ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ
ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି ସାହୁ ରହିଛନ୍ତି। ସ୍ବାମୀ ପରିତ୍ୟକ୍ତା ସୁମନ୍ତିଙ୍କ ପୁଅ ଅଭିଜିତ (୧୫) ଏବଂ ଝିଅ…
ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!
ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ ନିବିଡ଼ ହେବାରେ ଲାଗିଛି। କେବଳ ପ୍ରତିରକ୍ଷା ନୁହେଁ, ବରଂ ଅର୍ଥନୀତି ଏବଂ ମହାକାଶ…
ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍ଓ ସସ୍ପେଣ୍ଡ
ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍ପେଣ୍ଡ କରାଯାଇଥିବା ଏସ୍ପି ଶନିବାର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ପୋଲିସର ପ୍ରାଥମିକ ତଦନ୍ତ ପରେ ପିଏସ୍ଓଙ୍କ ବିରୋଧରେ ଶୃଙ୍ଖଳାଗତ…
ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ
ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି । ସେହିପରି ଉପସଭାପତି ଭାବେ କିଶୋର ପାଇକ, ସମ୍ପାଦକ ସୁରେନ୍ଦ୍ର ହୋତା, ସହସମ୍ପାଦକ ପାଣ୍ଡବ…
ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ
ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ ହୋଇଥିବା ବେଳେ ଶନିବାର ଘଟଣାରେ ସମ୍ପୃକ୍ତ ଅନ୍ୟଜଣେ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ସେ…
କବାଡ଼ି ପ୍ରିମିୟର ଲିଗ୍ ସିଜନ-୨ ଆରମ୍ଭ
ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍ଘାଟିତ ହୋଇଯାଇଛି। ଜିଲା କବାଡ଼ି ଖେଳାଳି ସଂଘ ସଭାପତି ହରିଶ ଅହୀରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍ଘାଟନୀ ଉତ୍ସବରେ…
ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…
ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ ବିଧାୟକଙ୍କ ଫାଙ୍କା ଗୁଳିଚାଳନା ଏବେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। ଟିଟିଲାଗଡ଼…
ଜନଗଣନା ତାଲିମ ବେଳେ ଚେତାଶୂନ୍ୟ ହୋଇପଡ଼ିଲେ ଶିକ୍ଷୟିତ୍ରୀ, ଆଉ ତା’ପରେ…
ହିଞ୍ଜିଳିକାଟୁ, ୨୮।୩( ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ପିଏମଶ୍ରୀ ସରକାରୀ ବୃନ୍ଦାବନ ବିଦ୍ୟାଳୟରେ ଚାଲିଥିବା ଜନଗଣନା ତାଲିମର ତୃତୀୟ ପର୍ଯ୍ୟାୟରେ ତାଲିମ ବେଳେ ଶନିବାର କେନ୍ଦ୍ରରେ ଜଣେ ଶିକ୍ଷୟିତ୍ରୀ ଅସୁସ୍ଥ ହୋଇଡିଛନ୍ତି। ସେ ହେଲେ ବୁରୁପଡା ଭଗବତୀ ବିଦ୍ୟାଳୟର ଶିକ୍ଷୟିତ୍ରୀ ମିନତି କୁମାରୀ…
ଗିରଫ ପରେ ଜାମିନରେ ଖଲାସ ହେଲେ ଏହି ଗଲ୍ଫ ଖେଳାଳି, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା…
ଜୁପିଟର ଆଇଲାଣ୍ଡ, ୨୮ା୩: ବିଶିଷ୍ଟ ଗଲ୍ଫ ଖେଳାଳି ଟାଇଗର ଉଡ୍ସ ନିଶାଗ୍ରସ୍ତ ଅବସ୍ଥାରେ ଡ୍ରାଇଭିଂ କରିଥିବା ଅଭିଯୋଗରେ ପୋଲିସ ଦ୍ୱାରା ଗିରଫ ହେବାପରେ ଶୁକ୍ରବାର ବିଳମ୍ବିତ ରାତିରେ ଜାମିନରେ ଖଲାସ ହୋଇଛନ୍ତି। ଉଡ୍ସଙ୍କ ଲାଣ୍ଡରୋଭର ଏକ ଟ୍ରକ୍କୁ ଧକ୍କା ଦେଇଥିଲା। ଏନେଇ…
ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍ପେଣ୍ଡ
ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। କର୍ତ୍ତବ୍ୟରେ ଅବହେଳା ପ୍ରଦର୍ଶନ କରିଥିବା ଅଭିଯୋଗରେ ଯାଜପୁର ଏସ୍ପି ୟଶ ପ୍ରତାପ…
ସରକାରଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ
ବଞ୍ଚୋ,୨୮ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଅନ୍ତର୍ଗତ ମରେଇଗାଁ ପଡ଼ିଆରେ କଂଗ୍ରେସ ଦଳର ଡାକରାରେ ଏକ ବିଶାଳ ଜନସମାବେଶ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟରେ ଦରଦାମ ବୃଦ୍ଧି ଓ ଆଇନ ଶୃଙ୍ଖଳାର ଅବନତିକୁ ନେଇ ଏହି ସମାବେଶ…
୧୦ ମାସ ତଳେ ବିବାହ କରିଥିଲେ ଅନୁପମା, ବେକରେ ଦାଗ ଦେଖି ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ
ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ମହିପୁର ଗାଁରେ ଜଣେ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୦ ମାସ ତଳେ ବାହା ହୋଇଥିବା ଅନୁପମା ମହାନନ୍ଦଙ୍କୁ ଶାଶୁଘର ଲୋକେ ହତ୍ୟା କରିଥିବା ନେଇ ତୁଷୁରା ପୋଲିସ ଷ୍ଟେଶନରେ…
Archives


