Home Left

ଟ୍ରମ୍ପଙ୍କୁ ଭେଟିବେ ନେତାନ୍ୟାହୁ, ପ୍ରସ୍ତୁତ ହେବ ଗାଜାର ନୂଆ ଓ୍ବାର ପ୍ଲାନ

ଜେରୁଜେଲମ,୭।୪: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଭେଟିବେ। ନେତାନ୍ୟାହୁଙ୍କ କାର୍ଯ୍ୟାଳୟରୁ ଏହି ସୂଚନା ଆସିଛି। ନେତାନ୍ୟାହୁଙ୍କ କାର୍ଯ୍ୟାଳୟରୁ ପ୍ରକାଶିତ ଏକ ବିବୃତ୍ତି ଅନୁଯାୟୀ, ସେ ସୋମବାର ସ୍ଥାନୀୟ ସମୟ ଅପରାହ୍ନ ୧ଟା (୧୭୦୦ GMT) ରେ…

ବିଷ ପିଇ ଜୀବନ ହାରିଲେ ଗୋଟିଏ ପରିବାରର ୩ ଜଣ

ଗଞ୍ଜାମ,୭ା୪(ବିଦ୍ୟାଧର ସାହୁ):ଗଞ୍ଜାମ ଥାନା ଅନ୍ତର୍ଗତ ପାଳିବନ୍ଧ ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ମା’ ସହ ବିଷ ପିଇଦେଇଛନ୍ତି ଭଉଣୀଭାଇ। ଫଳରେ ଏହି ୩ ଜଣଙ୍କୁ ଏମ୍‌କେସିଜି ମେଡିକାଲରେ ଡାକ୍ତର ମୃତ ଘୋଷଣା କରିଛନ୍ତି। ମୃତ ବ୍ୟକ୍ତି ମାନେ ହେଲେ ମା’…

ଭୂକମ୍ପର ଝଟକାରେ ଦୋହଲିଯିବ ଏହି ଦେଶର ମେରୁଦଣ୍ଡ, ଜାଣନ୍ତୁ କିଏ କରିଛନ୍ତି ଏମିତି ଭବିଷ୍ୟବାଣୀ

ବେଜିଂ,୭।୪: ପୃଥିବୀ ପୃଷ୍ଠରେ ହେଉଥିବା ପ୍ରମୁଖ ଭୂମିକମ୍ପ ଏବଂ ଏହାର ଘୂର୍ଣ୍ଣନ ଗତି ମଧ୍ୟରେ ଏକ ନୂତନ ସମ୍ପର୍କ ଉଭା ହୋଇଛି। ବେଜିଂ ଭୂମିକମ୍ପ ଏଜେନ୍ସିର ଜଣେ ବରିଷ୍ଠ ବୈଜ୍ଞାନିକ ଝୁ ହଙ୍ଗବିନ ଏବଂ ତାଙ୍କ ଦଳ ୧୫୦ ବର୍ଷର ଭୂକମ୍ପୀୟ…

ପାଣିପାଗ ବିଭାଗର ବଡ଼ ଚେତାବନୀ, ଡେଞ୍ଜର ଜୋନରେ ୨୧ ସହର! ପାରଦ ଡେଇଁଲା ୪୨

ନୂଆଦିଲ୍ଲୀ,୭।୪: ଏଥର ସାରା ଦେଶରେ ଗ୍ରୀଷ୍ମ ପ୍ରବାହ ଏପ୍ରିଲ ଆରମ୍ଭରୁ ରେକର୍ଡ ଭାଙ୍ଗିଛି। ଦିଲ୍ଲୀ ସମେତ ପାଞ୍ଚଟି ରାଜ୍ୟର ୨୧ଟି ସହରରେ ତାପମାତ୍ରା ୪୨ ଡିଗ୍ରୀ ସେଲସିୟସ ଉପରେ ରେକର୍ଡ କରାଯାଇଛି। ପାଣିପାଗ ବିଭାଗ ଅନୁଯାୟୀ, ରାଜଧାନୀ ଦିଲ୍ଲୀକୁ ଆଗାମୀ ତିନି…

ଏଇ ଭାରତରେ

ଗଛ ଗୋଟିଏ, କିନ୍ତୁ ଫଳ ୫୨ପ୍ରକାରର। ଏକଥା ଶୁଣି ଯେକେହି ବି ଆଶ୍ଚର୍ଯ୍ୟ ହୋଇଯିବ। କିନ୍ତୁ ଏଭଳି ଏକ ସଫଳତା ହାସଲ କରିଛନ୍ତି ବିହାର ଭାଗଲପୁରର ଅଶୋକ ଚୌଧୁରୀ। ସ୍ଥାନୀୟ ଅଞ୍ଚଳରେ ଥିବା ମଧୁବନ ନର୍ସରିରେ ସେ ଏଭଳି ଏକ ଆମ୍ବଗଛ…

ନୀରବ ଚିତ୍କାର

ରତୀୟ ଦର୍ଶନ, ପୌରାଣିକ କଥା ଏବଂ ସଂସ୍କୃତିର ବିଶାଳ, ପ୍ରାଚୀନ ପରିଦୃଶ୍ୟରେ ‘ନାରୀ’ ଶବ୍ଦଟି ଶ୍ରଦ୍ଧା, ଶକ୍ତି, ଧୈର୍ଯ୍ୟ, ସହନଶୀଳତା, ସହାନୁଭୂତି ଏବଂ ସୌନ୍ଦର୍ଯ୍ୟର ପ୍ରତୀକ। ନାରୀ ହେଉଛି ପ୍ରାଣଦାୟିନୀ ଦେବୀଙ୍କ ପ୍ରତିମୂର୍ତ୍ତି। ଜ୍ଞାନର ଦେବୀ ସରସ୍ବତୀଙ୍କଠାରୁ ଆରମ୍ଭ କରି ଧନର…

ମାଟି, ବିହନ ଓ ପରିବେଶ

ବର୍ତ୍ତମାନ ସାରା ଦେଶରେ କୃଷି ସମ୍ବନ୍ଧରେ ତିନୋଟି ବିଷୟରେ ଆଲୋଚନା କରିବା ବେଶ୍‌ ଗୁରୁତ୍ୱପୂର୍ଣ୍ଣ। ପ୍ରଥମ କଥା ହେଲା ମାଟି। ମାଟି ଦିନକୁ ଦିନ ଅଧିକ ପ୍ରଦୂଷିତ ହେବା ସହିତ ଏହାର ଗୁଣବତ୍ତା ନଷ୍ଟ ହେବାରେ ଲାଗିଛି। ସେହିଭଳି ବିହନକୁ ନେଇ…

ରାମନବମୀ ଶୋଭାଯାତ୍ରାରେ ହିଂସା

କୋଲକାତା,୭।୪: କୋଲକାତାର ପାର୍କ ସର୍କସ ସେଭେନ୍‌ ପଏଣ୍ଟ ଅଞ୍ଚଳରେ ରବିବାର ରାମନବମୀ ଶୋଭାଯାତ୍ରା ବେଳେ ହିଂସାକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଆକ୍ରମଣ କରିବାରୁ ଅନେକ ଶ୍ରଦ୍ଧାଳୁ ଆହତ ହେବା ସହ କେତେକ ଗାଡ଼ି ଭାଙ୍ଗିରୁଜି ଯାଇଛି। ଭାଜପା ପଶ୍ଚିମବଙ୍ଗ ଶାଖା ପକ୍ଷରୁ ଆକ୍ରମଣ…

ଗ୍ୟାରେଣ୍ଟି ମାଗିଲେ ଷ୍ଟାଲିନ୍‌, ତାମିଲ ପାଠ ପଢ଼ାଇଲେ ମୋଦି

ରାମେଶ୍ୱରମ୍‌,୭ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶ୍ରୀଲଙ୍କାରୁ ରବିବାର ତାମିଲନାଡୁକୁ ଫେରି ରାମେଶ୍ୱରମ୍‌ରେ ପମ୍ବନ ବ୍ରିଜ୍‌ର ଲୋକାର୍ପଣ ସହ ଅନ୍ୟ କେତେକ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ କରୁଥିବାବେଳେ ରାଜ୍ୟର ମୁଖ୍ୟମନ୍ତ୍ରୀ ଏମ୍‌.କେ. ଷ୍ଟାଲିନ୍‌ଙ୍କୁ ଏହି କାର୍ଯ୍ୟକ୍ରମରେ ଦେଖିବାକୁ ମିଳି ନ ଥିଲା।…

କୋଟିଆ ସରକାରୀ ଜମିରେ ପ୍ରକଳ୍ପ କରି ଲାଭ ଉଠାଉଛି ଆନ୍ଧ୍ର

ପଟ୍ଟାଙ୍ଗି,୭ା୪(ଶରତ କୁମାର ଧଳ): ଓଡ଼ିଶା-ଆନ୍ଧ୍ର ସୀମାନ୍ତ ଗ୍ରାମଗୁଡ଼ିକରେ ରହିଥିବା ସରକାରୀ ଜମିର ସୁରକ୍ଷା ରାଜସ୍ବ ବିଭାଗର ଦାୟିତ୍ୱ। କିନ୍ତୁ ବିଭାଗୀୟ ଅଧିକାରୀଙ୍କ ଦାୟିତ୍ୱହୀନତା ଯୋଗୁ ସରକାରୀ ଜମିରେ ଆନ୍ଧ୍ର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟକରି ସୀମାନ୍ତବାସୀଙ୍କୁ ନିଜ ଆଡ଼କୁ ଆକୃଷ୍ଟ କରୁଥିବା ଅଭିଯୋଗ…

ମାନସୀ ‘ଇଣ୍ଡିଆନ୍‌ ଆଇଡଲ ୧୫’ ବିଜେତା

ମୁମ୍ବାଇ, ୭।୪: ଲୋକପ୍ରିୟ ସଙ୍ଗୀତ ରିୟଲିଟି ଶୋ’ ‘ଇଣ୍ଡିଆନ୍‌ ଆଇଡଲ ୧୫’ର ବିଜେତା ହୋଇଛନ୍ତି କୋଲକାତାର ମାନସୀ ଘୋଷ (୨୪)। ରବିବାର ଅନୁଷ୍ଠିତ ହୋଇଥିବା ଶୋ’ର ଗ୍ରାଣ୍ଡ ଫିନାଲେ ସମାରୋହରେ ଶୁଭ୍ରଜିତ ଚକ୍ରବର୍ତ୍ତୀ ପ୍ରଥମ ରନର-ଅପ୍‌ ଓ ସ୍ନେହା ଶଙ୍କର ଦ୍ୱିତୀୟ…

ରାମନବମୀରେ ସମ୍ବଲପୁରରେ ବିଶାଳ ଶୋଭାଯାତ୍ରା

ସମ୍ବଲପୁର,୬।୪(ଭବାନୀ ଶଙ୍କର ଭୋଇ): ହନୁମାନ ଜୟନ୍ତୀ ସମନ୍ବୟ ସମିତି ପକ୍ଷରୁ ରବିବାର ସମ୍ବଲପୁରରେ ବିଶାଳ ବାଇକ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ପ୍ରତିବର୍ଷ ସମନ୍ବ୍ବୟ ସମିତି ପକ୍ଷରୁ ହନୁମାନ ଜୟନ୍ତୀର କିଛିଦିନ ପୂର୍ବରୁ ବାଇକ ଶୋଭାଯାତ୍ରା ଆୟୋଜନ କରାଯାଇଥାଏ। ତେବେ ଚଳିତ ବର୍ଷ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri