Home Left

IND vs NZ: ବଡ଼ ନିଷ୍ପତ୍ତି ନେଲେ ଅଧିନାୟକ ଶୁଭମନ: ଏହି ଷ୍ଟାର୍‌ ଖେଳାଳି ପଡିଲେ ବାଦ୍‌, ଦେଖନ୍ତୁ କିଏ ପାଇଲେ ସ୍ଥାନ

ନୂଆଦିଲ୍ଲୀ, ୪।୧୧: ଭାରତ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ପ୍ରଥମ ଦିନିକିଆ ମ୍ୟାଚରେ ଟିମ ଇଣ୍ଡିଆ ୪ ଜଣ ଦ୍ରୁତ ବୋଲର ଏବଂ ୨ ଜଣ ସ୍ପିନର, ଅର୍ଥାତ୍‌ ୬ଟି ବୋଲିଂ ବିକଳ୍ପ ସହିତ ମଇଦାନକୁ ଓହ୍ଲାଇଛି। ନମନ…

୧୨୩ ବର୍ଷର ବିଶ୍ୱ ରେକର୍ଡ ଭାଙ୍ଗିଲେ ଏହି ଭାରତୀୟ ବ୍ୟାଟର! କ୍ରିକେଟ ଇତିହାସରେ ଯୋଡ଼ିହେଲା ନୂଆ ଅଧ୍ୟାୟ

ନୂଆଦିଲ୍ଲୀ,୪।୧୧:କ୍ରିକେଟ ଇତିହାସରେ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ଭାରତୀୟ ବ୍ୟାଟର ଚିନ୍ମୟ ସୁତାର। ମାତ୍ର ୫ଟି ଫାର୍ଷ୍ଟ କ୍ଲାସ ପାଳିରେ ୭୯୪ ରନ ସଂଗ୍ରହ କରି ସେ ୧୨୩ ବର୍ଷର ପୁରୁଣା ବିଶ୍ୱ ରେକର୍ଡକୁ ଭାଙ୍ଗି ଦେଇଛନ୍ତି। ଏହି ସଫଳତା ସହ ଅଷ୍ଟ୍ରେଲିଆର…

ୟୁକ୍ରେନ୍‌ ସହାୟତା କେନ୍ଦ୍ର ଉପରେ ଆକ୍ରମଣ: ୩୧ ମୃତ

କିଭ୍‌,୪ା୧୧: ଦକ୍ଷିଣ ୟୁକ୍ରେନ୍‌ର ଏକ ସହାୟତା କେନ୍ଦ୍ରରୁ ଲୋକେ ମାନବୀୟ ସହାୟତା ସଂଗ୍ରହ କରିବା ପାଇଁ ଏକାଠି ହୋଇଥିବାବେଳେ ରୁଷିଆ ଆକ୍ରମଣ କରିବାରୁ ୩୧ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକ ନିଖୋଜ ଅଛନ୍ତି। ସୋମବାର ରାତିସାରା ମସ୍କୋ ୟୁକ୍ରେନ୍‌ର ବିଦ୍ୟୁତ୍‌…

ଅପହୃତ ମାଛଧରା ଜାହାଜ ସହ ୨୦ ଇରାନୀୟ ନାବିକଙ୍କୁ ଉଦ୍ଧାର କଲା ଭାରତୀୟ ନୌସେନା

ନୂଆଦିଲ୍ଲୀ, ୪ା୧୧: ୪୮ଘଣ୍ଟାରୁ ଅଧିକ ସମୟ ଧରି ଚାଲିଥିବା ଏକ ଦ୍ରୁତ ଅପରେଶନରେ ଭାରତୀୟ ନୌସେନା ସୋମାଲିଆ ଉପକୂଳରୁ ୨୦ ଜଣ ଇରାନୀୟ କର୍ମଚାରୀଙ୍କ ସହ ଏକ ମାଛଧରା ଜାହାଜକୁ ଉଦ୍ଧାର କରିଛି, ଯାହାକୁ କିଛି ସପ୍ତାହ ପୂର୍ବେ ଜଳଦସ୍ୟୁମାନେ ଅପହରଣ…

ଏନ୍‌ସିରୁ ଇସ୍ତଫା ଦେଲେ ଆଗା ରୁହୁଲ୍ଲା

ବଡଗାମ,୪ା୧୧: ଶ୍ରୀନଗର ଲୋକ ସଭା ସଦସ୍ୟ ସୟଦ ଆଗା ରୁହୁଲ୍ଲା ମେହେଦି ମଙ୍ଗଳବାର ନ୍ୟାଶନାଲ କନ୍‌ଫରେନ୍ସ(ଏନ୍‌ସି)ରୁ ଇସ୍ତଫା ଦେଇଛନ୍ତି। ସେ ଦଳର ନେତୃତ୍ୱ ଉପରେ ଧାରା ୩୭୦ର ପୁନଃପ୍ରତିଷ୍ଠା ସମେତ ପ୍ରମୁଖ ନିର୍ବାଚନୀ ପ୍ରତିଶ୍ରୁତିଗୁଡ଼ିକୁ ପୂରଣ ନ କରିବା ନେଇ ଅଭିଯୋଗ…

ଆମେରିକା ମଧ୍ୟବର୍ତ୍ତିକାଳୀନ ନିର୍ବାଚନ ପାଇଁ ମତଦାନ ଜାରି

ଓ୍ବାଶିଂଟନ,୪ା୧୧: ଆମେରିକା କଂଗ୍ରେସକୁ କେଉଁ ଦଳ ନିୟନ୍ତ୍ରଣ କରିବ, ସେନେଇ ମଙ୍ଗଳବାର ମଧ୍ୟବର୍ତ୍ତିକାଳୀନ ନିର୍ବାଚନ ଅନୁଷ୍ଠିତ ହେଉଛି। ହାଉସ୍‌ ଅଫ୍‌ ରିପ୍ରେଜେଣ୍ଟେଟିଭ୍ସର ସମସ୍ତ ୪୩୫ ଆସନ ଏବଂ ସିନେଟ୍‌ର ୩୫ ଆସନ ପାଇଁ ମତଦାନ ହେଉଛି। ଯେଉଁ ଦଳ ୨୧୮ ଆସନ…

ବିକ୍ଷୋଭ ପାଇଁ ଅନିର୍ଦ୍ଦିଷ୍ଟ କାଳ ସ୍ଥାନ ଦଖଲ ହୋଇପାରିବନି

ନୂଆଦିଲ୍ଲୀ,୪ା୧୧: ବିକ୍ଷୋଭ କରିବା ପାଇଁ କେହି ଏକ ସ୍ଥାନକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ଦଖଲ କରିପାରିବେ ନାହଁି ବୋଲି ସୁପ୍ରିମକୋର୍ଟ ମଙ୍ଗଳବାର କହିଛନ୍ତି। ଏପରିକି ବିକ୍ଷୋଭ ପାଇଁ ନିର୍ଦ୍ଧାରିତ ସ୍ଥାନଗୁଡ଼ିକ ନିମନ୍ତେ ନିର୍ଦ୍ଦିଷ୍ଟ ସମୟସୀମା ରହିବା ଉଚିତ। ଗତ ମାସରେ କେନ୍ଦ୍ରୀୟ…

ବୁଧବାର ଏହି ଜିଲାର ସମସ୍ତ ସ୍କୁଲ ବନ୍ଦ ଘୋଷଣା, ନିର୍ଦ୍ଦେଶନାମା ଜାରି କଲେ…

ଛତ୍ରପୁର,୩।୧୧(ଦିଲ୍ଲୀପ ସାମଲ): ବାତ୍ୟା ‘ଅର୍ଣ୍ଣବ’ ପରବର୍ତ୍ତୀ ପ୍ରବଳ ବର୍ଷା ଓ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଆସନ୍ତା ନଭେମ୍ବର ୪ ତାରିଖ (ବୁଧବାର) ଗଞ୍ଜାମ ଜିଲାର ସମସ୍ତ ବିଦ୍ୟାଳୟ ବନ୍ଦ ରହିବ। ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ଆଖିଆଗରେ ରଖି ଜିଲା ଶିକ୍ଷା ଅଧିକାରୀ…

କୋଟିଆରେ ଓଡ଼ିଶାର ଦୃଢ଼ ଆଭିମୁଖ୍ୟ: ପ୍ରଶାସନ-ପୋଲିସର ବିରୋଧ ପରେ ପଛଘୁଞ୍ଚା ଦେଲା ଆନ୍ଧ୍ର ପୋଲିସ୍

ପଟ୍ଟାଙ୍ଗି,୩।୧୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧୀନସ୍ଥ ବିବାଦୀୟ କୋଟିଆ ପଞ୍ଚାୟତର ନେରିଡିବାଲସା ଗ୍ରାମରେ ପୁଣି ଥରେ ସୀମା ବିବାଦ ଉଗ୍ର ରୂପ ନେଇଛି। ତେବେ ଓଡ଼ିଶା ପୋଲିସ, ଜିଲା ପ୍ରଶାସନ ଏବଂ ସ୍ଥାନୀୟ ରାଜନୈତିକ ଦଳଗୁଡ଼ିକର କଡ଼ା…

ଆସନ୍ତା ୭ରେ ଗଞ୍ଜାମ ଆସୁଛନ୍ତି ନବୀନ: ବାତ୍ୟା-ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି ଦେଖିବେ ବିଜେଡି ସୁପ୍ରିମୋ,ନିର୍ବାଚନ ପୂର୍ବରୁ…

ଭଞ୍ଜନଗର,୩।୧୧(ବାବୁଲା ପ୍ରଧାନ): ଗତ ୨୯ ତାରିଖରେ ହୋଇଥିବା ପ୍ରଳୟଙ୍କରୀ ବନ୍ୟା ଗଞ୍ଜାମ ଜିଲାକୁ ସମ୍ପୂର୍ଣ୍ଣ ଶ୍ରୀହୀନ କରିଦେଇଛି। ପ୍ରାକୃତିକ ଦୁର୍ବିପାକ ଲୋକଙ୍କ ଆର୍ଥିକ ମେରୁଦଣ୍ଡ ଭାଙ୍ଗିଦେଇଥିବା ବେଳେ ଉଜୁଡ଼ି ଯାଇଛି ଫସଲ। ଅନେକ ପରିବାର ମୁଣ୍ଡ ଉପରୁ ଛାତ ହରାଇ ଏବେ…

୨୫୦ ଟଙ୍କିଆ ସ୍ମାରକୀ ମୁଦ୍ରା ଜାରିକଲେ ଅର୍ଥମନ୍ତ୍ରୀ, କିଣିବାକୁ ହେଲେ ଦେବାକୁ ହେବ….

ନୂଆଦିଲ୍ଲୀ,୩।୧୧: କର୍ନାଟକ ସଙ୍ଗୀତର ମହାନ ସଙ୍ଗୀତଜ୍ଞ ତଥା କର୍ନାଟକ ସଙ୍ଗୀତର ତ୍ରିମୂର୍ତ୍ତିଙ୍କ ମଧ୍ୟରୁ ଅନ୍ୟତମ ମୁଥୁସ୍ୱାମୀ ଦୀକ୍ଷିତାରଙ୍କ ୨୫୦ତମ ଜୟନ୍ତୀ ଅବସରରେ ୨୫୦ ଟଙ୍କିଆ ସ୍ମାରକୀ ମୁଦ୍ରା ଜାରି ହୋଇଛି ।ମଙ୍ଗଳବାର ବାରାଣସୀସ୍ଥିତ ଆଇଆଇଟି (ବିଏଚ୍‌ୟୁ)ରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ…

ଧନତେରସରେ ସୁନା-ରୂପା କିଣିବାକୁ ଟଙ୍କା ନାହିଁ କି? ଘରକୁ ଆଣନ୍ତୁ ଏହି ୫ଟି ଜିନିଷ, ବର୍ଷସାରା ଟଙ୍କାର ଅଭାବ ରହିବନି

ହିନ୍ଦୁ ଧର୍ମରେ ଧନତେରେସ ଦିନ ନୂଆ ଜିନିଷ କିଣିବାର ବହୁତ ମହତ୍ତ୍ୱ ରହିଛି। ଏହି ଦିନ ମାଆ ଲକ୍ଷ୍ମୀ, ଭଗବାନ ଗଣେଶ, ଭଗବାନ କୁବେର ଏବଂ ଭଗବାନ ଧନ୍ୱନ୍ତରିଙ୍କ ପୂଜା କରାଯାଏ। ଏହା ସହିତ କିଛି ବିଶେଷ ଉପାୟ ମଧ୍ୟ କରାଯାଇଥାଏ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?