ଜାତୀୟ ପତାକା ଉତ୍ତୋଳନ ପରେ ହଠାତ୍ ଅସୁସ୍ଥ ହୋଇପଡ଼ିଲେ ୯ ଛାତ୍ରୀ, ତଳେ ଗଡ଼ି ଦେଖାଇଲେ ଅସ୍ବାଭାବିକ ଆଚରଣ
ଦେବଗଡ଼,୧୫ା୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ପଡିଆନାଲି ୟୁଜିୟୁପି ସ୍କୁଲରେ ସ୍ବାଧୀନତା ଦିବସରେ ଏକ ଅଘଟଣ ଘଟିଛି । ଜାତୀୟ ପତାକା ଉତ୍ତୋଳନ ପରେ ୯ ଜଣ ଛାତ୍ରୀ ହଠାତ ଅସୁସ୍ଥ ହୋଇପଡ଼ିଛନ୍ତି। ସମସ୍ତେ ତଳେ ଗଡ଼ିଯାଇ ଅସ୍ବାଭାବିକ…
ପ୍ରତିଷ୍ଠିତ ବ୍ୟବସାୟୀଙ୍କୁ ଅପହରଣ, ଲୋକେସନ୍ ଟ୍ରାକ୍ କରି ତନାଘନା ଚଳାଇଛି ପୋଲିସ
ବଲାଙ୍ଗୀର,୧୫ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ନରେନ୍ଦ୍ର ସାହୁ (ଗୁଣ୍ଡା)ଙ୍କୁ କିଛି ଲୋକ ଅପହରଣ କରିଥିବା ପରିବାର ଲୋକେ ସନ୍ଦେହ କରି ବଲାଙ୍ଗୀର ଟାଉନ ଥାନାରେ ଶୁକ୍ରବାର ରାତିରେ ଅଭିଯୋଗ କରିଥିଲେ। ବଲାଙ୍ଗୀର ଏସ୍ପି ଅଭିଳାଷ ଜୀଙ୍କ ନିର୍ଦ୍ଦେଶକ୍ରମେ ପୋଲିସ…
ଉତ୍କଳ ଗୌରବ ମଧୁସୂଦନ ଦାସ ଉଚ୍ଚ ବିଦ୍ୟାଳୟରେ ଫରଫର ଉଡ଼ିଲା ତ୍ରିରଙ୍ଗା, ଦେଶପ୍ରେମୀଙ୍କ ବଳିଦାନ ପାଇଁ ଆଜି…
ଦାରିଙ୍ଗବାଡ଼ି,୧୫ା୮(ଅରୁଣ ସାହୁ): ଦେଶ ଆଜି ପାଳୁଛି ୮୦ତମ ସ୍ବାଧୀନତା ଦିବସ। ଏଥିପାଇଁ ପଲ୍ଲୀଠାରୁ ଦିଲ୍ଲୀ ପର୍ଯ୍ୟନ୍ତ ଉତ୍ସବ ମୁଖର ହୋଇପଡ଼ିଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ରହିଥିବା ଉତ୍କଳ ଗୌରବ ମଧୁସୂଦନ ଦାସ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର…
ଯୁବଗୋଷ୍ଠୀ ହିଁ ଆମ ରାଷ୍ଟ୍ରର ମହାନ ଶକ୍ତି: ଉପମୁଖ୍ୟମନ୍ତ୍ରୀ
ସୁନ୍ଦରଗଡ,୧୫।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ସଦରମହଟୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ହର୍ଷଉଲ୍ଲାସ ମଧ୍ୟରେ ପାଳିତ ହୋଇଯାଇଛି। ସୁନ୍ଦରଗଡ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତରା ପଡିଆଠାରେ ଆୟୋଜିତ ଜିଲାସ୍ତରୀୟ ସମାରୋହରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ମୁଖ୍ୟ ଅତିଥି ଭାବେ ଯୋଗଦେଇ…
ବିଭିନ୍ନ ସ୍ଥାନରେ ସ୍ବାଧୀନତା ଦିବସ ପାଳିତ: କୃତୀ ପ୍ରତିଯୋଗୀ ପୁରସ୍କୃତ
ଭଞ୍ଜନଗର, ୧୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡ଼ିଆରେ ଶନିବାର ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ପରେଡରେ…
ହର୍ମୁଜରେ ୟୁଏଇର ୨ ଟ୍ୟାଙ୍କର ଉପରେ ଆକ୍ରମଣ
ଦୁବାଇ, ୧୫।୮: ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ୟୁଏଇର ଦୁଇଟି ତେଲ ଟ୍ୟାଙ୍କର ଉପରେ ଡ୍ରୋନ ଆକ୍ରମଣ ହୋଇଛି। ଏହି ଆକ୍ରମଣ ପାଇଁ ସଂଯୁକ୍ତ ଆରବ ଏମିରେଟ୍ସ ସିଧାସଳଖ ଇରାନକୁ ଦାୟୀ କରିବା ସହିତ ଏହାକୁ ସାମୁଦ୍ରିକ ଜଳଦସ୍ୟୁତା ବୋଲି ଅଭିହିତ…
ଲାଲକିଲ୍ଲାରେ ସମ୍ବୋଧନ ପରେ ପିଲାମାନଙ୍କ ଗହଣରେ ନିଜକୁ ହଜାଇ ଦେଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୧୫।୮: ଦେଶ ଆଜି ତା’ର 80ତମ ସ୍ବାଧୀନତା ଦିବସ ପାଳନ କରୁଛି। ପ୍ରଧାନମନ୍ତ୍ରୀ ମୋଦି ଲାଲକିଲ୍ଲାରୁ ଲଗାତାର 13ତମ ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଛନ୍ତି। ଲାଲକିଲ୍ଲାର ପ୍ରାଚୀରରୁ ତାଙ୍କ ଭାଷଣ ଶେଷ କରିବା ପରେ, ପ୍ରଧାନମନ୍ତ୍ରୀ ପିଲାମାନଙ୍କୁ ଭେଟିବା ପାଇଁ…
Video: ଇଣ୍ଡୋନେସିଆରେ ଭୂକମ୍ପର ଶକ୍ତ ଝଟକା, ସୁନାମି ଆଲର୍ଟ
ଜାକର୍ତ୍ତା,୧୫।୮: ଶନିବାର ସକାଳେ ଇଣ୍ଡୋନେସିଆର ପୂର୍ବ ଭାଗରେ ଏକ ଶକ୍ତିଶାଳୀ ଭୂମିକମ୍ପ ହୋଇଥିଲା। ଫ୍ଲୋରେସ ଦ୍ୱୀପ ନିକଟରେ ୭.୭ ତୀବ୍ରତାର ଭୂମିକମ୍ପ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି କରିଥିଲା। ଆମେରିକାର ଭୂତତ୍ତ୍ୱ ସର୍ବେକ୍ଷଣ ଅନୁସାରେ, ଭୂକମ୍ପର କେନ୍ଦ୍ରସ୍ଥଳ ଦ୍ୱୀପର ଉତ୍ତର ଉପକୂଳରେ…
ସରକାରୀ ପୋଲ ପୋତି ଦେବାରୁ ରାସ୍ତାରେ ଜମୁଛି ପାଣି: ବିପଦ ଆଶଙ୍କା
କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ତାଲଭଅଁରା ସାହାଜପାଟି ଗ୍ରାମ ନିକଟ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କରେ ଥିବା ସରକାରୀ ପୋଲକୁ ମାଟି ପକାଇ ବନ୍ଦ କରିଦିଆଯାଇଥିବାରୁ ଜଳ ନିଷ୍କାସନ ବାଧାପ୍ରାପ୍ତ ହୋଇଛି। ଫଳରେ ରାସ୍ତାରେ ପାଣି ଜମି…
ପତାକା ଉତ୍ତୋଳନ ପାଇଁ ଲୁହା ପାଇପ୍ ଆଣୁଥିଲେ ଶିକ୍ଷକ, ବାଜିଲା ବିଦ୍ୟୁତ ତାର: ଆଉ ତା’ପରେ ଘଟିଲା…
ସିମୁଳିଆ, ୧୫।୮(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ମଇତାପୁର ଅଞ୍ଚଳରେ ପ୍ରତିଷ୍ଠିତ ରୟାଲ ହାଇସ୍କୁଲ ଓ ରୟାଲ ପବ୍ଲିକ ସ୍କୁଲ ନାମକ ଏକ ଘରୋଇ ଶିକ୍ଷା ଅନୁଷ୍ଠାନର କ୍ରୀଡା ଶିକ୍ଷକ ପ୍ରିୟବ୍ରତ ବେହେରା (୨୪)ଙ୍କର ବିଦ୍ୟୁତ ଆଘାତରେ ମୃତ୍ୟୁ…
ମୌଳିକ ସୁବିଧାରୁ ବଞ୍ଚିତ ୩ ଗାଁ: ଦୀପ ତଳ ଅନ୍ଧାର
ଦାରିଙ୍ଗବାଡି,୧୫।୮(ଅରୁଣ ସାହୁ): ରାଜ୍ୟ ଓ କେନ୍ଦ୍ର ସରକାର ସମସ୍ତ ଗାଁଠାରୁ ସହରକୁ ଯୋଡିବା ପାଇଁ କଚ୍ଚା ରାସ୍ତାକୁ ପକ୍କା ରାସ୍ତା ନିର୍ମାଣ କରୁଛନ୍ତି। କିନ୍ତୁ ଏଭଳି ୩ଟି ଗ୍ରାମ ରହିଛି, ଯାହା ସ୍ବାଧୀନତାର ୮୦ ବର୍ଷ ବିତିଯାଇଥିଲେ ମଧ୍ୟ ମୌଳିକ ସୁବିଧାରୁ…
ଆଜିଠାରୁ ଭାରତ-ଶ୍ରୀଲଙ୍କା ଟେଷ୍ଟ ସିରିଜ: ଜାଣନ୍ତୁ କେତେବେଳେ କେଉଁଠି ଦେଖିପାରିରେ ମ୍ୟାଚ୍
ଗାଲେ, ୧୫ା୮:ଭାରତ ଓ ଘରୋଇ ଶ୍ରୀଲଙ୍କା ମଧ୍ୟରେ ଦୁଇ ମ୍ୟାଚ୍ ବିଶିଷ୍ଟ କ୍ରିକେଟ ଟେଷ୍ଟ ସିରିଜ ଶନିବାରଠାରୁ ଆରମ୍ଭ ହେବ। ଗାଲେ ପ୍ରଥମ ମ୍ୟାଚ ଖେଳାଯିବ। ଉଭୟ ଦଳ ଏପରି ଏକ ପିଚ୍ରେ ଖେଳିବାକୁ ଯାଉଛନ୍ତି, ଯେଉଁଠାରେ ଧୈର୍ଯ୍ୟପୂର୍ଣ୍ଣ ବ୍ୟାଟିଂ କରିଥିବା…

