କଥା ଦେଇଥିଲେ ବିବାହ କରିବେ, ହେଲେ ଶାରୀରିକ ସମ୍ପର୍କ ପରେ ଗର୍ଭବତୀ ହେବା ଜାଣି ପ୍ରତାରଣା, ଥାନାରେ ପହଞ୍ଚି…
ଦିଗପହଣ୍ଡି/ପାଟପୁର, ୧୩।୯(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ପାଟପୁର ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ବିବାହ କରିବାକୁ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ପରେ ତାଙ୍କୁ ପ୍ରତାରଣା କରିଥିବା ନେଇ ଯୁବତୀ ଜଣକ ଶନିବାର ସାରେ ପାଟପୁର ଥାନାରେ…
୨ ଦିନରୁ ନିଖୋଜ ଥିଲେ, ଆଜି କ୍ଷେତରୁ ମିଳିଲା ମୃତଦେହ; ଭାଙ୍ଗି ପଡ଼ିଲେ ପରିବାର…
ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଟାଉନ ଥାନା ଅନ୍ତର୍ଗତ କଟାପାଲି ଗ୍ରାମର ନିଖୋଜ ସନ୍ତୋଷ ପାଣ୍ଡେଙ୍କ ମୃତଦେହ ଶନିବାର ଉଦ୍ଧାର କରାଯାଇଛି। ନିଜ ଚାଷଜମିରୁ ତାଙ୍କ ମୃତଦେହ ମିଳିଛି। ମୃତ୍ୟୁର କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ତେବେ ପାରିପାଶର୍ବିକ ସ୍ଥିତିରୁ କ୍ଷେତରେ…
ଠକି ନେଲେ ୨୩ ଲକ୍ଷ: ଟଙ୍କା ମାଗିବାରୁ ମହିଳାଙ୍କୁ ଆକ୍ରମଣ, ଆଉ ତା’ପରେ…
ଗଜପତି,୧୩।୯(ଗିରିଧାରୀ ପରିଛା): ଗଜପତି ଜିଲା ସଦରମହକୁମାର ପାରଳାଖେମୁଣ୍ଡି ସହରରେ ଜଣେ ମହିଳାଙ୍କଠାରୁ ୨୩ ଲକ୍ଷ ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଛି। ଏପରିକି ଟଙ୍କା ଫେରସ୍ତ ମାଗିବାରୁ ମହିଳାଙ୍କୁ ଧମକ ଦେବା ଏବଂ ମାରପିଟ କରିବା ଅଭିଯୋଗରେ ପୋଲିସ ୨ଜଣଙ୍କୁ ଗିରଫ…
କଂଗ୍ରେସରେ ଯୋଗଦେଲେ ବିକଳ୍ପ ଓଡିଶା ସଭାପତି
ଭୁବନେଶ୍ୱର,୧୩।୯(ସୁନିତ୍ ମିଶ୍ର): ‘ବିକଳ୍ପ ଓଡିଶା’ ସଭାପତି କୈଳାଶ ମିଶ୍ର ଶନିବାର କଂଗ୍ରେସରେ ଯୋଗ ଦେଇଛନ୍ତି। ଏଆଇସିସି ଓଡିଶା ପ୍ରଭାରୀ ଅଜୟ ଲାଲୁଙ୍କ ପୌରୋହିତ୍ୟରେ କଂଗ୍ରେସ ଭବନରେ ଆୟୋଜିତ ମିଶ୍ରଣ ପର୍ବରେ କୈଳାଶ ମିଶ୍ର ୨ ଶହରୁ ଅଧିକ କାର୍ଯ୍ୟକର୍ତ୍ତାଙ୍କ ଗହଣରେ ଆସି…
ଏସିଆ କପ୍ ମହିଳା ହକି: ଭାରତ-ଚାଇନା ଫାଇନାଲ
ହାଙ୍ଗ୍ଝୋ,୧୩ା୯: ଏସିଆକପ୍ ମହିଳା ହକିର ଫାଇନାଲ ରବିବାର ଭାରତ ଓ ଚାଇନା ମଧ୍ୟରେ ଖେଳାଯିବ। ଟୁର୍ନାମେଣ୍ଟର ସୁପର-୪ ପର୍ଯ୍ୟାୟରେ ଶନିବାର ଭାରତ ଓ ଜାପାନ ମଧ୍ୟରେ ଅନୁଷ୍ଠିତ ପ୍ରଥମ ମ୍ୟାଚ ୧-୧ରେ ଡ୍ର ରହିଥିଲା। ଭାରତର ଫାଇନାଲରେ ପ୍ରବେଶ ଚାଇନା-କୋରିଆ ମ୍ୟାଚର…
ମିଳୁନି ନ୍ୟାୟ: ଥାନାଧିକାରୀ, ବିଇଓଙ୍କ ନାଁରେ ଲିଖିତ ଅଭିଯୋଗ, ଜିଲାପାଳଙ୍କୁ ଫେରାଦ ହେଲେ…
ଭବାନୀପାଟଣା, ୧୩।୯ (ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ଅନ୍ତର୍ଗତ ବଳଦିଆମାଲ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ଦୁଲେନ୍ଦ୍ର ମେହେର ଛାତ୍ରୀଙ୍କୁ ଅସଦାଚରଣ ମାମଲାରେ ଗତ ୩ ତାରିଖ ଜୁନାଗଡ଼ ପୋଲିସ ଦ୍ୱାରା ପୋକ୍ସୋ ଆକ୍ଟରେ ଗିରଫ ହୋଇଥିଲେ।…
ମୋଦି ଓ ତାଙ୍କ ମା’ଙ୍କ AI ଭିଡିଓ ଉପରେ ଦିଲ୍ଲୀ ପୋଲିସର କଡ଼ା ଆକ୍ସନ, କଂଗ୍ରେସ IT ସେଲ୍ ବିରୋଧରେ ଏଫଆଇଆର ଦାଖଲ
ନୂଆଦିଲ୍ଲୀ,୧୩।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ତାଙ୍କ ମାଆ ହୀରାବେନଙ୍କୁ ନେଇ ତିଆରି ହୋଇଥିବା ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (AI) ଭିଡିଓ ବିରୋଧରେ ଦିଲ୍ଲୀ ପୋଲିସ ଏକ FIR ରୁଜୁ କରିଛି। ଦିଲ୍ଲୀ ପୋଲିସ ଶନିବାର (ସେପ୍ଟେମ୍ବର ୧୩, ୨୦୨୫) ବିହାର କଂଗ୍ରେସର…
ନିର୍ମାଣାଧୀନ କଲ୍ୟାଣ ମଣ୍ଡପକୁ ଡାକି ନାବାଳକଙ୍କ ସହ ରଖିଥିଲେ ଅପ୍ରାକୃତିକ ଯୌନ ସମ୍ପର୍କ, ୧୯ ବର୍ଷୀୟ ଯୁବକଙ୍କୁ ବାନ୍ଧିଲା…
ଧରାକୋଟ,୧୩।୯:ଜଣେ ଷଷ୍ଠ ଶ୍ରେଣୀରେ ପଢ଼ୁଥିବା ନାବାଳକ ସହ ଅପ୍ରାକୃତିକ ଯୌନ ସଂପର୍କ ରଖିବା ଅଭିଯୋଗରେ ଗଞ୍ଜାମ ଜିଲା ଧରାକୋଟ ପୋଲିସ ଜଣେ ଯୁବକକୁ ଗିରଫ କରି ଆଜି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ହେଲେ ଧରାକୋଟ ଥାନା ଅନ୍ତର୍ଗତ କୁସପଡା ଗ୍ରାମ…
ନେପାଳରେ ସଂସଦୀୟ ନିର୍ବାଚନର ତାରିଖ ଚୂଡ଼ାନ୍ତ, ରାଜନୈତିକ ଦଳ କହିଲେ ସଂସଦ ଭଙ୍ଗ ‘ଅସାମ୍ବିଧାନିକ’
କାଠମାଣ୍ଡୁ,୧୩।୯: ନେପାଳରେ ସଂସଦୀୟ ନିର୍ବାଚନର ତାରିଖ ଘୋଷଣା କରାଯାଇଛି। ରାଷ୍ଟ୍ରପତି ରାମଚନ୍ଦ୍ର ପାଉଡେଲ ତାଙ୍କ କାର୍ଯ୍ୟାଳୟରେ ଏକ ବିବୃତ୍ତି ଜାରି କରି କହିଛନ୍ତି ଯେ ଆସନ୍ତା ବର୍ଷ ୫ ମାର୍ଚ୍ଚ, ୨୦୨୬ରେ ଦେଶରେ ସଂସଦୀୟ ନିର୍ବାଚନ ଅନୁଷ୍ଠିତ ହେବ। ରାଷ୍ଟ୍ରପତି ରାମଚନ୍ଦ୍ର…
ଭାରତ ପରେ ଏବେ ଚାଇନା ଉପରେ ନଜର ପକାଇଲେଣି ଟ୍ରମ୍ପ, ନାଟୋ ଦେଶକୁ କହିଲେ…
ଓ୍ବାଶିଂଟନ,୧୩।୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚାଇନା ଉପରେ ୫୦ ରୁ ୧୦୦ ପ୍ରତିଶତ ଶୁଳ୍କ ଲାଗୁ କରିବାକୁ ନାଟୋକୁ ଅପିଲ କରିଛନ୍ତି। ସେ ବିଶ୍ୱାସ କରନ୍ତି ଯେ ଏହା ରୁଷିଆ ଉପରେ ଚାଇନାର ଆର୍ଥିକ ନିୟନ୍ତ୍ରଣକୁ ଦୁର୍ବଳ କରିବ ଏବଂ…
ମ୍ୟାଚ୍କୁ ନେଇ ବଢୁଛି ଉତ୍କଣ୍ଠା: ପାକିସ୍ତାନ ବିପକ୍ଷରେ ଭାରତ ଫେଭରାଇଟ୍
ଦୁବାଇ,୧୩ା୯: ରବିବାର ଦୁବାଇ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମରେ ଚଳିତ ଏସିଆ କପ୍ ଟି୨୦ ଟୁର୍ନାମେଣ୍ଟରେ ଦୁଇ ଚିରପ୍ରତିଦ୍ୱନ୍ଦ୍ୱୀ ଭାରତ ଓ ପାକିସ୍ତାନ ପରସ୍ପରକୁ ଭେଟିବାକୁ ଯାଉଛନ୍ତି। ଏହି ହାଇଭୋଲଟେଜ ମ୍ୟାଚ୍କୁ ନେଇ ସର୍ବଦା କ୍ରକେଟ୍ ପ୍ରଶଂସକଙ୍କ ମଧ୍ୟରେ ଉତ୍କଣ୍ଠା ରହିଥାଏ। ହେଲେ…
Asia Cup: ପାକିସ୍ତାନ ବିପକ୍ଷ ମ୍ୟାଚ୍ରେ ୫ କ୍ରିକେଟର ଡେବ୍ୟୁ କରିବା ନିଶ୍ଚିତ! ଧାଡ଼ିରେ ଏହି ୮ ଖେଳାଳି
ନୂଆଦିଲ୍ଲୀ,୧୩।୯: କ୍ରିକେଟ ଜଗତରେ ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳା ଯାଉଥିବା ମ୍ୟାଚ୍ ସବୁବେଳେ ରୋମାଞ୍ଚ ଓ ଉତ୍ସାହରେ ଭରପୂର ହୋଇଥାଏ। ଏସିଆ କପ ୨୦୨୫ରେ ଆସନ୍ତା ୧୪ ସେପ୍ଟେମ୍ବରରେ ଏହି ଦୁଇ ଦଳ ମଧ୍ୟରେ ଆଉ ଏକ ମହାମୁକାବିଲା ଦେଖିବାକୁ…

