Home Left

ବିଧାନସଭା ପରିସରରେ ମୁଖ୍ୟମନ୍ତ୍ରୀଙ୍କ ଭାଜପା ବିଧାୟକ ଦଳ ବୈଠକ

ଭୁବନେଶ୍ୱର,୧୯।୯: ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ବିଧାନସଭା ପରିସରରେ ଭାଜପା ଜାତୀୟ ସାଧାରଣ ସମ୍ପାଦକ ତରୁଣ ଛୁଘଙ୍କ ଉପସ୍ଥିତିରେ ବିଧାୟକ ଦଳ ବୈଠକ ଡାକିଥିଲେ। ବୈଠକରେ ଓଡ଼ିଶା ଭାଜପା ଇନଚାର୍ଜ ବିଜୟପାଲ ସିଂ ତୋମାର, ରାଜ୍ୟ ସଭାପତି ମନମୋହନ…

ଓଡ଼ିଶାରେ ୫ ବର୍ଷରେ ସଡ଼କ ଦୁର୍ଘଟଣାରେ ୨୭,୧୬୭ ମୃତ୍ୟୁ: ମନ୍ତ୍ରୀ

ଭୁବନେଶ୍ୱର,୧୯।୯: ଗତ ୫ ବର୍ଷରେ ଓଡ଼ିଶାରେ ସଡ଼କ ଦୁର୍ଘଟଣାରେ ୨୭,୧୬୭ ଜଣଙ୍କର ମୃତ୍ୟୁ ହୋଇଛି ବୋଲି ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ଶୁକ୍ରବାର ବିଧାନସଭାରେ ବିଧାୟକ ଟଙ୍କଧର ତ୍ରିପାଠୀଙ୍କ ପ୍ରଶ୍ନର ଉତ୍ତରରେ ଜଣାଇଛନ୍ତି। ମନ୍ତ୍ରୀଙ୍କ ଅନୁଯାୟୀ, ୨୦୨୦ରୁ ୨୦୨୪ ମଧ୍ୟରେ…

ରବିନ ଉଥାପାଙ୍କ ଖୁଲାସା: ଏହି ଷ୍ଟାରଙ୍କ ସହିତ ସମ୍ପର୍କ ବଗାଡ଼ି ଦେଇଥିଲେ ସାଙ୍ଗମାନେ

ବେଙ୍ଗାଲୁରୁ,୧୯।୯: ପୂର୍ବତନ ଭାରତୀୟ କ୍ରିକେଟର ରବିନ ଉଥାପା କର୍ଣ୍ଣାଟକ ଦଳର ଜଣେ ସାଙ୍ଗ ତାଙ୍କ ଓ କରୁଣ ନାୟାରଙ୍କ ମଧ୍ୟରେ ବିବାଦ ସୃଷ୍ଟି କରିଥିବା ଖୁଲାସା କରିଛନ୍ତି। ‘ଫାର୍ଷ୍ଟ ଅମ୍ପାୟାର’ ପଡ଼କାଷ୍ଟରେ ଉଥାପା କହିଛନ୍ତି, ଭାରତୀୟ ଟେଷ୍ଟ ଦଳରେ ସ୍ଥାନ ନ…

ପୁଣି ଲଜ୍ଜା: ବିଶ୍ୱକର୍ମା ପୂଜା ଦେଖି ଫେରୁଥିବାବେଳେ ନାବାଳିକାଙ୍କୁ ଜଙ୍ଗଲକୁ ଟେକି ନେଲେ ୨ ଯୁବକ

ବଣାଇ,୧୯।୯(ପ୍ରଦୀପ ତ୍ରିପାଠୀ): ଆପରାଧିକ ମାମଲା ଥମିବାର ନାଁ ଧରୁନି। ପୁଣି ଲଜ୍ଜା, ବିଶ୍ୱକର୍ମା ପୂଜା ଦେଖି ଫେରୁଥିବାବେଳେ ଗଣବଳାତ୍କାରର ଶିକାର ହୋଇଛନ୍ତି ଜଣେ ନାବାଳିକା। ଘଟଣାରୁ ପ୍ରକାଶ ଯେ, କେ ବଲାଙ୍ଗ ଅଞ୍ଚଳରୁ ବରସୁଆଁକୁ ବିଶ୍ୱକର୍ମା ପୂଜା ଦେଖିବାକୁ ଯାଇ ଫେରୁଥିବା…

