Home Left

ଗୁଣପୁରରେ ଅଖଣ୍ଡ ଭାରତ ଦିବସ: ତ୍ରିରଙ୍ଗା ଯାତ୍ରାରେ ବାହାରି ମହାପୁରୁଷଙ୍କ ବଳିଦାନକୁ ନେଇ…

ଗୁଣପୁର,୧୪ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୁରୁଣା ବସ୍‌ଷ୍ଟାଣ୍ଡଠାରେ ଶୁକ୍ରବାର ଅଖଣ୍ଡ ଭାରତ ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ଭାଜପା ଜିଲା ସଭାପତି ଗୋପୀ ଆନନ୍ଦ ଓ ଏବିଭିପିର ଜିଲା ପ୍ରମୁଖ ଶେଷସାଇ ସେନାପତି ଏହି ଅଖଣ୍ଡ ଭାରତ ଦିବସ…

Video: କିଏ କହିଲା ‘କମେଡିଆନ’ କିଏ କହିଲା ‘ମହିଳା ବିରୋଧୀ’ ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କଲେ ଭାଜପା ନେତା

ନୂଆଦିଲ୍ଲୀ,୧୪।୮: କଂଗ୍ରେସ ନେତା ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ ବୟାନ ପୁଣି ଥରେ ବିବାଦ ସୃଷ୍ଟି କରିଛି। ଗୁରୁବାର ନୂଆଦିଲ୍ଲୀରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ସେ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଥିଲେ। ରାହୁଲଙ୍କ ସହିତ…

ଶୁକ୍ର ପୁଷ୍କରାଂଶ ଯୋଗରେ ମିଥୁନରୁ ତୁଳା ସମେତ ଏହି ୪ ରାଶିଙ୍କ ଲାଭ; ଇନକମ୍‌ ହେଇଯିବ ଡବଲ୍‌, ସୁଧୁରିବ ଭାଙ୍ଗିଯାଇଥିବା ସମ୍ପର୍କ…

ଜନ୍ମକୁଣ୍ଡଳୀରେ ଯେକୌଣସି ଗ୍ରହର ‘ପୁଷ୍କରାଂଶ’ ସ୍ଥିତିକୁ ଅତ୍ୟନ୍ତ ଶୁଭ ବୋଲି ମନେକରାଯାଏ, କାରଣ ଏହାର ପ୍ରଭାବ ସଦାସର୍ବଦା ସକାରାତ୍ମକ ଏବଂ ଫଳଦାୟୀ ହୋଇଥାଏ। ବିଶେଷକରି ଶୁକ୍ରଙ୍କର ପୁଷ୍କରାଂଶ ସ୍ଥିତି ଆହୁରି ଅଧିକ ଶୁଭଙ୍କର, କାରଣ ଶୁକ୍ର ନିଜେ ଏକ ଅତି-ଶୁଭ ଗ୍ରହ।…

ଭାରତ ଗସ୍ତରେ ଆସିବେ ଇରାନୀ ରାଷ୍ଟ୍ରପତି; ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ସାକ୍ଷାତ ଉପରେ ସମସ୍ତଙ୍କ ନଜର? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ/ତେହରାନ,୧୪।୮: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ଆସନ୍ତା ମାସରେ ଭାରତ ଗସ୍ତରେ ଆସୁଛନ୍ତି। ସେ ସେପ୍ଟେମ୍ବର 12-13 ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା BRICS ସମ୍ମିଳନୀରେ ଯୋଗଦେବେ। ଇରାନ ଶୁକ୍ରବାର ପେଜେସ୍କିଆନଙ୍କ ଭାରତ ଗସ୍ତକୁ ନିଶ୍ଚିତ କରିଛି। ଭାରତ ଏହି…

ପାନୀୟ ଜଳ ପାଇଁ ଯିବାକୁ ପଡୁଛି ୨ କିମି, ଏସ୍‌ଡିପିଓ କହିଲେ ଯୁଦ୍ଧକାଳୀନ ଭିତ୍ତିରେ ଆଜି…

କେସିଙ୍ଗା,୧୪ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ମଖାପଳା ଗ୍ରାମରେ ଦୀର୍ଘଦିନରୁ ପାନୀୟଜଳ ସମସ୍ୟା ରହିଛି। ଏହି ଅଞ୍ଚଳରେ ନଳକୂପ ଖୋଳିଲେ ମଧ୍ୟ ପାଣି ବାହାରୁନାହିଁ। ଗ୍ରାମରୁ ପ୍ରାୟ ୨ କିମି ହେବ ଗୋଟିଏ ନଳକୂପ ରହିଛି। ସେଥିରୁ ଭଲ ପାଣି…

‘ତୁମର ଜାତି କ’ଣ, ତୁମେ କୋଭିଡ ଟିକା କେଉଁଠାରୁ ନେଇଛ…’; ଜନଗଣନାରେ ପଚରାଯିବ ଏମିତି ୪୦ ପ୍ରଶ୍ନ, ବିଜ୍ଞପ୍ତି ଜାରି

ନୂଆଦିଲ୍ଲୀ,୧୪।୮: କେନ୍ଦ୍ର ସରକାର ୨୦୨୭ ଜନଗଣନାର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ୪୦ଟି ପ୍ରଶ୍ନ ଚୂଡ଼ାନ୍ତ କରିଛନ୍ତି। ଏହି ପ୍ରକ୍ରିୟା ସମୟରେ, ଅନୁସୂଚିତ ଜାତି (SC), ଅନୁସୂଚିତ ଜନଜାତି (ST), ଜାତି ଏବଂ COVID-19 ଟୀକାକରଣ ସ୍ଥିତି ସମ୍ପର୍କରେ ମଧ୍ୟ ଜନସାଧାରଣଙ୍କଠାରୁ ସୂଚନା…

କାଲିଠୁ ୩ହଜାର ଟଙ୍କାରେ କିଣିବେ ସିଲିଣ୍ଡର! ଆଜି ରାତି ୧୨ଟା ପୂର୍ବରୁ କରନ୍ତୁ ଏହି କାମ; ନହେଲେ…

ଯଦି ଆପଣ ଏପର୍ଯ୍ୟନ୍ତ ନିଜର ଏଲ୍‌ପିଜି (LPG) କନେକ୍ସନର ଇ-କେୱାଇସି (e-KYC) କରିନାହାନ୍ତି, ତେବେ ୧୬ ଅଗଷ୍ଟ ୨୦୨୬ ପୂର୍ବରୁ ଏହି କାମ ନିଶ୍ଚୟ ଶେଷ କରିନିଅନ୍ତୁ। ଅବିରତ ଏଲ୍‌ପିଜି ସେବା ଜାରି ରଖିବା ପାଇଁ ତୈଳ କମ୍ପାନୀଗୁଡ଼ିକ (OMCs) ଆଧାର-ଆଧାରିତ…

ବରାଳ ବାଲୁଙ୍କେଶ୍ୱର ମନ୍ଦିର ବିକାଶ ପାଇଁ ୮୫ ଲକ୍ଷ ଟଙ୍କା ମଞ୍ଜୁର

ସାକ୍ଷୀଗୋପାଳ,୧୪ା୮(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସତ୍ୟବାଦୀ ବ୍ଲକର ବରାଳ ଗ୍ରାମର ପୁରାଣ ପ୍ରସିଦ୍ଧ ବାଲୁଙ୍କେଶ୍ୱର ଦେବ ମନ୍ଦିରକୁ ଦିନକୁ ଦିନ ଶ୍ରଦ୍ଧାଳୁମାନଙ୍କ ସମାଗମ ବୃଦ୍ଧି ପାଇଛି। ଏହାକୁ ଲକ୍ଷ୍ୟ ରଖି ମନ୍ଦିର ଓ ଏହାର ପାଶର୍‌ବବର୍ତ୍ତୀ ଅଞ୍ଚଳର ବିକାଶ…

