Home Left

ସୁପର-୪’ରେ ସ୍ଥାନ ପକ୍କା କଲେ ଶ୍ରୀଲଙ୍କା, ବାଂଲାଦେଶ

ଆବୁଧାବି,୧୮ା୯: ନୁଓ୍ବାନ ଥୁସାରାଙ୍କ ଘାତକ ବୋଲିଂ ଓ ପରେ କୁସାଲ ମେଣ୍ଡିସଙ୍କ ଅପରାଜିତ ଅର୍ଦ୍ଧଶତକ ବଳରେ ଚଳିତ ଏସିଆ କପ୍‌ରେ ଗୁରୁବାର ଖେଳାଯାଇଥିବା ଗ୍ରୁପ୍‌-ବି’ର ଅନ୍ତିମ ମ୍ୟାଚ୍‌ରେ ଶ୍ରୀଲଙ୍କା ୬ ଉଇକେଟରେ ଆଫଗାନିସ୍ତାନକୁ ପରାସ୍ତ କରିଛି। ଏହା ଶ୍ରୀଲଙ୍କାର କ୍ରମାଗତ ତୃତୀୟ…

‘ଆସ ସ୍କୁଲ ଯିବା’: ଅଧାରୁ ପାଠ ଛାଡିଥିବା ୨୬ ଛାତ୍ରୀଛାତ୍ର ପୁଣି ପଢିବେ ପାଠ

ବରଗଡ,୧୮।୯(ପ୍ରେମାନନ୍ଦ ଖମାରୀ): ଅଧାରୁ ପାଠ ଛାଡିଥିବା ଛାତ୍ରଛାତ୍ରୀଙ୍କୁ ମୁଖ୍ୟ ସ୍ରୋତରେ ସାମିଲ କରିବା ପାଇଁ ବିଦ୍ୟାଳୟ ଏବଂ ଗଣଶିକ୍ଷା ବିଭାଗ ପକ୍ଷରୁ ‘ଆସ ସ୍କୁଲ ଯିବା’ ଅଭିଯାନ ଆରମ୍ଭ ହୋଇଛି। ଏହି କ୍ରମରେ ବରଗଡ଼ ବ୍ଲକ ଶିକ୍ଷା ଅଧିକାରୀ ଡ. ସୁରେନ୍ଦ୍ର…

କଲେଜ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର

ଗୋପାଳପୁର,୧୮ା୯(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଧୀନ ଏକ ଗ୍ରାମର ନାବାଳିକା ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର ମାମଲାରେ ଗୁରୁବାର ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ କୋଳଥିଗାଁ ଦିବାକର ଦାସ (୧୯)। ଏହି…

ପୁଟିନଙ୍କ ଉପରେ ଖୁବ ରାଗିଲେ ଟ୍ରମ୍ପ

ଓ୍ବାଶିଂଟନ,୧୮।୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରୁଷିଆ-ୟୁକ୍ରେନ ଯୁଦ୍ଧକୁ ନେଇ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ପ୍ରତି ନିଜର ଅସନ୍ତୋଷ ପ୍ରକାଶ କରିଛନ୍ତି। ଟ୍ରମ୍ପ କହିଛନ୍ତି ଯେ ପୁଟିନ ତାଙ୍କୁ ‘ପ୍ରକୃତରେ ନିରାଶ’ କରିଛନ୍ତି ଏବଂ ସଂଘର୍ଷ ଶେଷ କରିବାରେ ବିଫଳ…

୨୧ରେ ମାଓବାଦୀ ପାଳିବେ ପ୍ରତିଷ୍ଠା ଦିବସ: ବ୍ୟାନର ଲଗାଇ…

ବାଲିଗୁଡ଼ା,୧୮ା୯(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ବାରଖମା, ସୁଡ୍ରା ଓ ଖମଣଖୋଲ ପଞ୍ଚାୟତରୁ ଫିରିଙ୍ଗିଆ ବ୍ଲକ୍‌କୁ ସଂଯୋଗ କରୁଥିବା ମୁଖ୍ୟରାସ୍ତାର ଏକାଧିକ ସ୍ଥାନରେ ଗୁରୁବାର କେକେବିଏନ୍‌ ମାଓବାଦୀ ସଂଗଠନ ପକ୍ଷରୁ ବ୍ୟାନର ଲଗାଯାଇଛି। ଆସନ୍ତା ୨୧ ତାରିଖରେ…

ଫାଇନାନ୍ସ ସଂସ୍ଥାର ଏଜେଣ୍ଟଙ୍କୁ ଅପହରଣ କରି କୋଟିଏ ଟଙ୍କା ରଖିଥିଲେ ମୁଣ୍ଡ ଜାମିନ: ଧରାପଡିବା ପରେ…

ଦିଗପହଣ୍ଡି/ଚିକିଟି,୧୮।୯(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଅପହରଣ ଏବଂ ହତ୍ୟା ଉଦ୍ୟମ ଅଭିଯୋଗରେ ଗଞ୍ଜାମ ଜିଲା କେ.ନୂଆଗାଁ ପୋଲିସ ଜଣେ ଫେରାର ଥିବା ଅଭିଯୁକ୍ତଙ୍କୁ ଆନ୍ଧ୍ରପ୍ରଦେଶରୁ ଧରିବାରେ ସଫଳ ହୋଇଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ବ୍ରହ୍ମପୁର ଗୋଷାଣୀ ନୂଆଗାଁ ଥାନା…

‘Gen-Z ବଞ୍ଚାଇବ ସମ୍ବିଧାନ’, ଦେଶରେ ନେପାଳ ଭଳି ନିଆଁ ଜାଳିବାକୁ ଚାହୁଁଛନ୍ତି ରାହୁଲ ଗାନ୍ଧୀ!

ନୂଆଦିଲ୍ଲୀ,୧୮।୯: ଭୋଟ ଚୋରି ଏବଂ ନିର୍ବାଚନ କମିଶନଙ୍କ ବିରୋଧରେ ଅଭିଯୋଗ ଠିକ ଅଛି, କିନ୍ତୁ ଏବେ ରାହୁଲ ଗାନ୍ଧୀ ଏପରି କିଛି କହିଛନ୍ତି ଯାହା କୌଣସି ଯୁବ ଭାରତୀୟଙ୍କୁ ପସନ୍ଦ ଆସିବ ନାହିଁ। ସେ ଲେଖିଛନ୍ତି, ‘ଦେଶର ଯୁବକ, ଦେଶର ଛାତ୍ର,…

ଦେଶୀ, ବିଦେଶୀ ମଦ ବିକ୍ରିକୁ ବିରୋଧ: ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ କଲେ ଗ୍ରାମବାସୀ

ନୂଆପଡ଼ା,୧୮ା୯ (ମକାରୁ ବେମାଲ): ନୂଆପଡ଼ା ସଦର ବ୍ଲକ ଜୋଙ୍କ ଥାନା ବୁଢିପାଲି ପଞ୍ଚାୟତ ଜେଞ୍ଜରା ଗାଁରେ ବେଆଇନ ଦେଶୀ ଓ ବିଦେଶୀ ମଦ ବିକ୍ରିକୁ ବିରୋଧ କରି ଗୁରୁବାର ଗ୍ରାମବାସୀ ନୂଆପଡା ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଏହି…

ପୁଣିଥରେ ଟିମ୍‌ ଇଣ୍ଡିଆ ପାଇଁ ଖେଳିବେ ଆର ଅଶ୍ୱିନ

ନୂଆଦିଲ୍ଲୀ,୧୮।୯: ଅନ୍ତର୍ଜାତୀୟ କ୍ରିକେଟ ଏବଂ IPLରୁ ଅବସର ନେଇଥିବା ଅଭିଜ୍ଞ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ପୁଣି ଥରେ ଟିମ ଇଣ୍ଡିଆ ପାଇଁ ଖେଳିବାର ଦେଖାଯିବେ। ଏଥର ଅଶ୍ୱିନ ୨୦୨୫ରେ ହେବାକୁ ଥିବା ହଂକଂ ସିକ୍ସେସ ଟୁର୍ଣ୍ଣାମେଣ୍ଟରେ ଟିମ ଇଣ୍ଡିଆ ପାଇଁ ଖେଳିବେ।…

ପୁଣିଥରେ ମୋଦିଙ୍କୁ ପ୍ରଶଂସାରେ ପୋତି ପକାଇଲେ ଟ୍ରମ୍ପ, କହିଲେ ଆମେ ଭାରତର ଖୁବ ନିକଟତର

ଓ୍ବାଶିଂଟନ,୧୮।୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଶଂସା କରିଛନ୍ତି ଏବଂ ନିଜକୁ ଭାରତର ବହୁତ ନିକଟତର ବୋଲି କହିଛନ୍ତି। ବ୍ରିଟିଶ ପ୍ରଧାନମନ୍ତ୍ରୀ କୀର ଷ୍ଟାରମରଙ୍କ ସହ ଏକ ସାମ୍ବାଦିକ ସମ୍ମିଳନୀରେ ଭାରତ ବିଷୟରେ ପଚରାଯିବାରୁ ଟ୍ରମ୍ପ…

ମୋ ଜୀବନର ସର୍ବୋଚ୍ଚ ସମ୍ମାନ ମଧ୍ୟରୁ ଗୋଟିଏ, କାହିଁକି ଏମିତି କହିଲେ ଟ୍ରମ୍ପ, ଜାଣନ୍ତୁ…

ଲଣ୍ଡନ,୧୮।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ତାଙ୍କ ପତ୍ନୀ, ପ୍ରଥମ ମହିଳା ମେଲାନିଆ ଟ୍ରମ୍ପ ବର୍ତ୍ତମାନ ୟୁକେ ଗସ୍ତରେ ଅଛନ୍ତି। ଟ୍ରମ୍ପ ଏବଂ ମେଲାନିଆ ମଙ୍ଗଳବାର ସାରେ କିଙ୍ଗ ଚାଲର୍‌ସ ତୃତୀୟଙ୍କ ନିମନ୍ତ୍ରଣରେ ୟୁକେକୁ ସେମାନଙ୍କର ଦ୍ୱିତୀୟ ଐତିହାସିକ ରାଜ୍ୟ…

ଯାତ୍ରୀଙ୍କୁ ମାଡ଼ ମାରିବା ଆମ ବସ କଣ୍ଡକ୍ଟରଙ୍କୁ ପଡ଼ିଲା ମହଙ୍ଗା: ହେଲା ବଡ଼ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ବର,୧୮।୯: ଯାତ୍ରୀଙ୍କୁ ‘ଆମ ବସ’ କଣ୍ଡକ୍ଟରଙ୍କ ମାଡ଼ ଘଟଣାରେ CRUT(କ୍ରୁଟ୍‌) ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। CRUT ପକ୍ଷରୁ ସମ୍ପୃକ୍ତ କଣ୍ଡକ୍ଟରଙ୍କୁ ଚାକିରିରୁ ବହିଷ୍କାର କରାଯାଇଛି। ଏପରିକି ଏହି ଘଟଣା ପାଇଁ CRUT ସୋସିଆଲ ମିଡିଆ ‘ଏକ୍ସ’ ଜରିଆରେ ଦୁଃଖ ପ୍ରକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?