କର୍ପୋରେଟରଙ୍କ ଘର ଉପରକୁ ବୋମାମାଡ଼

ବ୍ରହ୍ମପୁର,୧୯ା୯(ସୁବାସ ଚନ୍ଦ୍ର ପାଢ଼ୀ): ବଡ଼ବଜାର ଥାନା ଅନ୍ତର୍ଗତ ଲକ୍ଷ୍ମୀନୃସିଂହ ସାହିରେ ରହୁଥିବା ବିଇଏମ୍‌ସିର ୯ ନଂ ଓ୍ବାର୍ଡର କର୍ପୋରେଟର ସନ୍ତୋଷ କୁମାର ସେଠୀଙ୍କ ଘର ଉପରକୁ ବୋମାମାଡ଼ ହୋଇଛି। ଏଥିରେ ସେ ଓ ତାଙ୍କ ପରିବାର ଅଳ୍ପକେ ବର୍ତ୍ତି ଯାଇଛନ୍ତି। ବୋମାମାଡ଼ର…

ଶୋଇଥିଲେ ସ୍ତ୍ରୀ, ଗଣ୍ଡି-ମୁଣ୍ଡ ଅଲଗା କରିଦେଲେ ସ୍ବାମୀ: ତା’ପରେ ଥାନାକୁ ଯାଇ..

ଜଳେଶ୍ୱର,୧୯।୯(ନବୀନ ସାହୁ): ରାଇବଣିଆରେ ବିଭତ୍ସ ହତ୍ୟା। ରାତିରେ ଶୋଇଥିବାବେଳେ ସ୍ତ୍ରୀଙ୍କ ବେକକୁ ହାଣି ଶରୀରରୁ ଅଲଗା କରିଦେଲେ ସ୍ବାମୀ। ହତ୍ୟା ପରେ ରାଇବଣିଆ ଥାନାରେ ଆତ୍ମସମର୍ପଣ କରିନ୍ତେି ଅଭିଯୁକ୍ତ ଚନ୍ଦ୍ର ମୋହନ ପାତ୍ର। ସୂଚନା ଅନୁସାରେ, ଜଳେଶ୍ୱର ବ୍ଲକ ରାଇବଣିଆ ଥାନା…

ବିଳମ୍ବିତ ରାତିରେ ୩ ଘରୁ କଳାକନା ବୁଲାଇଲେ ଦୁର୍ବୃତ୍ତ, ନେଇଗଲେ ୧୦ଭରିରୁ ଅଧିକ ସୁନା

ଆନନ୍ଦପୁର ୧୯।୯(ସୁଶାନ୍ତ କୁମାର ସାହୁ): ବିଳମ୍ବିତ ରାତିରେ ବଡ଼ ଧରଣର ଚୋରି। ଘଟଣାରେ ଜଣେ ଅଟକ ସହ ବାଇକ ଜବତ କରାଯାଇଛି। ଆନନ୍ଦପୁର ଥାନା କଣ୍ଟିପାଳ ପଞ୍ଚାୟତ ମଠସାହିରେ ବିଳମ୍ବିତ ରାତି ୧୨.୩୦ ରୁ ୧ ଟା ମଧ୍ୟରେ ୩ ଟି…

ରେଞ୍ଜରଙ୍କ ପୈତୃକ ଘରେ ଭିଜିଲାନ୍ସ: ୯ଟି ସ୍ଥାନରେ ଚାଲିଛି ମାରାଥନ ଚଢ଼ାଉ

ଦାରିଙ୍ଗବାଡି,୧୯।୯(ଅରୁଣ ସାହୁ):ରାୟଗଡା ଜିଲା କାଶୀପୁର ବନାଞ୍ଚଳର ବନାଞ୍ଚଳ ଅଧିକାରୀ ଅନ୍ତର୍ଯ୍ୟାମୀ ସାହୁଙ୍କ ପୈତୃକ ଘରେ ଭିଜିଲାନ୍ସ ଟିମ ଚଢ଼ାଉ କରୁଛନ୍ତି। ଏହି ଟିମରେ କୋରାପୁଟ ଜିଲା ଜୟପୁର, ନବରଙ୍ଗପୁର ଓ କଳାହାଣ୍ଡିର ସରକାରୀ ସାକ୍ଷୀ ସମେତ ୬ ଜଣିଆ ଭିଜିଲାନ୍ସ କର୍ମଚାରୀ…

ସ୍ତ୍ରୀଙ୍କୁ ନିଛାଟିଆ ସ୍ଥାନକୁ ଡାକିନେଲେ ସ୍ବାମୀ, ଆଉ ତା’ପରେ ଘଟଣାଇଲେ ଏମିତି କାଣ୍ଡ

ବାଲେଶ୍ୱର, ୧୯।୯(ବାଞ୍ଛାନିଧି ଦେ): ବାଲେଶ୍ୱର ଟାଉନ ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ସ୍ତ୍ରୀଙ୍କ ବେକକୁ ଛୁରୀରେ କାଟି ହତ୍ୟା ଉଦ୍ୟମ କରିଛନ୍ତି ସ୍ବାମୀ। ଗାଁ ଲୋକେ ସ୍ବାମୀଙ୍କୁ କାବୁ କରି ପୋଲିସ ଜିମା ଦେଇଛନ୍ତି। ପୋଲିସ ଅଭିଯୁକ୍ତ ସ୍ବାମୀ…

ଆଇନଜୀବୀ ତଥା ବରିଷ୍ଠ ନାଟ୍ୟ ନିର୍ଦ୍ଦେଶକ ପଙ୍କଜ ବାରିକଙ୍କ ଅକାଳ ବିୟୋଗ, ନାଟ୍ୟ ଅଭ୍ୟାସ ସାରି ଫେରିବା ପରେ…

ଗଞ୍ଜାମ,୧୯।୯(ବିଦ୍ୟାଧର ସାହୁ): ଗଞ୍ଜାମ ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ଆଇନଜୀବୀ ତଥା ବରିଷ୍ଠ ନାଟ୍ୟ ନିର୍ଦ୍ଦେଶକ ପଙ୍କଜ କୁମାର ବାରିକ (ମିଟୁ ସାର )ଙ୍କ ଗୁରୁବାର ବିଳମ୍ବିତ ରାତିରେ ହୃଦଘାତରେ ବିୟୋଗ ଘଟିଛି । ଗତକାଲି ମଲାଡ଼ ଗ୍ରାମରେ ନାଟକର ନାଟ୍ୟ…

ପଶ୍ଚିମବଙ୍ଗକୁ ଚାଲାଣ ହେଉଛି କଇଁଛ: ଟ୍ରେନ୍‌ରୁ ୧୭ କଇଁଛ ଜବତ, ୨ ଗିରଫ

ବାଲେଶ୍ୱର,୧୯।୯(ବାଞ୍ଛାନିଧି ଦେ): ଦକ୍ଷିଣ-ପୂର୍ବ ରେଳପଥ ଖଡଗପୁର ଡିଭିଜନ୍‌ର ଆର୍‌ପିଏଫ୍‌ ସିଆଇବି (କ୍ରାଇମ୍‌ ଇଣ୍ଟେଲିଜେନ୍ସ ବ୍ରାଞ୍ଚ) ପକ୍ଷରୁ ଗୁରୁବାର ଏକ ଟ୍ରେନ୍‌ରେ ଚଢାଉ କରାଯାଇଥିଲା। ଭଦ୍ରକ-ଖଡଗପୁର ଡାଉନ ପାସେଞ୍ଜର ଟ୍ରେନ୍‌ରେ କଇଁଛ ଚୋରା ଚାଲାଣ ହେଉଥିବା ବେଳେ ସିଆଇବିର ୩ଜଣିଆ ଟିମ୍‌ ବାଲେଶ୍ୱରେ…

୧୨ ଘଣ୍ଟିଆ କଣ୍ଟାମାଳ ବନ୍ଦ: ଚକ-ଅଖ ସବୁ ଠପ୍‌

କଣ୍ଟାମାଳ,୧୯।୯(ଅଜିତ କୁମାର ବାରିକ): ବୌଦ୍ଧ ଜିଲା କଣ୍ଟାମାଳକୁ ସବ୍‌ଡିଭିଜନ, ଏନ୍‌ଏସି ମାନ୍ୟତା ସହ ଏକ ସବ୍‌ଜେଲ ପ୍ରତିଷ୍ଠା ଦାବିରେ କଣ୍ଟାମାଳ ସଚେତନ ନାଗରିକ ମଞ୍ଚ ପକ୍ଷରୁ ଶୁକ୍ରବାର ୧୨ ଘଣ୍ଟିଆ କଣ୍ଟାମାଳ ବନ୍ଦ ଡାକରା ଦିଆଯାଇଛି। ଫଳରେ ଦୋକାନ ବଜାର, ଗାଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?