କମାଲ କଲେ ସନ୍ନି-ପ୍ରୀତି ଯୋଡ଼ି: ଦର୍ଶକଙ୍କୁ ଲୁହରେ ଭିଜାଇଲା ବିଭାଜନର ଯନ୍ତ୍ରଣା

ସ୍ବାଧୀନତା ଦିବସର ବିଶେଷ ଅବସରରେ ନିର୍ଦ୍ଦେଶକ ରାଜକୁମାର ସନ୍ତୋଷୀଙ୍କ ବହୁ ପ୍ରତୀକ୍ଷିତ ଚଳଚ୍ଚିତ୍ର ‘ବଣ୍ଟୱାରା ୧୯୪୭’ ସିନେମା ଘରେ ମୁକ୍ତିଲାଭ କରିଛି। ଭାରତ ବିଭାଜନର କଷ୍ଟକର ଏବଂ ଯନ୍ତ୍ରଣାଦାୟକ ପୃଷ୍ଠଭୂମିରେ ନିର୍ମିତ ଏହି ଚଳଚ୍ଚିତ୍ର ଦର୍ଶକଙ୍କୁ ଇତିହାସର ଏକ ଗଭୀର ସମ୍ବେଦନଶୀଳ…

୭ ଦିନ ବନ୍ଦ ରହିବ ବିଜୁ ପଟ୍ଟନାୟକ ଶିଶୁ ଉଦ୍ୟାନ: ପଛରେ ରହିଛି ଏମିତି କାରଣ

ଭଞ୍ଜନଗର,୧୪।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଜୁ ପଟ୍ଟନାୟକ ଶିଶୁ ଉଦ୍ୟାନ ପରିସରରେ ହୋଇଥିବା ରାଜ୍ୟର ଏକ ମାତ୍ର ସରକାରୀ ୱାଟର ପାର୍କକୁ ଗତ ମାସରେ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ବନ୍ଦ କରିଦିଆଯାଇଛି। ଗ୍ରୀଷ୍ମ ଋତୁ ଆସିଲେ ପୁଣି ୱାଟର ପାର୍କ…

ବଢିପାରେ ୨୦ ଟିଏମସି ବିଦ୍ରୋହୀଙ୍କ ସମସ୍ୟା! ବଡ଼ ନିଷ୍ପତ୍ତି ନେଲେ ଦିଦି

କୋଲକାତା,୧୪।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ନେତୃତ୍ୱରେ ତୃଣମୂଳ କଂଗ୍ରେସ (ଟିଏମସି) ୨୦ ଜଣ ବିଦ୍ରୋହୀ ଲୋକ ସଭା ସାଂସଦଙ୍କ ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛି। ଏହି ସାଂସଦମାନେ ଟିଏମସି ଛାଡି ‘ନ୍ୟାସନାଲିଷ୍ଟ ସିଟିଜେନ୍ସ ପାର୍ଟି ଅଫ ଇଣ୍ଡିଆ’ (ଏନସିପିଆଇ)ରେ…

ରାଇକିଆରେ ସ୍ବାଧୀନତା ଦିବସ ପାଳନ ନେଇ ଶେଷ ପର୍ଯ୍ୟାୟରେ ପ୍ରସ୍ତୁତି, ଦେଶ ଭକ୍ତିର ନାରା ଦେଇ…

ରାଇକିଆ,୧୪ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ୍‌ରେ ସ୍ବାଧୀନତା ଦିବସ ପାଳନକୁ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଶୁକ୍ରବାର ରାଇକିଆ ପଞ୍ଚାୟତ ସମିତି, ବ୍ଲକ ଭାଜପା ଏବଂ ବିଭିନ୍ନ ଶିକ୍ଷାନୁଷ୍ଠାନ ତରଫରୁ ହର୍‌ ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?