ପରୀକ୍ଷା ଦେବାକୁ ଯିବା ବେଳେ ସଡ଼କ ଦୁର୍ଘଟଣା, ବାଇକରୁ ପଡ଼ି ଦୁଇ ଛାତ୍ର….
ଗଜପତି,୧୯ା୨(ଗିରିଧାରୀ ପରିଛା): ମାଳିୟାରା ଓ ପୁଡ଼ଇଡା ଗ୍ରାମ ନିକଟରେ ସଡ଼କ ଦୁର୍ଘଟଣା । ପରୀକ୍ଷା ଦେବାକୁ ଯିବା ବେଳେ ବାଇକ୍ ଦୁର୍ଘଟଣାରେ ଛାତ୍ର ଆହତ ହୋଇଛନ୍ତି । ସେମାନଙ୍କୁ ଆମ୍ବୁଲାନ୍ସ ଯୋଗେ ଗୁମ୍ମା ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ସୂଚନା ଅନୁସାରେ,…
ଆରମ୍ଭ ହେଲା ମାଟ୍ରିକ୍ ପରୀକ୍ଷା, ଭଦ୍ରକରେ ୧୧୫ କେନ୍ଦ୍ରରେ ୨୧୦୨୪ ପରୀକ୍ଷାର୍ଥୀ
ଭଦ୍ରକ, ୧୯ା୨(ସନାତନ ରାଉତ)ଚଳିତବର୍ଷର ମାଟ୍ରିକ୍ ପରୀକ୍ଷା ଗୁରୁବାର ଆରମ୍ଭ ହୋଇଛି । ଭଦ୍ରକ ଜିଲାରେ ୩୧୮ଟି ଉଚ୍ଚ ବିଦ୍ୟା ବିଦ୍ୟାଳୟର ରେଗୁଲାର ଓ ଏକ୍ସ ରେଗୁଲାର ମୋଟ ୨୧,୦୨୪ ପରୀକ୍ଷାର୍ଥୀ ୧୧୫ ଟି ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଦେଉଛନ୍ତି । ସକାଳ…
ଶନିଙ୍କ ପଡ଼ିବ ଶୁଭ-ଅଶୁଭ ପ୍ରଭାବ; ଅଚାନକ ଧନୀ ହେବେ ୩ ରାଶି!
ଜ୍ୟୋତିଷ ଶାସ୍ତ୍ରରେ, ଶନି ସବୁଠାରୁ ଧୀର ଗତିଶୀଳ ଗ୍ରହ । ପ୍ରାୟ ୨.୫ ବର୍ଷ ପର୍ଯ୍ୟନ୍ତ ଏକ ରାଶିରେ ରହିଥାଏ। ଏହା ପ୍ରାୟ ଗୋଟିଏ ବର୍ଷ ପାଇଁ ଏକ ନକ୍ଷତ୍ରରେ ମଧ୍ୟ ରହିଥାଏ, କିନ୍ତୁ କେତେକ ସମୟରେ କିଛି ମାସ ପାଇଁ…
ଲଜ୍ଜାଜନକ ରେକର୍ଡ କଲେ ଅଭିଷେକ ଶର୍ମା: ପ୍ରଥମ ଭାରତୀୟ ଭାବେ…
ନୂଆଦିଲ୍ଲୀ,୧୯/୨: ଅଭିଷେକ ଶର୍ମା ଏକ ଲଜ୍ଜାଜନକ ରେକର୍ଡ ସୃଷ୍ଟି କରିଛନ୍ତି। ସେ ଟି-୨୦ ବିଶ୍ୱକପ ଇତିହାସରେ ପ୍ରଥମ ଭାରତୀୟ ବ୍ୟାଟ୍ସମ୍ୟାନ ଭାବେ ତାଙ୍କର ପ୍ରଥମ ତିନୋଟି ଇନିଂସରେ ଶୂନ୍ୟରେ ଆଉଟ ହୋଇଛନ୍ତି। ସେ ନେଦରଲ୍ୟାଣ୍ଡ୍ସ ବିପକ୍ଷ ମ୍ୟାଚ୍ରେ ମଧ୍ୟ ବିନା ସ୍କୋରରେ…
ଦୋକାନ ବନ୍ଦ କରି ଫେରୁଥିଲେ ଗହଣା ଦୋକାନୀ, ମୁଣ୍ଡରେ ବନ୍ଧୁକ ଲଗାଇ ଲୁଟିନେଲେ ଦୁର୍ବୃତ୍ତ
ନୀଳଗିରି,୧୯ା୨(ପ୍ରଶାନ୍ତ କୁମାର ବିଶ୍ବାଳ): ନୀଳଗିରି ଥାନା ଅଧୀନ ସନ୍ତରାଗଡ଼ିଆ ବଜାରର ଜଣେ ଗହଣା ଦୋକାନୀ ଦୋକାନ ବନ୍ଦ କରି ଘରକୁ ଫେରୁଥିବା ବେଳେ ତାଙ୍କ ଉପରକୁ ଗୁଳିମାଡ଼ ହୋଇଛି । ଏହାପରେ ତାଙ୍କଠାରୁ ୫୦ ଲକ୍ଷ ଟଙ୍କାର ଗହଣା ଲୁଟ୍ କରି…
ବିଶେଷଜ୍ଞଙ୍କ ବଡ଼ ପୂର୍ବାନୁମାନ, ଖସିବ ସୁନା ଦର! ବିକିଲେ କେତେ ଲାଭ?
ନୂଆଦିଲ୍ଲୀ,୧୯ା୨: ଗତ କିଛି ମାସ ମଧ୍ୟରେ ସୁନା ଓ ରୂପା ମୂଲ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି ଓ ଏବେ ସାମାନ୍ୟ ହ୍ରାସ ପାଉଛି। ତେଣୁ ଏଥିରେ ନିବେଶ କରିବା ଉଚିତ କି ନୁହେଁ ସେ ନେଇ ଦ୍ୱନ୍ଦ୍ୱରେ ଅଛନ୍ତି କିଛିଜଣ।…
କେବଳ ୭ ମିନିଟ୍….ତେଜିଲା ଚାଷୀ ସମସ୍ୟା
ଭୁବନେଶ୍ୱର,୧୯।୨ (ରବିନାରାୟଣ ଜେନା): ବୁଧବାର ପୂର୍ବାହ୍ନ ସାଢ଼େ ୧୦ଟାରେ ପ୍ରଶ୍ନକାଳ ଆରମ୍ଭ ହେବାମାତ୍ରେ ବାଚସ୍ପତି ସୁରମା ପାଢ଼ୀ, ଉପମୁଖ୍ୟମନ୍ତ୍ରୀ ତଥା କୃଷିମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କୁ ଭାଜପା ସଦସ୍ୟ ସୁଧୀର ରଞ୍ଜନ ପାଟ୍ଟଯୋଶୀଙ୍କ ପ୍ରଶ୍ନର ଉତ୍ତର ରଖିବାକୁ ଡାକିଥିଲେ। ଏହି ସମୟରେ…
ଡାଇନିଂ ଟେବୁଲରେ ହେଲା ଝଗଡ଼ା, ଭାଉଜ-ଭାଇଙ୍କୁ ହତ୍ୟା କଲା ଭାଇ
ଲକ୍ଷ୍ନୌ,୧୯।୨ ଉତ୍ତର ପ୍ରଦେଶର ସୀତାପୁର ଜିଲାରେ ଏକ ସାମାନ୍ୟ ଝଗଡ଼ା ରକ୍ତାକ୍ତ ସଂଘର୍ଷରେ ପରିଣତ ହୋଇଛି । ଜଣେ ଯୁବକ ତାଙ୍କ ଭାଉଜ ଏବଂ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ କରିଥିଲେ । ଏହି ଆକ୍ରମଣରେ ବଡ଼ ଭାଇ ହରିଶ (୪୦)…
ଚିତାରେ ସତୀ
ୟୁରୋପରେ ସଇତାନଙ୍କୁ ପୂଜା କରୁଥିବା ସନ୍ଦେହରେ ମହିଳାଙ୍କୁ ଡାହାଣୀ ଆଖ୍ୟା ଦେଇ ଖ୍ରୀଷ୍ଟିଆନ୍ ଧର୍ମଯାଜକମାନେ ସେମାନଙ୍କୁ ଜିଅନ୍ତା ପୋଡ଼ିଦେଉଥିଲେ। ଆରବରେ ଇସ୍ଲାମ ଛାଡ଼ିବାକୁ ମନା କରୁଥିବା ଲୋକଙ୍କୁ ଏକ ଖାଲରେ ପୋଡ଼ି ଦିଆଯାଉଥିଲା। ଏଭଳି ମୃତ୍ୟୁକୁ ପସନ୍ଦ କରୁଥିବା ଲୋକ ଶହୀଦ…
ଆଜିଠୁ ମାଟ୍ରିକ୍ ପରୀକ୍ଷା: ପରୀକ୍ଷା ଦେବେ ୫ ଲକ୍ଷ ୬୧ ହଜାର ୯୭୯ଜଣ ପରୀକ୍ଷାର୍ଥୀ
କଟକ,୧୯।୨(କାର୍ତ୍ତିକ ସାହୁ):ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଦଶମ ଶ୍ରେଣୀ ମାଟ୍ରିକ ପରୀକ୍ଷା ଗୁରୁବାରଠାରୁ ଆରମ୍ଭ ହେବ। ପ୍ରଥମ ଦିନ ମାତୃଭାଷା ପରୀକ୍ଷା ଅନୁଷ୍ଠିତ ହେବ। ଏକସଙ୍ଗେ ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ ପରୀକ୍ଷା ମଧ୍ୟ ଆରମ୍ଭ…
ବିକଶିତ ବରଗଡ଼ରେ ଆଇନଶୃଙ୍ଖଳା ବ୍ୟବସ୍ଥା ହୁଗୁଳା
ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ବିକାଶପଥକୁ ମୁହଁାଉଛି। ରାସ୍ତା ପ୍ରଶସ୍ତୀକରଣ ସହିତ ରାସ୍ତାପାର୍ଶ୍ୱରେ ନୂତନ ଭାବେ ଡ୍ରେନ ନିର୍ମାଣ ହେଉଛି। ସେହିପରି ରାସ୍ତା ପ୍ରଶସ୍ତୀକରଣ ସମୟରେ ଉଚ୍ଛେଦ ଉଠାଦୋକାନୀଙ୍କୁ ଥଇଥାନ ପାଇଁ ନୂତନ ସୁପର ମାର୍କେଟ୍ କମ୍ପ୍ଲେକ୍ସ ନିର୍ମାଣ ଲାଗି ଭିତ୍ତିପ୍ରସ୍ତର ସ୍ଥାପନ…
ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି
ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ ଆଦିବାସୀ ସଂପ୍ରଦାୟ ଅନ୍ଧାରରେ ରହୁଛନ୍ତି । ଗାଁରେ ଭୁତ ବୁଲିଛି କହି ରାୟଗଡା…
Archives


