Home Left

ଜଳକା ନଦୀରେ ବନ୍ୟା, ବସ୍ତା ଇଲେକ୍ଟ୍ରି ଅଫିସରେ ପଶିଲା ପାଣି

ବସ୍ତା,୧୪।୮(ହରିଶଙ୍କର ପାଢ଼ୀ): ଉତ୍ତର ଓଡ଼ିଶାରେ ବନ୍ୟା ପରିସ୍ଥିତି ଦିନକୁ ଦିନ ଗମ୍ଭୀର ହେବାରେ ଲାଗିଛି । ବାଲେଶ୍ବର ବସ୍ତାରେ ଜଳକା ନଦୀରେ ବନ୍ୟା ଆସିବା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି । ମଥାନି ଠାରେ ରାସ୍ତା ବନ୍ଦ ହୋଇ ରହିଛି ।…

ବର୍ଷ ପରେ ବୁଧ-ମଙ୍ଗଳ ଗଠନ କରିବେ ଦଶାଙ୍କ ଯୋଗ: ମେଷ-କନ୍ୟା ସମେତ ଏହି ୫ ରାଶିଙ୍କ ସହ ଘଟିବ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ୧୪ ଅଗଷ୍ଟ ୨୦୨୬ ଦିନ ଦ୍ୱିପ୍ରହର ୧୨ଟା ୩୭ ମିନିଟରେ ବୁଧ ଓ ମଙ୍ଗଳ ଗ୍ରହ ବର୍ଷ ପରେ ଦଶାଙ୍କ ଯୋଗ ଗଠନ କରିବେ। ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ଏହା ଏକ ଶୁଭ କୋଣୀୟ ଯୋଗ। ଯେତେବେଳେ…

ବିଲକୁ ସାର ପକାଇବାକୁ ଯାଉଥିବା ବେଳେ ହାତୀ ହାବୁଡରେ ପଡିଗଲେ ଯୁବକ, ତାପରେ…

ପାଟଣା,୧୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ପୁଣି ହାତୀ ଉପଦ୍ରବ ଦେଖିବାକୁ ମିଳିଛି । ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି । ଗୁରୁତର ବ୍ୟକ୍ତି ଜଣକ ହେଉଛନ୍ତି ଚିନାମାଳିପଶି ଗ୍ରାମର ଜୟରାମ ମହାନ୍ତ । ୨୦ଟିକିଆ…

MIର ହେଡ କୋଚ ହେବେ ରୋହିତ ଶର୍ମା! ଆଉ ବିରାଟ…ହଇଚଇ ସୃଷ୍ଟି କଲା ଅଶ୍ୱିନଙ୍କ ଭବିଷ୍ୟବାଣୀ

ନୂଆଦିଲ୍ଲୀ, ୧୪।୮: ରୋହିତ ଶର୍ମା ଏବଂ ବିରାଟ କୋହଲି ନିଜ ଦିନିକିଆ କ୍ରିକେଟ କ୍ୟାରିୟରର ଶେଷ ପର୍ଯ୍ୟାୟରେ ପହଞ୍ଚିଛନ୍ତି। ୨୦୨୭ ବିଶ୍ୱକପ ଖେଳିବା ପରେ ଉଭୟ ଅବସର ନେଇପାରନ୍ତି। କ୍ରିକେଟରୁ ଦୂରେଇବା ପରେ ଉଭୟ କ’ଣ କରିବେ, ଏହାକୁ ନେଇ ପ୍ରଶଂସକଙ୍କ…

ଆମେରିକାର ବଡ଼ ଅଭିଯୋଗ; ଚାଇନାକୁ ଟାରିଫ୍‌ରୁ ବଞ୍ଚାଉଛି ଭାରତ!

ଓ୍ବାଶିଂଟନ,୧୪।୮: ଆମେରିକା ପୁଣିଥରେ ଟାରିଫ୍‌ ପ୍ରସଙ୍ଗରେ ଭାରତକୁ ନେଇ ବଡ଼ ଅଭିଯୋଗ ଆଣିଛି। ଆମେରିକାର ଅଭିଯୋଗ ଅନୁସାରେ, ଭାରତ ସମେତ ୪୦ରୁ ଅଧିକ ଦେଶ କଥିତ ଭାବେ ଚାଇନାର ସାମଗ୍ରୀକୁ ତୃତୀୟ ଦେଶ ଦେଇ ଆମେରିକୀୟ ବଜାରରେ ପହଞ୍ଚାଇବାରେ ଭୂମିକା ନେଉଛନ୍ତି।…

ଶନିଙ୍କ ନକ୍ଷତ୍ର ଗୋଚରରେ ଏହି ୪ ରାଶିଙ୍କ ଉପରେ ବଡ଼ ସଙ୍କଟ! ୯ ଅକ୍ଟୋବର ପର୍ଯ୍ୟନ୍ତ ରୁହନ୍ତୁ ସାବଧାନ, ନଚେତ୍‌…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଶନି ଗ୍ରହ ଆସନ୍ତା ୨୦ ଅଗଷ୍ଟ ୨୦୨୬, ଗୁରୁବାର ସନ୍ଧ୍ୟା ୭ଟା ୪୫ ମିନିଟରେ ରେବତୀ ନକ୍ଷତ୍ରର ଦ୍ୱିତୀୟ ପଦରୁ ପ୍ରଥମ ପଦକୁ ଗୋଚର କରିବେ। ଶନି ୯ ଅକ୍ଟୋବର ୨୦୨୬ ପର୍ଯ୍ୟନ୍ତ ଏହି ନକ୍ଷତ୍ରରେ ରହିବେ।…

ଭାରତୀୟ ଖେଲାଳିଙ୍କୁ ଅଲ୍ଟିମେଟମ ଦେଲେ ଗମ୍ଭୀର: ଶେଷ ସୁଯୋଗ…

ଗାଲେ,୧୪।୮:୧୫ ଅଗଷ୍ଟରୁ ଆରମ୍ଭ ହେଉଥିବା ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ ପାଇଁ ପ୍ଲେଇଂ ଇଲେଭେନ ସମ୍ପର୍କରେ ଭାରତୀୟ ଦଳ ମଧ୍ୟରେ ବିଚାର ବିମର୍ଶ ଚାଲିଛି। ଅଧିନାୟକ ଶୁବମନ ଗିଲ ଏବଂ ମୁଖ୍ୟ କୋଚ ଗୌତମ ଗମ୍ଭୀରଙ୍କ ସାମ୍ନାରେ ସବୁଠାରୁ ବଡ଼ ପ୍ରଶ୍ନ…

ରାଗରେ ସ୍ବାମୀଙ୍କୁ ମୁଣ୍ଡକୁ ଲୁହା ତାଓ୍ବାରେ ପିଟିଦେଲେ ସ୍ତ୍ରୀ: ଆଉ ତା’ପରେ ଯାହା ଘଟିଲା…

ଲକ୍ଷ୍ନୌ,୧୪।୮: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରୁ ସ୍ବାମୀ-ସ୍ତ୍ରୀଙ୍କ ସମ୍ପର୍କର ପବିତ୍ରତାକୁ ଭାଙ୍ଗି ଦେଉଥିବା ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଜାନକୀପୁରମର ଆନନ୍ଦ ବିହାର କଲୋନୀରେ, ଜଣେ ସ୍ତ୍ରୀ ଏକ ସାମାନ୍ୟ ବିବାଦରେ ଉତ୍ତ୍ୟକ୍ତ ହୋଇ ତାଙ୍କ ସ୍ବାମୀଙ୍କ ମୁଣ୍ଡକୁ ଏକ…

EPFO New Rules: ପେନସନ ଟଙ୍କା ଉଠାଣରେ ବଡ଼ ପରିବର୍ତ୍ତନ, ଏଣିକି ଅପେକ୍ଷା କରିବାକୁ ପଡ଼ିବ ଏତେ ଦିନ

ନୂଆଦିଲ୍ଲୀ, ୧୪।୮: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ପକ୍ଷରୁ PF ଓ ପେନସନ ଉଠାଣ ନିୟମରେ ବଡ଼ ପରିବର୍ତ୍ତନ କରାଯାଇଛି। ଏହାର ସିଧାସଳଖ ପ୍ରଭାବ ବେତନଭୋଗୀ କର୍ମଚାରୀଙ୍କ ଉପରେ ପଡ଼ିପାରେ। ନୂଆ ନିୟମ ଅନୁସାରେ, Employees Pension Scheme (EPS)…

ଫୁକେଟ-ଦିଲ୍ଲୀ ଏୟାର ଇଣ୍ଡିଆ ବିମାନ ଘଟଣା; ବ୍ଲାକ୍ ବକ୍ସରେ ବଡ଼ ଖୁଲାସା, ୪ ସେକେଣ୍ଡ ପାଇଁ ଫେଲ୍‌ ହୋଇଥିଲା…

ନୂଆଦିଲ୍ଲୀ,୧୪।୮: ଫୁକେଟ୍‌ରୁ ଦିଲ୍ଲୀ ଆସୁଥିବା ଏୟାର ଇଣ୍ଡିଆର ଏକ ବିମାନ (AI-2379) ହଠାତ୍ ୨୫୦ ଫୁଟ୍ ତଳକୁ ଖସିଯିବା ଏବଂ ଏକ ଭୟଙ୍କର ଟର୍ବୁଲେନ୍ସ (Turbulence) ସୃଷ୍ଟି ହେବା ପଛର ପ୍ରକୃତ କାରଣ ସାମ୍ନାକୁ ଆସିଛି । ପ୍ରଥମେ ଏହି ଘଟଣା…

ଅଧିକ ଲୁଣ ଖାଉଥିଲେ ସାବଧାନ! ଚେତାବନୀ ଦେଲା WHO, ପଢନ୍ତୁ ଦୌନିକ କେତେ ଖାଇବା ଉଚିତ୍‌

ନୂଆଦିଲ୍ଲୀ,୧୪।୮: ଖାଦ୍ୟର ସ୍ବାଦ ବଢ଼ାଇବା ପାଇଁ ଲୁଣ ଅତ୍ୟନ୍ତ ଜରୁରୀ। କିନ୍ତୁ ଲୁଣର ପରିମାଣ ଉପରେ ନଜର ରଖିବା ମଧ୍ୟ ସେତିକି ଗୁରୁତ୍ୱପୂର୍ଣ୍ଣ। ପ୍ରତିଦିନ ଆବଶ୍ୟକତାଠାରୁ ଅଧିକ ଲୁଣ ଖାଇବାର ଅଭ୍ୟାସ ଧୀରେ ଧୀରେ ସ୍ବାସ୍ଥ୍ୟ ଉପରେ ଖରାପ ପ୍ରଭାବ ପକାଇପାରେ।…

ଏଗ୍ରିଷ୍ଟାକ୍‌ ଉଚ୍ଛେଦ ନେଇ ଲିଖିତ ନିର୍ଦ୍ଦେଶ ଦିଅ: ସରକାରଙ୍କଠାରେ ସଂଯୁକ୍ତ କୃଷକ ସଙ୍ଗଠନର ଦାବି

ବରଗଡ଼,୧୪।୮(ପ୍ରେମାନନ୍ଦ ଖମାରୀ):ଧାନ ସଂଗ୍ରହ ପ୍ରକ୍ରିୟାରେ ରାଜ୍ୟ ସରକାର ପ୍ରତିବର୍ଷ ଗୋଟିଏ ପରେ ଗୋଟିଏ ନୂଆଁ କଟକଣା ଆଣୁଛନ୍ତି। ଧାନ କିଣାବିକାରେ ସ୍ବଚ୍ଛତା ଆଣିବା ଲକ୍ଷ୍ୟ ନେଇ ସେଭଳି କଟକଣା ଅଣାଯାଉଥିବା ସରକାରଙ୍କ ପକ୍ଷରୁ ସଫେଇ ଦିଆଯାଉଛି। ଅନ୍ୟପଟେ ଧାନ ସଂଗ୍ରହ ପ୍ରକ୍ରିୟାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?