କ’ଣ ଏହି ବ୍ୟାଙ୍କରେ ଅଛି ଆପଣଙ୍କର ଆକାଉଣ୍ଟ,କାମ କରିବନି UPI ପେମେଣ୍ଟ
ନୂଆଦିଲ୍ଲୀ,୧୧।୪: ଦେଶର ସବୁଠାରୁ ବଡ଼ ବ୍ୟାଙ୍କ HDFC ଏହାର UPI ସେବା ସମ୍ପର୍କରେ ଏକ ବଡ଼ ଅପଡେଟ ଦେଇଛି। ଏନେଇ ବ୍ୟାଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଉପଭୋକ୍ତାମାନେ ଆସନ୍ତାକାଲି ଅର୍ଥାତ ୧୨ ଏପ୍ରିଲ ୨୦୨୫ ଦିନ ରାତି ୨:୩୦ ରୁ ସକାଳ…
ଆୟୁଷ୍ମାନ ଭାରତ ଯୋଜନା ଆରମ୍ଭ: ୩ ମାସ ପର୍ଯ୍ୟନ୍ତ ଘରେ ଘରେ ବିନା ଖର୍ଚ୍ଚରେ ପହଞ୍ଚିବ କାର୍ଡ
ଦାରିଙ୍ଗବାଡି, ୧୧।୪ (ଅରୁଣ ସାହୁ): ରାଜ୍ୟ ସରକାରଙ୍କ ପକ୍ଷରୁ ଲୋକାର୍ପଣ ହେଲା ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଏବଂ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା, ଯାହାକି ସ୍ବାସ୍ଥ୍ୟସେବାରେ ଲୋକଙ୍କୁ ଅନେକ ଫାଇଦା ମିଳିବ। ପ୍ରକାଶ ଯେ, କଟକ ବାଲିଯାତ୍ରାରେ…
ଭାଇଚାରାର ଭିନ୍ନ ଏକ ନିଦର୍ଶନ ‘ଦଲଦଲି’: ହିନ୍ଦୁ ପର୍ବପର୍ବାଣିରେ ସହଭାଗୀ ମୁସଲମାନ ପରିବାର
ନୂଆପଡ଼ା,୧୧।୪ (ମକାରୁ ବେମାଲ):ଦିନକୁ ଦିନ ବିଶରେ ହିନ୍ଦୁ-ମୁସଲିମ ସମ୍ପର୍କରେ ଅଧିକ ତିକ୍ତତା ଦେଖାଦେଉଛି। ବିଶେଷ କରି କଶ୍ମୀର ପ୍ରସଙ୍ଗକୁ ନେଇ ଭାରତ ଓ ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ବିବାଦ ହିନ୍ଦୁ-ମୁସଲିମ ଭାଇଚାରାକୁ ଅଧିକ କ୍ଷତାକ୍ତ କରୁଛି। ଅନ୍ୟପକ୍ଷେ ପଡ଼ୋଶୀ ବଙ୍ଗଳା…
ଆୟୁଷ୍ମାନ କାର୍ଡ ପାଇଁ ଯାଉଥିବା ବେଳେ ମାଡ଼ିଗଲା ଟ୍ରକ
କଟକ,୧୧।୪: କଟକ ବାଲିଯାତ୍ରା ତଳ ପଡ଼ିଆରେ ଶୁକ୍ରବାର ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ, ଗୋପବନ୍ଧୁ ଜନ ଆରୋଗ୍ୟ ଏବଂ ଆୟୁଷ୍ମାନ ବୟୋବନ୍ଦନା ଯୋଜନାର ଶୁଭାରମ୍ଭ କରାଯିବ। ଏହି ପରିପ୍ରେକ୍ଷୀରେ ଲୋକଙ୍କୁ ଧରି ଆୟୁଷ୍ମାନ କାର୍ଡ ନେବାକୁ ଆସୁଥିବା ଏକ ବସ୍…
ବିଜେଡିର ଭୀଷ୍ମ ମହାନ୍ତି ହେଲେ ଜିଲା ପରିଷଦ ଉପାଧ୍ୟକ୍ଷ
କେନ୍ଦ୍ରାପଡା, ୧୧ା୪(ଜଗନ୍ନାଥ ଧଳ): ଗତ ସାଧାରଣ ନିର୍ବାଚନ ପୂର୍ବରୁ ଫାଙ୍କା ରହିଥିବା କେନ୍ଦ୍ରାପଡା ଜିଲା ପରିଷଦ ଉପାଧ୍ୟକ୍ଷ ପଦ ଶୁକ୍ରବାର ପୂରଣ ହୋଇଛି ା ଏହି ପଦ ପାଇଁ ନିର୍ବାଚନ ପରେ ଆଳି ଜୋନ ଅନ୍ତର୍ଗତ ୪ ନମ୍ବର ପରିଷଦ ସଭ୍ୟ…
ଆବଶ୍ୟକ ପଡ଼ନ୍ତିନି ପୂଜକ, ମା’ଙ୍କୁ ନିଜ ହାତରେ ଶ୍ରଦ୍ଧାଳୁ ଖୁଆନ୍ତି ଭୋଗ
ତାଳଚେର,୧୧ା୪(ମନୋଜ ନନ୍ଦ): ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ଅଗ୍ନିରୂପା ହିଙ୍ଗୁଳାଙ୍କ ପ୍ରସିଦ୍ଧ ବାର୍ଷିକ ଯାତ୍ରା ଶୁକ୍ରବାରଠାରୁ ଆରମ୍ଭ ହୋଇଛି। ପ୍ରତ୍ୟେକ ବର୍ଷ ଚୈତ୍ର ମାସ ଶୁକ୍ଳ ଚତୁର୍ଦ୍ଦଶୀ ତିଥିରେ ଏହି ଯାତ୍ରା ଆରମ୍ଭ ହୁଏ। ଚଳିତ ବର୍ଷ ମା’ ମନ୍ଦିରର ପଶ୍ଚିମ…
ବାପ, ପୁଅଙ୍କ ଆକ୍ରମଣରେ ବୃଦ୍ଧ ଆହତ: ମାମଲା ରୁଜୁ କଲା ପୋଲିସ
ଦିଗପହଣ୍ଡି,୧୧।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗ୍ରାମର ନରସିଂହ ଦୋରା ନାମକ ଜଣେ ବୃଦ୍ଧଙ୍କୁ ତାଙ୍କ ପଡୋଶୀ ଏସ.କାମୁ ଦୋରା ଏବଂ ତାଙ୍କ ପୁଅ ଟୁନା ଦୋରା ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ନରସିଂହଙ୍କ ଏତଲା କ୍ରମେ ଦିଗପହଣ୍ଡି ଥାନା…
ଘନୀଭୂତ ହେଲା ବାଣିଜ୍ୟ ଯୁଦ୍ଧ: ଆମେରିକୀୟ ସାମଗ୍ରୀ ଉପରେ ଶୁଳ୍କ ୧୨୫%କୁ ବୃଦ୍ଧି କଲା ଚାଇନା
ବେଜିଂ,୧୧।୪: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବିଶାଳ ଶୁଳ୍କ ପ୍ରତିଜବାବରେ ଚାଇନା ଆମେରିକୀୟ ଉତ୍ପାଦ ଉପରେ ୧୨୫ ଶୁଳ୍କ ଲଗାଇବାକୁ ନିଷ୍ପତ୍ତି ନେଇଛି। ସେପଟେ ଆମେରିକାକୁ ପ୍ରତିରୋଧ କରିବା ପାଇଁ ରାଷ୍ଟ୍ରପତି ସି ଜିନପିଙ୍ଗ ୟୁରୋପୀୟ ସଂଘକୁ ବେଜିଂ…
ବିଦ୍ୟାଳୟ ପରିଦର୍ଶନ କଲେ ବ୍ଲକ ଅଧ୍ୟକ୍ଷ, ଶ୍ରେଣୀ ଗୃହର ଅଭାବ ହେବ ଦୂର
କେସିଙ୍ଗା,୧୧।୪(ତୁମେଶର ସାହୁ):କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ କସୃପଡାସ୍ଥିତ ଜନତା ସରକାରୀ ଉଚ୍ଚ ବିଦ୍ୟାଳୟକୁ ବ୍ଲକ ଅଧ୍ୟକ୍ଷ ଚନ୍ଦନ କୁମାର ସେନାପତି ଶୁକ୍ରବାର ପରିଦର୍ଶନ କରି କରିଥିଲେ। ଛାତ୍ରୀଛାତ୍ରଙ୍କ ଅଧ୍ୟୟନରେ ଶ୍ରେଣୀ ଗୃହର ଅଭାବ ରହିଥିଲା। ବିଦ୍ୟାଳୟର ବିଭିନ୍ନ ସମସ୍ୟା ଉପରେ…
ଭୁବନେଶ୍ୱରରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା
ଭୁବନେଶ୍ୱର,୧୧।୪: କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ଶୁକ୍ରବାର ଭୁବନେଶ୍ୱରରେ ପହଞ୍ଚିଛନ୍ତି। କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ନଡ୍ଡା ରାଜ୍ୟରେ ଆୟୁଷ୍ମାନ ଭାରତ ଯୋଜନାର ଶୁଭାରମ୍ଭ କରିବାର କାର୍ଯ୍ୟକ୍ରମ ରହିଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ କଟକ ବାଲିଯାତ୍ରା…
ପାରିବାରିକ କଳହରୁ ଡିନାମାଇଟ ଲଗାଇ ଘର ଉଡାଇ ଦେଇଥିଲେ ସ୍ୱାମୀ, ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ
ଦିଗପହଣ୍ଡି,୧୧।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କୁଶପଡା ଗ୍ରାମ କାଳିଞ୍ଜୀ ସାହିରେ ବୁଧବାର ଅପରାହ୍ନରେ ଡିନାମାଇଟ ଦ୍ଵାରା ଘର ବିସ୍ଫୋରଣ ଘଟଣାରେ ଅଭିଯୁକ୍ତଙ୍କୁ ତଦନ୍ତକାରୀ ଅଧିକାରୀ ଦିଗପହଣ୍ଡି ଥାନା ଆଇଆଇସି ପ୍ରଶାନ୍ତ କୁମାର ପାତ୍ର ଗିରଫ କରି ଶୁକ୍ରବାର କୋର୍ଟ…
ତରଭୁଜ ବୋଝେଇ ଟ୍ରକରୁ ମିଳିଲା ୧୪୦ କେଜି ଗଞ୍ଜେଇ: ମାଷ୍ଟରମାଇଣ୍ଡ ହୋମ୍ଗାର୍ଡ ଗିରଫ
ବାଉଁଶୁଣୀ,୧୧।୪: ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ମାଷ୍ଟରମାଇଣ୍ଡ ମନମୁଣ୍ଡା ଥାନା ହୋମଗାର୍ଡ ସମାରୁ ସେଠୀଙ୍କୁ ପୋଲିସ ଗିରଫ କରିଛି। ତାଙ୍କ ସହ ଅନ୍ୟ ଦୁଇ ଅଭିଯୁକ୍ତଙ୍କୁ ବାଉଁଶୁଣୀ ପୋଲିସ ଗିରଫ କରି ଗୁରୁବାର କୋର୍ଟ ଚାଲାଣ କରିଛି। ସେମାନେ ହେଲେ ଦଇତାରୀ…
Archives


