Home Left

ସମ୍ବଲପୁରରେ ପୁଣି ଏନକାଉଣ୍ଟର: ଦୁର୍ଦ୍ଦାନ୍ତ ଅପରାଧୀ ଆହତ

ସମ୍ବଲପୁର/କୁଚିଣ୍ଡା,୧୩।୪(ବିରଞ୍ଚି ଦର୍କା/ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ଏକମାସ ବ୍ୟବଧାନରେ ଅପରାଧିଙ୍କୁ ପୋଲିସ ଏନକାଉଣ୍ଟର ପୁଣି ଏକ ଘଟଣା ସାମ୍ନାକୁ ଆସିଛି। ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା ରଙ୍ଗିଆଟିକରା ଗ୍ରାମର ରାଜରାସ୍ତା ଉପରେ ହୋଇଛି ଏହି ବଡ଼ ଏନକାଉଣ୍ଟର। ପୋଲିସ ଏନକାଉଣ୍ଟରରେ ଗୋବିନ୍ଦପୁର…

ଗୌରବ ଖାନ୍ନା ସେଲିବ୍ରିଟି ମାଷ୍ଟରଶେଫ୍‌

ମୁମ୍ବାଇ: ଛୋଟ ପରଦାର ଲୋକପ୍ରିୟ ଅଭିନେତା ଗୌରବ ଖାନ୍ନା ‘ସେଲିବ୍ରିଟି ମାଷ୍ଟରଶେଫ୍‌’ ପ୍ରଥମ ସିଜନର ଟାଇଟଲ ହାସଲ କରିଛନ୍ତି। ଶୁକ୍ରବାର ରାତିରେ ଆୟୋଜିତ ଗ୍ରାଣ୍ଡ ଫିନାଲେ କାର୍ଯ୍ୟକ୍ରମରେ ତାଙ୍କୁ ଶୋ’ର ଟାଇଟଲ ସହ ୨୦ ଲକ୍ଷ ଟଙ୍କାର ପୁରସ୍କାର ରାଶି ମିଳିଛି।…

ସମୃଦ୍ଧ ଓଡ଼ିଶାକୁ ସାକାର କରିବ ଆୟୁଷ୍ମାନ ଭାରତ

”ଆରୋଗ୍ୟମ୍‌ ପରମଂ ଭାଗ୍ୟଂ ସ୍ବାସ୍ଥ୍ୟଂ ସର୍ବାର୍ଥସାଧନମ୍‌“ ଆମ ଶାସ୍ତ୍ର କୁହେ, ସୁସ୍ଥ ରହିବା ହେଉଛି ପରମ ସୌଭାଗ୍ୟ। ସୁସ୍ଥ ବ୍ୟକ୍ତି ଦ୍ବାରା ସମସ୍ତ କାର୍ଯ୍ୟର ସିଦ୍ଧି ହୋଇଥାଏ। ସୁସ୍ଥ ମଣିଷରୁ ସମୃଦ୍ଧ ସମାଜର ପରିକଳ୍ପନା କରାଯାଇପାରିବ, ତେଣୁ ବିକଶିତ ରାଷ୍ଟ୍ର ହେବା…

ଟ୍ରକ ପଛକୁ ପିଟିଲା ଯାତ୍ରୀବାହୀ ବସ୍‌; ୩୦ରୁ ଉଦ୍ଧର୍‌ବ ଯାତ୍ରୀ…

ଖଲ୍ଲିକୋଟ,୧୩।୪(ପ୍ରଶାନ୍ତ କୁମାର ମିଶ୍ର): ସକାଳୁ ସକାଳୁ ବଡ଼ ଦୁର୍ଘଟଣା। ଖଲ୍ଲିକୋଟ ଥାନା ୧୬ ନମ୍ବର ଜାତୀୟ ରାଜପଥର ଲଙ୍ଗଳେଶ୍ବର ରିଲିଆନ୍ସ ପେଟ୍ରୋଲ ପମ୍ପ ସମ୍ମୁଖରେ ଏକ ଟ୍ରକ ପଛକୁ ବାଲୁଙ୍କେଶ୍ୱର ନାମକ ଏକ ଘରୋଇ ବସ ଶକ୍ତ ଧକ୍କା ଦେଇଛି। ଏହି…

ଛାତ୍ରବାସରେ ପ୍ରେମିକାଙ୍କୁ ପାଖରେ ରଖିବା ପାଇଁ ସୁଟ୍‌କେସ୍‌ରେ ପୁରାଇଲେ

ସୋନିପଥ, ୧୩।୪: ହରିୟାଣା ସୋନିପଥସ୍ଥିତ ଓପି ଜିନ୍ଦଲ ଗ୍ଲୋବାଲ ୟୁନିଭର୍ସିଟିରୁ ଏକ ଆଶ୍ଚର୍ଯ୍ୟକର ଘଟଣା ସାମ୍‌ନାକୁ ଆସିଛି। ଜଣେ ଛାତ୍ର ନିଜ ପ୍ରେମିକାଙ୍କୁ ପାଖରେ ରଖିବା ପାଇଁ ତାଙ୍କୁ ସୁଟ୍‌କେସ୍‌ରେ ବନ୍ଦ କରି ଛାତ୍ରାବାସକୁ ନେବାକୁ ଚେଷ୍ଟା କରିଥିଲେ। ତେବେ ଛାତ୍ରାବାସରେ…

ଟ୍ରମ୍ପ୍‌ଙ୍କ ଟାରିଫ୍‌ ବିଶ୍ୱ ବାଣିଜ୍ୟକୁ ୩% ସଙ୍କୁଚିତ କରିପାରେ

ଜାତିସଂଘ,୧୩।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଅନେକ ଦେଶ ଉପରେ ପାରସ୍ପରିକ ଶୁଳ୍କ ଲଗାଇବାକୁ ନିଷ୍ପତ୍ତି ନେଇଥିବାରୁ ଏହା ବିଶ୍ୱ ବାଣିଜ୍ୟକୁ ୩ ପ୍ରତିଶତ ସଂକୁଚିତ କରିପାରେ। ଏଥିସହିତ ଆମେରିକା ଏବଂ ଚାଇନା ଭଳି ବଜାରଗୁଡ଼ିକ ଆମେରିକା, କାନାଡ଼ା ଓ ବ୍ରାଜିଲକୁ…

ଅହଂକାର ରଖନି, ଗ୍ରୁପିଜମ୍‌ କରନାହିଁ: ନଡ୍ଡା

ଭୁବନେଶ୍ୱର (ସୁନିତ୍‌ ମିଶ୍ର)/ପୁରୀ (ଅଜିତ କୁମାର ମହାନ୍ତି), ୧୩ା୪: ପୁରୀ ସ୍ଥିତ ସ୍ବାମୀ ନାରାୟଣ ମୁଖ୍ୟ ମନ୍ଦିର ପରିସରରେ ଆୟୋଜିତ ଭାଜପାର ୨ ଦିନିଆ ପ୍ରଶିକ୍ଷଣ ଶିବିରକୁ ଉଦ୍‌ଘାଟନ କରି ନଡ୍ଡା ଦଳର ବିଧାୟକ, ମନ୍ତ୍ରୀ ଏବଂ ଏମ୍‌ପିମାନଙ୍କୁ ଏକାଧିକ ପଏଣ୍ଟ…

Kalabaisakhi in Odisha: ଆଲର୍ଟ, ଏସବୁ ଜିଲାରେ ଆଜି କାଳବୈଶାଖୀ ବର୍ଷା

ଭୁବନେଶ୍ୱର,୧୩ା୪(ଅନୁରାଧା ମହାରଣା): କାଳବୈଶାଖୀ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ କୁଆପଥର ବର୍ଷା ଜାରି ରହିଛି। ଶନିବାର ଦ୍ୱୈତନଗରୀ କଟକ ଓ ଭୁବନେଶ୍ୱର ସମେତ ରାୟଗଡା, କନ୍ଧମାଳ, ଗଞ୍ଜାମ, ନୟାଗଡ, କେନ୍ଦୁଝର, ମୟୂରଭଞ୍ଜ, ଖୋର୍ଦ୍ଧା ଜିଲାର କିଛି ଅଞ୍ଚଳରେ…

ଅଭିଶେକଙ୍କ ବିସ୍ଫୋରକ ଶତକ: ହାଇଦ୍ରାବାଦ ବିଜୟୀ

ହାଇଦ୍ରାବାଦ,୧୨ା୪: ଅଭିଶେକ ଶର୍ମାଙ୍କ ବିସ୍ଫୋରକ ଶତକ ବଳରେ ସନରାଇଜର୍ସ ହାଇଦ୍ରାବାଦ (ଏସ୍‌ଆର୍‌ଏଚ୍‌) ୮ ଉଇକେଟରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌)କୁ ପରାସ୍ତ କରିଛି। ହାଇସ୍କୋରିଂ ମ୍ୟାଚରେ ପିବିକେଏସ୍‌ ପକ୍ଷରୁ ଧାର୍ଯ୍ୟ ୨୪୬ ରନର ବିଜୟ ଲକ୍ଷ୍ୟକୁ ହାଇଦ୍ରାବାଦ ୧୮.୩ ଓଭରରେ ୨ ଉଇକେଟ…

ଉଗ୍ରରୂପ ନେଲା ଓ୍ବକ୍‌ଫ ବିରୋଧୀ ବିକ୍ଷୋଭ: ଇଣ୍ଟରନେଟ୍‌ ସେବା ବନ୍ଦ

କୋଲକାତା,୧୨।୪: ଓ୍ବକ୍‌ଫ ସଂଶୋଧନ ଆଇନ ବିରୋଧରେ ବିକ୍ଷୋଭ ଉଗ୍ରରୂପ ନେଇଛି। ପଶ୍ଚିମବଙ୍ଗର ମୁସଲମାନବହୁଳ ମୁର୍ଶିଦାବାଦ ଜିଲାରେ ହୋଇଥିବା ବିକ୍ଷୋଭ ହିଂସାତ୍ମକ ରୂପ ନେଇଥିବା ବେଳେ ଏଥିରେ ବାପ, ପୁଅଙ୍କ ସମେତ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନେକ ଆହତ ହୋଇଛନ୍ତି।…

ଭାରତୀୟ ଫାର୍ମା କମ୍ପାନୀର ଓ୍ବେୟାର ହାଉସ ଉପରେ ମିଶାଇଲ ମାଡ଼ କଲା ରୁଷିଆ

କ୍ୱିଭ,୧୨।୪: ୟୁକ୍ରେନର ରାଜଧାନୀ କ୍ୱିଭରେ ରୁଷିଆର ସଦ୍ୟତମ ଆକ୍ରମଣରେ ଏକ ଭାରତୀୟ ଔଷଧ କମ୍ପାନୀର ଗୋଦାମ ଧ୍ୱଂସ ହୋଇଯାଇଛି। ଶନିବାର (୧୨ ଏପ୍ରିଲ, ୨୦୨୫) ଭାରତରେ ଥିବା ୟୁକ୍ରେନର ଦୂତାବାସ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଦୂତାବାସ କହିଛି ଯେ ଏକ…

ମୋହନ ବାଗାନ ସୁପର ଜାଏଣ୍ଟ୍ସ ଚାମ୍ପିୟନ

କୋଲକାତା, ୧୨ା୪ : ମୋହନବାଗାନ ସୁପର ଜାଏଣ୍ଟ୍ସ ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌) ୨୦୨୪-୨୫ ସିଜନର ଟାଇଟଲ ବିଜେତା ହୋଇଛି। ସ୍ଥାନୀୟ ଯୁବ ଭାରତୀ କ୍ରୀଡ଼ାଙ୍ଗନରେ ଶନିବାର ଅନୁଷ୍ଠିତ ଫାଇନାଲରେ ଦଳ ୨-୧ ଗୋଲ୍‌ରେ ବେଙ୍ଗାଲୁରୁ ଏଫ୍‌ସିକୁ ପରାସ୍ତ କରିଛି। ସଂଘର୍ଷପୂର୍ଣ୍ଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri