Home Left

ଶିଶୁ ସାହିତ୍ୟ ସଂସଦର କବିତା ପାଠୋତ୍ସବ

ବରଗଡ଼,୧୪।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ରାଣା ପ୍ରତାପ ସ୍କୁଲ ପରିସରରେ ଭାରତୀ ଶିଶୁ ସାହିତ୍ୟ ସଂସଦ ଆନୁକୂଲ୍ୟରେ ଓଡ଼ିଶାର ବରପୁତ୍ରମାନଙ୍କ ସ୍ମୃତିଚାରଣ ଉଦ୍ଦେଶ୍ୟରେ ଏକ କବିତା ପାଠୋତ୍ସବ ଅନୁଷ୍ଠିତ ହୋଇଯାଇଛି । ଶିଶୁ ସାହିତ୍ୟ ସଂସଦର ସଭାପତି ଛାତ୍ରୀ ଧରିତ୍ରୀ ରାଉତଙ୍କ ଅଧ୍ୟକ୍ଷତା…

ଏଣିକି ନିଜ ଲଢ଼େଇ ଲଢ଼ିବେ ଛାତ୍ରୀ

ବରଗଡ଼, ୧୪।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ପଞ୍ଚାୟତ ମହାବିଦ୍ୟାଳୟରେ ୮ଦିନ ବ୍ୟାପୀ ଚାଲିଥିବା ଛାତ୍ରୀମାନଙ୍କ ନିମିତ୍ତ ଉଦ୍ଦିଷ୍ଟ ଆତ୍ମରକ୍ଷା ତାଲିମ ଶିବିର  ଉଦ୍‌ଯାପିତ ହୋଇଯାଇଛି। ପ୍ରଶିକ୍ଷିକା ଜ୍ୟୋତ୍ସ୍ନା ସାହୁ ଏହି ଶିବିରରେ ଭାଗନେଇ ଥିବା ମୋଟ ୧୦୦ ଜଣ ଛାତ୍ରୀଙ୍କୁ ତାଲିମ ପ୍ରଦାନ…

ଅକ୍ଷର ପଟେଲଙ୍କୁ ୧୨ଲକ୍ଷ ଜରିମାନା

ନୂଆଦିଲ୍ଲୀ, ୧୪ା୪: ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷ ଆଇପିଏଲ୍‌ ଗେମ୍‌ରେ ସ୍ଲୋ ଓଭର ରେଟ୍‌ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ ଅଧିନାୟକ ଅକ୍ଷର ପଟେଲକଙ୍କୁ ୧୨ ଲକ୍ଷ ଟଙ୍କ ଜରିମାନା ହୋଇଛି। ରବିବାର ଖେଳାଯାଇଥିବା ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରିଥିବା ମୁମ୍ବାଇ ଇଣ୍ଡିଆନ୍ସ…

ସିଏସ୍‌କେରେ ଯୋଗ ଦେବେ ଆୟୁଷ

ଚେନ୍ନାଇ,୧୩ା୪: ଋତୁରାଜ ଗାଏକ୍ୱାଡଙ୍କ ବଦଳ ଖେଳାଳି ଭାବେ ଆୟୁଷ ମହାତ୍ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଦଳରେ ଯୋଗ ଦେବେ। ଏଲବୋରେ ଫ୍ରାଚକର ଯୋଗୁ ଗାଏକ୍ୱାଡ ଚଳିତ ଆଇପିଏଲ୍‌ରୁ ବାଦ ପଡ଼ିଛନ୍ତି। ତାଙ୍କ ଅନୁପସ୍ଥିତିରେ ମହେନ୍ଦ୍ର ସିଂ ଧୋନୀ ଦଳର ନେତୃତ୍ୱ…

‘ଆମ ରୁଚି ଆମ ଖାଦ୍ୟ’ ସମାରୋହ ପିଠାପଣା ଆମ ସଂସ୍କୃତିର ଏକ ଅଙ୍ଗ

ନୂଆପଡ଼ା,୧୪ା୪ (ମକାରୁ ବେମାଲ): ଖାଦ୍ୟ ପରମ୍ପରା ହେଉଛି ଆମ ଓଡ଼ିଆ ସଂସ୍କୃତିର ଅବିଚ୍ଛେଦ୍ୟ ଅଂଶ। ଏହି ପରମ୍ପରାକୁ ବଜାୟ ରଖିବା ପାଇଁ ରାଜ୍ୟ ସରକାରଙ୍କ ନଗର ଉନ୍ନୟନ ବିଭାଗ ନିର୍ଦ୍ଦେଶକ୍ରମେ ରବିବାର ନୂଆପଡା ଏନ୍‌ଏସି କାର୍ଯ୍ୟାଳୟଠାରେ ‘ଆମ ରୁଚି ଆମ ଖାଦ୍ୟ’…

ମହୋତ୍ସବର ଦ୍ୱିତୀୟ ଦିନ: ଚଳଚ୍ଚିତ୍ର ଦେଖିଲେ ୧୫ ଶହ ଛାତ୍ରୀଛାତ୍ର

ଭବାନୀପାଟଣା,୧୪ା୪(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଲକ୍ଷ୍ମୀ ବିକାଶ ଗ୍ରୁପ ଅଫ ଇନଷ୍ଟିଚ୍ୟୁଶନରେ ଚାଲିଥିବା ଅନ୍ତର୍ଜାତୀୟ ଶିଶୁ ଓ ଯୁବ ଚଳଚ୍ଚିତ୍ର ମହୋତ୍ସବ ସୋମବାର ଦ୍ୱିତୀୟ ଦିନରେ ପହଞ୍ଚିଛି। ଏହି ଅବସରରେ ସ୍ଥାନୀୟ ୱିଜ୍‌ଡମ ପାର୍କ ପରିସରରେ ଏକ କର୍ମଶାଳା…

ନୂଆପଡ଼ାରେ ଆମ୍ବେଡ଼କର ଜୟନ୍ତୀ

ନୂଆପଡ଼ା,୧୪ା୪ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ତରବୋଡ ସାପ୍ତାହିକ ବଜାର ପଡିଆଠାରେ ବାବା ସାହେବ ଆମ୍ବେଡ଼କର ଜୟନ୍ତୀ ପାଳିତ ହୋଇଯାଇଛି l ପର୍ଶୁରାମ ଅହିରଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ଓକିଲ ସଂଘ ପୂର୍ବତନ ଜିଲା ସଭାପତି ପ୍ରସନ୍ନ କୁମାର…

ୱାକଫ୍ ଆଇନ ବିରୋଧରେ ପଶ୍ଚିମବଙ୍ଗରେ ପୁଣି ହିଂସା, ଦକ୍ଷିଣ ୨୪ ପରଗନା ଜିଲାରେ ପୋଲିସ ଗାଡ଼ି ପୋଡ଼ିଦେଲେ ଲୋକେ

ନୂଆଦିଲ୍ଲୀ,୧୪ା୪: ୱାକଫ ସଂଶୋଧନ ଆଇନ ବିରୋଧରେ ସୋମବାର (୧୪ ଏପ୍ରିଲ, ୨୦୨୫) ପଶ୍ଚିମବଙ୍ଗରେ ପୁଣି ଥରେ ହିଂସା ଦେଖାଦେଇଛି। ଦକ୍ଷିଣ ୨୪ ପରଗନାର ଭାଙ୍ଗରରେ, ପ୍ରଦର୍ଶନକାରୀମାନେ ପୋଲିସ ଗାଡ଼ିଗୁଡ଼ିକୁ ନିଆଁ ଲଗାଇ ଦେଇଥିଲେ ଏବଂ ପ୍ରବଳ ଭଙ୍ଗାରୁଜା ମଧ୍ୟ କରିଥିଲେ। ହିଂସା…

ଅଷ୍ଟଚଣ୍ଡୀ ପୀଠରେ ଝାମୁଯାତ୍ରା: ନିଆଁରେ ଚାଲିଲେ ବରୁଆ

ରିଷିଡ଼ା,୧୪ା୪(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡାସ୍ଥିତ ମା’ ତାରିଣୀ ଅଷ୍ଟଚଣ୍ଡୀ ଶୈବଶକ୍ତି ପୀଠରେ ଝାମୁଯାତ୍ରା ଅବସରରେ ୯ଫୁଟର ଦୁଇଟି ନିଆଁ ଖନ୍ଦାରେ ବରୁଆ ଭକ୍ତ ଚାଲିବା ଦୃଶ୍ୟ ନିଆରା ଥିଲା। ମା’ଙ୍କୁ ପୂଜାର୍ଚ୍ଚନା ପରେ ମାନସିକଧାରୀ ଭକ୍ତ ଓ…

ଅନନ୍ୟ ଭାଇଚାରା: ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଲେ ଇମତିଆଜ

ବରଗଡ଼,୧୪।୪(ପ୍ରେମାନନ୍ଦ ଖମାରୀ): ଆଜି ହନୁମାନ ଜୟନ୍ତୀ, ମହାବିଷୁବ ସଂକ୍ରାନ୍ତି ତଥା ଓଡିଆ ନବବର୍ଷ । ବରଗଡ଼ ସମେତ ସବୁଠି ଉତ୍ସାହ, ଉଦ୍ଦୀପନା ସହକାରେ ଏହି ପର୍ବ ପାଳିତ ହେଉଛି । ହନୁମାନ ମନ୍ଦିର ତଥା ଶକ୍ତି ପୀଠରେ ପୂଜାର୍ଚ୍ଚନା ଚାଲିଛି। ବିଭିନ୍ନ…

ଦଣ୍ଡଯାତ୍ରା ଉଦଯାପିତ: ମେରୁ ପର୍ବରେ ମା’ କାଳୀପୀଠ ଲୋକାରଣ୍ୟ

ହିଞ୍ଜିିଳିକାଟୁ, ୧୪।୪(ଦ୍ବିତୀକୃଷ୍ଣ ପଣ୍ଡା): ସୋମବାର ହିଞ୍ଜିିଳିକାଟୁ ଏବଂ ବିଭିନ୍ନ ଗ୍ରାମରେ ମା’ଦଣ୍ଡକାଳୀଙ୍କ ମେରୁପୀଠଗୁଡିକରେ ଦଣ୍ଡଯାତ୍ରା ଉଦଯାପିତ ହୋଇଯାଇଛି। ମେରୁ ଖୁଣ୍ଟରେ ପୂଜା ନିମନ୍ତେ ଲୋକାରଣ୍ୟ ହୋଇଛି। ମେରୁଯାତ୍ରାରେ ହିଞ୍ଜିଳିର ୨ ଦଣ୍ଡ ପୁଞ୍ଜା ସମେତ ନିକଟବର୍ତ୍ତୀ ପୋଚିଲିମା, ବୁରୁପୋଡା, ସମରଝୋଳ, ଆଲପୁର,…

ପୁଣି ବଦଳିବ ପାଗ: ୨୪ ଘଣ୍ଟାରେ ଏସବୁ ଜିଲାରେ ପ୍ରବଳ ବର୍ଷିବ 

ଭୁବନେଶ୍ୱର,୧୪।୪: ୨୪ ଘଣ୍ଟା ମଧ୍ୟରେ ରାଜ୍ୟର  କେତେକ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଆଇଏମଡି ପୂର୍ବାନୁମାନ କରିଛି। ଏନେଇ ଆଇଏମଡି ପକ୍ଷରୁ ସତର୍କ କରାଯାଇଛି।  ମଙ୍ଗଳବାର ରାଜ୍ୟର  ୭ଟି ଜିଲାରେ ପ୍ରବଳରୁ ଅତି ପ୍ରବଳ  ବର୍ଷା କୁଆପଥର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri