ସମୁଦ୍ରମୁହାଁ ଅଲିଭରିଡଲେ ଶାବକ ଦେଖିଲେ ରାଜ୍ୟପାଳ
ଛତ୍ରପୁର/ଗଞ୍ଜାମ,୧୩ା୪(ସନ୍ତୋଷ ପାଢ଼ୀ/ ବିଦ୍ୟାଧର ସାହୁ): ଓଡ଼ିଶାର ରାଜ୍ୟପାଳ ହରିବାବୁ କମ୍ଭମପାଟି ରବିବାର ଗଞ୍ଜାମ ଜିଲା ଗସ୍ତରେ ଆସି ସେ ଜିଲାର ବିଭିନ୍ନ ବିକାଶମୂଳକ କାର୍ଯ୍ୟ ତଦାରଖ କରିଥିଲେ। ଏହି ସମୟରେ ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡା, ଜ଼ିଲା ପରିଷଦ ମୁଖ୍ୟ ଉନ୍ନୟନ…
ବନ୍ଧୁକ ସହ ଅଭିଯୁକ୍ତ ଗିରଫ
ଭଞ୍ଜନଗର,୧୩ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ରବିବାର ବାଇବାଲିର ପଞ୍ଚାନନ ନାଇକଙ୍କୁ ଏକ ହତ୍ୟା ଧମକ ମାମଲାରେ ଗିରଫ କରିଛନ୍ତି। ଏଥିସହ ତାଙ୍କଠାରୁ ପୋଲିସ ଏକ ଦେଶୀ ବନ୍ଧୁକ ଜବତ କରିଛି। ସାରେ ପଞ୍ଚାନନଙ୍କୁ ଭଞ୍ଜନଗର କୋର୍ଟ ଚାଲାଣ କରାଯାଇଛି।…
ଶ୍ରମିକଙ୍କୁ ଲେବର କାର୍ଡ ବଣ୍ଟନ କଲେ ବିଧାୟକ, ଏଣିକି ମିଳିବ ଏସବୁ ସୁବିଧା
କେନ୍ଦୁଝର,୧୩ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଦୀର୍ଘଦିନରୁ କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ନରଣପୁର ପଞ୍ଚାୟତର ବ୍ୟକ୍ତି ସେମାନେ ଲେବର କାର୍ଡ ପାଇବାରୁ ବଞ୍ଚିତ ହୋଇଥିଲେ। ଯାହା ଫଳରେ ସେମାନେ ବିଭିନ୍ନ ସରକାରୀ ସୁବିଧା ସୁଯୋଗ ପାଇବାରୁ ବଞ୍ଚିତ ହେଉଥିଲେ। ରବିବାର ସ୍ଥାନୀୟ ସର୍କିଟ…
ମିଳିଲା ଦ୍ୱିତୀୟ ଶ୍ରେଣୀ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ
ଉଦଳା,୧୩।୪: ମୟୂରଭଞ୍ଜ ଜିଲା ଶାଳଖୁଣ୍ଟା ସ୍ଥିତ ଆଶ୍ରମ ବିଦ୍ୟାଳୟରୁ ରବିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବିଦ୍ୟାଳୟରୁ ଜଣେ ଦ୍ୱିତୀୟ ଶ୍ରେଣୀ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ପୋଲିସ ଜବତ କରିଥିବା ସୂଚନା ମିଳିଛି। ଏହି ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି…
ଜଣାପଡ଼ିଲା କେଉଁ ଫୋନ ବ୍ୟବହାର କରୁଛନ୍ତି ବିରାଟ କୋହଲି, ଜାଣନ୍ତୁ ଏହାର ମୂଲ୍ୟ
ନୂଆଦିଲ୍ଲୀ,୧୩।୪: ଭାରତୀୟ କ୍ରିକେଟ ଟିମ୍ର ଷ୍ଟାର ଖେଳାଳି ବିରାଟ କୋହଲି କେବଳ ତାଙ୍କର ଚମତ୍କାର ଖେଳ ପାଇଁ ନୁହେଁ ବରଂ ତାଙ୍କର ଜୀବନଶୈଳୀ ଏବଂ ଗ୍ୟାଜେଟ ପାଇଁ ମଧ୍ୟ ଖବରରେ ରହିଛନ୍ତି। ତାଙ୍କ ପ୍ରଶଂସକଙ୍କ ମନରେ ପ୍ରାୟତଃ ଏହି ପ୍ରଶ୍ନ ଉଠେ…
ଏପ୍ରିଲ ୧୫ ରୁ ଜୁନ୍ ୧୪ ଯାଏ ସମୁଦ୍ରରେ ମାଛଧରା ଉପରେ ପ୍ରତିବନ୍ଧକ ଲଗାଇଲେ ରାଜ୍ୟ ସରକାର
ଚେନ୍ନାଇ,୧୩।୪: ସାମୁଦ୍ରିକ ସମ୍ପଦ ସଂରକ୍ଷଣ ଏବଂ ଅଣ୍ଡାଦାନ ଋତୁରେ ମାଛ ପ୍ରଜନନକୁ ସୁରକ୍ଷା ଦେବା ପାଇଁ ଲକ୍ଷ୍ୟରେ ରଖି ରାଜ୍ୟ ସରକାର ସମୁଦ୍ରରେ ମାଛଧରା ଉପରେ କଟକଣା ଲଗାଇଛନ୍ତି। ଏହି ନିର୍ଦ୍ଦେଶ ଏପ୍ରିଲ ୧୫ରୁ ଆରମ୍ଭ ହୋଇ ଜୁନ୍ ୧୪ ଯାଏ…
୮ଟି ଶ୍ରେଣୀକୁ ୫ କୋଠରି, ବାରଣ୍ଡାରେ ପଢୁଛନ୍ତି ଛାତ୍ରୀଛାତ୍ର
କେସିଙ୍ଗା,୧୩ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ଶିକ୍ଷାଦାନ କ୍ଷେତ୍ରରେ ବହୁ ଅବହେଳା ହେଉଛି। ଇତିମଧ୍ୟରେ ଗଣଶିକ୍ଷା ଓ ବିଦ୍ୟାଳୟ ମନ୍ତ୍ରୀ କେସିଙ୍ଗା ପରିଦର୍ଶନ ଆସି ଫେଇଯାଇଛନ୍ତି। ରାଜ୍ୟ ସରକାର ଛାତ୍ରୀଛାତ୍ରଙ୍କୁ ଗୁଣାତ୍ମକ ଶିକ୍ଷାଦେବା ଦିଗରେ ସରକାରୀ ସ୍କୁଲମାନଙ୍କରେ ଅନେକ ସୁବିଧା…
ବିବାହର ପ୍ରତିଶ୍ରୁତି ଦେଇ ମହିଳା ଡାକ୍ତରଙ୍କୁ ବଳାତ୍କାର ଅଭିଯୋଗ; IPS ଅଧିକାରୀଙ୍କ ବିରୋଧରେ ମାମଲା ରୁଜୁ
ନାଗପୁର,୧୩।୪: ମହାରାଷ୍ଟ୍ରର ନାଗପୁରରେ ମହିଳା ଡାକ୍ତରଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର କରିବା ଅଭିଯୋଗରେ ଜଣେ ୩୦ ବର୍ଷୀୟ IPS ଅଧିକାରୀଙ୍କ ବିରୁଦ୍ଧରେ ମାମଲା ରୁଜୁ କରିଛି ପୋଲିସ। ଶୁକ୍ରବାର (ଏପ୍ରିଲ ୧୧) ୨୮ ବର୍ଷୀୟ ମହିଳା ନାଗପୁରର ଇମାମୱାଡା ପୋଲିସ…
NIA କଷ୍ଟଡିରେ କେମିତି କଟୁଛି ରାଣାଙ୍କ ଦିନ? କରୁଛନ୍ତି ମାତ୍ର ୩ଟି ଜିନିଷ ଡିମାଣ୍ଡ
ନୂଆଦିଲ୍ଲୀ,୧୩।୪: ଦିଲ୍ଲୀରେ ଜାତୀୟ ତଦନ୍ତ ସଂସ୍ଥା (NIA) ର ହେପାଜତରେ ତହଉର ରାଣା କିପରି ଦିନ ବିତାଉଛନ୍ତି, ଏହା ଏପରି ଏକ ପ୍ରଶ୍ନ ଯାହା ଉପରେ ସମସ୍ତଙ୍କ ନଜର ଅଟକି ରହିଛି। ୨୬/୧୧ ମୁମ୍ବାଇ ଆକ୍ରମଣର ଏହି ଅଭିଯୁକ୍ତ ଷଡ଼ଯନ୍ତ୍ରକାରୀଙ୍କ ମୁହଁରେ…
ହନୁମାନ ଜୟନ୍ତୀ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼କଡ଼ି: ନଜର ରଖିବ ୪୦ ଡ୍ରୋନ, ୬୦୦ ସିସିଟିଭି
ଭୁବନେଶ୍ୱର,୧୩।୪: ସୋମବାର ପବିତ୍ର ପଣା ସଂକ୍ରାନ୍ତି ଏବଂ ହନୁମାନ ଜୟନ୍ତୀ। ଏନେଇ ସବୁଠି ଉତ୍ସବ ମୁଖର। ଶାନ୍ତି ଶୃଙ୍ଖଳାର ସହ କିପରି ହନୁମାନ ଜୟନ୍ତୀ ପାଳନ କରାଯିବ ସେନେଇ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି। ଏପରି କି ହନୁମାନ…
ମେରୁଯାତ୍ରାରେ ଭକ୍ତଙ୍କ ଅସମ୍ଭାଳ ଭିଡ଼
ଭଞ୍ଜନଗର,୧୩ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ବିଭିନ୍ନ ସ୍ଥାନରେ ରବିବାର ମାସନ୍ତ ମେରୁ ଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଏହିଭଳି ଭଞ୍ଜନଗର ଅଞ୍ଚଳର ପ୍ରସିଦ୍ଧ ଗାଲେରୀ ଦଣ୍ଡନାଚ ଆଜି ସରିଛି। ପୁଣି ଏକ ବର୍ଷ ପରେ ଦଣ୍ଡ ନାଚ ହେବ। ଗାଲେରୀ ମାସନ୍ତ ମେରୁଯାତ୍ରାର…
ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ, ୮ ମୃତ
ଅମରାବତି,୧୩।୪: ଆନ୍ଧ୍ରପ୍ରଦେଶର ଆନାକାପାଲି ଜିଲାରେ ଏକ ବାଣ କାରଖାନାରେ ବିସ୍ଫୋରଣ ଘଟିଛି। ବିସ୍ଫୋରଣର ଶବ୍ଦ ଏତେ ଜୋରରେ ଥିଲା ଯେ ଲୋକମାନେ ଏହାକୁ ଅନେକ କିଲୋମିଟର ଦୂର ପର୍ଯ୍ୟନ୍ତ ଶୁଣିପାରିଥିଲେ। ଏହି ବିସ୍ଫୋରଣରେ କାରଖାନାରେ କାମ କରୁଥିବା ୮ଜଣ ଶ୍ରମିକଙ୍କ ମୃତ୍ୟୁ…
Archives


