Home Left

ମହୁଆଙ୍କ ବଡ଼ ଦାବି, କହିଲେ ଦିଲ୍ଲୀରେ ଭାଜପା ବନ୍ଦ କରୁଛି ମାଛ ଦୋକାନ

ନୂଆଦିଲ୍ଲୀ,୯।୪: ତୃଣମୂଳ କଂଗ୍ରେସ (ଟିଏମସି) ଏମପି ମହୁଆ ମୋଇତ୍ରା ଦାବି କରିଛନ୍ତି ଯେ ଦକ୍ଷିଣ-ପୂର୍ବ ଦିଲ୍ଲୀର ଚିତ୍ତରଞ୍ଜନ ପାର୍କ (ସିଆର ପାର୍କ)ରେ ମାଛ ଏବଂ ମାଂସ ଦୋକାନ ବନ୍ଦ କରାଯାଉଛି। ସେ ଟୁଇଟରରେ ଏକ ଭିଡିଓ ଶେୟାର କରି କହିଛନ୍ତି ଯେ…

ଭୁବନ ବିଜ୍ଞାପିତ ଅଞ୍ଚଳ ପରିଷଦରେ ଓଡ଼ିଆ ପକ୍ଷ ପାଳନ, ୫୦ ଛାତ୍ରୀଛାତ୍ର ପୁରସ୍କୃତ

ଭୁବନ,୯।୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ବିଜ୍ଞାପିତ ପରିଷଦ ପକ୍ଷରୁ ପାଳନ ହେଉଛି ଓଡ଼ିଆ ପକ୍ଷ। ଏହି ଦିବସରେ ଏନଏସି ମଧ୍ୟରେ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ , ପରିମଳ ତଥା ଓଡ଼ିଆ ଅସ୍ମିତା ଉପରେ ପ୍ରାଧାନ୍ୟ ଦିଆଯାଇଛି ।…

ବିଜେଡିକୁ ନେଇ AI କଲା ବଡ଼ ଭବିଷ୍ୟବାଣୀ, ଯଦି ସତ ହୁଏ…

ଭୁବନେଶ୍ୱର,୯।୪: ବିଜେଡିର ଭବିଷ୍ୟତ ଏବେ କ’ଣ ହେବ ତା’ ନେଇ ଓଡ଼ିଶା ରାଜନୀତିରେ ଜୋରଦାର ଚର୍ଚ୍ଚା ଚାଲିଛି। ୨୪ ବର୍ଷର ଦୀର୍ଘ ଶାସନ ପରେ ୨୦୨୪ ନିର୍ବାଚନରେ ବିଜେଡି ଭାଜପା ଠାରୁ ପରାଜୟ ହାସଲ କରିଥିଲା। ଏହା ପରେ ଦଳର ଭବିଷ୍ୟତ…

ମାଙ୍କଡ଼ା ପଥର ବୋଝେଇ ଟ୍ରକ ଜବତ, ଚାଳକ ଫେରାର

ଭୁବନ,୯।୪,( ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ବନ ବିଭାଗ ପକ୍ଷରୁ ବୁଧବାର ସକାଳ ସମୟରେ ଏକ ବେଆଇନ ମାଙ୍କଡ଼ା ପଥର ବୋଝେଇ ଟ୍ରକ କଅସର ଗୋଡା ଗ୍ରାମ ନିକଟରୁ ଜବତ କରିଛି। ସେହି ରାସ୍ତା ଦେଇ ବନ ବିଭାଗ…

ଦୁଇ ବାଇକ ମୁହାଁ ମୁହିଁ ଧକ୍କା : ଜଣେ ମୃତ, ଜଣେ ଗୁରୁତର

ଛତ୍ରପୁର,୯।୪,(ଦିଲ୍ଲୀପ ସାମଲ): ଛତ୍ରପୁର ଥାନା ଅନ୍ତର୍ଗତ ବଡ଼ ମାଧପୁର ଦକ୍ଷିଣକାଳୀ ମନ୍ଦିର ସମ୍ମୁଖ ରାସ୍ତାରେ ଦୁଇ ବାଇକ ମୁହାଁ ମୁହିଁ ଧକ୍କା ହୋଇଛି l ଏଥିରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି l ମୃତକ…

ଭାରତ-ଫ୍ରାନ୍ସର ୬୩ ହଜାର କୋଟି ଟଙ୍କାର ମେଗା ଡିଲ୍‌, ନୌସେନାକୁ ମିଳିବ ୨୬ ଫାଇଟର ଜେଟ୍‌

ନୂଆଦିଲ୍ଲୀ,୯ା୪: ଭାରତୀୟ ନୌସେନା ପାଇଁ ଫ୍ରାନ୍ସରୁ ୨୬ଟି ରାଫେଲ ସାମୁଦ୍ରିକ ଯୁଦ୍ଧ ବିମାନ କ୍ରୟ କରିବା ପାଇଁ କ୍ୟାବିନେଟ୍‌ କମିଟି (CCS) ମେଗା ଡିଲ୍‌କୁ ମଞ୍ଜୁରୀ ଦେଇଛି। ଏହି ଚୁକ୍ତିର ମୂଲ୍ୟ ପ୍ରାୟ ୬୩୦୦୦ କୋଟି ଟଙ୍କା। ଏହି ଚୁକ୍ତିନାମାକୁ ଚୂଡ଼ାନ୍ତ…

ଗୋଟିଏ ସର୍ତ୍ତରେ କ୍ରିକେଟର୍‌ ହେବାକୁ ଅନୁମତି ଦେଇଥିଲେ ମାତାପିତା: IPLରେ କମାଲ୍‌ କଲେ ପୁଅ

ନୂଅଦିଲ୍ଲୀ,୯।୪: CSK ବିପକ୍ଷରେ ଶତକ ହାସଲ କରିବା ପରେ ପଞ୍ଜାବ କିଙ୍ଗସ ଖେଳାଳି ପ୍ରିୟାଂଶ ଆର୍ଯ୍ୟଙ୍କୁ ନେଇ ସବୁଠି ଚର୍ଚ୍ଚା। ସେ ଏହି ଶତକୀୟ ଇନିଂସ ଏମିତି ଏକ ସମୟରେ ଖେଳିଥିଲେ, ଯେତେବେଳେ ପଞ୍ଜାବ ୮୩ ରନରେ ୫ ଉଇକେଟ ହରାଇଥିଲା।…

ବିଜେଡିର ପରାଜୟ ନେଇ ସୋସିଆଲ ମିଡିଆରେ ଏମିତି ଲେଖିଲେ ଦେବାଶିଷ,ସ୍ବାଭିମାନ ନ ଥିବା ସ୍ବାର୍ଥବାଦୀଙ୍କ…

ଭୁବନେଶ୍ୱର,୯ା୪: ବିଜେଡିର ପରାଜୟ ନେଇ ସୋସିଆଲ ମିଡିଆରେ ଦେବାଶିଷ ସାମନ୍ତରାୟ ପ୍ରତିକ୍ରିୟା ଦେଇଛନ୍ତି। ସେ ତାଙ୍କ ପୋଷ୍ଟରେ ଲେଖିଛନ୍ତି, ବିଶେଷକରି ‘ଓଡ଼ିଆ ଅସ୍ମିତା’ ପାଇଁ ବିଜେଡି ହାରିଲା। ଆମେ ଜଗନ୍ନାଥ ପ୍ରଦେଶର ଲୋକ, ଅସ୍ମିତା ରକ୍ଷା ଆମର ମୂଳ ଲକ୍ଷ୍ୟ ବୋଲି…

ଚର୍ଚ୍ଚାରେ ଯମଜ ଭଉଣୀ: MBBS ପରୀକ୍ଷାରେ ସମାନ ନମ୍ବର ରଖି ସୃଷ୍ଟି କଲେ ଅନନ୍ୟ ରେକର୍ଡ

ସୁରତ,୯।୩: ଆଜିକାଲି ଗୁଜରାଟର ଯମଜ ଭଉଣୀ ଚର୍ଚ୍ଚାରେ ଅଛନ୍ତି। ଦୁହେଁ MBBS ପରୀକ୍ଷାରେ ସମାନ ନମ୍ବର ରଖି ଏକ ଅନନ୍ୟ ରେକର୍ଡ ସୃଷ୍ଟି କରିଛନ୍ତି। ଗୁଜରାଟର ସୁରତର ବାସିନ୍ଦାର ବାସିନ୍ଦା ରିବା ଏବଂ ରହିନ ହାଫିଜ ଏହି ବିରଳ ସଫଳତାକୁ ସେଲିବ୍ରେଟ୍‌…

ପ୍ରତାପଙ୍କ ଘରେ ସିକ୍ରେଟ ମିଟିଂ, ବବି ସାମିଲ୍‌, ସଂଧ୍ୟାବେଳକୁ ବଡ଼ ଘୋଷଣା!

ଭୁବନେଶ୍ୱର,୯।୪: ବିଜେଡିରେ ବଡ଼ ହଲଚଲ। ଗୋଟିଏ ପରେ ଗୋଟିଏ ଘନଘନ ବସୁଛି ବୈଠକ। ଘରୋଇ ହୋଟେଲରେ ବିଜେଡିର ବରିଷ୍ଠ ନେତାଙ୍କ ମେଳି ପରେ ଏପଟେ ପ୍ରତାପ ଦେବଙ୍କ ବାସ ଭବନରେ ବସିଛି ବଡ଼ ବୈଠକ । ଏଠାରେ କେଉଁ ପ୍ରସଙ୍ଗରେ ଆଲୋଚନା…

କୋର୍ଟଙ୍କ ନିର୍ଦ୍ଦେଶ ପରେ OSRTC କାର୍ଯ୍ୟାଳୟର ସମ୍ପତ୍ତି ଆଟାଚ୍‌

ସମ୍ବଲପୁର,୯ା୪: OSRTC କାର୍ଯ୍ୟାଳୟର ସ୍ଥାବର ସମ୍ପତ୍ତି ଆଟାଚ୍‌ ହୋଇଛି। ମୁଦିପଡ଼ାସ୍ଥିତ ରାଜ୍ୟ ପରିବହନ ନିଗମ କାର୍ଯ୍ୟାଳୟ ସମ୍ପତ୍ତି ଆଟାଚ୍‌ ହୋଇଛି। ବସ୍‌ ମାଲିକଙ୍କ ବକେୟା ପ୍ରଦାନ ମାମଲାରେ ସମ୍ପତ୍ତି ଆଟାଚ୍‌ ହୋଇଛି। କୋର୍ଟଙ୍କ ନିର୍ଦ୍ଦେଶ ପରେ ସମ୍ପତ୍ତି ଆଟାଚ୍‌ ପ୍ରକ୍ରିୟା ଜାରି…

ନିଯୁକ୍ତି ସୁଯୋଗ: ଓଡ଼ିଶା ସରକାରଙ୍କ ପକ୍ଷରୁ ଏହି ବିଭାଗରେ ବାହାରିଲା ୫୦୦ରୁ ଅଧିକ ନୂଆ ପଦବୀ

ଭୁବନେଶ୍ୱର,୯।୪: ଓଡ଼ିଶା ସରକାରଙ୍କ ନ୍ୟାୟ ବିଭାଗ ଅଧୀନରେ ଥିବା ଡାଇରେକ୍ଟୋରେଟ ଅଫ ପବ୍ଲିକ ପ୍ରୋସିକ୍ୟୁସନ (ଡିପିପି) ପାଇଁ ୨୬୭ଟି ନୂଆ ପଦବୀ ବାହାରିଛି। ଏନେଇ BNSS ଧାରା ୨୦ ଅନୁସାରେ ପଦବୀ ସୃଷ୍ଟି ନେଇ ଓଡ଼ିଶାର ଗୃହ ବିଭାଗ ପକ୍ଷରୁ ସୂଚନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri