ଦିନିକିଆ କ୍ରିକେଟରେ ଆଇସିସି କରିପାରେ ବଡ଼ ପରିବର୍ତ୍ତନ
ନୂଆଦିଲ୍ଲୀ,୧୨ା୪: ଦିନିକିଆ କ୍ରିକେଟ ବ୍ୟାଟରଙ୍କୁ ଅତ୍ୟଧିକ ସୁହାଉଥିବାରୁ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ୫୦ ଓଭରିଆ ଫର୍ମାଟରେ ଦୁଇ ନୂଆ ବଲର ବ୍ୟବହାର ନିୟମରେ ପରିବର୍ତ୍ତନ କରିପାରେ। ଦିନିକିଆ ଫର୍ମାଟରେ ଏକ ଦଶନ୍ଧିରୁ ଊର୍ଦ୍ଧ୍ୱ ସମୟ ହେଲା ଦୁଇ ନୂଆ ବଲ…
ଅଚାନକ ଦେଓମାଳି ଗସ୍ତ କରି ପରିବେଶ ସ୍ବଚ୍ଛତା ନେଇ ତଦାରଖ କଲେ ଜିଲାପାଳ-ଆରକ୍ଷୀ ଅଧିକ୍ଷକ
ପଟ୍ଟାଙ୍ଗି,୧୨।୪,(ଶରତ କୁମାର ଧଳ): କୋରାପୁଟ ଜିଲା ତଥା ରାଜ୍ୟର ପରିଚୟ ଭାବେ ପରିଚିତ ସର୍ବବୃହତ ପର୍ବତ ତଥା ପର୍ଯ୍ୟଟନ ସ୍ଥଳୀ ଦେଓମାଳି କିପରି ସୁରକ୍ଷିତ ରହିବା ସହ ସ୍ବଚ୍ଛତା ବଜାୟ ରହିବ, ସେନେଇ କୋରାପୁଟ ଜିଲ୍ଲା ପ୍ରଶାସନ ତଥା ଜିଲାପାଳ ଭି…
ଯନ୍ତ୍ରୀଙ୍କ ପୈତୃକ ବାସଭବନରେ ଭିଜିଲାନ୍ସ ଚଢାଉ
ଆସିକା, ୧୨ା୪ (ସୁରେନ୍ଦ୍ର ନାଥ ସାହୁ) : ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକର କାର୍ଯ୍ୟନିର୍ବାହୀ ସହକାରୀ ଯନ୍ତ୍ରୀ ପବିତ୍ର ମୋହନ ପାଣିଗ୍ରାହୀଙ୍କ ଆସିକା ତାଲୁକାରୋଡ଼ସ୍ଥିତ ପୈତୃକ ବାସଭବନ ଉପରେ ଶନିବାର ସକାଳୁ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଛି। ବ୍ରହ୍ମପୁର ଭିଜିଲାନ୍ସ ବିଭାଗ…
ରୋଜ ଭ୍ୟାଲି ପୋଞ୍ଜି ଘୋଟଲାରେ ଫଶିଥିବା ନିବେଶକଙ୍କୁ ମିଳିଲା ଆଶ୍ୱସ୍ତି, ୭୫. ଲକ୍ଷ ଲୋକଙ୍କୁ ସରକାର ଫେରାଇବେ ଟଙ୍କା
ନୂଆଦିଲ୍ଲୀ,୧୨।୪: ରୋଜ ଭ୍ୟାଲି ପୋଞ୍ଜି ଦୁର୍ନୀତିରେ ଠକେଇ ହୋଇଥିବା ଲକ୍ଷ ଲକ୍ଷ ନିବେଶକଙ୍କୁ ବଡ଼ ଆଶ୍ୱସ୍ତି ମିଳିଛି। କେନ୍ଦ୍ର ଅର୍ଥ ରାଷ୍ଟ୍ରମନ୍ତ୍ରୀ ପଙ୍କଜ ଚୌଧୁରୀ ସମ୍ପତ୍ତି ବିନିଯୋଗ କମିଟି (ADC)ର ଅଧ୍ୟକ୍ଷ ଅବସରପ୍ରାପ୍ତ ବିଚାରପତି ଦିଲୀପ କୁମାର ସେଠଙ୍କୁ ୫୧୫.୩୧ କୋଟି…
ସ୍ବୀକୃତି ନୁହେଁ, କୃତି ପଛରେ ଦୌଡ଼ିଲେ ସଫଳତା ମିଳେ ଯୁବ ଲେଖକ ସମ୍ମିଳନୀ
ନୂଆପଡ଼ା,୧୨ା୪ (ମକାରୁ ବେମାଲ)-ସ୍ଥାନୀୟ ନ୍ୟାଶନାଲ କଲେଜଠାରେ ଓଡ଼ିଆ ପକ୍ଷ ପାଳନ ଅବସରରେ ଜିଲାସ୍ତରୀୟ ଯୁବ ଲେଖକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ନୂଆପଡ଼ା ଜିଲାପାଳ ମଧୁସୂଦନ ଦାସ ମୁଖ୍ୟ ଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମ ଉଦ୍ଘାଟନ କରିଥିଲେ। ସେ ତାଙ୍କ ବକ୍ତବ୍ୟରେ ସ୍ବୀକୃତି…
ପାଟଣାରେ କାଳବୈଶାଖୀର ତାଣ୍ଡବ: ବର୍ଷା ପବନ ସାଙ୍ଗକୁ କୁଆପଥର ମାଡ଼ରେ ଉପୁଡ଼ିଲା ଗଛ, ଯାତାୟତ-ବିଦ୍ୟୁତ ସେବା ବାଧାପ୍ରାପ୍ତ
ପାଟଣା ,୧୨।୪(ବୀରକିଶୋର ଦାଶ ): କେନ୍ଦୁଝର ଜିଲା ପାଟଣା ଓ ସାହାରପଡା ବ୍ଲକ ଅଞ୍ଚଳରେ ଶନିବାର ଅପରାହ୍ନରେ କାଳବୈଶାଖୀ ପ୍ରଭାରେ ତୁହାକୁ ତୁହା ଘଡ଼ଘଡି, ପବନ ସାଙ୍ଗକୁ କୁଆ ପଥର ବର୍ଷା ପବନ ଲାଗି ରହିଛି। ପବନ ଯୋଗୁ ବିଭିନ୍ନ ସ୍ଥାନରେ…
ଆନ୍ତର୍ଜାତୀୟ ଶିଶୁ ଚଳଚ୍ଚିତ୍ର ମହୋତ୍ସବ: ପ୍ରଦର୍ଶିତ ହେବ ୧୫ ଦେଶର ଚଳଚ୍ଚିତ୍ର
ଭବାନୀପାଟଣା,୧୨।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ଲକ୍ଷ୍ମୀ ବିକାଶ ଗ୍ରୁପ ଅଫ ଇନ୍ଷ୍ଟିଚ୍ୟୁଶନ କନ୍ଫରେନ୍ସ ହଲରେ ରବିବାର ଏପ୍ରିଲ ୧୩ ତାରିଖରୁ ଏପ୍ରିଲ ୧୫ ତାରିଖ ପର୍ଯ୍ୟନ୍ତ ୩ ଦିନ ଧରି ୧୧ତମ ଆନ୍ତର୍ଜାତୀୟ ଶିଶୁ/ଯୁବ ଚଳଚ୍ଚିତ୍ର ମହୋତ୍ସବ(ସିଫସି)…
ମୁର୍ଶିଦାବାଦ ହିଂସାରେ ୩ ଜଣଙ୍କ ମୃତ୍ୟୁ, ୧୧୦ ଗିରଫ, ହାଇକୋର୍ଟ ଗଲା ଭାଜପା
କୋଲାକାତା,୧୨।୪: ପଶ୍ଚିମବଙ୍ଗର ଅନେକ ଜିଲାରେ ୱକଫ ଆଇନ ବିରୋଧରେ ହିଂସାତ୍ମକ ପ୍ରତିବାଦ ଦେଖିବାକୁ ମିଳୁଛି। ଶୁକ୍ରବାର ୱକଫ ସଂଶୋଧନ ଆଇନ ବିରୋଧରେ ପ୍ରତିବାଦ ସମୟରେ ମୁସଲିମ ବହୁଳ ମୁର୍ଶିଦାବାଦ ଜିଲାରେ ହିଂସା ଘଟିଥିଲା। ଏହି ହିଂସାରେ ତିନି ଜଣଙ୍କର ମୃତ୍ୟୁ ହୋଇଛି।…
ଆପଣଙ୍କ WhatsAppକୁ ଆସୁଛି କି ଅଜଣା ନମ୍ବରରୁ ବ୍ଲର୍ ଫଟୋ? ଗୋଟିଏ ଭୁଲ୍ ଯୋଗୁ ଖାଲି ହୋଇଯିବ ଆକାଉଣ୍ଟ
ନୂଆଦିଲ୍ଲୀ,୧୨।୪: ଆଜିକାଲି ହ୍ବାଟ୍ସଆପରେ ଏକ ନୂତନ ଠକେଇ ସାମ୍ନାକୁ ଆସିଛି। ଯାହାକୁ ବ୍ଲର୍ ଇମେଜ ସ୍କାମ କୁହାଯାଉଛି। ଲୋକଙ୍କୁ ଠକିବା ପାଇଁ ବହୁତ ଚତୁରତାର ସହିତ ଏହି ଠକେଇ ଡିଜାଇନ କରାଯାଇଛି। ଯେଉଁଥିରେ ସାଇବର ଠକମାନେ ଆପଣଙ୍କ ଭାବନା ଏବଂ କୌତୁହଳର…
ନ୍ୟାଶନାଲ ହେରାଲ୍ଡ ମନି ଲଣ୍ଡରିଂ ମାମଲାରେ ଇଡିର ବଡ଼ ଆକ୍ସନ
ନୂଆଦିଲ୍ଲୀ,୧୨।୪: ନ୍ୟାଶନାଲ ହେରାଲ୍ଡ ମନି ଲଣ୍ଡରିଂ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED) ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଆସୋସିଏଟେଡ ଜର୍ଣ୍ଣାଲ୍ସ ଲିମିଟେଡ (AJL)ର ସଂଲଗ୍ନ ସମ୍ପତ୍ତିକୁ ଇଡି ଦଖଲ କରିବା ପ୍ରକ୍ରିୟା ଆରମ୍ଭ କରିଛି। ୧୧ ଏପ୍ରିଲ ୨୦୨୫ରେ, ଇଡି ଦିଲ୍ଲୀ,…
ଭିଷ୍ମଗିରୀ କଲେଜରେ ଓଡ଼ିଆ ପକ୍ଷ ପାଳନ: ପାରମ୍ପରିକ ଓଡ଼ିଆ ଖାଦ୍ୟ ପ୍ରଦର୍ଶିତ
ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭିଷ୍ମଗିରୀ ଗ୍ରାମସ୍ଥିତ ରାମଜୀ ଡିଗ୍ରୀ କଲେଜରେ ଶନିବାର ଓଡ଼ିଆ ପକ୍ଷ ପାଳନ ଅବସରରେ ପାରମ୍ପରିକ ଖାଦ୍ୟ ପ୍ରଦର୍ଶନ ସହ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମରେ ଓଡ଼ିଶାର ବରପୁତ୍ର ମାନଙ୍କ ସ୍ମୃତିଚାରଣ…
ଜୟନାରାୟଣଙ୍କ ପୁଣି ବିସ୍ଫୋରକ ବୟାନ: ଗୋଟିଏ ହୁଇସିଲରେ ଭାଙ୍ଗିଯିବ ବିଜେଡି
ଭୁବନେଶ୍ୱର,୧୨।୪: ରାଜ୍ୟରେ ୱକ୍ଫ ଝଡ଼ ଥମିବାର ନାଁ ନେଉନାହିଁ। ବିଜେଡିର ଗୋଟିଏ ପରେ ଗୋଟିଏ ନେତା ମୁହଁ ଖୋଲିବା ଆରମ୍ଭ କରି ଦେଇଛନ୍ତି। ଏଭଳି ସ୍ଥିତିରେ ବିଜେଡି ଚର୍ଚ୍ଚାରେ ଏଣ୍ଟ୍ରି ମାରିଛନ୍ତି ଭାଜପାର ବରିଷ୍ଠ ନେତା ଜୟ ନାରାୟଣ ମିଶ୍ର। ଗୋଟିଏ…
Archives


