Home Left

ସି.ଏମ୍‌ ଟ୍ରଫି ଫୁଟବଲ ପ୍ରତିଯୋଗିତା ଉଦ୍‌ଘାଟନୀ ମ୍ୟାଚରେ ୟୁନାଇଟେଡ ସ୍ପୋର୍ଟସ କ୍ଲବ ବିଜୟୀ

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ) – ଓଡ଼ିଶା ସରକାରଙ୍କ କ୍ରୀଡ଼ା, ଯୁବ ବ୍ୟାପାର ବିଭାଗ ଓ ଫୁଟବଲ ଆସୋସିଏଶନ ଅଫ୍‌ ଓଡ଼ିଶାର ମିଳିତ ଆନୁକୁଲ୍ୟରେ ବରଗଡ଼ ଲେଙ୍ଗୁ ମିଶ୍ର ମିନି ଷ୍ଟାଡିୟମରେ ଆୟୋଜିତ ହେଉଥିବା ୧୫ ବର୍ଷରୁ କମ ବୟସ ବର୍ଗର ସି.ଏମ ଟ୍ରଫି…

ବିଭିନ୍ନ ପ୍ରକଳ୍ପ ଉଦଘାଟନ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ଦେଖିବାକୁ ଲୋକଙ୍କ ଭିଡ଼

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ର ରାୟ ସରକାରଙ୍କ ପ୍ରଦତ୍ତ ଅନୁଦାନରେ ନିର୍ମିତ ବିଭିନ୍ନ ପ୍ରକଳ୍ପର ଶୁଭ ଉଦଘାଟନ କରିବା ସହ ଆଧ୍ୟାତ୍ମିକ କାର୍ଯ୍ୟକ୍ରମରେ ଯୋଗଦାନ କରି ଫେରିଥିବା ଜଣାପଡିଛି । ବିଧାୟକ ପ୍ରଥମେ ଦିଗପହଣ୍ଡି ବ୍ଳକ ବାସୁଦେବପୁର…

ମାନବାଧିକାର, କଏଦୀଙ୍କ ସୁରକ୍ଷା ପାଇଁ ଓଡ଼ିଶାରେ କାର୍ଯ୍ୟ କରିବ ‘ଜେଲ୍ ପଞ୍ଚାୟତ’

ଭୁବନେଶ୍ୱର, ୭।୪: ‘ଜେଲ୍ ପଞ୍ଚାୟତ’ର ନବନିର୍ବାଚିତ ପ୍ରତିନିଧିମାନେ କଏଦୀଙ୍କ ସୁରକ୍ଷା ସହିତ ମାନବାଧିକାର ସୁରକ୍ଷା ପାଇଁ କାର୍ଯ୍ୟ କରିବେ। କିଛି ଦିନ ପୂର୍ବରୁ ରାଜ୍ୟର ବିଭିନ୍ନ ସଂଶୋଧନ କେନ୍ଦ୍ରରେ ସଂସ୍ଥା ପାଇଁ ମତଦାନ ଅନୁଷ୍ଠିତ ହୋଇଥିଲା। ଏକ ଅନନ୍ୟ ପଦକ୍ଷେପ ସ୍ୱରୂପ, ଓଡ଼ିଶାର…

ବାରାଣସୀରେ ୨୨ ଦିନ ଧରି ଅପହରଣ, ଗଣବଳାତ୍କାର, ୧୯ ବର୍ଷୀୟା ଯୁବତୀଙ୍କ ଦାବି

ନୂଆଦିଲ୍ଲୀ, ୭।୪: ଉତ୍ତର ପ୍ରଦେଶର ବାରାଣସୀରେ ଜଣେ ୧୯ ବର୍ଷୀୟା ମହିଳାଙ୍କୁ ୨୨ ଜଣ ଅପହରଣ କରି ଗଣବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଆକ୍ରମଣକାରୀଙ୍କ ମଧ୍ୟରୁ ଛଅ ଜଣଙ୍କୁ ଗିରଫ କରାଯାଇଛି ଏବଂ ଅନ୍ୟମାନଙ୍କୁ ଖୋଜା ଚାଲିଥିବା ପୋଲିସ କହିଛି। ଉତ୍ତର ବାରାଣସୀର…

ଭକ୍ତମୟ ହେଉଛି ଚନ୍ଦନେଶ୍ୱର ଶୈବପୀଠ, ସମୀକ୍ଷାକଲେ ବିଧାୟକ

ଭୋଗରାଇ, ୭ା୪(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସୀମାନ୍ତ ପୂର୍ବଭାରତର ପ୍ରସିଦ୍ଧ ଶୈବପୀଠ ଶ୍ରୀ ଚନ୍ଦନେଶ୍ୱର ମହାଦେବଙ୍କ ଚୈତ୍ର ଚଡ଼କମେଳା ମାର୍ଚ୍ଚ ୩୧ରୁ ଧ୍ୱଜ ପୋଡାବାଉଁଶରୁ ଶୁଭାରମ୍ଭ ହୋଇଛି। ଏଥିନିମନ୍ତେ ଚନ୍ଦନେଶ୍ୱର ଶୈବପୀଠରେ ସୋମବାର ୭ ଅର୍ଘ୍ୟରୁ ଓଡ଼ିଶା ସମେତ…

ମଦ ମାଫିଆଙ୍କ ମାଡ଼ରେ ଏସ୍‌ଏଚ୍‌ଜି ମହିଳା ରକ୍ତାକ୍ତ: ଅଭିଯୁକ୍ତଙ୍କୁ ପୋଲିସ ଜାମିନରେ ଛାଡି ଦେବାରୁ ଗାଁରେ ଉତ୍ତେଜନା

ପାଟଣା ,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡା ବ୍ଲକ ଅନ୍ତର୍ଗତ ସିଲିପଦା ଗ୍ରାମରେ ସରପଞ୍ଚ ଜୟନ୍ତୀ ମୁଣ୍ଡାଙ୍କ ନେତୃତ୍ୱରେ ରବିବାର ଶତାଧିକ ମହିଳା ଗ୍ରାମରୁ ମଦ ଉଚ୍ଛେଦ ପାଇଁ ଏକ ରାଲି କରିବା ସହିତ ମଦ ବେପାରୀଙ୍କ ଘରୁ ମଦ…

ଦଣ୍ଡୁଆଙ୍କୁ ଧକ୍କା ଦେଲା ବାଇକ୍‌

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ଗାୟତ୍ରୀ ପ୍ରଜ୍ଞା ଶିଶୁମନ୍ଦିର ନିକଟରେ ସୋମବାର ଜଣେ ଦଣ୍ଡୁଆ ବାଇକ ଦୁର୍ଘଟଣାରେ ଆହାତ ହୋଇଛନ୍ତି। ଆହାତ ଜଣକ ହେଲେ ସାନଖେମୁଣ୍ଡି ବ୍ଲକ ଜୟନଗର ଗ୍ରାମ ଦଣ୍ଡନାଚର ମାନସିକଧାରୀ…

ବିପର୍ଯ୍ୟୟ ପ୍ରଶମନ ପାଇଁ ମକ୍‌ ଡ୍ରିଲ୍‌

ରାଉରକେଲା,୭।୪(ବିପ୍ଳବ ରଞ୍ଜନ ଦାଶ): ଆର୍‌ଏସ୍‌ପିର ଅକ୍ସିଜେନ ପ୍ଲାଣ୍ଟ ବିଭାଗର ପ୍ରୋପେନ ପ୍ଲାଣ୍ଟ-୩ ପରିସରରେ ଗତ ୪ତାରିଖରେ ନ୍ୟାଶନାଲ ଡିଜାଷ୍ଟର ରେସ୍ପନ୍ସ ଫୋର୍ସ (ଏନ୍‌ଡିଆର୍‌ଏଫ) ଏବଂ ଆର୍‌ଏସ୍‌ପି ଦ୍ୱାରା କାଳ୍ପନିକ ପ୍ରୋପେନ ଗ୍ୟାସ୍‌ ଅଗ୍ନିକାଣ୍ଡର ମୁକାବିଲା ପାଇଁ ଯୁଗ୍ମ ସୁରକ୍ଷା ମକ୍‌ ଡ୍ରିଲ୍‌…

ସଞ୍ଜୟଙ୍କୁ ଆକ୍ରମଣ ଘଟଣା : ଜେଲ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୈଠଡା ଗ୍ରାମର ଜି. ଡୋରା ରେଡ୍ଡୀଙ୍କୁ ସୋମବାର ତଦନ୍ତକାରୀ ଅଧିକାରୀ ଏସ୍‌ଆଇ ସୋଫିଆ ମିଶ୍ର ଗିରଫକରି କୋର୍ଟ ଚାଲାଣ କରିଛନ୍ତି। ଥାନା ମାମଲା ନଂ.୧୩୧/୨୫ ଅନୁଯାୟୀ ଜାମିନ ଆବେଦନ ନାମଞ୍ଜୁର ହେବାରୁ…

ଗୋଟିଏ ପରିବାରର ତିନିଜଣ ଆତ୍ମହତ୍ୟା ଘଟଣା ରେଡ଼କ୍ରସ ଫଣ୍ଡରୁ ୯୦ ହଜାର ସହାୟତା

ଗଞ୍ଜାମ,୭ା୪(ବିଦ୍ୟାଧର ସାହୁ)-ଗଞ୍ଜାମ ଥାନା ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ପାଳିବନ୍ଧ ଗ୍ରାମର ଗୋଟିଏ ପରିବାରତ ତିନିଜଣ ମାଆ ଝିଅ ଓ ପୁଅ କୌଣସି କାରଣରୁ ବିଷ ପିଇ ଆତ୍ମହତ୍ୟା କରିଛନ୍ତି। ଉକ୍ତ ଘଟଣା ସମଗ୍ର ଗଞ୍ଜାମ ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଥିବା…

ଆଇପିଏଲ୍‌ରେ ଖେଳିବାକୁ ନେଇ ମୁହଁ ଖୋଲିଲେ ଧୋନୀ

ନୂଆଦିଲ୍ଲୀ,୭ା୪: କିମ୍ବଦନ୍ତୀ ମହେନ୍ଦ୍ର ସିଂ ଧୋନୀ ଆଗାମୀ ବର୍ଷ ଆଇପିଏଲ୍‌ରେ ଖେଳିବେ କି ନାହିଁ, ସେ ନେଇ ନିଷ୍ପତ୍ତି ନେବା ଲାଗି ତାଙ୍କ ପାଖରେ ୧୦ ମାସ ସମୟ ରହିଥିବା କହିଛନ୍ତି। ଚଳିତ ଆଇପିଏଲ୍‌ରେ ଧୋନୀ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)…

ଓଡ଼ିଶା ଭିତରେ ପଶି ପଶ୍ଚିମବଙ୍ଗ ରାସ୍ତା ନିର୍ମାଣକୁ ବନ୍ଦ କଲେ ବିଧାୟକ ଗୌତମ ବୁଦ୍ଧ

ଭୋଗରାଇ, ୭।୪(ପ୍ରଦୀପ ଦାସ): ଆମେ ଓଡ଼ିଆ। ମା, ମାଟି ମାତୃଭାଷା ବିପନ୍ନ ହେଲେ ସୁରକ୍ଷା ପାଇଁ ଲଢ଼େଇକରି ବଞ୍ଚିବା ଶିଖିଛୁ। ଯୋଗ୍ୟ ସନ୍ତାନ ଭାବେ ଆମ ମାକୁ ମାଉସୀହାତରେ ଟେକିଦେବୁ ନାହିଁ କି ତାଙ୍କ ଗୋଡ଼ତଳେ ପଡି ଶରଣ ପଶିବୁ ନାହିଁ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri