ଧୋନୀଙ୍କ ଅବସର ଚର୍ଚ୍ଚା ଭିତରେ CSK coachଙ୍କର ବଡ଼ ବୟାନ, ସମସ୍ତେ କାବା
ଚେନ୍ନାଇ,୬।୪: ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ଏବଂ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ମଧ୍ୟରେ ଶନିବାର ଖେଳାଯାଇଥିବା ଆଇପିଏଲ ୨୦୨୫ ମ୍ୟାଚ ପରେ ଏମଏସ ଧୋନୀଙ୍କ ଅବସର ନେଇ ଗୁଜବ ଜୋର ଧରିଛିା। ଏହି ମ୍ୟାଚରେ ସିଏସକେ ୨୫ ରନରେ ହାରି ଯାଇଛି…
ବନ୍ଧୁତାରୁ ପ୍ରେମ…IPL ଖେଳୁଥିବା ଏହି କ୍ରିକେଟର ନିଜଠାରୁ ୭ ବର୍ଷ ବଡ଼ ମୁସଲମାନ ଅଭିନେତ୍ରୀଙ୍କୁ କରିଛନ୍ତି ବିବାହ, ଏବେ…
ନୂଆଦିଲ୍ଲୀ,୬।୪: ବନ୍ଧୁତା ଧୀରେ ଧୀରେ ପ୍ରେମରେ ପରିଣତ ହୋଇଥିଲା। ଶେଷରେ ସେମାନେ ଆଉ ପାଦେ ଆଗକୁ ଯାଇ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ଆମେ କହୁଛୁ ଆଇପିଏଲ ଖେଳୁଥିବା କ୍ରିକେଟର ଶିବମ ଦୁବେଙ୍କ କଥା। ଜଣେ ହିନ୍ଦୁ ହେଲେ ବି ସେ…
ବଡ଼ ଖବର: ହ୍ବାଇଟ ହାଉସ୍ ଛାଡିବେ ଏଲନ ମସ୍କ
ଓ୍ବାଶିଂଟନ୍, ୬।୪: ଆମେରିକା ପ୍ରଶାସନରେ ବଡ଼ ଚେହେରା ବନିଥିବା ଏଲନ ମସ୍କ ଖୁବଶୀଘ୍ର ହ୍ବାଇଟ ହାଉସ୍ ଛାଡି ପାରନ୍ତି। ଏନେଇ ବଡ଼ ଖବର ସାମ୍ନାକୁ ଆସିଛି। ଏଲନ ମସ୍କ ଏବଂ ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ଥିବା ନିବିଡ଼ ସମ୍ପର୍କ ଏବେ ଆଲୋଚନାରେ…
ସ୍ବଚ୍ଛତା ସୃଷ୍ଟିକରେ ସୁସ୍ଥ ପରିବେଶ, ବାତାବରଣ
ରାଇକିଆ,୬।୪(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ପଞ୍ଚାୟତ ତରଫରୁ ରବିବାର ସ୍ବଚ୍ଛତା ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଅଛି । ଓଡ଼ିଆ ପକ୍ଷ ପାଳନ ଅବସରରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବିଭିନ୍ନ ଐତିହ୍ୟ ଓ ଦେବାଳୟ ମାନଙ୍କରେ ସଫେଇ କରାଯିବା ସହ ପରିମଳ…
ଗଞ୍ଜାମ ସହରରେ ଶ୍ରୀରାମ ନବମୀ: ଋଷୁକୂଲ୍ୟାରୁ ଅଣାଗଲା ଜଳ ଭାର
ଗଞ୍ଜାମ,୬।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହରରେ ଶ୍ରୀରାମ ନବମୀ ଧୂମଧାମରେ ପାଳିତ ହେଉଛ।ଏହି ଉପଲକ୍ଷେ ଶନିବାର ସନ୍ଧ୍ୟାରେ କଳସ ଯାତ୍ରା ଅନୁଷ୍ଠିତ ହେବା ପରେ ପୁଇଁତୋଳା ହନୁମାନ ମନ୍ଦିରରେ ରବିବାର ସକାଳେ ଅଷ୍ଟପ୍ରହରୀ ନାମଯଜ୍ଞ ଆରମ୍ଭ ହୋଇଛ। ଏହାକୁ ଗ୍ରାମବାସୀ ପରିଚାଳନା…
ଭାଜପାର ୪୬ ତମ ପ୍ରତିଷ୍ଠା ଦିବସ ଘରେ ଘରେ ପତାକା କାର୍ଯ୍ୟକ୍ରମ ଶୁଭାରମ୍ଭ
ଭଞ୍ଜନଗର,୬।୪(ବାବୁଲା ପ୍ରଧାନ): ଭାଜପା ର ୪୬ ତମ ପ୍ରତିଷ୍ଠା ଦିବସ ରବିବାର ଓ ସୋମବାର ଦୁଇଦିନ ପାଳିତ ହେବ। ଏହି ଅବସରରେ ସମସ୍ତଙ୍କ ଘରେ ପତାକା ଲଗାଇବା କାର୍ଯ୍ୟକ୍ରମ ସହ ସମାଜସେବା କାର୍ଯ୍ୟକ୍ରମ ରହିଛି। ଏହିଭଳି ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର…
‘ସେ ଗୋଟିଏ ପାଗଳ’…ବଡ଼ ଆନ୍ଦୋଳନ, ଟ୍ରମ୍ପଙ୍କ ବିରୋଧରେ ରାଜରାସ୍ତାକୁ ଓହ୍ଲାଇଲେ ହଜାର ହଜାର ଲୋକ
ନୂଆଦିଲ୍ଲୀ,୬।୪: ଆମେରିକାରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ତାଙ୍କର ପ୍ରମୁଖ ଉପଦେଷ୍ଟା ତଥା ବିଲିୟନେୟାର ଏଲନ ମସ୍କଙ୍କ ବିରୋଧରେ ହଜାର ହଜାର ଲୋକ ରାସ୍ତାକୁ ଓହ୍ଲାଇଛନ୍ତି। “ହ୍ୟାଣ୍ଡସ ଅଫ” ନାମକ ଏହି ପ୍ରତିବାଦ ଆମେରିକାର ବିଭିନ୍ନ ସହରରେ ଏବଂ ୟୁରୋପର କିଛି…
ମା’ ତାରାତାରିଣୀଙ୍କ ଦର୍ଶନ କଲେ ହାଇକୋର୍ଟ ମୁଖ୍ୟ ବିଚାରପତି
ଛତ୍ରପୁର/ପୁରୁଷୋତ୍ତମପୁର,୬।୪(ସନ୍ତୋଷ ପାଢ଼ୀ/ସିମାଞ୍ଚଳ ମିଶ୍ର): ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ହରିଶ ଟଣ୍ଡନ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ମନ୍ଦିରକୁ ଆସି ମାଙ୍କ ଦର୍ଶନ କରିଥିଲେ। ପରେ ମା’ଙ୍କ ଠାରେ ପୂଜାର୍ଚନା କରିଥିଲେ ହାଇକୋର୍ଟର ମୁଖ୍ୟ ବିଚାରପତି ହେବା…
ଉଠିଲା ବେଳକୁ ଅଗଣାରେ ଭାଲୁ, ପରେ ଯୁବକଙ୍କୁ ଯାହା କଲା…
ପାଟଣା,୬।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ସ୍ବାମ ପୁରୁଣା ମୁଣ୍ଡା ସାହିକୁ ରବିବାର ସକାଳୁ ଏକ ବଣୁଆ ଭାଲୁ ପଶି ଆସିଥିଲା। ପରେ ଭାଲୁଟି ଅଗଣାରେ ଛିଡା ହୋଇଥିବା ଜଣେ ଯୁବକଙ୍କୁ ଆକ୍ରମଣ କରଥିଲା। ଯୁବକ ଜଣଙ୍କୁ ଗୁରୁତର…
ଟ୍ରମ୍ପଙ୍କ ଟାରିଫ୍, ମୋଦିଙ୍କ Make in Indiaକୁ ଜୋରଦାର୍ ଝଟ୍କା!
ନୂଆଦିଲ୍ଲୀ,୬।୪:ଏପ୍ରିଲ ୨ରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ ସମେତ ବିଶ୍ୱର ଅନେକ ଦେଶ ଉପରେ ପାରସ୍ପରିକ ଶୁଳ୍କ ଘୋଷଣା କରିଛନ୍ତି। ଯାହା ପରେ ସାରା ବିଶ୍ୱରେ ଷ୍ଟକ ମାର୍କେଟ ଏବଂ କମୋଡିଟି ବଜାରରେ ହଇଚଇ ସୃଷ୍ଟି ହୋଇଛି। ଏହାର ପ୍ରଭାବ…
ଅନୁଗୋଳରେ ଏନକାଉଣ୍ଟର, କୁଖ୍ୟାତ ଅପରାଧି କ୍ଷୀରୋଦ ନାୟକ ଗୁରୁତର
ଅନୁଗୋଳ ଅଫିସ,୬।୪(ମାନସ ବିଶ୍ୱାଳ): ଅନୁଗୋଳ ଟାଉନ ଥାନା ଅନ୍ତର୍ଗତ କୁରୁଡ଼ୋଲ ହନୁମାନ ବାଟିକା ନିକଟ ଆମ୍ବ ବଗିଚା ଠାରେ ଶନିବାର ବିଳମ୍ବତ ରାତିରେ ଏନକାଉଣ୍ଟର ହୋଇଛି। ଏହି ଏନକାଉଣ୍ଟରରେ କୁଖ୍ୟାତ ଅପରାଧୀ କ୍ଷୀରୋଦ ନାୟକ ଗୁରୁତର ହୋଇ ଜିଲା ମୁଖ୍ୟ ଚିକିତ୍ସାଳୟରେ…
୫୬ ହଜାରକୁ ଖସିପାରେ ସୁନା ଦର
ନୂଆଦିଲ୍ଲୀ,୬।୪: ସୁନା ଦର ଏବେ ସର୍ବୋଚ୍ଚ ସ୍ତରରେ ପହଞ୍ଚତ୍ଥିବାବେଳେ ଆଗାମୀ ବର୍ଷରେ ଏହା ସମ୍ଭବତଃ ୩୮%ହ୍ରାସ ପାଇ ୫୬,୦୦୦ ଟଙ୍କାକୁ ଖସିପାରେ ବୋଲି ବିଶେଷଜ୍ଞମାନେ ପୂର୍ବାନୁମାନ କରିଛନ୍ତି। ଯୋଗାଣ ବୃଦ୍ଧି, ଚାହିଦା କମିବା ଏବଂ ବଜାର ପରିପୂର୍ଣ୍ଣତା କାରଣରୁ ଦର ଖସିପାରେ…
Archives


