କେତୁଙ୍କ ସ୍ୱନକ୍ଷତ୍ରରେ ଗୋଚର: ୫ରାଶି ରୁହନ୍ତୁ ସତର୍କ! ଖରାପ ସମୟ ଆରମ୍ଭ; ପାଖରୁ ଚାଲିଯିବ ଟଙ୍କା…
ଜ୍ୟୋତିଷଙ୍କ ଅନୁସାରେ, କେତୁ ଗ୍ରହ ୩ ଅକ୍ଟୋବର ୨୦୨୬ରେ ମଘା ନକ୍ଷତ୍ରର ପ୍ରଥମ ପାଦକୁ ଚଳନ କରିବେ। କେତୁଙ୍କ ଏହି ପାଦ ନକ୍ଷତ୍ର ଚଳନ ଯୋଗୁଁ ଅନେକ ରାଶିର ସୱାସ୍ଥ୍ୟ, ଆର୍ଥିକ ସ୍ଥିତି ଏବଂ ମାନସିକ ସୱାସ୍ଥ୍ୟ ଉପରେ ପ୍ରଭାବ ପଡ଼ିବ।…
ଅକ୍ଟୋବର ୨ରେ ଚାଲିବନି UPI! ଆସିଲା ବଡ଼ ଅପଡେଟ୍
ନୂଆଦିଲ୍ଲୀ,୨୭।୯: ୨ ତାରିଖରେ ଦେଶବ୍ୟାପୀ ‘ନୋ UPI ଡେ’ ପାଳନ ହେବା ନେଇ ମିଡିଆରେ ଯେଉଁ ଖବର ପ୍ରକାଶ ପାଇଛି ତାହା ସମ୍ପୂର୍ଣ୍ଣ ମିଛ। ଏଭଳି କୌଣସି ଘୋଷଣା କରାଯାଇ ନାହିଁ ବୋଲି ସ୍ପଷ୍ଟୀକରଣ ଦେଇଛି ଅଲ୍ ଇଣ୍ଡିଆ ଟ୍ରେଡର୍ସ କନଫେଡେରେସନ…
ବ୍ୟାଙ୍କ୍ ଷ୍ଟ୍ରାଇକ୍ ପୂର୍ବରୁ ସବୁ ସରକାରୀ ବ୍ୟାଙ୍କ୍ର ବଡ଼ ଘୋଷଣା, ସେପ୍ଟେମ୍ୱର ୨୮ରୁ ଏଟିଏମ୍ ଚାର୍ଜ…
ନୂଆଦିଲ୍ଲୀ,୨୭।୯: ସାରା ଦେଶରେ ୨୮ ରୁ ୩୦ ସେପ୍ଟେମ୍ୱର ପର୍ଯ୍ୟନ୍ତ ସମସ୍ତ ସରକାରୀ ଏବଂ ଘରୋଇ (ପ୍ରାଇଭେଟ) ବ୍ୟାଙ୍କ ତିନି ଦିନିଆ ଧର୍ମଘଟରେ ରହିବାକୁ ଯାଉଛନ୍ତି। ଏହା ପୂର୍ୱରୁ ସରକାରୀ ବ୍ୟାଙ୍କଗୁଡ଼ିକ ଗ୍ରାହକମାନଙ୍କୁ କିଛି ମାତ୍ରାରେ ଆଶ୍ୱସ୍ତି ଦେବା ଉଦ୍ଦେଶ୍ୟରେ ଏକ…
କେତୁଙ୍କ ନକ୍ଷତ୍ର ପରିବର୍ତ୍ତନ: ୩ ରାଶିଙ୍କୁ ଅଚାନକ ମିଳିବ ଟଙ୍କା! ଚାକିରିରେ ବଡ଼ ଅଫର୍
ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ସମସ୍ତ ୯ଟି ଗ୍ରହ ମଧ୍ୟରୁ କିଛି ଶୁଭ ତ ଆଉ କିଛି ଅଶୁଭ ଗ୍ରହ ରହିଥାନ୍ତି। ଏଭଳି ସ୍ଥିତିରେ କେତୁଙ୍କ ଗଣନା ପାପୀ, ରହସ୍ୟମୟ ତଥା ଆଧ୍ୟାତ୍ମିକ ଗ୍ରହ ଭାବେ କରାଯାଏ। ଆପଣଙ୍କୁ ଜଣାଇ ଦେଉଛୁ ଯେ…
ସୋମବାରରୁ ୩ ଦିନ ବ୍ୟାଙ୍କ ଷ୍ଟ୍ରାଇକ୍: ଜାଣନ୍ତୁ ରବିବାର କେଉଁ ବ୍ୟାଙ୍କ ଖୋଲା, କେଉଁଟା ବନ୍ଦ?
ନୂଆଦିଲ୍ଲୀ,୨୭।୯: ୨୮ ସେପ୍ଟେମ୍ୱର ଅର୍ଥାତ ସୋମବାରଠାରୁ ଦେଶର ସମସ୍ତ ବ୍ୟାଙ୍କ ତିନି ଦିନିଆ ଧର୍ମଘଟକୁ ଯାଉଛନ୍ତି। ଏହି ଧର୍ମଘଟ ୩୦ ସେପ୍ଟେମ୍ୱର ପର୍ଯ୍ୟନ୍ତ ଚାଲିବ, ଯାହା ଫଳରେ ସୋମବାର, ମଙ୍ଗଳବାର ଏବଂ ବୁଧବାର ଏହି ତିନି ଦିନ ବ୍ୟାଙ୍କ ବନ୍ଦ ରହିବ।…
କ୍ଷମତାର ଦୁରୁପଯୋଗ
ଦୁର୍ନୀତି ଓ ଲାଞ୍ଚ, ଏହି ଦୁଇଟି ଶବ୍ଦକୁ ପରସ୍ପର ବଦଳରେ ବ୍ୟବହାର କରାଯାଇପାରେ। କିନ୍ତୁ ପ୍ରକୃତରେ ଲାଞ୍ଚ ଶବ୍ଦ ୧୬ଶ ଶତାବ୍ଦୀରେ ଉତ୍ପତ୍ତି ହୋଇଥିଲା। ଏହାର ଅର୍ଥ ଭାବେ ଦୁର୍ନୀତିଗ୍ରସ୍ତ ସେବା ପାଇଁ ମାଜିଷ୍ଟ୍ରେଟ ବା ଅଧିକାରୀମାନେ ଟଙ୍କା ନେବା କାର୍ଯ୍ୟକୁ…
ସମୁଦ୍ର ଗର୍ଭରେ ଲୀନ ହେବ ଆଉ ୨ ମନ୍ଦିର
ଛତ୍ରପୁର,୨୭ା୯ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ଗଞ୍ଜାମ ଜିଲା ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଦିନକୁ ଦିନ କ୍ଷୟ ହେବାରେ ଲାଗିଛି। ଗଭୀର ଅବପାତ ପ୍ରଭାବରେ ଉଚ୍ଚ ଜୁଆର କୂଳ ଲଘିଂ ସ୍ଥଳଭାଗ ଆଡ଼କୁ ମାଡ଼ି ଆସୁଛି। ଶୁକ୍ରବାର ରାତିରେ ପ୍ରବଳ ଜୁଆର ମାଡ଼ରେ…
ବୌଦ୍ଧ ବିଧାୟକଙ୍କ ନାଁରେ ଗିରଫ ପରୱାନା
ହରଭଙ୍ଗା,୨୭ା୯(ନରେନ୍ଦ୍ର କୁମାର ସାହୁ): ୨୦୨୪ରେ ଅନୁଷ୍ଠିତ ୧୭ତମ ବିଧାନସଭା ନିର୍ୱାଚନ ସମୟରେ ବର୍ତ୍ତମାନର ବୌଦ୍ଧ ବିଧାୟକ ତଥା ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ କୁମାର ପ୍ରଧାନ ଦାଖଲ କରିଥିବା ସତ୍ୟପାଠରେ ଭୁଲ୍ ତଥ୍ୟ ଦେଇଥିବା ନେଇ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ ପୂର୍ୱତନ…
ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ, ୨ଦିନ ପରେ…
ଭୁବନେଶ୍ୱର,୨୬।୯: ଆଣ୍ଡାମାନ ସାଗରରୁ ସୃଷ୍ଟି ହୋଇଥିବା ଲଘୁଚାପ ପରବର୍ତ୍ତୀ ସମୟରେ ଗଭୀର ଅବପାତର ରୂପ ନେଇ ଓଡ଼ିଶାରେ ବ୍ୟାପକ କ୍ଷୟକ୍ଷତି ଘଟାଇଲା। ଏବେ ସେହି ଆଣ୍ଡାମାନ ସାଗର ଅଞ୍ଚଳରେ ପୁଣି ଏକ ଘୂର୍ଣ୍ଣବଳୟ ସୃଷ୍ଟି ହୋଇଥିବା ଭାରତୀୟ ପାଣିପାଗ ବିଭାଗ ସୂଚନା…
୩୦ରେ ଇଣ୍ଡିଆ ବ୍ଲକ୍ର ବୈଠକ, ହେବ ବଡ଼ ଆଲୋଚନା
ନୂଆଦିଲ୍ଲୀ,୨୬ା୯: ନିର୍ବାଚନ କମିଶନରେ ମତଭେଦ ଏବଂ ଭୋଟର ତାଲିକା ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍ଆଇଆର୍)କୁ ନେଇ ଦେଖାଦେଇଥିବା ଉଦ୍ବେଗ ଓ ଅନ୍ୟାନ୍ୟ ପ୍ରସଙ୍ଗ ଉପରେ ଆଲୋଚନା ପାଇଁ ଆସନ୍ତା ୩୦ରେ ବିରୋଧୀ ଇଣ୍ଡିଆ ବ୍ଲକ୍ର ବୈଠକ ବସିପାରେ ବୋଲି ଏକ ସୂତ୍ରରୁ…
ନାଗାଲାଣ୍ଡରେ ମଦମୃତ୍ୟୁ: ୨ ଦିନରେ ଗଲାଣି ୧୯ଜଣଙ୍କ ଜୀବନ
କୋହିମା,୨୬ା୯; ନାଗାଲାଣ୍ଡରେ ବିଷାକ୍ତ ମଦ ପିଇ ୨ ଦିନରେ ୧୯ଜଣ ପ୍ରାଣ ହରାଇଛନ୍ତି। ମୃତ୍ୟୁର କାରଣ ଏବଂ ରାଜ୍ୟରେ ମଦ ଅପମିଶ୍ରଣର ଯୋଗାଣ ଶୃଙ୍ଖଳକୁ ଠାବ କରିବା ପାଇଁ ପୋଲିସ ଏକ ସ୍ବତନ୍ତ୍ର ତଦନ୍ତକାରୀ ଟିମ୍ (ଏସ୍ଆଇଟି) ଗଠନ କରିଛି। ନାଗାଲାଣ୍ଡରେ…
କାଲି ବନ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ: ଆକାଶମାର୍ଗରୁ ସ୍ଥିତି ପରଖିବେ ମୋହନ ମାଝୀ
ଭୁବନେଶ୍ୱର,୨୬।୯: ରାଜ୍ୟରେ ଗଭୀର ଅବପାତ ଯୋଗୁ ସୃଷ୍ଟ ଲଗାଣ ବର୍ଷା ଓ ବନ୍ୟା ପରିସ୍ଥିତିର ସମୀକ୍ଷା କରିବା ପାଇଁ ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବନ୍ୟା ପ୍ରଭାବିତ ଅଞ୍ଚଳର ଏରିଅଲ ସର୍ଭେ (ଆକାଶମାର୍ଗରୁ ପରିଦର୍ଶନ) କରିବେ। ଗଭୀର ଅବପାତ ପ୍ରଭାବରେ…

