Home Left

ବ୍ୟାନର, ପୋଷ୍ଟର ପାଇଁ ଗଛରେ କଣ୍ଟାପିଟା, ସବୁ ଦେଖି ବନ ବିଭାଗ ଚୁପ

ଦାରିଙ୍ଗବାଡ଼ି,୨୦ା୨(ଅରୁଣ ସାହୁ): ଦାରିଙ୍ଗବାଡ଼ି ବନାଞ୍ଚଳର ଜାତୀୟ ରାଜପଥ ସମେତ ବିଭିନ୍ନ ସ୍ଥାନରେ ବଡ଼ବଡ଼ ଗଛରେ ବ୍ୟାନର, ପୋଷ୍ଟର ପାଇଁ ଗଛରେ କଣ୍ଟାପିଟା କରାଯାଉଛି। ବିଭିନ୍ନ ସରକାରୀ ବେସରକାରୀ ଅନୁଷ୍ଠାନ ପକ୍ଷରୁ ନିଜର ପ୍ରଚାର ପ୍ରସାର ପାଇଁ ଏଭଳି ଗଛକୁ କଣ୍ଟାପିଟା ଯାଇ…

ଅଫୁଟା ବାଣରେ ନିଆଁ ଲଗାଉଥିଲେ ୩ ପିଲା, ହଠାତ୍‌ ହେଲା ବିସ୍ଫୋରଣ, ଆଉ ତା’ ପରେ…

ଦେବଗଡ଼,୨୦ା୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା ଅନ୍ତର୍ଗତ ଦଣ୍ଡାସିଂହା ଗ୍ରାମରେ ବାଣ ବିସ୍ଫୋରଣରେ ୩ ଶିଶୁ ଆହତ ହୋଇଥିବା ଜଣାପଡ଼ିଛି। ସେମାନଙ୍କ ମଧ୍ୟରୁ ଜଣଙ୍କର ଅବସ୍ଥା ଗୁରୁତର ଥିବାରୁ ଅଧିକ ଚିକିତ୍ସା ନିମନ୍ତେ ବୁର୍ଲା ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।…

ଟ୍ରମ୍ପଙ୍କ ‘ବୋର୍ଡ ଅଫ୍ ପିସ୍’ର ପ୍ରଥମ ବୈଠକ: ପର୍ଯ୍ୟବେକ୍ଷକ ଭାବେ ସାମିଲ ହେଲା ଭାରତ

ୱାଶିଂଟନ,୨୦।୨: ଓ୍ୱାଶିଂଟନରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନୂତନ ସଂଗଠନ ‘ବୋର୍ଡ ଅଫ୍ ପିସ୍’ର ପ୍ରଥମ ବୈଠକ ଅନୁଷ୍ଠିତ ହୋଇଯାଇଛି। ସବୁଠାରୁ ବଡ଼ ଖବର ହେଉଛି, ଭାରତ ଏହି ବୈଠକରେ ଏକ ‘ପର୍ଯ୍ୟବେକ୍ଷକ’ ରାଷ୍ଟ୍ର ଭାବେ ସାମିଲ ହୋଇଛି। ଗାଜା ପୁନର୍ଗଠନ…

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ ଆଫଗାନିସ୍ତାନ ୮୨ ରନରେ କାନାଡାକୁ ପରାସ୍ତ କରିଛି। ଏହି ବିଜୟ ସହ ଆଫଗାନିସ୍ତାନର…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି। ଏହି ଘଟଣାରେ ୩୦ରୁ ଅଧିକ ଲୋକ ଗୁରୁତର ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି।…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ କରିଛି। ଦଳ ଗ୍ରୁପ୍‌ ‘ସି’ରେ ଅପରାଜେୟ ରହି ଟୁର୍ନାମେଣ୍ଟର ସୁପର-୮ରେ ସ୍ଥାନ ପକ୍କା…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ ଆନୁଷ୍ଠାନିକ ଭାବରେ ନିଶ୍ଚିତ କରି ନାହାଁନ୍ତି, ଧାୱନ ଏବେ ତାଙ୍କ ସୋସିଆଲ ମିଡିଆ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ ଆହୁରି ବହୁତ ଦୂରରେ ଅଛି, କିନ୍ତୁ ବୈଭବଙ୍କ ସମେତ ରାଜସ୍ଥାନ ରୟାଲ୍ସର ଅନେକ…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ ଭୂମିପୂଜା ପାଇଁ କରାଯାଉଥିବା ପ୍ରସ୍ତୁତି ପୂର୍ବରୁ ଅଞ୍ଚଳବାସୀ ଗୁରୁବାର ବିରୋଧ କରିଛନ୍ତି। ମାଳିପୁଟ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ ଲାଇନ ଘୂରାଇ ମାରିବା ବନ୍ଦ କରିବା ଦରକାର ବୋଲି ଗାଭାସ୍କର ମତ ରଖିଛନ୍ତି।…

T20 World Cupରେ ଇତିହାସ ରଚିଲା ଜିମ୍ବାଓ୍ବେ, ଶ୍ରୀଲଙ୍କାକୁ ହରାଇ କଲା ମହାରେକର୍ଡ

ନୂଆଦିଲ୍ଲୀ,୧୯।୨: 2026 T20 World Cupର ୩୮ତମ ଲିଗ ମ୍ୟାଚ ଶ୍ରୀଲଙ୍କା ଏବଂ ଜିମ୍ବାୱେ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଜିମ୍ବାୱେ ଏହି ମ୍ୟାଚକୁ ୬ ୱିକେଟରେ ଜିତି ଟି୨୦ ବିଶ୍ୱକପରେ ଏକ ବଡ଼ ରେକର୍ଡ ସ୍ଥାପନ କରିଛି।…

ନୂଆ ଡ୍ରାମା କଲାଣି ପାକିସ୍ତାନ, ହଠାତ ଏମିତି କରି ଚମକାଇଲେ ବୋର୍ଡ ଅଧ୍ୟକ୍ଷ

ଇସଲାମାବାଦ,୧୯।୨: ପାକିସ୍ତାନରେ ଏକ ନୂଆ ବିବାଦ ଦେଖାଦେଇଛି। ପାକିସ୍ତାନ ହକି ଦଳର ଅଧିନାୟକ ଶକିଲ ଅମ୍ମାଦ ବଟ ଅଷ୍ଟ୍ରେଲିଆ ଗସ୍ତରୁ ଫେରିବା ପରେ PHF (ପାକିସ୍ତାନ ହକି ଫେଡେରେସନ) ବିରୋଧରେ ଗମ୍ଭୀର ଅଭିଯୋଗ ଆଣିଛନ୍ତି। PHF ସଭାପତି ତାରିକ ବୁଗତି ହଠାତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri