Home Left

୧୧୪ କୁଣ୍ଡୀୟ ଯଜ୍ଞରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର,୧୦ା୪: କେନ୍ଦୁଝର କାଳୀ ପଡ଼ିଆରେ ଗୁରୁବାରଠାରୁ ଆରମ୍ଭ ହୋଇଥିବା ତ୍ରିଦିବସୀୟ ୧୧୪ କୁଣ୍ଡୀୟ ମହାଯଜ୍ଞରେ ଯୋଗଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ପୂର୍ବାହ୍ନ ୧୧ଟାରେ ମୁଖ୍ୟମନ୍ତ୍ରୀ କାଳୀ ପଡ଼ିଆରେ ପହଞ୍ଚି ଯଜ୍ଞକୁଣ୍ଡ ପାଖକୁ ଯିବା ପୂର୍ବରୁ ତାଙ୍କୁ ସନାତନ ଧର୍ମୀ ବ୍ରାହ୍ମଣମାନେ ମନ୍ତ୍ର…

ମାସିକ ଋତୁସ୍ରାବ ହେଉଥିବା ଅଷ୍ଟମ ଶ୍ରେଣୀ ଛାତ୍ରୀ ଶ୍ରେଣୀଗୃହ ବାହାରେ ଦେଲେ ପରୀକ୍ଷା, ତଦନ୍ତ ନିର୍ଦ୍ଦେଶ

ତାମିଲନାଡୁ,୧୦।୪: କୋଏମ୍ବାଟୁରରେ ଜଣେ ୮ମ ଶ୍ରେଣୀ ଛାତ୍ରୀଙ୍କ ମାସିକ ଋତୁସ୍ରାବ ହେଉଥିବାରୁ ତାଙ୍କୁ ଶ୍ରେଣୀଗୃହ ବାହାରେ ବିଜ୍ଞାନ ପରୀକ୍ଷା ଦେବାକୁ ବାଧ୍ୟ କରାଯାଇଥିବା ଜଣାପଡିଛି। ଏହି ଘଟଣା ସେଙ୍ଗୁଟ୍ଟାଇର ଏକ ଘରୋଇ ସ୍କୁଲରେ ଘଟିଛି। ଭାଇରାଲ ହୋଇଥିବା ଏକ ଭିଡିଓରେ ପିଲାଟିର…

ପାକିସ୍ତାନର କୁଳିନ ପରିବାର ସହ ରାଣାଙ୍କର ରହିଛି ସମ୍ପର୍କ, ଜାଣନ୍ତୁ କ’ଣ କରନ୍ତି ତାଙ୍କ ପତ୍ନୀ

ନୂଆଦିଲ୍ଲୀ,୧୦।୪: ମୁମ୍ବାଇ ଆତଙ୍କବାଦୀ ଆକ୍ରମଣର ମାଷ୍ଟରମାଇଣ୍ଡ ତହୱୁର ହୁସେନ ରାଣା ଭାରତରେ ପହଞ୍ଚିଛନ୍ତି। ଗିରଫ ହେବାର ପ୍ରାୟ ୧୬ ବର୍ଷ ପରେ ତାଙ୍କୁ ଆମେରିକାରୁ ଭାରତକୁ ପ୍ରତ୍ୟର୍ପଣ କରାଯାଇଛି। ତାଙ୍କୁ ଏକ ସ୍ବତନ୍ତ୍ର ବିମାନ ଯୋଗେ ଭାରତ ଅଣାଯାଇଥିଲା। ଦିଲ୍ଲୀରେ ପହଞ୍ଚିବା…

ନିଜକୁ ନିଜେ ସୁରକ୍ଷା ଦେବାରେ ସିଦ୍ଧହସ୍ତ ହେବେ ଛାତ୍ରୀ: ଆତ୍ମସୁରକ୍ଷା ତାଲିମ ଶିବିର ଉଦଯାପିତ

ଦାରିଙ୍ଗବାଡି, ୧୦।୪ (ଅରୁଣ ସାହୁ )- କଲେଜ ପଢିବା ଛାତ୍ରୀମାନେ ନିଜ ସୁରକ୍ଷାକୁ କିଭଳି ସୁଦୃଢ଼ କରିବେ ସାମାଜିଜ ସୁରକ୍ଷା ପାଇଁ ସେମାନଙ୍କୁ ରାଜ୍ୟ ସରକାର ତାଲିମ ପ୍ରଦାନ କରୁଛନ୍ତି। ପ୍ରକାଶ ଯେ, କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଋଷିମାଳ…

IPL 2025 ମଝିରେ ୩୩,୫୦୦ କୋଟି ଟଙ୍କା ସମ୍ପତ୍ତିର ମାଲିକଙ୍କୁ ଭେଟିଲେ ପାଣ୍ଡ୍ୟା-ରୋହିତ

ଦୁବାଇ,୧୦।୪: ମୁମ୍ବାଇ ଇଣ୍ଡିଆନ୍ସ ପାଇଁ IPL 2025 ସିଜିନ ଭଲ ଚାଲିନାହିଁ। ଦଳ ଏପର୍ଯ୍ୟନ୍ତ ଖେଳାଯାଇଥିବା ୫ଟି ମ୍ୟାଚ ମଧ୍ୟରୁ ୪ରେ ପରାସ୍ତ ହୋଇଛି ଏବଂ ପଏଣ୍ଟ ଟେବୁଲରେ ଅଷ୍ଟମ ସ୍ଥାନରେ ଅଛି। IPL ମଝିରେ ରୋହିତ ଶର୍ମା, ସୂର୍ଯ୍ୟକୁମାର ଯାଦବ…

ନାବାଳିକାଙ୍କୁ ବିବାହର ପ୍ରଲୋଭନ ଦେଖାଇ ବଳାତ୍କାର: ଜେଲ ଗଲେ ଅଭିଯୁକ୍ତ

ଜୟପୁର,୧୦।୪(ପବନ ପାଣିଗ୍ରାହୀ): ନାବାଳିକାଙ୍କୁ ବିବାହର ପ୍ରଲୋଭନ ଦେଖାଇ ପ୍ରତାରଣା କରିଥିବା ଅଭିଯୋଗରେ ଜୟପୁର ମହିଳା ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତ ହେଲେ ବୈପାରୀଗୁଡ଼ା ପାଣ୍ଡିରପାଣି ଗ୍ରାମର ସୁରେନ୍ଦ୍ର ନାୟକ(୨୫)। ମିଳିଥିବା ସୂଚନା ମୁତାବକ, ସୁରେନ୍ଦ୍ରଳ ନାବାଳିକାଙ୍କୁ ବିବାହର ପ୍ରଲୋଭନ…

‘ସେ ସମସ୍ୟାକୁ ଆମନ୍ତ୍ରଣ କରିଥିଲେ’: ବଳାତ୍କାର ପୀଡିତାଙ୍କୁ ଦୋଷ ଦେଲେ ହାଇକୋର୍ଟ, ଅଭିଯୁକ୍ତଙ୍କୁ ଜାମିନ

ନୂଆଦିଲ୍ଲୀ,୧୦।୪: ଆହ୍ଲାବାଦ ହାଇକୋର୍ଟ ଜଣେ ସ୍ନାତକୋତ୍ତର ଛାତ୍ରୀଙ୍କୁ ବଳାତ୍କାର ଅଭିଯୋଗରେ ଅଭିଯୁକ୍ତ ବ୍ୟକ୍ତିଙ୍କୁ ଜାମିନ ପ୍ରଦାନ କରିଛନ୍ତି, କହିଛନ୍ତି ଯେ ପୀଡିତା “ନିଜେ ଅସୁବିଧାକୁ ଆମନ୍ତ୍ରଣ କରିଥିଲେ” ଏବଂ ଘଟଣାର ଦାୟୀ ଥିଲେ। ଡିସେମ୍ବର ୨୦୨୪ ରେ ଦିଲ୍ଲୀରେ ମହିଳାଙ୍କୁ ବଳାତ୍କାର…

ସିମନବାଡ଼ି-ବାଡାବାଙ୍ଗାରେ ଦଣ୍ଡନାଚ: ଦର୍ଶକଙ୍କ ପ୍ରବଳ ଭିଡ଼

ଦାରିଙ୍ଗବାଡ଼ି,୧୦ା୪(ଅରୁଣ ସାହୁ): ଚୈତ୍ର ମାସରେ ଚାରିଆଡ଼େ ଦଣ୍ଡନାଚ ପାଇଁ ଏକ ପ୍ରକାର ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଛି। ଏହି ପ୍ରରିପ୍ରେକ୍ଷୀ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ମଧ୍ୟ ପ୍ରତିଦିନ ଗାଁ ଗାଁରେ ଏହି ଦଣ୍ଡନାଚ ଚାଲିଛି। ଏହି ଅବସରରେ ଗୁରୁବାର…

ପାକିସ୍ତାନ ଗସ୍ତରେ ବାହାରିଲେ ବହୁ ସଂଖ୍ୟାରେ ଶିଖ ଶ୍ରଦ୍ଧାଳୁ

ଚଣ୍ଡିଗଡ଼,୧୦।୪: ବୈଶାଖୀର ପବିତ୍ର ଅବସରରେ ଭାରତରୁ ବହୁ ସଂଖ୍ୟକ ଶିଖ ଶ୍ରଦ୍ଧାଳୁ ପାକିସ୍ତାନର ଗୁରୁଦ୍ୱାରଗୁଡ଼ିକୁ ଦର୍ଶନ କରିବା ପାଇଁ ଯାଇଛନ୍ତି। SGPCର ଏକ ଶିଖ ଶ୍ରଦ୍ଧାଳୁ ଅଟାରୀ-ୱାଘା ସୀମା ଦେଇ ପାକିସ୍ତାନ ଅଭିମୁଖେ ଯାତ୍ରା କରିଥିଲେ। ଶିଖ ଭକ୍ତଙ୍କ ଏହି ଦଳଗୁଡ଼ିକ…

ବୟଫ୍ରେଣ୍ଡ ସହ ମା’ ଫେରାର: କାନ୍ଦି କାନ୍ଦି ଝିଅ ଆଖିରୁ ଶୁଖୁନି ଲୁହ

ଆଲିଗଡ,୧୦।୪:ଉତ୍ତର ପ୍ରଦେଶର ଆଲିଗଡ଼ରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଜଣେ ମହିଳା ନିଜ ଝିଅ ପ୍ରେମିକଙ୍କ ସହ ଫେରାର ହୋଇଯାଇଛନ୍ତି। ବିବାହର ଦିନକ ପୂର୍ବରୁ ସେ ଏପରି କାମ କରିଛନ୍ତି। ଏହି ଘଟଣା ପରେ ପ୍ରେମିକଙ୍କୁ ଝୁରି ଝୁରି ଲୁହ…

ଶିଶୁ ଜନ୍ମ ପରେ ପରେ କରିନିଅନ୍ତୁ ଏସବୁ ଜରୁରୀ ଟେଷ୍ଟ, ରହିବ ନାହିଁ ଆଉ କୌଣସି ଅସୁବିଧା

ନୂଆଦିଲ୍ଲୀ: ଶିଶୁ ଜନ୍ମ ହେବା ମାତ୍ରେ, ଭବିଷ୍ୟତରେ ତାକୁ କୌଣସି ସମସ୍ୟାର ସମ୍ମୁଖୀନ ନ ହେବା ପାଇଁ କିଛି ପରୀକ୍ଷା କରାଇବା ଆବଶ୍ୟକ। ପିଲାର ଏହି ପରୀକ୍ଷାଗୁଡ଼ିକ କେବଳ ତାଙ୍କ ସ୍ବାସ୍ଥ୍ୟ ଅବସ୍ଥା ଜାଣିବା ପାଇଁ ଗୁରୁତ୍ୱପୂର୍ଣ୍ଣ ନୁହେଁ, ବରଂ ସମୟ…

ସରକାରୀ ଚାକିରି ଛାଡି ୪କୋଟି ଟଙ୍କା ବାଛିଲେ ଭିନେଶ, ସରକାର ଦେଇଥିଲେ ବିକଳ୍ପ

ଚଣ୍ଡିଗଡ଼,୧୦।୪: ୨୦୨୪ ପ୍ୟାରିସ ଅଲିମ୍ପିକ୍ସ ସମୟରେ ଚର୍ଚ୍ଚାକୁ ଆସିଥିବା ଭାରତୀୟ କୁସ୍ତିଯୋଦ୍ଧା ଭିନେଶ ଫୋଗାଟଙ୍କ ବିଷୟରେ ଏକ ବଡ଼ ଖୁଲାସା ହୋଇଛି। ଅଲିମ୍ପିକ୍ସରୁ ଅଯୋଗ୍ୟତା ବିବାଦ ପରେ, ଭିନେଶ କୁସ୍ତିରୁ ଅବସର ନେବାକୁ ନିଷ୍ପତ୍ତି ନେଇ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଥିଲେ। ଏହା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri