିଟାଲ ନିକଟରେ ମହିଳାଙ୍କୁ ବସ୍‌ ଧକ୍କାଦେଇଥିଲା। ଘଟଣାସ୍ଥଳରେ ଚାପାଉତ୍ତେଜନା ଦେଖାଦେଇଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିଛି। ଦୁର୍ଘଟଣା…

ହସ୍ପିଟାଲରୁ ପିଲା ଚୋରି ହେଲେ ଲାଇସେନ୍ସ ହେବ ରଦ୍ଦ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୫।୪: ଶିଶୁ ଚାଲାଣ ମାମଲା ଉପରେ ସୁପ୍ରିମକୋର୍ଟ ଏକ ବଡ଼ ନିଷ୍ପତ୍ତି ଦେଇଛନ୍ତି। ନବଜାତ ଶିଶୁ ଚୋରି ସହ ଜଡିତ ମାମଲା ଉପରେ ରାଜ୍ୟ ସରକାରମାନେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଉଚିତ ବୋଲି କୋର୍ଟ କହିଛନ୍ତି। ପ୍ରଥମତଃ, ଯେଉଁ ହସ୍ପିଟାଲରୁ…

ମେରୁ ଯାତ୍ରା ଦେଖି ଫେରୁଥିବାବେଳେ ଦୁର୍ଘଟଣା: ୭ ଗୁରୁତର

ଦାରିଙ୍ଗବାଡି, ୧୫।୪ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ କିରିକୁଟି ପଞ୍ଚାୟତ ମୁଣ୍ଡାନାଜୁ ଗ୍ରାମର ଜାତୀୟ ରାଜପଥ ଉପରେ ଏକ ଯାତ୍ରୀବାହୀ ଅଟୋ ଦୁର୍ଘଟଣାଗ୍ରସ୍ତ ହୋଇ ପ୍ରାୟ ୧୫ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ପ୍ରାୟ ୭ ଜଣ ଗୁରୁତର…

ଖାର୍ଗେଙ୍କ ସହ ବୈଠକରେ ବସିଲେ ରାହୁଲ-ତେଜସ୍ବୀ

ନୂଆଦିଲ୍ଲୀ,୧୫।୪: ଚଳିତ ବର୍ଷ ବିହାରରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏହାକୁ ନେଇ, ମହାମେଣ୍ଟର ଦୁଇ ପ୍ରମୁଖ ଦଳ ଆରଜେଡି ଏବଂ କଂଗ୍ରେସର ନେତାମାନଙ୍କର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଦିଲ୍ଲୀରେ ଅନୁଷ୍ଠିତ ହୋଇଥିଲା। ବିହାର ବିଧାନସଭାରେ ବିରୋଧୀ ଦଳର ନେତା ତେଜସ୍ବୀ…

ପ୍ରଥମ ୩ଡି-ପ୍ରିଣ୍ଟେଡ୍‌ ରେଳଷ୍ଟେଶନ

ଟୋକିଓ: ବିଶ୍ୱରେ ପ୍ରଥମ ଥର ପାଇଁ ୩ଡି-ପ୍ରିଣ୍ଟେଡ୍‌ ଉପାଦାନର ବ୍ୟବହାର କରାଯାଇ ୬ ଘଣ୍ଟାରୁ କମ୍‌ ସମୟ ମଧ୍ୟରେ ଏକ ରେଳଷ୍ଟେଶନର ନିର୍ମାଣ କରାଯାଇଛି। ନ୍ୟୁୟର୍କ ଟାଇମ୍ସ ରିପୋର୍ଟ ଅନୁଯାୟୀ, ଜାପାନର ନିର୍ମାଣକାରୀ ସଂସ୍ଥା ସେରେଣ୍ଡିକ୍ସ ଦ୍ୱାରା ରାତିର ଶେଷ ଟ୍ରେନ୍‌…

ବଢିଲା ହୋମଗାର୍ଡ ପଦବୀ: ଘୋଷଣା କଲେ ରାଜ୍ୟ ସରକାର

ଭୁବନେଶ୍ୱର,୧୫।୪(ସୁନିତ ମିଶ୍ର): ରାଜ୍ୟରେ ଏବେ ଗୃହରକ୍ଷୀ(ହୋମଗାର୍ଡ) ନିଯୁକ୍ତି ଚାଲିଥିବା ବେଳେ ସୃଷ୍ଟି ହୋଇଛି ଅତିରିକ୍ତ ୨,୫୦୦ ପଦବୀ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି । ରାଜ୍ୟରେ ବର୍ତ୍ତମାନ ଗୃହରକ୍ଷୀ ପଦବୀ ସଂଖ୍ୟା ୧୭,୬୭୫…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri