Home Left

ଏପ୍ରିଲ ୧୬ରୁ +୩ ନାମଲେଖା ପାଇଁ ଆବେଦନ

ଭୁବନେଶ୍ୱର,୧୪।୪: ଏପ୍ରିଲ ୧୬ରୁ +୩ ନାମଲେଖା ପାଇଁ ଛାତ୍ରୀଛାତ୍ର ଆବେଦନ କରିପାରିବେ। NEP-୨୦୨୦ ଆଧାରରେ ୨୦୨୫-୨୬ ପାଇଁ ନାମଲେଖା ପ୍ରକ୍ରିୟା ଆରମ୍ଭ ହେବ। ଛାତ୍ରୀଛାତ୍ର SAM ପୋର୍ଟାଲରେ ମାଧ୍ୟମରେ +୩ ନାମଲେଖା ପାଇଁ ଆବେଦନ କରିପାରିବେ। ଜୁଲାଇ ୧୦ ତାରିଖ ସୁଦ୍ଧା…

ଭୋଟବ୍ୟାଙ୍କ ଭାଇରସ୍: ଆମ୍ବେଦକରଙ୍କୁ ଅପମାନିତ କରିବା, ୱାକଫ ଆଇନକୁ ବିରୋଧ ପାଇଁ କଂଗ୍ରେସକୁ ସମାଲୋଚନା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୪ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଦାବି କରିଛନ୍ତି ଯେ କଂଗ୍ରେସ ନୂତନ ଭାବରେ ଗୃହୀତ ୱାକଫ ସଂଶୋଧନ ଆଇନକୁ ବିରୋଧ କରିବା ପାଇଁ “ଭୋଟବ୍ୟାଙ୍କ ଭାଇରସ” କାମୁଡ଼ା ଖାଇଛି। ଦଳ ବି.ଆର. ଆମ୍ବେଦକରଙ୍କ ସାମାଜିକ ନ୍ୟାୟ ସମ୍ବିଧାନର ଦୃଷ୍ଟିକୋଣକୁ ନିଜ…

ଘରେ ପଶି ହତ୍ୟା କରିବୁ, ବୋମା ପକାଇ କାର୍‌ ଉଡ଼ାଇ ଦେବୁ, ପୁଣି ସଲମାନଙ୍କୁ ମିଳିଲା ଏମିତି ଧମକ

ମୁମ୍ବାଇ: ବଲିଉଡ୍‌ର ସୁପରଷ୍ଟାର୍‌ ସଲମାନ ଖାନଙ୍କୁ ପୁଣି ଥରେ ଧମକ ମିଳିଛି। ମୁମ୍ବାଇର ଓ୍ବର୍ଲି ଟ୍ରାଫିକ ବିଭାଗର ହ୍ବାଟ୍ସଆପ୍‌ ନମ୍ବରକୁ ଏକ ଧମକ ପଠାଯାଇଛି। ଯେଉଁଥିରେ କୁହାଯାଇଛି ଯେ, ଅଭିନେତାଙ୍କ ଘରେ ପ୍ରବେଶ କରି ତାଙ୍କୁ ହତ୍ୟା କରାଯିବ। କେବଳ ଏତିକି…

‘ଆମେ ବି ହେବୁ କୁନି ବୈଜ୍ଞାନିକ’, କେଏମଆରଏସରେ ବିଜ୍ଞାନ ଓ ଗବେଷଣାକୁ ନେଇ କର୍ମଶାଳା

ରାଇକିଆ,୧୪।୪,(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ କଳିଙ୍ଗ ମଡେଲ ରେଶିଡେନ୍ସିଆଲ ସ୍କୁଲରେ ବିଜ୍ଞାନ ଓ ଗବେଷଣାକୁ ନେଇ ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟ ଛାତ୍ରୀଛାତ୍ରମାନଙ୍କ ମଧ୍ୟରେ ପଦାର୍ଥ ବିଜ୍ଞାନ ଓ ଏହାର ଗବେଷଣା ପ୍ରତି ବିଦ୍ୟାଳୟ ସ୍ତରରୁ କିପରି…

ନବୀନଙ୍କୁ ଚିଠି ଲେଖି ରାଜାଙ୍କ ପ୍ରସ୍ତାବ, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୧୪ା୪: ବିଜୁ ଜନତା ଦଳରେ ଏବେ ସାଙ୍ଗଠନିକ ନିର୍ବାଚନ ଚାଲିଥିବା ବେଳେ ଆଠଗଡ଼ ବିଧାୟକ ତଥା ଦଳର ବରିଷ୍ଠ ନେତା ରଣେନ୍ଦ୍ର ପ୍ରତାପ ସ୍ୱାଇଁ(ରାଜା) ମୁଖିଆ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି। ଏଥିରେ ସେ ଦଳ ସମ୍ପର୍କରେ କିଛି ପ୍ରସ୍ତାବ ବା…

Video : ଟ୍ରମା ସେଣ୍ଟରରେ ସିଧା ଆମ୍ବୁଲାନ୍ସ ପହଞ୍ଚାଇ ଦେଲେ ଡ୍ରାଇଭର, ଲୋକେ କହିଲେ ଡାକ୍ତର ଚଲାଉଥିଲେ କି ଗାଡ଼ି?

ନୂଆଦିଲ୍ଲୀ,୧୪।୪: ଯେତେବେଳେ କେହି ଅସୁସ୍ଥ ହୁଅନ୍ତି କିମ୍ବା ଦୁର୍ଘଟଣା ଘଟେ, ପ୍ରଥମେ ଆମ୍ବୁଲାନ୍ସକୁ ଡକାଯାଏ। ରୋଗୀଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରୁ ଆମ୍ବୁଲାନ୍ସ ଦ୍ରୁତ ଗତିରେ ଚାଲିଯାଏ, କିନ୍ତୁ ଯେତେବେଳେ ଆମ୍ବୁଲାନ୍ସ ଦୁର୍ଘଟଣାର ଶିକାର ହୁଏ, ସେତେବେଳେ କ’ଣ ହୁଏ? ପ୍ରକୃତରେ, ସୋସିଆଲ…

୧୫ରୁ ୨ମାସ ସାମୁଦ୍ରିକ କଟକଣା ଲାଗୁ

ପାରାଦୀପ,୧୪ା୪(ଶରତ ରାଉତ): ସମଗ୍ର ରାଜ୍ୟର ପୂର୍ବ ଉପକୂଳରେ ଆସନ୍ତା ୧୫ ତାରିଖରୁ ସାମୁଦ୍ରିକ କଟକଣା ଲାଗୁ ହେବ। ଏ ନେଇ ଓଡ଼ିଶା ସରକାରଙ୍କ ମତ୍ସ୍ୟ ନିର୍ଦ୍ଦେଶାଳୟ ୧୧ ତାରିଖରେ ନୋଟିସ ନଂ. ୪୦୩୮ ଜାରି କରିଛନ୍ତି। ଏଥିରେ ଦର୍ଶାଯାଇଛି, ଏପ୍ରିଲ ୧୫ରୁ…

ନାବାଳିକା କଲେଜ ଛାତ୍ରୀ ଅପହୃତ, ମାମଲା ରୁଜୁ କଲା ପୋଲିସ

ଦିଗପହଣ୍ଡି,୧୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଶେଷ ବର୍ଷ କଳା ବିଭାଗରେ ବାର୍ଷିକ ପରୀକ୍ଷା ଦେଇଥିବା ଜଣେ ନାବାଳିକା ଛାତ୍ରୀଙ୍କୁ କେହି ଦୁର୍ବୃତ୍ତ ଅପହରଣ କରି ନେଇଥିବା ଅଭିଯୋଗ ହୋଇଛି। ଏନେଇ…

କିନ୍ନରଙ୍କ ମୃତ୍ୟୁ ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ଦାବି କଲା ରାଜ୍ୟ ମହାସଂଘ

ଦିଗପହଣ୍ଡି,୧୪ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମର ଯାତ୍ରା କଳାକାର କିନ୍ନର ଅର୍ଚ୍ଚିତା ଓରଫ ଅଜିତ ବିଷୋୟୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ପାଇଁ ରାଜ୍ୟ କିନ୍ନର ମହାସଂଘ ପକ୍ଷରୁ ଦାବି କରାଯାଇଛି। ରବିବାର ମହାସଂଘର…

ଡାନିଏଲ ନୋବୋଆ କିଏ, ଯାହାଙ୍କୁ ଇକ୍ୱେଡରର ନୂଆ ରାଷ୍ଟ୍ରପତି ଭାବେ କରାଗଲା ନିର୍ବାଚନ

କ୍ୱିଟୋ,୧୪।୪: ଇକ୍ୱେଡରରେ ରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ଏହି ସମୟରେ, ଇକ୍ୱେଡରର ଜାତୀୟ ନିର୍ବାଚନ ପରିଷଦ ରବିବାର ରାଷ୍ଟ୍ରପତି ଡାନିଏଲ ନୋବୋଆଙ୍କୁ ଦେଶର ରାଷ୍ଟ୍ରପତି ଦୌଡ଼ର ବିଜୟୀ ପ୍ରାର୍ଥୀ ଭାବେ ଘୋଷଣା କରିଛି, କାରଣ ସେ ଭୋଟ ଗଣତି ସମୟରେ ବାମପନ୍ଥୀ…

ଆଣ୍ଠୁଗଣ୍ଠି ସମସ୍ୟାରୁ ଉପଶମ ଦିଏ ଅଙ୍ଗୁର

ଆଜିକାଲି ଆଣ୍ଠୁଗଣ୍ଠି ସମସ୍ୟା ଏକ ସାଧାରଣ କଥା ପାଲଟି ଗଲାଣି କହିଲେ ଭୁଲ ହେବ ନାହିଁ। ବିଶେଷଭାବରେ ବୟସ ବଢ଼ିଲେ ଏହି ସମସ୍ୟା ଦେଖାଦେଇଥାଏ। ହେଲେ ଏବେ ଅସନ୍ତୁଳିତ ଜୀବନଶୈଳୀ ପାଇଁ ଯୁବପିଢ଼ି ମଧ୍ୟ ଏହାର ସମ୍ମୁଖୀନ ହେଉଛନ୍ତି। ତେବେ ଏଭଳି…

ବିଜ୍ଞାନର ଉନ୍ନତିରେ ଜର୍ମାନୀ ବୈଜ୍ଞାନିକଙ୍କ ଭୂମିକା

ମଧ୍ୟଯୁଗୀୟ ୟୁରୋପରେ ନିରୀକ୍ଷଣ, ପରୀକ୍ଷଣ ଓ ଗହନ ଗଣିତର ପରମ୍ପରା ନଥିଲା। ପଠନ ଓ ଅନୁଶୀଳନ ବୈଜ୍ଞାନିକ ଗତିବିଧିର ମାନଦଣ୍ଡ ଥିଲା। ପଣ୍ଡିତମାନେ ମୁଖ୍ୟତଃ ଦାର୍ଶନିକ ପୁସ୍ତକ ବା ଧର୍ମଗ୍ରନ୍ଥ ପଢ଼ାପଢ଼ି ଓ ତର୍ଜମା କରୁଥିଲେ ଏବଂ ବିଜ୍ଞାନର ଯାତ୍ରା ଏଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri