ଇକୋ ରିଟ୍ରିଟର ଶେଷ ଦିନ: ୩ ମାସ ଧରି ଲାଗିରହିଥିଲା ପର୍ଯ୍ୟଟକଙ୍କ ଭିଡ଼
ଦାରିଙ୍ଗବାଡି, ୨୮।୨ (ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ଠାରେ ଗତ ୩ ମାସ ଧରି ପର୍ଯ୍ୟଟକଙ୍କ ପାଇଁ ଖୋଲାଯାଇଥିବା ଇକୋ ରିଟ୍ରିଟର ଶୁକ୍ରବାର ଶେଷ ଦିନ ରହିଛି । ଡିସେମ୍ବର ମାସର ପ୍ରଥମ ଦିନରେ ଏହାକୁ ଜି. ଉଦୟଗିରି ବିଧାୟକ…
IND VS NZ: ଚାମ୍ପିଅନ୍ସ ଟ୍ରଫିର ଅଧିନାୟକ ହେବେ ଶୁବମନ ଗିଲ! ରୋହିତଙ୍କୁ ଦିଆଯିବ ବିଶ୍ରାମ, ଜାଣନ୍ତୁ କାହିଁକି
ନୂଆଦିଲ୍ଲୀ,୨୮।୨: ନ୍ୟୁଜିଲାଣ୍ଡ ବିପକ୍ଷ ଶେଷ ଲିଗ ମ୍ୟାଚରେ ଶୁବମନ ଗିଲ ଭାରତୀୟ ଦଳର ଅଧିନାୟକ ହୋଇପାରନ୍ତି। ପାକିସ୍ତାନ ବିପକ୍ଷରେ ରୋହିତ ଶର୍ମାଙ୍କ ମାଂସପେଶୀରେ ଆଘାତ ଲାଗିଥିଲା। ଯାହା ଯୋଗୁ ସେମିଫାଇନାଲ ପୂର୍ବରୁ ତାଙ୍କୁ ବିଶ୍ରାମ ଦିଆଯାଇପାରେ। ରିପୋର୍ଟ ଅନୁଯାୟୀ, ଶେଷ ଲିଗ…
ମନେରହିବେ ମୃତ୍ୟୁଞ୍ଜୟ: ପୂର୍ବତନ ଜିଲା ପରିଷଦ ସଭ୍ୟଙ୍କ ପରଲୋକ
ରାଇକିଆ,୨୮।୨-(ପ୍ରଦୀପ ବେହେରା)- କନ୍ଧମାଳ ଜିଲା ରାଇକିଆ ବ୍ଲକର ୧୮ ନମ୍ବର ଜୋନର ପୂର୍ବତନ ଜିଲା ପରିଷଦ ସଭ୍ୟ ମୃତ୍ୟୁଞ୍ଜୟ ପାତ୍ର (୪୧)ଙ୍କ ର ଅକାଳ ବିୟୋଗ ଘଟିଛି । କିଛି ଦିନ ଧରି ଅସୁସ୍ଥ ଥିବା ମୃତ୍ୟୁଞ୍ଜୟଙ୍କୁ ଗୁରୁବାର ଚିକିତ୍ସା ପାଇଁ…
ସତ୍ୟନଗରରେ ହେବ ଉତ୍ତମଙ୍କ ଶେଷକୃତ୍ୟ: ଦିଲ୍ଲୀରୁ ଭୁବନେଶ୍ୱର ଆସୁଛି ପାର୍ଥିବ ଶରୀର
ଭୁବନେଶ୍ବର,୨୮।୨: ଆଉ ନାହାନ୍ତି ଓଲିଉଡ୍ର ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତି। ଦିଲ୍ଲୀର ମେଦାନ୍ତ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ଦେହାନ୍ତ ଘଟିଛି। ସେ ଲିଭର ସିରୋସିସରେ ପୀଡ଼ିତ ଥିଲେ। ଭୁବନେଶ୍ବର ସତ୍ୟନଗର ଶ୍ମଶାନରେ ଉତ୍ତମଙ୍କ ଶେଷକୃତ୍ୟ ସମ୍ପନ୍ନ ହେବ ବୋଲି ତାଙ୍କ…
ପୁଞ୍ଜି ବିନିଯୋଗରେ ୭୦% ମହିଳା ଭାଗୀଦାରି ଲକ୍ଷ୍ୟ:କୃଷି, ଏମ୍ଏସ୍ଏମ୍ଇ, ସ୍ବାସ୍ଥ୍ୟ, ଖାଦ୍ୟ ପ୍ରକ୍ରିୟାକରଣକୁ ଗୁରୁତ୍ୱ
ଦାରିଙ୍ଗିବାଡି, ୨୮/୨(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗିବାଡି ଇକୋ ରିଟ୍ରିଟରେ ଦୁଇ ଦିନିଆ ପୁଞ୍ଜି ବିନିଯୋଗ କର୍ମଶାଳା ଆରମ୍ଭ ହୋଇଛି। ମୁଖ୍ୟଅତିଥି ଭାବେ କନ୍ଧମାଳ ଏମ୍ପି ସୁକାନ୍ତ କୁମାର ପାଣିଗ୍ରାହୀ ଯୋଗଦେଇ କାର୍ଯ୍ୟକ୍ରମକୁ ଉଦ୍ଘାଟନ କରିଥିଲେ। ଦୀର୍ଘ ୮ ମାସ ହେଲାଣି ଆମର…
ସବୁ ମୂଳରେ ସଂସ୍କାର
ଶିଶୁର ମା’ ଓ ବାପା ଦୁହେଁ ପ୍ରଥମ ଶିକ୍ଷକ ବା ଗୁରୁ। ୮/୯ ମାସର ବ୍ୟବଧାନ ପରେ ଶିଶୁଟିକୁ ସଂସ୍କାର ସମ୍ବନ୍ଧରେ ଶିକ୍ଷା ଦିଆଯିବା ଉଚିତ। ସାଧାରଣତଃ ଦେଖାଯାଏ, ପିତାମାତା ଶିଶୁର ସଂସ୍କାର ନ ଦେଖି ଶିଶୁର ଖାଇବା, ଖେଳିବା ଓ…
ରୋଚକ ସ୍ଥିତିରେ ମହାରାଷ୍ଟ୍ର ରାଜନୀତି:ଭାଜପା ଆଡ଼େ ଢଳୁଛନ୍ତି ଉଦ୍ଧବ, ଦୂରେଇ ଯାଉଛନ୍ତି ଶିନ୍ଦେ
ନୂଆଦିଲ୍ଲୀ, ୨୮ା୨:ମହାରାଷ୍ଟ୍ରରେ ଭାଜପା, ଶିବସେନା ଏବଂ ଏନ୍ସିପି ଅଜିତ୍ ପାଓ୍ବାରଙ୍କ ମହାୟୁତି ମେଣ୍ଟ ସରକାର ଚାଲିଛି। ଅନ୍ୟପକ୍ଷରେ ବିରୋଧୀ ମହା ବିକାଶ ଅଘାଡିରେ ଉଦ୍ଧବଙ୍କ ଶିବସେନା, କଂଗ୍ରେସ ଓ ଶରଦ ପାଓ୍ବାରଙ୍କ ଏନ୍ସିପି ରହିଛନ୍ତି। ନୂଆ ସରକାର ଗଠନ ଦିନୁ ରାଜ୍ୟ…
Pune Rape Case: ୭୦ ଘଣ୍ଟା ପରେ ଆଖୁ କିଆରିରୁ ଧରାପଡ଼ିଲେ ପୁଣେ ବଳାତ୍କାର ଅଭିଯୁକ୍ତ
ପୁଣେ,୨୮।୧: ମହାରାଷ୍ଟ୍ରର ପୁଣେର ସୱରଗେଟ ବସ ଷ୍ଟାଣ୍ଡରେ ପାର୍କିଂ ହୋଇଥିବା ଏକ ମ୍ୟୁନିସିପାଲିଟି ବସ୍ରେ ଜଣେ ୨୬ ବର୍ଷୀୟା ମହିଳାଙ୍କ ସହିତ ବଳାତ୍କାର ଘଟଣାରେ ଅଭିଯୁକ୍ତ ଦତ୍ତାତ୍ରେୟ ଗାଡେଙ୍କୁ ପୁଣେ ପୋଲିସ ବିଳମ୍ବିତ ରାତି ପ୍ରାୟ ୧.୩୦ ସମୟରେ ତାଙ୍କ ଗାଁ…
Uttam Mohnaty: ୪ଥର ‘ଶ୍ରେଷ୍ଠ ଅଭିନେତା’ ପୁରସ୍କାର
ଭୁବନେଶ୍ୱର,୨୮ା୨: ଉତ୍ତମ ମହାନ୍ତିଙ୍କ ନିଖୁଣ ଅଭିନୟ ପାଇଁ ସେ ୪ଥର ରାଜ୍ୟ ଚଳଚ୍ଚିତ୍ର ପୁରସ୍କାରରେ ଶ୍ରେଷ୍ଠ ଅଭିନେତା ଭାବେ ପୁରସ୍କୃତ ହୋଇଥିଲେ। ‘ଫୁଲ ଚନ୍ଦନ’ ଚଳଚ୍ଚିତ୍ର ପାଇଁ ୧୯୮୨ରେ ତାଙ୍କୁ ପ୍ରଥମଥର ଲାଗି ତାଙ୍କୁ ମିଳିଥିଲା ଶ୍ରେଷ୍ଠ ଅଭିନେତା ଭାବେ ରାଜ୍ୟ…
ଉତ୍ତମ ଅଭିନୟର ଅବସାନ: ମନୋରଞ୍ଜନ ଜଗତରେ ଶୋକର ଛାୟା
ଗୁରୁଗ୍ରାମ(ଏଜେନ୍ସି),୨୮।୨:ଓଡ଼ିଆ ଚଳଚ୍ଚିତ୍ର ଜଗତର ବର୍ଷୀୟାନ ଅଭିନେତା ଉତ୍ତମ ମହାନ୍ତିଙ୍କର ଗୁରୁବାର ବିଳମ୍ବିତ ରାତିରେ ପରଲୋକ ହୋଇଯାଇଛି। ୬୬ ବର୍ଷୀୟ ଉତ୍ତମ କିଛିଦିନ ହେଲା ଲିଭର ସିରୋସିସ୍ ରୋଗରେ ପୀଡ଼ିତ ହୋଇ ହରିୟାଣାର ଗୁରୁଗ୍ରାମସ୍ଥିତ ମେଦାନ୍ତା ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ତାଙ୍କ ପରଲୋକରେ…
ଅନ୍ୟ ଜାତିରେ ବିବାହ: ମୃତଦେହକୁ ମିଳିଲାନି କାନ୍ଧ
ବଇଣ୍ଡା, ୨୮ା୨(ପରିକ୍ଷିତ ସାହୁ):ରକ୍ତ ସମ୍ପର୍କ ଉପରେ ଭାରିପଡ଼ିଗଲା ଜାତିପ୍ରଥା। ସମାଜରୁ ବାସନ୍ଦ ଓ ଜରିମାନା ଭୟରେ ପାଖ ମାଡ଼ିଲେନି କେହି। ମୃତଦେହକୁ କାନ୍ଧ ଦେବା ତ ଦୂରର କଥା ଛୁଇଁବାକୁ ଆଗେଇ ଆସିଲେନି ପରିବାର ସଦସ୍ୟ। ସମ୍ପର୍କୀୟ, ବନ୍ଧୁବାନ୍ଧବ ଓ ସାହିଭାଇ…
ଚନ୍ଦ୍ରର ସ୍ପଷ୍ଟ ଚିତ୍ର ପଠାଇଲା ‘ବ୍ଲ୍ୟୁ ଘୋଷ୍ଟ’
ଓ୍ବାଶିଂଟନ୍, ୨୮।୨:ଆମେରିକୀୟ ଘରୋଇ ଏରୋସ୍ପେସ୍ କମ୍ପାନୀ ‘ଫାୟାରଫ୍ଲାଏ ଏରୋସ୍ପେସ୍’ର ‘ବ୍ଲ୍ୟୁ ଘୋଷ୍ଟ’ ମହାକାଶ ଯାନ ଚନ୍ଦ୍ରପୃଷ୍ଠରେ ନିଜ ଲକ୍ଷ୍ୟର ନିକଟତର ହେବାରେ ଲାଗିଛି। ଅବତରଣ କରିବାର କିଛିଦିନ ପୂର୍ବରୁ ଏହା ଚନ୍ଦ୍ରର ବିସ୍ତୃତ ଭିଜୁଆଲ ପଠାଇଛି, ଯାହାକୁ ଫାୟାରଫ୍ଲାଏ ଏରୋସ୍ପେସ୍ ପକ୍ଷରୁ…
Archives


