Home Left

୯ ଜଣଙ୍କୁ କୀର୍ତ୍ତି ଚକ୍ର, ୧୯ଙ୍କୁ ଶୌର୍ଯ୍ୟ ଚକ୍ର

ନୂଆଦିଲ୍ଲୀ,୧୫ା୮(ପି.ଟି.): ୮୦ତମ ସ୍ବାଧୀନତା ଦିବସର ଦିନକ ପୂର୍ବରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ୭୮ଟି ସାହସିକତା ପୁରସ୍କାରକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ସେଥିରୁ ୧୩ଟି ପୁରସ୍କାର ମରଣୋତ୍ତର ଭାବେ ପ୍ରଦାନ କରାଯିବ। ଉକ୍ତ ପୁରସ୍କାର ମଧ୍ୟରେ ୯ଟି କୀର୍ତ୍ତି ଚକ୍ର, ୧୯…

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ ରାଞ୍ଚତ୍ ନିକଟରେ କେନ୍ଦ୍ରୀଭୂତ ରହିଥିଲା। ତେବେ ଶନିବାର ସୁଦ୍ଧା ଅବପାତଟି ଦୁର୍ବଳ ହୋଇ…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ ପେବୁକା କରାଡ.ସନେୟା ବିଡିକା, ବୁଲି ହିଆଲ, ଆକାଶ ଗାଣ୍ଟା, ଶାନ୍ତି ଗାଣ୍ଟା, ନିରୁ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ ସଚିବଙ୍କ ପରି କର୍ମକର୍ତ୍ତାମାନେ ନେଉଥିଲେ, କିନ୍ତୁ ବର୍ତ୍ତମାନ ଏଥିରେ ପରିବର୍ତ୍ତନ ଆସିବାକୁ ଯାଉଛି।…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ପାଟପୁର ପୋଲିସ ଶୁକ୍ରବାର ଅଭିଯୁକ୍ତ ଶିବରାମଙ୍କୁ ଗିରଫ କରି…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ ପ୍ରାୟ ୪ଟା ସମୟରେ ଏକ ୯ ଫୁଟ୍‌ ଲମ୍ବର ଅଜଗର ସାପକୁ ବନ…

ବିଭାଜନ ବିଭୀଷିକା ସ୍ମୃତି ସଭାରେ ଯୋଗଦେଲେ ଆଇନ ମନ୍ତ୍ରୀ

ଛତ୍ରପୁର, ୧୪।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ୧୯୪୭ ମସିହାରେ ଭାରତ ସ୍ୱାଧୀନତା ପାଇବା ପୂର୍ବରୁ ଦେଶ ବିଭାଜନ ସମୟରେ ଘଟିଥିବା ବିଭୀଷିକା ଓ ଦୁଃଖଦ ଘଟଣାଗୁଡ଼ିକର ସ୍ମୃତିରେ ଛତ୍ରପୁରସ୍ଥିତ ଶିବ କୁମାର ପଟ୍ଟନାୟକ ରିଡିଂ ରୁମ୍‌ଠାରେ ଏକ ସ୍ମୃତି ସଭା ଅନୁଷ୍ଠିତ…

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ, ତାଙ୍କୁ ୧୨ ତାରିଖ ଫୋନ କରି କଂଗ୍ରେସ ଦଳର ଜଣେ ବରିଷ୍ଠ ନେତା…

ନିଜ ଝିଅ ବୟସର ଯୁବତୀଙ୍କୁ ଧରି ବୁଲୁଛନ୍ତି ଗୋବିନ୍ଦା, ସ୍ତ୍ରୀ କହିଲେ-ଲଜ୍ଜା ଲାଗିବା କଥା

ମୁମ୍ବାଇ: ଦିନ ଥିଲା ବଲିଉଡ ଅଭିନେତା ଗୋବିନ୍ଦା ନିଜର ଫିଲ୍ମକୁ ନେଇ ବେଶ ଚର୍ଚ୍ଚାରେ ରହୁଥିଲେ। ହେଲେ ଆଜିକାଲି ସିନେମାକୁ ନେଇ କମ୍‌ ହେଲେ ବ୍ୟକ୍ତିଗତ ଜୀବନକୁ ନେଇ ବେଶ୍‌ ଚର୍ଚ୍ଚାରେ ରହୁଛନ୍ତି ସେ। କହିବାର ତାତ୍ପର୍ଯ୍ୟ ଏବେ ତାଙ୍କର କଥିତ…

ଯୁବକଙ୍କୁ ଠେଙ୍ଗାରେ ଆକ୍ରମଣ, ଗୁରୁତର ଯୁବକଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ

କୋକସରା,୧୪ା୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼ପୋଡ଼ାଗୁଡ଼ା ଗ୍ରାମରେ ଠେଙ୍ଗା ଆକ୍ରମଣରେ ଗୁରୁତର ଯୁବକଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି। ମୃତକ ହେଲେ ଲଳିତ ପୂଜାରୀ (୩୫)। ଅଭିଯୋଗ ଅନୁସାରେ ଗତ ବୁଧବାର ଲଳିତଙ୍କ ସହ ଶଙ୍କର…

ଘରେ ପଶି ମହିଳାଙ୍କୁ ଅସଦାଚରଣ ମାମଲା: ଅଭିଯୁକ୍ତଙ୍କୁ ଏମିତି ରାୟ ଶୁଣାଇଲେ….

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସିଭିଲ କୋର୍ଟ ସିନିୟର ଡିଭିଜନ କୋର୍ଟରେ ଏକ ମାମଲାର ଚୂଡାନ୍ତ ଶୁଣାଣି ହୋଇଛି। ଗତ ୨ ବର୍ଷ ପୂର୍ବେ ମହିଳା ଜଣକ ତାଙ୍କ ଝିଅ ଓ ଝିଆରୀଙ୍କ ସହ ରାତ୍ରି ଭୋଜନ…

କାର ବାଇକ୍ ମୁହାମୁହିଁ ଧକ୍କା,ଦୁଇ ଗୁରୁତର

ଗୁଣପୁର,୧୪।୮( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଜଗନ୍ନାଥପୁର ରୋଡ ଠାରେ ବାଇକ୍ କାର ମୁହାଁ ମୁହିଁ ଯୋଗୁଁ ଦୁଇ ବାଇକ୍ ଆରୋହୀ ଗୁରୁତର ହୋଇ ପଡିଛନ୍ତି। ଆହତ ଦୁଇଜଣ ହେଲେ କୁକୁରଗୁଡ଼ା ଗ୍ରାମର ୟୁସାଇ ଶବର(୧୯)ଏବଂ ବାଇନା ପଦର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?