Home Left

ଏୟାର ଇଣ୍ଡିଆ ବିମାନରେ ପରିଚାଳନା ନିର୍ଦ୍ଦେଶକଙ୍କ ଉପରେ ପରିଶ୍ରା କରିଦେଲେ ମଦ୍ୟପ ବ୍ୟକ୍ତି

ନୂଆଦିଲ୍ଲୀ,୯।୪: ଦିଲ୍ଲୀରୁ ବ୍ୟାଙ୍ଗକକ୍ ଅଭିମୁଖେ ଯାଉଥିବା ଏକ ଏୟାର ଇଣ୍ଡିଆ ବିମାନରେ ଜଣେ ଭାରତୀୟ ମଦ୍ୟପ ଅବସ୍ଥାରେ ସହଯାତ୍ରୀଙ୍କ ଉପରେ ପରିଶ୍ରା କରିଦେଇଥିବା ଜଣାପଡିଛି। ଏୟାର ଇଣ୍ଡିଆ ପକ୍ଷରୁ ଏକ ସ୍ପଷ୍ଟୀକରଣ ଜାରି କରି ଏହି ଘଟଣାକୁ ନିଶ୍ଚିତ କରାଯାଇଥିଲେ ମଧ୍ୟ…

ସରକାରୀ ଶିକ୍ଷାନୁଷ୍ଠାନରେ ନିର୍ଯାତନାର ଶିକାର ହେଉଛନ୍ତି ଛାତ୍ରୀଛାତ୍ର, ଶିକ୍ଷାମନ୍ତ୍ରୀ ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା,୯ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ଥିବା ବିଭିନ୍ନ ପ୍ରାଥମିକ ସ୍କୁଲଠାରୁ ହାଇ ସ୍କୁଲ ଯାଏ ବିଭିନ୍ନ ସ୍କୁଲରେ ଛାତ୍ରୀଛାତ୍ର ନିର୍ଯାତନାର ଶିକାର ହେଉଛନ୍ତି। ଶିକ୍ଷାକ୍ଷେତ୍ରରେ ସମସ୍ୟା ଦେଖା ଯାଉଛି। ଆସନ୍ତାକାଲି ଅର୍ଥାତ୍‌ ଗୁରୁବାର ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ…

ଆରଜେ ମହଭାସ୍ ଙ୍କ ସହ ଫଟୋ ପୋଷ୍ଟ କଲେ ୟୁଜଭେନ୍ଦ୍ର ଚହଲ୍, ତା’ପରେ ଲେଖିଲେ ଏମିତି

ନୂଆଦିଲ୍ଲୀ,୯।୪: ପଞ୍ଜାବ କିଙ୍ଗସ୍ ଷ୍ଟାର ସ୍ପିନର୍ ୟୁଜଭେନ୍ଦ୍ର ଚହଲ୍ ବୁଧବାର ତାଙ୍କ ଇନଷ୍ଟାଗ୍ରାମ୍ ଷ୍ଟୋରୀରେ ଆରଜେ ମହଭାସ୍ ଙ୍କ ସହ ଏକ ଫଟୋ ପୋଷ୍ଟ କରିଛନ୍ତି। ପରେ ଲୋକପ୍ରିୟ ରେଡିଓ ମହଭାସ୍ ମଧ୍ୟ ତାଙ୍କ ଇନଷ୍ଟାଗ୍ରାମ୍ ରେ ତାଙ୍କ ବନ୍ଧୁମାନଙ୍କର ଅନ୍ୟ…

ଆସିଲା ବଡ଼ ଅପଡେଟ୍‌: ଏଥର ଅକ୍ଷୟ ତୃତୀୟାରେ ବଢିବ ନା କମିବ ସୁନା!

ନୂଆଦିଲ୍ଲୀ,୯।୪: ଆଉ କିଛିଦିନ ପରେ ଅକ୍ଷୟ ତୃତୀୟା। ଏହି ଅବସରରେ ସୁନା କିଣିବାର ପରମ୍ପରା ରହିଛି। ଏବେ ସୁନାଦର ଖସୁଥିବାବେଳେ ସୁନାପ୍ରେମୀମାନେ ଅପେକ୍ଷା କରିଛନ୍ତି। ଯଦି ଅକ୍ଷୟ ତୃତୀୟାବେଳକୁ ସୁନା ଖସିଯାଏ ତେବେ ଗହଣା ଦୋକାନରେ ପ୍ରବଳ ଭିଡ ଦେଖଇବାକୁ ମିଳିବ।…

କାନ୍ଦୁଛି ପାକିସ୍ତାନ, ଆତଙ୍କବାଦର ଜନକ ଏବେ…

ଇସଲାମାବାଦ,୯।୪: ସାରା ବିଶ୍ୱରେ ଆତଙ୍କବାଦ ବିସ୍ତାର କରୁଥିବା ପାକିସ୍ତାନ ଏବେ ନିଜେ ଆତଙ୍କବାଦ ଦ୍ୱାରା ବିଚଳିତ। ଆତଙ୍କବାଦର ମାଷ୍ଟରମାଇଣ୍ଡ ପାକିସ୍ତାନ କାନ୍ଦୁଛି। ସୂଚନାଅନୁଯାୟୀ, ପାକିସ୍ତାନର ପରାମର୍ଶଦାତା ସୟଦ ଆତିଫ ରାଜା ଜାତିସଂଘରେ ଆତଙ୍କବାଦ ପ୍ରସଙ୍ଗକୁ ଦୃଢ଼ ଭାବରେ ଉଠାଇଛନ୍ତି। ଆଫଗାନିସ୍ତାନରେ ନିଜର…

ଅସହ୍ୟ ହେଲା ଋଣଭାର, ବିଷ ପିଇ ଜୀବନ ହାରିଲେ ଦମ୍ପତି

ପୁରୁଷୋତ୍ତମପୁର,୯ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ତଥା ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ବେଢ଼ ପୂର୍ଣ୍ଣଚନ୍ଦ୍ରପୁର ଗ୍ରାମରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। ଋଣଭାରରେ ଅସହ୍ୟ ହୋଇ ଦମ୍ପତି ବିଷ ପିଇ ଆତ୍ମହତ୍ୟା କରିଛନ୍ତି। ଏହାକୁ ନେଇ ଗ୍ରାମରେ ଶୋକାକୁଳ…

ସୁନା ବନ୍ଧା ପକାଇଛନ୍ତି କି? ଗୋଲ୍ଡ ଲୋନ୍‌ ନିୟମରେ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ, ୯।୪: ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ଗୋଲ୍ଡ ଲୋନ୍‌ ପାଇଁ ନୂଆ ନିର୍ଦ୍ଦେଶାବଳୀ ଜାରି କରିବାକୁ ନିଷ୍ପତ୍ତି ନେଇଛି। ଏହି ଘୋଷଣା ପରେ ଗୋଲ୍ଡ ଲୋନ୍‌ କ୍ଷେତ୍ରରେ ମୁଥୁଟ ଫାଇନାନ୍ସ ଏବଂ ମଣପୁରମ ଫାଇନାନ୍ସ ଭଳି କମ୍ପାନୀଗୁଡ଼ିକର ଶେୟାର ମୂଲ୍ୟରେ…

ଚହଲଙ୍କୁ ମନର କଥା କହିଲେ ଆରଜେ ମହଭାଶ, ଶୁଣୁଶୁଣୁ ଫ୍ୟାନ୍ସ କହିଲେ…

ନୂଆଦିଲ୍ଲୀ,୯।୪: ଧନଶ୍ରୀ ବର୍ମାଙ୍କ ଠାରୁ ଛାଡପତ୍ର ପରେ, ୟୁଜବେନ୍ଦ୍ର ସିଂହ ଚହଲ ଆରଜେ ମହଭାଶଙ୍କୁ ଡେଟ କରୁଥିବା ଗୁଜବ ଚାଲିଛି। ଗତକାଲି, ମହଭାଶ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷରେ ଚହଲଙ୍କ ଦଳ ପଞ୍ଜାବ କିଙ୍ଗ୍ସକୁ ଉତ୍ସାହିତ କରୁଥିବାର ଦେଖାଯାଇଥିଲା। ସେ ଷ୍ଟାଡିୟମର…

କାଲିଠାରୁ ବରଗଡ଼ ଜିଲାରେ ସକାଳୁଆ ଅଫିସ, ହେବନି ମଧ୍ୟାହ୍ନଭୋଜନ ବିରତି

ବରଗଡ଼,୯ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଆସନ୍ତା ୧୦ତାରିଖ ଅର୍ଥାତ୍‌ ଗୁରୁବାରରୁ ସମସ୍ତ ସରକାରୀ ଅଫିସରେ ସକାଳୁଆ କାର୍ଯ୍ୟ ଚାଲିବ। ସକାଳ ୭ଟାରୁ ସରକାରୀ ଅଫିସଗୁଡ଼ିକ ଖୋଲି ମଧ୍ୟାହ୍ନ ୧ଟା ପର୍ଯ୍ୟନ୍ତ ଅଫିସ କାର୍ଯ୍ୟ ଚାଲିବ। ତେବେ ଏହି ସମୟ ଅବଧିରେ ମଧ୍ୟାହ୍ନଭୋଜନ…

୬ ଦଫା ଦାବି ନେଇ ଜେଲ୍‌ ଭରୋ ଆନ୍ଦୋଳନ

ଛତ୍ରପୁର,୯ା୪(ଦିଲ୍ଲୀପ ସାମଲ/ସନ୍ତୋଷ ପାଢ଼ୀ): ଭାରତ ମୁକ୍ତି ମୋର୍ଚ୍ଚା ଓ ରାଷ୍ଟ୍ରୀୟ ପଛୁଆବର୍ଗ ମୋର୍ଚ୍ଚା ପକ୍ଷରୁ ୬ ଦଫା ଦାବି ନେଇ ବୁଧବାର ଗଞ୍ଜାମ ଜିଲା ଛତ୍ରପୁରଠାରେ ଜେଲ୍‌ ଭରୋ ଆନ୍ଦୋଳନ କରାଯାଇଛି। ଭାରତ ବର୍ଷରେ ସମସ୍ତ ରାଜ୍ୟରେ ଇଭିଏମ୍‌ ହଟାଇ ବାଲଟ…

ଚାଇନା ସହ ବ୍ୟବସାୟ ବଢାଇବାକୁ ଚାହୁଁଛନ୍ତି ୟୁନୁସ!

ଢାକା,୯।୪: ‘ଭାରତର ସମସ୍ତ ସାତଟି ଉତ୍ତର-ପୂର୍ବ ରାଜ୍ୟ ସ୍ଥଳଭାଗରେ ଘେରି ରହିଛି, ଆମେ ଏକମାତ୍ର ରାଜ୍ୟ ଯାହା ସହିତ ସମୁଦ୍ର ପଥରେ ପହଞ୍ଚିପାରିବା, ତେଣୁ ଚାଇନା ସମୁଦ୍ର ପଥରେ ବାଣିଜ୍ୟ ବୃଦ୍ଧି କରିବା ଉଚିତ’, ମହମ୍ମଦ ୟୁନୁସଙ୍କ ଏହି କଥା ବାଂଲାଦେଶ…

ପ୍ରବଳ ଖରାକୁ ନେଇ ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ଏପ୍ରିଲ ଶେଷ ସପ୍ତାହରୁ ସ୍କୁଲଛୁଟି

ନୂଆଦିଲ୍ଲୀ,୯।୪: ଏପ୍ରିଲ ଆରମ୍ଭ ହେଉ ହେଉ ତାତି ତାର କରାଳ ରୂପ ଦେଖାଇଲାଣି । ସ୍ଥିତି ଏମିତି ହେଲାଣି ଯେ, ଘରୁ ବାହାରିବା ମଧ୍ୟ ମୁସ୍କିଲ ହୋଇପଡ଼ିଲାଣି । ଏହାରି ଭିତରେ ତାତିକୁ ଦେଖି ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri