Home Left

ଅବକାରୀ ନୀତି ଯୋଗୁ ଦିଲ୍ଲୀ ସରକାରଙ୍କ ୨,୦୦୨ କୋଟି କ୍ଷତି

ନୂଆଦିଲ୍ଲୀ,୨୬।୨: ଦିଲ୍ଲୀର ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌) ସରକାର ବେଳର ଅବକାରୀ ନୀତିରେ ଅନେକ ଭୁଲ ନିଷ୍ପତ୍ତି ଯୋଗୁ ରାଜ୍ୟ ସରକାରଙ୍କୁ ୨,୦୦୨.୬୮ କୋଟି ଟଙ୍କାର ରାଜସ୍ବ କ୍ଷତି ସହିବାକୁ ପଡ଼ିଛି। ମଙ୍ଗଳବାର ଦିଲ୍ଲୀ ବିଧାନସଭାରେ ଉପସ୍ଥାପନ କରାଯାଇଥିବା କଣ୍ଟ୍ରୋଲର ଆଣ୍ଡ…

ସକାଳୁ ସକାଳୁ ଭୟଙ୍କର ଭୂମିକମ୍ପ: ଭୟରେ ଦୌଡିଲେ ଲୋକେ

ଦୁବାଇ,୨୫।୨: ସକାଳୁ ସକାଳୁ ଥରିଲା ଇଣ୍ଡୋନେସିଆ। ଇଣ୍ଡୋନେସିଆର ଉତ୍ତର ସୁଲାୱେସି ପ୍ରଦେଶର ଉପକୂଳରେ ୬.୧ ତୀବ୍ରତାର ଏକ ଭୂମିକମ୍ପ ଅନୁଭୂତ ହୋଇଛି। ଭୂକମ୍ପ ଅନୁଭବ କରିବା ମାତ୍ରେ ଲୋକେ ଭୟରେ ଘରୁ ବାହାରକୁ ପଳାଇ ଆସିଥିଲେ। ଏହି ଭୂମିକମ୍ପରେ ହୋଇଥିବା କ୍ଷୟକ୍ଷତି…

ହୋଲି ପୂର୍ବରୁ ସରକାରୀ କର୍ମଚାରୀଙ୍କ ପାଇଁ ଖୁସିଖବର, ବଢିଲା ମହଙ୍ଗା ଭତ୍ତା

ମୁମ୍ବାଇ, ୨୬।୨: ମହାରାଷ୍ଟ୍ର ସରକାର ସରକାରୀ କର୍ମଚାରୀଙ୍କୁ ଖୁସିଖବର ଦେଇଛନ୍ତି। ମଙ୍ଗଳବାର ସରକାର ପଞ୍ଚମ ବେତନ କମିଶନର ଅପରିବର୍ତ୍ତିତ ଦରମା ସ୍କେଲ ଅନୁଯାୟୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା (ଡିଏ) ୧୨ ପ୍ରତିଶତ ବୃଦ୍ଧି କରିବା ପାଇଁ ଏକ ନିର୍ଦ୍ଦେଶ ଜାରି କରିଛନ୍ତି,…

ରାଜ୍ୟରେ ବଢ଼ୁଛି ସାଇବର ଅପରାଧ: ଡିଜିଟାଲ୍‌ ଆରେଷ୍ଟର ଶିକାର ହେଲେ କୁଳପତି

ବ୍ରହ୍ମପୁର (ସୁବାସ ଚନ୍ଦ୍ର ପାଢ଼ୀ)/ଭୁବନେଶ୍ୱର(ସୁନିତ୍‌ ମିଶ୍ର),୨୬ା୨:ଗଞ୍ଜାମ ଜିଲାରେ ସାଇବର ଅପରାଧୀମାନେ ଜାଲ ବିଛାଇ ଚାଲିଛନ୍ତି। ବିଭିନ୍ନ ଆଳରେ ଏହି ଅଦୃଶ୍ୟ ଠକ ଗ୍ୟାଙ୍ଗ୍‌ ଲୋକଙ୍କଠାରୁ କୋଟି କୋଟି ଟଙ୍କା ଠକି ନେଉଛନ୍ତି। ସେ ଛାତ୍ର ହୁଅନ୍ତୁ କିମ୍ବା ଚାକିରିଆ କେହି ବି…

ସ୍ବାମୀଙ୍କ ଭର୍ଚୁଆଲ ବୁଡ଼:ସଙ୍ଗମରେ ମୋବାଇଲ ବୁଡ଼ାଇଲେ ସ୍ତ୍ରୀ

ପ୍ରୟାଗରାଜ,୨୬ା୨:ପ୍ରୟାଗରାଜରେ ଦେଢ଼ ମାସ ଧରି ଚାଲିଥିବା ମହାକୁମ୍ଭ ମେଳା ବୁଧବାର ମହାଶିବରାତ୍ରି ଅବସରରେ ଶେଷ ହେବ। ଏହି ମେଳାରେ ଦେଶ ବିଦେଶରୁ ବହୁ ଶଦ୍ଧାଳୁ ଯୋଗଦେବା ସହ ପ୍ରୟାଗରାଜର ତ୍ରିବେଣୀ ସଙ୍ଗମରେ ବୁଡ଼ ପକାଇ ପବିତ୍ର ସ୍ନାନ କରିଥିଲେ। ଏହାରି ମଧ୍ୟରେ…

କୋହଲିଙ୍କଠାରୁ ଭଲ ଦିନିକିଆ ବ୍ୟାଟର ଦେଖି ନାହିଁ: ପଣ୍ଟିଂ

ଦୁବାଇ,୨୬ା୨: ମୁଁ ବିରାଟ କୋହଲିଙ୍କଠାରୁ ଭଲ ଦିନିକିଆ ବ୍ୟାଟର ଦେଖି ନାହିଁ ବୋଲି ଅଷ୍ଟ୍ରେଲିଆର ପୂର୍ବତନ ଅଧିନାୟକ ରିକି ପଣ୍ଟିଂ କହିଛନ୍ତି। ଏଥିସହିତ କୋହଲି ୫୦ ଓଭର ଫର୍ମାଟରେ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କ ନାମରେ ଥିବା ସର୍ବାଧିକ ରନ କରିବାର ରେକର୍ଡକୁ…

ପିଡିଏସ୍‌ ସାମଗ୍ରୀ ପାଇଁ ହିତାଧିକାରୀ ହନ୍ତସନ୍ତ:ଟଙ୍କିକିଆ ଚାଉଳ ପାଇଁ ଖର୍ଚ୍ଚାନ୍ତ

ଭବାନୀପାଟଣା,୨୬।୨(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଜୁନାଗଡ ଏନଏସିରେ ପିଡିଏସ୍‌ ସାମଗ୍ରୀ ପାଇଁ ହିତାଧିକାରୀମାନେ ଏବେ ହନ୍ତସନ୍ତ ହେଉଥିବା ଦେଖିବାକୁ ମିଳିଛି। ଯାହାକୁନେଇ ସେମାନଙ୍କ ମଧ୍ୟରେ ତୀବ୍ର ଉଦବେଗ୍‌ ପ୍ରକାଶ ପାଇଛି। ଜୁନାଗଡ ଏନଏସିରେ ୧୨ଟି ୱାର୍ଡ ଥିବାବେଳେ ଏଥିରେ ୪୦୬୭ ଜଣ…

୧୯୮୭ରେ ରୁଷିଆର ଗୁପ୍ତଚର ଥିଲେ ଟ୍ରମ୍ପ୍‌

ମସ୍କୋ,୨୬ା୨: ୧୯୮୭ରେ ଡୋନାଲ୍ଡ ଟ୍ରମ୍ପ୍‌ ରୁଷିଆର ଗୁପ୍ତଚର ନିଯୁକ୍ତ ହୋଇଥିଲେ ବୋଲି କେଜିବିର ପୂର୍ବତନ ଅଫିସର ଅଲ୍‌ନୁର ମୁସାୟେଭ୍‌ ଅଭିଯୋଗ ଆଣି ସମସ୍ତଙ୍କୁ ଚକିତ କରିଦେଇଛନ୍ତି। ସେତେବେଳେ ଟ୍ରମ୍ପ୍‌ଙ୍କ କୋଡ୍‌ ନେମ୍‌ ‘କ୍ରାସ୍‌ନୋଭ୍‌’ ରଖାଯାଇଥିଲା। ମୁସାୟେଭ୍‌ଙ୍କ ଏହି ଅଭିଯୋଗକୁ ନେଇ ଗଣମାଧ୍ୟମରେ…

ମୁଖ୍ୟ ଡାକ୍ତରଖାନା, ମିଳୁନି ସର୍ବନିମ୍ନ ସ୍ବାସ୍ଥ୍ୟସେବା

ବରଗଡ଼,୨୬।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ଉପକଣ୍ଠ ଖେଦାପାଲି(ଟୁକୁର୍ଲା)ରେ ଜିଲା ମୁଖ୍ୟ ଡାକ୍ତରଖାନା ରହିଛି। ସହର ମଧ୍ୟରୁ ଏହି ଡାକ୍ତରଖାନାକୁ ଉଠାଇ ସେଠାରେ ନୂତନ ଭାବେ ନିର୍ମାଣ କରାଯାଇଛି। ତେବେ ପୁରୁଣା ମୁଖ୍ୟ ଡାକ୍ତରଖାନା ଭଳି ନୂତନ ମୁଖ୍ୟ ଡାକ୍ତରଖାନାରେ ସ୍ବାସ୍ଥ୍ୟସେବା ମିଳୁ ନଥିବା…

୧୮ କୋଟିର ଋଣ ଛାଡ଼ ଅଭିଯୋଗକୁ ପ୍ରୀତି ଜିଣ୍ଟାଙ୍କ ଖଣ୍ଡନ

ନୂଆଦିଲ୍ଲୀ, ୨୬।୨: ଅଭିନେତ୍ରୀ ପ୍ରୀତି ଜିଣ୍ଟା ଏବଂ କଂଗ୍ରେସର କେରଳ ୟୁନିଟ୍‌ ମଧ୍ୟରେ ମଙ୍ଗଳବାର ଏକ୍ସ’ରେ ଆରୋପ ପ୍ରତ୍ୟାରୋପ ଲାଗି ରହିଥିଲା। ପ୍ରୀତି ଭାଜପାକୁ ତାଙ୍କ ସୋସିଆଲ ମିଡିଆ ଆଇଡି ଚଳାଇବା ପାଇଁ ଦେଇଛନ୍ତି ଏବଂ ଏହା ବଦଳରେ ନ୍ୟୁ ଇଣ୍ଡିଆ…

ଜାତିସଂଘ ପ୍ରସ୍ତାବ ବିରୋଧରେ ଭୋଟ ଦେଲା ଆମେରିକା

ଜାତିସଂଘ,୨୬।୨: ରୁଷିଆ ୟୁକ୍ରେନ୍‌ ଉପରେ ଆକ୍ରମଣ ଆରମ୍ଭ କରିବାର ୩ ବର୍ଷ ପରେ ଆମେରିକା ଏବଂ ୟୁରୋପୀୟ ମେଣ୍ଟ ମଧ୍ୟରେ ଫାଟ ଦେଖାଦେଇଛି। ୟୁକ୍ରେନ୍‌ ଆକ୍ରମଣ ପାଇଁ ରୁଷିଆକୁ ଦାୟୀ କରି ଜାତିସଂଘରେ ସୋମବାର ଅଣାଯାଇଥିବା ୩ଟି ପ୍ରସ୍ତାବ ସପକ୍ଷରେ ଭୋଟ…

୧୦ମ ଶ୍ରେଣୀ ଛାତ୍ରୀ ମା’ ହେବା ଘଟଣା: ଆକ୍ସନରେ ପ୍ରଶାସନ

ମାଲକାନଗିରି,୨୫ା୨(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ଅନୁସୂଚିତ ଜାତି ଓ ଜନଜାତି ଆବାସିକ ବିଦ୍ୟାଳୟରେ ଜଣେ ୧୦ ମ ଶ୍ରେଣୀ ଛାତ୍ରୀ ମା’ ହେବା ଘଟଣାରେ ମଙ୍ଗଳବାର ମାଟ୍ରନ ସୁଚିତ୍ରା ଚର୍ଚ୍ଚି ବହିଷ୍କୃତ ହୋଇଥିବା ବେଳେ ଏଏନ୍‌ଏମ୍‌ କବିତା କୁମାରୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri