ପ୍ରଧାନମନ୍ତ୍ରୀ ମୋଦିଙ୍କ ସାମ୍ନାରେ AI ମହାରଥିଙ୍କ ମଧ୍ୟରେ କୋଲ୍ଡ ଓ୍ବାର…, କମ୍ପିଟିଟର୍ସ ପରସ୍ପରକୁ ଦେଖି…
ନୂଆଦିଲ୍ଲୀ,୧୯।୨: ଗୁରୁବାର (୧୯ ଫେବୃଆରୀ, ୨୦୨୬) ଇଣ୍ଡିଆ AI ଇମ୍ପାକ୍ଟ ସମିଟ ୨୦୨୬ରେ ଏକ ଘଟଣା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ଯେତେବେଳେ ଭାରତ ଏବଂ ବିଦେଶର ପ୍ରମୁଖ ବ୍ୟବସାୟୀମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଏକତାରେ ହାତ ଧରି ମଞ୍ଚ…
ଆଦିବାସୀଙ୍କୁ ରୋଜଗାରର ଲୋଭ ଦେଖାଇ ଅଫିମ ଗଛକୁ ଚାଇନା ଶାଗ କହିଥିଲେ ମାଫିଆ, ଏବେ ମାଜିଷ୍ଟ୍ରେଟ୍ଙ୍କ ଉପସ୍ଥିତିରେ…
କେନ୍ଦୁଝର,୧୯ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ବରଦାପାଳ ପଞ୍ଚାୟତ ତଳକମ୍ପଡିହୀ ଗାଁର ଜହ୍ଲା ସାହିରେ ବ୍ୟାପକ ପରିମାଣର ଅଫିମ ଚାଷକୁ ମାଜିଷ୍ଟ୍ରେଟ୍ଙ୍କ ଉପସ୍ଥିତରେ ପୋଲିସ, ବନ ଓ ଅବକାରୀ ବିଭାଗ ନଷ୍ଟ କରାଯାଇଛି। ଯାହାର ମୂଲ୍ୟ ଲକ୍ଷାଧିକ ଟଙ୍କା ହେବ…
ଖଜୁରିପଡ଼ା ଗୋଷ୍ଠୀ ଶିକ୍ଷା ବିଭାଗ: ୫ କେନ୍ଦ୍ରରେ ୭୧୧ ବିଦ୍ୟାର୍ଥୀ ପରୀକ୍ଷା ଦେଲେ
ଖଜୁରିପଡ଼ା,୧୯ା୨(ବିଦୁର ବେହେରା): ଚଳିତ ବର୍ଷ ଫେବୃଆରୀ ୧୯ ଗୁରୁବାରଠାରୁ ମ୍ୟାଟ୍ରିକ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୨ ତାରିଖରେ ଶେଷ ହେବ। ଖଜୁରିପଡ଼ା ଗୋଷ୍ଠୀ ଶିକ୍ଷା ବିଭାଗ ଅଞ୍ଚଳରୁ ଏଥର ମୋଟ ୭୨୪ ବିଦ୍ୟାର୍ଥୀ ମାଟ୍ରିକ୍ ପରୀକ୍ଷା ଦେବା ପାଇଁ ନାମ…
ରାଜନୀତିରେ ଏଣ୍ଟ୍ରି କରିବେ ରୀନା ପାସଓ୍ବାନ? ପ୍ରସ୍ତୁତ ହେଲେଣି ଚିରାଗ, ଭାଜପାର ମୋହରକୁ ଅପେକ୍ଷା!
ନୂଆଦିଲ୍ଲୀ,୧୯।୨: ବିହାରର ପାଞ୍ଚଟି ରାଜ୍ୟ ସଭା ଆସନ ଖାଲି ହେବାକୁ ଯାଉଛି। ୨୦୨୬ ମାର୍ଚ୍ଚ ୧୬ରେ ଭୋଟ ହେବ। ବିଜ୍ଞପ୍ତି ପ୍ରକାଶ ପାଇବା ସହିତ ବିହାରରେ ରାଜନୈତିକ ପରିବେଶ ସରଗରମ ହୋଇଯାଇଛି। ପ୍ରଶ୍ନ ହେଉଛି କି ବର୍ତ୍ତମାନର ଏମପିମାନଙ୍କୁ ପୁନରାବୃତ୍ତି କରାଯିବ…
ଭିଜିଲାନ୍ସ ଜାଲରେ ସୋର ତହସିଲଦାର: ୪୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଗିରଫ
ସୋର,୧୯।୨(ଜନ୍ମେଞ୍ଜୟ ମିଶ୍ର): ଓଡ଼ିଶା ଭିଜିଲାନ୍ସ ଏକ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ବାଲେଶ୍ୱର ଜିଲା ସୋର ତହସିଲଦାରଙ୍କୁ ଗିରଫ କରିଛି। ଜବତ ହୋଇଥିବା ପଥର ବୋଝେଇ ଟ୍ରକ୍ ଛାଡ଼ିବା ପାଇଁ ଲାଞ୍ଚ ନେଉଥିବା ବେଳେ ସେ ଧରାପଡ଼ିଛନ୍ତି। ଗୁରୁବାର ଅପରାହ୍ନରେ…
ରାହୁଲ ଗାନ୍ଧୀଙ୍କ ସମେତ ୨୫ କଂଗ୍ରେସ ଏମ୍ପିଙ୍କୁ ଗୁଳି କରିବାକୁ ଧମକ
ନୂଆଦିଲ୍ଲୀ,୧୯।୨: ରାଜସ୍ଥାନ ପୋଲିସ କୋଟାର ଜଣେ ବ୍ୟକ୍ତିଙ୍କୁ ଅଟକ ରଖିଛି ଯିଏ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବଂ ୨୫ ଜଣ କଂଗ୍ରେସ ଏମପିଙ୍କୁ ଗୁଳି କରିବାକୁ ଧମକ ଦେଇ ଏକ ଭିଡିଓ ଅପଲୋଡ କରିଥିଲେ। ପୋଲିସର ସୂଚନା ଅନୁଯାୟୀ, ଭିଡିଓରେ…
୦,୦,୦…ରେ ଆଉଟ ହୋଇଥିବା ଅଭିଷେକ ଶର୍ମାଙ୍କୁ ମିଳିଲା ଗୁରୁ ମନ୍ତ୍ର, ଗାଭାସ୍କର କହିଲେ…
ନୂଆଦିଲ୍ଲୀ,୧୯।୨: ଅଭିଷେକ ଶର୍ମା ୨୦୨୬ ଟି୨୦ ବିଶ୍ୱକପରେ ତିନୋଟି ଇନିଂସ ଖେଳିଛନ୍ତି, କିନ୍ତୁ ସେ ତାଙ୍କର ଖାତା ଖୋଲି ନାହାଁନ୍ତି। ସେ ତିନୋଟି ମ୍ୟାଚରେ ଶୂନ୍ୟରେ ଆଉଟ ହୋଇଥିଲେ। ତାଙ୍କର ଖରାପ ଫର୍ମ ଟିମ ଇଣ୍ଡିଆ ପାଇଁ ଚିନ୍ତାର କାରଣ। ଏବେ,…
ପଦ୍ମପୁର ତହସିଲଦାରଙ୍କୁ ନିଲମ୍ବନ କଲେ ସରକାର
ବରଗଡ଼,୧୯ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପଦ୍ମପୁର ତହସିଲଦାର ବିପିନ କୁମାର ପ୍ରଧାନଙ୍କୁ ଦୁର୍ନୀତି ଅଭିଯୋଗରେ ନିଲମ୍ବନ କରିଛନ୍ତି ରାଜ୍ୟ ସରକାର। ଜିଲାପାଳଙ୍କ ରିପୋର୍ଟ ଆଧାରରେ ପଦ୍ମପୁରର ତହସିଲଦାରଙ୍କୁ ନିଲମ୍ବନ କରାଯାଇଛି। ରାଜସ୍ବ ବିଭାଗରେ କୌଣସି ପ୍ରକାର ଦୁର୍ନୀତିକୁ ବରଦାସ୍ତ କରାଯିବ ନାହିଁ…
୩ କେନ୍ଦ୍ରରେ ୧୧ ପରୀକ୍ଷାର୍ଥୀ ଅନୁପସ୍ଥିତ
ଗୁଡ଼ାରି,୧୯ା୨(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ୩ଟି କେନ୍ଦ୍ରରେ ମାଟ୍ରିକ ପରୀକ୍ଷାର ପ୍ରଥମ ଦିନରେ ୧୧ ଜଣ ପରୀକ୍ଷାର୍ଥୀ ଅନୁପସ୍ଥିତ ଥିଲେ। ମୋଟ୍ ୫୩୭ ଜଣ ପରୀକ୍ଷାର୍ଥୀଙ୍କ ମଧ୍ୟରୁ ପ୍ରଥମ ଦିନ ୫୨୬ ଜଣ ପରୀକ୍ଷା ଦେଇଥିବା ବେଳେ…
ରୋମାଣ୍ଟିକ ମୁଡ୍ରେ ସୁଇମିଂ ପୁଲ ଫଟୋ ଶେୟାର କଲେ ହାର୍ଦ୍ଦିକ ପାଣ୍ଡ୍ୟା, ଗର୍ଲ ଫ୍ରେଣ୍ଡକୁ ଜଣାଇଲେ ଜନ୍ମଦିନର ଶୁଭେଚ୍ଛା
ନୂଆଦିଲ୍ଲୀ,୧୯।୨: ICC T20 World Cup 2026 ମଧ୍ୟରେ, ଟିମ ଇଣ୍ଡିଆର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର ତାଙ୍କ କ୍ରୀଡା କାମ ପାଇଁ ନୁହେଁ, ବରଂ ତାଙ୍କ ବ୍ୟକ୍ତିଗତ ଜୀବନ ପାଇଁ।…
ଭାରତ ସହ କ୍ରିକେଟ ସମ୍ପର୍କ ସୁଧାରିବାକୁ ବାଂଲାଦେଶର ଉଦ୍ୟମ; ତାରିକ୍ ରହମାନ ସରକାରଙ୍କ ବଡ଼ ପଦକ୍ଷେପ
ନୂଆଦିଲ୍ଲୀ ,୧୯।୨: ଭାରତ-ବାଂଲାଦେଶ କ୍ରିକେଟ ସମ୍ପର୍କରେ ସୁଧାର ପାଇଁ ଢାକାର ବଡ଼ ପଦକ୍ଷେପ। ୨୦୨୬ ଟି-୨୦ ବିଶ୍ୱକପ୍କୁ ନେଇ ସୃଷ୍ଟି ହୋଇଥିବା ବିବାଦ ଓ ମହମ୍ମଦ ୟୁନୁସଙ୍କ ଅନ୍ତରୀଣ ସରକାରଙ୍କ ବିଦାୟ ପରେ ବାଂଲାଦେଶର ନୂତନ ବିଏନପି (BNP) ସରକାର ଭାରତ…
ପାକିସ୍ତାନର 2026 T20 World Cup ବିଜୟ ନିଶ୍ଚିତ? ଏହି ସଂଯୋଗ ଦେଖିଲେ ଆପଣ ବି ବିଶ୍ୱାସ କରିବାକୁ ବାଧ୍ୟ ହେବେ
ନୂଆଦିଲ୍ଲୀ,୧୯।୨: 2026 T20 World Cup ପାଇଁ ସୁପର ୮ ଦଳ ଚୂଡ଼ାନ୍ତ ହୋଇଛି। ଯଦିଓ ଟୁର୍ଣ୍ଣାମେଣ୍ଟର ପରବର୍ତ୍ତୀ ପର୍ଯ୍ୟାୟ ଆରମ୍ଭ ହୋଇନାହିଁ, କିନ୍ତୁ ପାକିସ୍ତାନ ବିଶ୍ୱକପ ବିଜୟୀ ହେବ ବୋଲି ଏକ ସଂଯାଗ ସାମ୍ନାକୁ ଆସିଛି, ଯାହାକୁ ଦେଖିଲେ ଯେ…
Archives


