ଐତିହାସିକ ଶ୍ରୀରାମନବମୀ ମହୋତ୍ସବ: ଶୋଭାଯାତ୍ରାରେ ୧୫୦ ପ୍ରଜ୍ଞାପନ ମେଢ଼ ସାମିଲ
ଭଦ୍ରକ,୬।୪(ସନାତନ ରାଉତ): ଭଦ୍ରକର ଐତିହାସିକ ଶ୍ରୀରାମ ନବମୀ ମହୋତ୍ସବ ପାଇଁ ରବିବାର ଭଦ୍ରକ ସହରର ପରିବେଶ ଗେରୁଆମୟ ହୋଇଥିବା ବେଳେ ଜୟ ଶ୍ରୀରାମ ଧ୍ୱନିରେ ପ୍ରକମ୍ପିତ ହୋଇଛି। ଅପରାହ୍ନ ୫ ଟାରେ ଆରମ୍ଭ ହୋଇଥିବା ନଗର ସଂକୀର୍ତ୍ତନରେ ଜିଲା ଓ ଜିଲା…
୨୦୨୬ ଫେବୃଆରୀରେ ସରିବ ସମଲେଶ୍ୱରୀ ପ୍ରକଳ୍ପ: ମନ୍ତ୍ରୀ
ସମ୍ବଲପୁର,୬ା୪(ପ୍ରମୋଦ ବହିଦାର): ସମ୍ବଲପୁର ସମଲେଶ୍ୱରୀ ପ୍ରକଳ୍ପର ଦ୍ୱିତୀୟ ପର୍ଯ୍ୟାୟ କାମ ୨୦୨୬ ଫେବୃଆରୀ ଶେଷ ସୁଦ୍ଧା ସମ୍ପୂର୍ଣ୍ଣ ହେବ। ୨୦୨୫ ଅଗଷ୍ଟ ସୁଦ୍ଧା ଏହାର ଲୋକାର୍ପଣ ଲକ୍ଷ୍ୟ ଧାର୍ଯ୍ୟ ହୋଇଥିଲା। ମାତ୍ର ଜମି ଅଧିଗ୍ରହଣ ସମସ୍ୟା ପାଇଁ ସମ୍ପୂର୍ଣ୍ଣ ହେବା ବିଳମ୍ବ…
ବାଇକ୍ ଉପରେ ମାଡ଼ିଗଲା ହାଇଓ୍ବା: ଚାଲିଗଲା ୨ ଜୀବନ, ଜଣେ ଗୁରୁତର
ସୋନପୁର,୬।୪(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା ଖାରୀ-ବଲାଡି ରାସ୍ତାରେ ରବିବାର ଏକ ସର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ବଲାଡି ପୋଲ ନିକଟରେ ବାଇକ୍କୁ ଏକ ହାଇଓ୍ବା ଧକ୍କା ଦେବା ଫଳରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ…
ଆକର୍ଷଣ ସାଜିଲା ତେର ଦଣ୍ଡ ମିଳନ: ସାମିଲ ହେଲେ ହଜାର ହଜାର ଶ୍ରଦ୍ଧାଳୁ
ବାଲିଗୁଡ଼ା,୬ା୪ (ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ସ୍ଥିତ ପଞ୍ଚୁଦଣ୍ଡ ପରିଚାଳନା ସମିତି ଆନୁକୂଲ୍ୟରେ ୩୬ତମ ବାର୍ଷିକ ତେର ଦଣ୍ଡ ମିଳନ ରବିବାର ଉଦ୍ଯାପିତ ହୋଇଯାଇଛି। ଏହାକୁ ଦେଖିବା ଲାଗି ଆଖପାଖ ଅଞ୍ଚଳରୁ ହଜାର ହଜାର ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥିଲା। ଏହି ଅବସରରେ…
WhatsApp ଆଣିଲା ନୂଆ ଫିଚର: ଏଣିକି ୟୁଜର ଷ୍ଟାଟସ୍ ଅପଡେଟ୍ରେ ଗୀତ ରଖିପାରିବେ
ନୂଆଦିଲ୍ଲୀ,୬।୪: ମେଟା-ମାଲିକାନାଧୀନ ପ୍ଲାଟଫର୍ମ ହ୍ୱାଟସଆପ୍ ଏକ ନୂତନ ଫିଚର ଆଣିଛି ଯାହା ୟୁଜରମାନଙ୍କୁ ସେମାନଙ୍କର ଷ୍ଟାଟସ୍ ଅପଡେଟରେ ଗୀତ ଯୋଡ଼ିବାକୁ ଅନୁମତି ଦେବ। ଏହି ଫିଚର, ଯାହା ପୂର୍ବରୁ ଇନଷ୍ଟାଗ୍ରାମ୍ ଏବଂ ଫେସବୁକ୍ ଭଳି ଅନ୍ୟ ପ୍ଲାଟଫର୍ମରେ ଉପଲବ୍ଧ ଥିଲା, ଏବେ…
ବସରୁ ସୁନା ହାର ଚୋରି: ଧରାପଡ଼ିଲେ ଅଭିଯୁକ୍ତ
ଭଞ୍ଜନଗର,୬।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଜଣେ ଲୁଟେରାଙ୍କୁ ରବିବାର ଗିରଫ କରିଛି। ସେ ହେଲେ ଗାମୁଣ୍ଡି ଗ୍ରାମର ଅବଳ କୁମାର ଜେନା। ପୋଲିସ ଗିରଫ ଅବଳଙ୍କୁ ଭଞ୍ଜନଗର କୋର୍ଟ ଚାଲାଣ କରିଛି। ମିଳିଥିବା ସୂଚନା ମୁତାବକ, ଗୁଣ୍ଡିରିବାଡ଼ିର ସୁଶାନ୍ତ…
IPL 2025: ମ୍ୟାଚ୍ ମଝିରେ ଆହତ ହେଲେ ଗୁଜରାଟ ଟାଇଟାନ୍ସ ଷ୍ଟାର, ଯନ୍ତ୍ରଣାରେ ଛଟପଟ ହୋଇ ପଡିଆ ଛାଡ଼ିଲେ
ହାଇଦ୍ରାବାଦ,୬।୪: ସନରାଇଜର୍ସ ହାଇଦ୍ରାବାଦ ଏବଂ ଗୁଜରାଟ ଟାଇଟାନ୍ସ ମଧ୍ୟରେ ଚଳିତ ସିଜିନ୍ ର ୧୯ ତମ ମୁକାବିଲା ଖେଳାଯାଉଛି। ଏହି ମୁକାବିଲାରେ ଟସ୍ ଗୁଜରାଟ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। କିନ୍ତୁ ପାୱାରପ୍ଲେ ସମୟରେ ଦଳକୁ ବଡ଼ ଝଟକା ଲାଗିଛି। ଷ୍ଟାର…
ଓ୍ବାଲର୍ଡ ବକ୍ସିଂ କପ୍ରେ ଭାରତକୁ ୬ ପଦକ
ନୂଆଦିଲ୍ଲୀ,୬ା୪: ବ୍ରାଜିଲର ଫଜ ଡୋ ଆଇଗୁଆକୁଠାରେ ଅନୁଷ୍ଠିତ ଓ୍ବାଲର୍ଡ ବକ୍ସିଂ କପ୍ ଟୁର୍ନାମେଣ୍ଟରେ ଭାରତୀୟ ବକ୍ସରମାନେ ୬ ପଦକ ଜିତିଛନ୍ତି। ପଦକ ତାଲିକାରେ ଗୋଟିଏ ଲେଖାଏ ସ୍ବର୍ଣ୍ଣ ଓ ରୌପ୍ୟ ସହିତ ୪ ବ୍ରୋଞ୍ଜ ରହିଛି। ହିତେଶ ପ୍ରଥମ ଭାରତୀୟ ଭାବେ…
ମୁମ୍ବାଇ ଦଳରେ ବୁମରାଙ୍କ ଏଣ୍ଟ୍ରି: ବଦଳିବ କି ଦଳର ଭାଗ୍ୟ ?
ନୂଆଦିଲ୍ଲୀ,୬ା୪: ଭାରତୀୟ ପ୍ରିମିୟର ପେସର ଯଶପ୍ରୀତ ବୁମରା ଆନୁଷ୍ଠାନିକ ଭାବେ ରବିବାର ମୁମ୍ବାଇ ଇଣ୍ଡିଆନ୍ସ (ଏମ୍ଆଇ) ଦଳରେ ଯୋଗଦେଇଛନ୍ତି। ୫ ଥରର ଚାମ୍ପିୟନ ଦଳ ପକ୍ଷରୁ ସୋସିଆଲ ମିଡିଆ ଜରିଆରେ ଏ ନେଇ ସୂଚନା ଦିଆଯାଇଛି। ବିସିସିଆଇର ସେଣ୍ଟର ଅଫ ଏକ୍ସିଲେନ୍ସ…
ସିଙ୍ଗାରି ଘାଟିରେ ଓଲଟିଲା ଟ୍ରାକ୍ଟର
ଥୁଆମୂଳ ରାମପୁର,୬।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର-କଳମପୁର ମୁଖ୍ୟ ରାସ୍ତା ସିଙ୍ଗାରି ଘାଟିରେ ରବିବାର ଏକ ଟ୍ରାକ୍ଟର ଓଲଟି ଦୁର୍ଘଟଣାଗ୍ରସ୍ତ ହୋଇଛି। ହେଲେ ଟ୍ରାକ୍ଟର ତଳେ ଚାପି ହୋଇ ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି। ସେ ହେଲେ କଲମପୁର ଥାନା…
ରାମନବମୀରେ ରକ୍ତ ଦାନ କଲେ ସ୍ବେଚ୍ଛାସେବୀ
ପୁରୁଷୋତ୍ତମପୁର,୬।୪(ସୀମାଞ୍ଚଳ ମିଶ୍ର): ପବିତ୍ର ଶ୍ରୀରାମନବମୀ ଏବଂ ଭାଜପା ଯୁବନେତା ତଥା ସାମାଜିକ କର୍ମୀ ସୀତାରାମ ପାଣିଗ୍ରାହୀଙ୍କ ରବିବାର ଜନ୍ମଦିବସ ଅବସରରେ ଏକ ରକ୍ତଦାନ ଶିବିର ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅଧୀନ କୋଳାସିଙ୍ଗି ଗ୍ରାମରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ସୀତାରାମ…
ଭାଟୁଣିଆଁରେ ୧୮ ଟିକିଆ ହାତୀପଲ: ଲୋକେ ଆତଙ୍କିତ
କେନ୍ଦୁଝର,୬ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବନାଞ୍ଚଳ ପଦ୍ମପୁର ପଞ୍ଚାୟତ ଭାଟୁଣିଆଁ ଗ୍ରାମର ନାଳ ନିକଟରେ ୧୮ଟିକିଆ ହାତୀପଲ ଦିନବେଳେ ଡେରା ପକାଇଛନ୍ତି। ଶନିବାର ସନ୍ଧ୍ୟାରେ ଆମ୍ବଡହରାରୁ ହାତୀପୋଲ କୁଡ଼ିଆଘରା ଟିକରପଡ଼ା ଗ୍ରାମଦେଇ କାଦଗଡ଼ ମକରମେଳା ସେଠାରୁ ରେଳଲାଇନ୍ ଅତିକ୍ରମ କରି…
Archives


