Home Left

“ଅତି ଚତୁର ବ୍ୟକ୍ତି”: ଆମେରିକା-ଚାଇନା ବାଣିଜ୍ୟ ଯୁଦ୍ଧ ମଧ୍ୟରେ ସି ଜିନପିଙ୍ଗଙ୍କୁ ପ୍ରଶଂସା କଲେ ଟ୍ରମ୍ପ

ୱାଶିଂଟନ୍, ୧୦ା୪: ଦୁଇ ଦେଶ ମଧ୍ୟରେ ବାଣିଜ୍ୟ ଯୁଦ୍ଧ ଯୋଗୁଁ ସାରା ବିଶ୍ୱରେ ଆର୍ଥିକ ଝଡ଼ ସୃଷ୍ଟି ହୋଇଛି, ଯାହା ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କ ଚାଇନା ପ୍ରତିପକ୍ଷ ସି ଜିନପିଙ୍ଗଙ୍କୁ “ଚତୁର ବ୍ୟକ୍ତି” ବୋଲି କହିଛନ୍ତି। ଟ୍ରମ୍ପ…

ଡାଇବେଟିସ୍‌ ରୋଗୀ କ୍ଷୀର ପିଇ ପାରିବେ କି ନାହିଁ, ଜାଣନ୍ତୁ କ’ଣ କୁହନ୍ତି ସ୍ବାସ୍ଥ୍ୟ ବିଶେଷଜ୍ଞ…

କ୍ଷୀର ଶରୀରକୁ ପୁଷ୍ଟିକର ପଦାର୍ଥ ଯୋଗାଇଥାଏ ଏବଂ ଯଦି କ୍ଷୀରରେ ଅନ୍ୟ କିଛି ପଦାର୍ଥ ମିଶାଯାଏ ତେବେ ଏହା ଆହୁରି ପୁଷ୍ଟିକର ହୋଇଯାଏ। ଏବେ ପ୍ରଶ୍ନ ଉଠୁଛି ଯେ, ଡାଇବେଟିସ୍‌ ରୋଗୀଙ୍କୁ ପ୍ରଚୁର ପରିମାଣର ପୋଷକ ତତ୍ତ୍ୱ ଆବଶ୍ୟକ, ତେବେ ଡାଇବେଟିସ୍‌…

୫୦ ପରିବାରକୁ ମିଳୁନି ପିଇବା ପାଣି,ରାସ୍ତାକୁ ଓହ୍ଲାଇଲେ ମହିଳା

ମୋରଡ଼ା,୧୦ା୪(ସ୍ମାରକ ମାଜୀ): ସାରା ରାଜ୍ୟରେ ତାପମାତ୍ରା ହୁ ହୁ ହୋଇ ବୃଦ୍ଧି ପାଉଥିବା ବେଳେ ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକରେ ପାଣି ସମସ୍ୟା ଦେଖାଦେଇଛି l ସୂଚନାନୁଯାୟୀ, ଉକ୍ତ ବ୍ଲକ ଅଧୀନ ସୁରେଇଡିହି ପଞ୍ଚାୟତର ଚାକୁଣ୍ଡାପଦା ଗ୍ରାମର ୫୦ରୁ ଊର୍ଦ୍ଧ୍ୱ ପରିବାର…

ନବୀନଙ୍କ ଉପରେ ବର୍ଷିଲେ ପ୍ରଭାତ, ସିଧା ଶୁଣାଇଦେଲେ…

ଭୁବନେଶ୍ୱର,୧୦।୪: ଓ୍ବକଫ୍‌ ବିଲ ପ୍ରସଙ୍ଗରେ ଭି.କେ. ପାଣ୍ଡିଆନଙ୍କୁ ନେଇ ଆକ୍ଷେପ କରିବା ପୂର୍ବତନ ବିଜେଡି ବିଧାୟକ ପ୍ରଭାତ ତ୍ରିପାଠୀଙ୍କୁ ମହଙ୍ଗା ପଡ଼ିଛି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଖୋଲାଖୋଲିି ଭାବେ ଗଣମାଧ୍ୟମ ସମ୍ମୁଖରେ ପ୍ରଭାତ ଦଳର କେହି ନୁହନ୍ତି ବୋଲି କହିବା…

ବୈଜ୍ଞାନିକଙ୍କ ଚମତ୍କାର : ୧୨ ହଜାର ବର୍ଷ ପରେ ଫେରିଲା ବିଲୁପ୍ତ ହୋଇଯାଇଥିବା ଡାୟାର ଓ୍ବଲ୍ଫ

ଓ୍ବାଶିଂଟନ, ୧୦।୪: ଆମେରିକାର ବୈଜ୍ଞାନିକମାନେ ଜେନେଟିକ୍‌ ଇଞ୍ଜିନିୟରିଂ ମାଧ୍ୟମରେ ୧୨ ହଜାର ବର୍ଷ ତଳେ ବିଲୁପ୍ତ ହୋଇଯାଇଥିବା ଡାୟାର ଓ୍ବଲ୍ଫ (ଆମେରିକାରେ ଦେଖାଯାଉଥିବା ଏକ ପ୍ରଜାତିର ଗଧିଆ) ପରି ୩ଟି ଗଧିଆ ଶାବକ ସୃଷ୍ଟି କରିଛନ୍ତି। ଏହି ଶାବକମାନେ ଏବେ ୬…

ବର୍ଷାକୁ ନେଇ ଆସିଲା ବଡ଼ ଅପଡେଟ୍‌: ୩ଦିନ ଯାଏ ପ୍ରବଳ ବର୍ଷିବ!

ଭୁବନେଶ୍ୱର,୧୦।୪: ଦୁର୍ବଳ ହେଉଛି ବଙ୍ଗୋପସାଗରେ ସକ୍ରିୟ ରହିଥିବା ସଦୃଶ ଲଘୁଚାପ । ତଥାପି ଆସନ୍ତା ୩ ଦିନ ରାଜ୍ୟରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା । ଏନେଇ ଆର୍ଲଟ କରିଛି ପାଣିପାଗ ବିଭାଗ। ଆଭ୍ୟନ୍ତରୀଣ ଓଡ଼ିଶାର ୧୭ ଜିଲାକୁ ଆଲର୍ଟ…

ଖୁବ୍‌ଶୀଘ୍ର ବଜାରକୁ ଆସିବ ଓମ୍‌ଫେଡ୍‌ ଚକୋଲେଟ୍‌, ପାଣି ବୋତଲ

ଭୁବନେଶ୍ୱର,୧୦ା୪(ଅନୁରାଧା ମହାରଣା): ଓଡ଼ିଶା ଷ୍ଟେଟ୍‌ କୋଅପରେଟିଭ୍‌ ମିଲ୍କ ପ୍ରଡ୍ୟୁସର୍ସ ଫେଡେରେଶନ (ଓମ୍‌ଫେଡ୍‌) ପ୍ରସ୍ତୁତ ଚକୋଲେଟ ଖୁବ୍‌ଶୀଘ୍ର ବଜାର ପ୍ରବେଶ କରିବ। ଏନେଇ ଓମ୍‌ଫେଡ ପରିଚାଳନା ନିର୍ଦ୍ଦେଶକ ବିଜୟ ଅମୃତ କୁଲାଙ୍ଗେ ସୂଚନା ଦେଇଛନ୍ତି। ନ୍ୟାଶନାଲ ଡେଏରି ଡେଭଲପ୍‌ମେଣ୍ଟ ବୋର୍ଡ ପକ୍ଷରୁ ଏହାର…

ବିନା ନୋଟିସ୍‌ରେ ଗରିବଙ୍କ ଦୋକାନ ଧୂଳିସାତ୍‌

ବରଗଡ଼,୧୦।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ପୌର ପ୍ରଶାସନର ଉଚ୍ଛେଦ ପ୍ରକ୍ରିୟାକୁ ନେଇ ସହର ଉଠୁଛି ଓ ପଡୁଛି। କେତେବେଳେ ବିନା ନୋଟିସ୍‌ରେ ବୋଲଡୋଜର ଲଗାଇ ଗରିବଙ୍କ ଠେଲା ଦୋକାନଠାରୁ ଆରମ୍ଭ କରି ଛୋଟିଆ ଘରକୁ ଧୂଳିସାତ୍‌ କରି ଦିଆଯାଉଛି ତ ଆଉକେବେ ଉଚ୍ଚ…

ପଶ୍ଚିମବଙ୍ଗରେ ଲାଗୁ ହେବନାହିଁ ଓ୍ବକ୍‌ଫ ଆଇନ: ମମତା

କୋଲକାତା,୧୦ା୪: ଓ୍ବକ୍‌ଫ ସଂଶୋଧିତ ଆଇନକୁ ନେଇ ମୁସଲମାନ ସମ୍ପ୍ରଦାୟ ଚିନ୍ତିତ ଥିବାରୁ ପଶ୍ଚିମବଙ୍ଗରେ ଏହାକୁ ଲାଗୁ ହେବାକୁ ଦିଆଯିବ ନାହିଁ ବୋଲି ବୁଧବାର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସଂଖ୍ୟାଲଘୁମାନଙ୍କୁ ଆଶ୍ୱାସନା ଦେଇଛନ୍ତି। ରାଜ୍ୟରେ ସଂଖ୍ୟାଲଘୁ ଓ ସେମାନଙ୍କ ସମ୍ପତ୍ତିକୁ ସୁରକ୍ଷା ଦିଆଯିବ…

ଅବକାରୀ ବିଭାଗର ମହୁଲ ଜବତ ଘଟଣା: ଦୁଇ ସ୍ଥାନରୁ ୨ ହଜାର ୪୫ କେଜି ମହୁଲ ଜବତ

ଦାରିଙ୍ଗବାଡି, ୧୦।୪ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଅବକାରୀ ବିଭାଗ ଏବେ ଆକ୍ସନ ମୁଡ଼ରେ। ବିଭାଗ ବୁଧବାର ୨ଟି ସ୍ଥାନରେ ଚଢ଼ାଉ କରି ବେଆଇନ ଭାବେ ମହୁଲ କିଣା ବିକା କରୁଥିବା ଗୋଦାମରୁ ୨ ହଜାର ୪୫ କେଜି…

ସତୀତ୍ୱର ବହ୍ନି

ରୋପରେ ଖ୍ରୀଷ୍ଟିଆନ ଧର୍ମଯାଜକ ସଇତାନଙ୍କୁ ପୂଜାକରୁଥିବା ଡାହାଣୀ ସନ୍ଦେହରେ ମହିଳାମାନଙ୍କୁ ଜିଅନ୍ତା ପୋଡ଼ିଦେଉଥିଲେ। ଆରବରେ ଇସ୍‌ଲାମ ଛାଡ଼ିଦେବା ପରିବର୍ତ୍ତେ ମୃତ୍ୟୁକୁ ପସନ୍ଦ କରୁଥିଲେ ଓ ଶହୀଦ ହେଉଥିଲେ। ସେମାନଙ୍କୁ ଏକ ଖାଇରେ ପକାଇ ଦିଆଯାଇ ନିଆଁ ଲଗାଇ ଦିଆଯାଉଥିଲା। ଧର୍ମୀୟ ବିବାଦକୁ…

ଆସିଲା ନୂଆ Aadhaar App: ଏଣିକି ନା କାର୍ଡ ନା ଫଟୋକପିର ଆବଶ୍ୟକତା ନାହିଁ, କେବଳ QR କୋର୍ଡ ସ୍କାନ କରି…

ନୂଆଦିଲ୍ଲୀ,୮।୪: ଡିଜିଟାଲ ଇଣ୍ଡିଆ ଆଡ଼କୁ ଆଉ ଏକ ବଡ଼ ପଦକ୍ଷେପ ନେଇ ଭାରତ ସରକାର ନୂତନ ଆଧାର ମୋବାଇଲ ଆପ ଲଞ୍ଚ କରିଛନ୍ତି। ଏହି ଆପ ସାହାଯ୍ୟରେ ଏବେ ଆପଣଙ୍କୁ ଆପଣଙ୍କର ଆଧାର କାର୍ଡର ଫଟୋକପି ନେବାକୁ ପଡିବ ନାହିଁ କିମ୍ବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri