ବୈଜ୍ଞାନିକଙ୍କ ଚମତ୍କାର : ୧୨ ହଜାର ବର୍ଷ ପରେ ଫେରିଲା ବିଲୁପ୍ତ ହୋଇଯାଇଥିବା ଡାୟାର ଓ୍ବଲ୍ଫ
ଓ୍ବାଶିଂଟନ, ୧୦।୪: ଆମେରିକାର ବୈଜ୍ଞାନିକମାନେ ଜେନେଟିକ୍ ଇଞ୍ଜିନିୟରିଂ ମାଧ୍ୟମରେ ୧୨ ହଜାର ବର୍ଷ ତଳେ ବିଲୁପ୍ତ ହୋଇଯାଇଥିବା ଡାୟାର ଓ୍ବଲ୍ଫ (ଆମେରିକାରେ ଦେଖାଯାଉଥିବା ଏକ ପ୍ରଜାତିର ଗଧିଆ) ପରି ୩ଟି ଗଧିଆ ଶାବକ ସୃଷ୍ଟି କରିଛନ୍ତି। ଏହି ଶାବକମାନେ ଏବେ ୬…
ବର୍ଷାକୁ ନେଇ ଆସିଲା ବଡ଼ ଅପଡେଟ୍: ୩ଦିନ ଯାଏ ପ୍ରବଳ ବର୍ଷିବ!
ଭୁବନେଶ୍ୱର,୧୦।୪: ଦୁର୍ବଳ ହେଉଛି ବଙ୍ଗୋପସାଗରେ ସକ୍ରିୟ ରହିଥିବା ସଦୃଶ ଲଘୁଚାପ । ତଥାପି ଆସନ୍ତା ୩ ଦିନ ରାଜ୍ୟରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା । ଏନେଇ ଆର୍ଲଟ କରିଛି ପାଣିପାଗ ବିଭାଗ। ଆଭ୍ୟନ୍ତରୀଣ ଓଡ଼ିଶାର ୧୭ ଜିଲାକୁ ଆଲର୍ଟ…
ଖୁବ୍ଶୀଘ୍ର ବଜାରକୁ ଆସିବ ଓମ୍ଫେଡ୍ ଚକୋଲେଟ୍, ପାଣି ବୋତଲ
ଭୁବନେଶ୍ୱର,୧୦ା୪(ଅନୁରାଧା ମହାରଣା): ଓଡ଼ିଶା ଷ୍ଟେଟ୍ କୋଅପରେଟିଭ୍ ମିଲ୍କ ପ୍ରଡ୍ୟୁସର୍ସ ଫେଡେରେଶନ (ଓମ୍ଫେଡ୍) ପ୍ରସ୍ତୁତ ଚକୋଲେଟ ଖୁବ୍ଶୀଘ୍ର ବଜାର ପ୍ରବେଶ କରିବ। ଏନେଇ ଓମ୍ଫେଡ ପରିଚାଳନା ନିର୍ଦ୍ଦେଶକ ବିଜୟ ଅମୃତ କୁଲାଙ୍ଗେ ସୂଚନା ଦେଇଛନ୍ତି। ନ୍ୟାଶନାଲ ଡେଏରି ଡେଭଲପ୍ମେଣ୍ଟ ବୋର୍ଡ ପକ୍ଷରୁ ଏହାର…
ବିନା ନୋଟିସ୍ରେ ଗରିବଙ୍କ ଦୋକାନ ଧୂଳିସାତ୍
ବରଗଡ଼,୧୦।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ପୌର ପ୍ରଶାସନର ଉଚ୍ଛେଦ ପ୍ରକ୍ରିୟାକୁ ନେଇ ସହର ଉଠୁଛି ଓ ପଡୁଛି। କେତେବେଳେ ବିନା ନୋଟିସ୍ରେ ବୋଲଡୋଜର ଲଗାଇ ଗରିବଙ୍କ ଠେଲା ଦୋକାନଠାରୁ ଆରମ୍ଭ କରି ଛୋଟିଆ ଘରକୁ ଧୂଳିସାତ୍ କରି ଦିଆଯାଉଛି ତ ଆଉକେବେ ଉଚ୍ଚ…
ପଶ୍ଚିମବଙ୍ଗରେ ଲାଗୁ ହେବନାହିଁ ଓ୍ବକ୍ଫ ଆଇନ: ମମତା
କୋଲକାତା,୧୦ା୪: ଓ୍ବକ୍ଫ ସଂଶୋଧିତ ଆଇନକୁ ନେଇ ମୁସଲମାନ ସମ୍ପ୍ରଦାୟ ଚିନ୍ତିତ ଥିବାରୁ ପଶ୍ଚିମବଙ୍ଗରେ ଏହାକୁ ଲାଗୁ ହେବାକୁ ଦିଆଯିବ ନାହିଁ ବୋଲି ବୁଧବାର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସଂଖ୍ୟାଲଘୁମାନଙ୍କୁ ଆଶ୍ୱାସନା ଦେଇଛନ୍ତି। ରାଜ୍ୟରେ ସଂଖ୍ୟାଲଘୁ ଓ ସେମାନଙ୍କ ସମ୍ପତ୍ତିକୁ ସୁରକ୍ଷା ଦିଆଯିବ…
ଅବକାରୀ ବିଭାଗର ମହୁଲ ଜବତ ଘଟଣା: ଦୁଇ ସ୍ଥାନରୁ ୨ ହଜାର ୪୫ କେଜି ମହୁଲ ଜବତ
ଦାରିଙ୍ଗବାଡି, ୧୦।୪ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଅବକାରୀ ବିଭାଗ ଏବେ ଆକ୍ସନ ମୁଡ଼ରେ। ବିଭାଗ ବୁଧବାର ୨ଟି ସ୍ଥାନରେ ଚଢ଼ାଉ କରି ବେଆଇନ ଭାବେ ମହୁଲ କିଣା ବିକା କରୁଥିବା ଗୋଦାମରୁ ୨ ହଜାର ୪୫ କେଜି…
ସତୀତ୍ୱର ବହ୍ନି
ରୋପରେ ଖ୍ରୀଷ୍ଟିଆନ ଧର୍ମଯାଜକ ସଇତାନଙ୍କୁ ପୂଜାକରୁଥିବା ଡାହାଣୀ ସନ୍ଦେହରେ ମହିଳାମାନଙ୍କୁ ଜିଅନ୍ତା ପୋଡ଼ିଦେଉଥିଲେ। ଆରବରେ ଇସ୍ଲାମ ଛାଡ଼ିଦେବା ପରିବର୍ତ୍ତେ ମୃତ୍ୟୁକୁ ପସନ୍ଦ କରୁଥିଲେ ଓ ଶହୀଦ ହେଉଥିଲେ। ସେମାନଙ୍କୁ ଏକ ଖାଇରେ ପକାଇ ଦିଆଯାଇ ନିଆଁ ଲଗାଇ ଦିଆଯାଉଥିଲା। ଧର୍ମୀୟ ବିବାଦକୁ…
ଆସିଲା ନୂଆ Aadhaar App: ଏଣିକି ନା କାର୍ଡ ନା ଫଟୋକପିର ଆବଶ୍ୟକତା ନାହିଁ, କେବଳ QR କୋର୍ଡ ସ୍କାନ କରି…
ନୂଆଦିଲ୍ଲୀ,୮।୪: ଡିଜିଟାଲ ଇଣ୍ଡିଆ ଆଡ଼କୁ ଆଉ ଏକ ବଡ଼ ପଦକ୍ଷେପ ନେଇ ଭାରତ ସରକାର ନୂତନ ଆଧାର ମୋବାଇଲ ଆପ ଲଞ୍ଚ କରିଛନ୍ତି। ଏହି ଆପ ସାହାଯ୍ୟରେ ଏବେ ଆପଣଙ୍କୁ ଆପଣଙ୍କର ଆଧାର କାର୍ଡର ଫଟୋକପି ନେବାକୁ ପଡିବ ନାହିଁ କିମ୍ବା…
ଡୋମିନିକାନ ରିପବ୍ଲିକ ନାଇଟ କ୍ଲବ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୧୨୪କୁ ବୃଦ୍ଧି, ପ୍ରସିଦ୍ଧ ଗାୟକ ଏବଂ ଦୁଇ ମେଜର୍ ଲିଗ ବେସ୍ବଲ ତାରକା ମୃତ
ନୂଆଦିଲ୍ଲୀ,୧୦।୪: ଡୋମିନିକାନ ରିପବ୍ଲିକର ରାଜଧାନୀ ସାନ୍ତୋ ଡୋମିଙ୍ଗୋରେ ଥିବା ଜେଟ ସେଟ ନାଇଟ କ୍ଲବରେ ଏକ ବିପର୍ଯ୍ୟୟ ଘଟିଛି। ମଙ୍ଗଳବାର ମଧ୍ୟରାତ୍ରି ପରେ ଏହି କ୍ଲବର ଛାତ ଭୁଶୁଡ଼ିବା ପଡ଼ିବା ଫଳରେ ଅତି କମରେ ୧୨୪ ଜଣଙ୍କର ମୃତ୍ୟୁ ହୋଇଛି। ଏହି…
ଗୃହ ବିଭାଗର ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ: ଫରେନ୍ସିକ୍ ସେବାରେ ୨୪୭, ପବ୍ଲିକ୍ ପ୍ରସିକ୍ୟୁଶନରେ ୨୬୭ ପଦ ସୃଷ୍ଟି
ଭୁବନେଶ୍ୱର,୯ା୪: ରାଜ୍ୟ ସରକାରଙ୍କ ଗୃହ ବିଭାଗ ପକ୍ଷରୁ ମଙ୍ଗଳବାର ଦୁଇଟି ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯାଇଛି। ଫରେନ୍ସିକ୍ ସାଇନ୍ସ ସର୍ଭିସ୍ରେ ୨୪୭ ପଦ ସୃଷ୍ଟି କରାଯାଇଥିବାବେଳେ ପବ୍ଲିକ ପ୍ରସିକ୍ୟୁଶନ ନିର୍ଦ୍ଦେଶାଳୟରେ ୨୬୭ ପଦ ସୃଷ୍ଟି ହୋଇଛି। ଏ ସଂକ୍ରାନ୍ତରେ ଗୃହ ବିଭାଗ…
ତହଉର ରାଣାଙ୍କୁ ପ୍ରତ୍ୟର୍ପଣ କଲା ଆମେରିକା, ଆସନ୍ତାକାଲି ଭାରତରେ ପହଞ୍ଚତ୍ପାରନ୍ତି
ନୂଆଦିଲ୍ଲୀ,୯ା୪: ୨୦୦୮ ମୁମ୍ବାଇ ଆକ୍ରମଣର ଅନ୍ୟତମ ମାଷ୍ଟରମାଇଣ୍ଡ୍ ତହଉର ହୁସେନ୍ ରାଣାଙ୍କ ସବୁ ପ୍ରକାର ଆଇନଗତ ବିକଳ୍ପ ଶେଷ ହୋଇଯିବା ପରେ ଆମେରିକା ତାଙ୍କୁ ଭାରତକୁ ପ୍ରତ୍ୟର୍ପଣ କରିଛି। ରାଣାଙ୍କୁ ଏକ ସ୍ବତନ୍ତ୍ର ବିମାନରେ ଭାରତକୁ ଅଣାଯାଉଛି। ବିମାନଟି ମଝିରେ ଇନ୍ଧନ…
କେନ୍ଦ୍ରମନ୍ତ୍ରୀଙ୍କ ଜିତନ ରାମ ମାଞ୍ଝିଙ୍କ ନାତୁଣୀଙ୍କୁ ଗୁଳିକରି ହତ୍ୟା କଲେ ସ୍ୱାମୀ
ନୂଆଦିଲ୍ଲୀ,୯।୪: ବୁଧବାର ବିହାରର ଗୟାରେ କେନ୍ଦ୍ରମନ୍ତ୍ରୀ ଜିତନ ରାମ ମାଞ୍ଝିଙ୍କ ନାତୁଣୀଙ୍କୁ ତାଙ୍କ ସ୍ୱାମୀ ଗୁଳି କରି ହତ୍ୟା କରିଛନ୍ତି। ଏହି ଘଟଣା ଘଟିଥିଲା ଯେତେବେଳେ ପୀଡିତା ସୁଷମା ଦେବୀ, ତାଙ୍କ ପିଲାମାନେ ଏବଂ ଭଉଣୀ ପୁନମ କୁମାରୀ ଅଟ୍ରି ବ୍ଲକ…
Archives


