ଏମ୍ଓୟୁକୁ ଆଉ ଥରେ କରି ବାହାବା ନେଉଛନ୍ତି: ବିଜେଡି
ଭୁବନେଶ୍ୱର, ୧୧ା୪(ସୁନିତ୍ ମିଶ୍ର): ନିକଟରେ ରାଜ୍ୟ ସରକାରଙ୍କ ଦ୍ୱାରା ଦିଲ୍ଲୀରେ ସ୍ବାକ୍ଷର ହୋଇଥିବା ଏମ୍ଓୟୁ ମଧ୍ୟରୁ ପାରାଦୀପସ୍ଥିତ ଇଣ୍ଡିଆନ ଅଏଲର ସମ୍ପ୍ରସାରଣ ସହ ସେଠାରେ ଇଣ୍ଟିଗ୍ରେଟେଡ୍ ନାପଥା କ୍ରାକର ପ୍ରକଳ୍ପ ସ୍ଥାପନ ପାଇଁ ହୋଇଥିବା ଚୁକ୍ତି ପୂର୍ବ ସରକାରଙ୍କ ସମୟରେ ଅନୁମୋଦିତ…
ବିଜେଡି ମୁଖିଆଙ୍କ ମୁଠା ହୁଗୁଳା: ତାରା
ଭୁବନେଶ୍ୱର,୧୧।୪(ରବିନାରାୟଣ ଜେନା): ବିଜେଡିରେ ସଂପ୍ରତି ଓ୍ବକ୍ଫ ବିଲ୍କୁ ନେଇ ଯେଉଁ ରାଜନୈତିକ ଆରୋପ ପ୍ରତ୍ୟାରୋପ ଦେଖାଦେଇଛି, ସେଥିରୁ ଦଳର ନେତା ଓ କର୍ମୀଙ୍କ ଅସନ୍ତୋଷ ସ୍ପଷ୍ଟ ବାରି ହୋଇ ପଡ଼ୁଛିି ବୋଲି କଂଗ୍ରେସର ବରିଷ୍ଠ ବିଧାୟକ ତାରା ପ୍ରସାଦ ବାହିିନୀପତି କହିଛନ୍ତି।…
ସବୁ ସହବନ୍ଧିତ ହସ୍ପିଟାଲକୁ ସରକାରଙ୍କ ନିର୍ଦ୍ଦେଶ, ନୂତନ ଆଇଟି ବ୍ୟବହାର ବେଳେ ଏସ୍ଓପିକୁ ଗୁରୁତ୍ୱ ଦିଅ
ଭୁବନେଶ୍ୱର,୧୧।୪(ରବିନାରାୟଣ ଜେନା): ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଏବଂ ଆୟୁଷ୍ମାନ ବୟୋବନ୍ଦନା ଯୋଜନାରେ ଲୋକେ ଯେପରି ଲାଭାନ୍ବିତ ହୋଇପାରିବେ ଏବଂ ହସ୍ପିଟାଲରେ ସମସ୍ୟା ନ ହେବ ତାକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ଏକ ନିର୍ଦ୍ଦେଶନାମା ଜାରି…
ଝାରସୁଗୁଡ଼ା ଜିଲା ବିଜେଡି ୨ ଭାଗ, ଦୁଇ ପୂର୍ବତନ ବିଧାୟିକାଙ୍କ ମଧ୍ୟରେ ଟକରାଟକରି
ଝାରସୁଗୁଡ଼ା,୧୧।୪(ଆଶିଷ ରଞ୍ଜନ ଦାଶ): ବର୍ତ୍ତମାନ ୱକ୍ଫ ବିଲ୍କୁ ନେଇ ରାଜ୍ୟ ବିଜେଡି ଭାଗ ଭାଗ ହୋଇ ପରସ୍ପରକୁ ଦୋଷାରୋପ କରୁଥିବା ବେଳେ ଝାରସୁଗୁଡ଼ାରେ ମଧ୍ୟ ସମାନ ଦୃଶ୍ୟ ଦେଖିବାକୁ ମିଳିଛି। ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ପୌର ପରିଷଦ ଅଧ୍ୟକ୍ଷାଙ୍କ ଅନାସ୍ଥା ଭୋଟ…
ଗାଁରେ ପାଣି ନାହିଁ ବୋଲି ମିଳୁନି ବୋହୂ
ନବରଙ୍ଗପୁର,୧୧।୪(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ସାନବାର୍ଲି ପଞ୍ଚାୟତ ଅଧୀନ ବଡ଼ବାର୍ଲି ଗଁାରେ ବର୍ଷ ବର୍ଷ ଧରି ଲାଗିରହିଛି ପାଣି ସମସ୍ୟା। ପ୍ରାୟ ୨ ବର୍ଷ ହେବ ମେଗା ପାନୀୟଜଳ ପ୍ରକଳ୍ପରେ ଏକ ପାଣି ଟାଙ୍କି ଗ୍ରାମରେ ନିର୍ମାଣ ହୋଇ…
ଚାଇନାରେ ବିବାହ ସଙ୍କଟ
ଗତବର୍ଷ ଚାଇନାରେ ନୂଆ ବିବାହ ସଂଖ୍ୟା ଏକ ପଞ୍ଚମାଂଶ ହ୍ରାସ ପାଇଥିଲା। ଫଳରେ ୨୦୨୪ରେ ଥିବା ଜନ୍ମସଂଖ୍ୟା ୯.୫୪ ମିଲିୟନ ତୁଳନାରେ ୨୦୨୫ରେ ୭.୩ରୁ ୭.୮ ମିଲିୟନକୁ ଖସି ଆସିବାର ସମ୍ଭାବନା ଦେଖାଯାଇଛି। ବିଶ୍ୱ ଜନସଂଖ୍ୟାରେ ଚାଇନାର ଅଂଶ ୧୭.୨ ପ୍ରତିଶତ।…
ଏଇ ଭାରତରେ
ମହାରାଷ୍ଟ୍ରର ଏଭଳି ଅନେକ ଆଦିବାସୀବହୁଳ ଗାଁଗୁଡ଼ିକରେ ସୌରଶକ୍ତି ଯୋଗାଇଦେବାର ବ୍ୟବସ୍ଥା କରିଛନ୍ତି କେମିକାଲ ଇଞ୍ଜିନିୟର ତନବୀର ଇନାମଦାର। କେବଳ ଏତିକି ନୁହେଁ, ସେ ପାହାଡ଼ ଉପରେ ଥିବା ଗାଁ ନିକଟରେ ଜଳପ୍ରପାତ ଥିଲେ ସେଥିରୁ ବିଦ୍ୟୁତ ଉତ୍ପାଦନ କରି ଯୋଗାଇ ଦେଉଛନ୍ତି।…
ବଞ୍ଚିବାକୁ ଦିଅ
ହାଇଦ୍ରାବାଦର କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ନିକଟରେ ଏକ ଆଇଟି ପାର୍କ ନିର୍ମାଣ ପାଇଁ ୪ ଶହ ଏକର ଜଙ୍ଗଲକୁ ବୁଲ୍ଡୋଜର ଲଗେଇ ରାତାରାତି ସଫା କରିବାର ଅମାନବୀୟ ନିଷ୍ପତ୍ତି ଆଜି ସମସ୍ତ ପରିବେଶବିତ୍ ଏବଂ ପଶୁପକ୍ଷୀପ୍ରେମୀଙ୍କୁ ଗଭୀର ଆଘାତ ଦେଇଛି। ମୁଖ୍ୟତଃ ମୟୂର…
‘ପରିବେଶକୁ ଯୁବପିଢ଼ି ଅଧିକ ଗୁରୁତ୍ୱ ଦେବା ଆବଶ୍ୟକ’
ଭୁବନେଶ୍ୱର,୧୧ା୪: ଜଳବାୟୁ ପରିବର୍ତ୍ତନ ଏବେ ସମଗ୍ର ଦେଶ ପାଇଁ ଏକ ଆହ୍ବାନ ସୃଷ୍ଟି କରିଛି। ପରିବେଶର ସୁରକ୍ଷା ପାଇଁ ଅନେକ କ୍ଷେତ୍ରରେ ପଦକ୍ଷେପ ନିଆଯାଉଥିବାବେଳେ, ‘ଧରିତ୍ରୀ ଏବଂ ଓଡ଼ିଶାପୋଷ୍ଟ’ ପକ୍ଷରୁ ପରିବେଶକୁ ନେଇ ସଚେତନତା ସୃଷ୍ଟି କରାଯାଉଛି। ଯୁବ ପରିବେଶବିତ୍ ଜଳେନ୍ଦ୍ର…
ଶିଶୁ ମନ୍ଦିର ପିଲା କେବେ ଦେଶଦ୍ରୋହୀ ହୋଇପାରିବେ ନାହିଁ: ଉପମୁଖ୍ୟମନ୍ତ୍ରୀ
ପାଟଣା,୧୦।୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ରୌପ୍ୟ ଜୟନ୍ତୀ ସମାରୋହ ଅନୁଷ୍ଠିତ ହୋଇଛି। ଆୟୋଜିତ ସଭା ପରିଚାଳନା କମିଟି ସଭାପତି ପ୍ରଦୀପ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥି ଭାବେ ଓଡ଼ିଶା ପର ଉପମୁଖ୍ୟମନ୍ତ୍ରୀ…
ଦିଲ୍ଲୀର ବିଜୟ ଧାରା ଜାରି
ବେଙ୍ଗାଲୁରୁ,୧୦ା୪: ବୋଲରଙ୍କ ମାପଚୁପ ବୋଲିଂ ଏବଂ ଲୋକେଶ ରାହୁଲଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ୬ ଉଇକେଟରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍ସିବି)କୁ ପରାସ୍ତ କରିଛି। ଏହି ବିଜୟ ସହ ଦିଲ୍ଲୀ ଚଳିତ ଲିଗ୍ର ଏକମାତ୍ର ଦଳ ଭାବେ…
ମେ ୧୮ରୁ କଳିଙ୍ଗ ବ୍ଲାକ୍ ଟାଇଗର୍ସର ଅଭ୍ୟାସ
ଭୁବନେଶ୍ୱର, ୧୦।୪(ତପନ ସ୍ବାଇଁ): ରଗ୍ବୀ ଇଣ୍ଡିଆ ଓ ଜିଏମ୍ଆର୍ର ମିଳିତ ଆନୁକୂଲ୍ୟରେ ରଗ୍ବୀ ପ୍ରିମିୟର ଲିଗ୍ (ଆର୍ପିଏଲ୍) ଅନ୍ଧେରି ସ୍ପୋଟର୍ସ କମ୍ପ୍ଲେକ୍ସ(ମୁମ୍ବାଇ ଫୁଟ୍ବଲ ଆରେନା)ରେ ଆସନ୍ତା ଜୁନ୍ ୧ରୁ ୧୫ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ବିଶ୍ୱର ଏହି ପ୍ରଥମ ଫ୍ରାଞ୍ଚାଇଜ୍ଭିତ୍ତିକ ୭ଏସ୍…
Archives


