ଘାତକ ସାଜୁଛି ଚାନ୍ଦିପୁରା ଭାଇରସ୍! ୪୧ ଆକ୍ରାନ୍ତ, ୨୭ ମୃତ
ଅହମ୍ମଦାବାଦ,୧୪।୮: ସ୍ବାସ୍ଥ୍ୟ ବିଭାଗର ସଦ୍ୟତମ ରିପୋର୍ଟ ଅନୁଯାୟୀ ଜୁନ ୩୦ରୁ ଅଗଷ୍ଟ ୧୨ ମଧ୍ୟରେ ଗୁଜରାଟରେ ୨୩୮ଟି ସନ୍ଦିଗ୍ଧ ଚାନ୍ଦିପୁରା ଭୂତାଣୁ ମାମଲା ଏବଂ ୪୧ଟି ଲାବୋରେଟୋରି-ନିଶ୍ଚିତ ସଂକ୍ରମଣ ରେକର୍ଡ କରାଯାଇଛି। ୪୧ଜଣ ନିଶ୍ଚିତ ରୋଗୀଙ୍କ ମଧ୍ୟରୁ ୨୭ଜଣଙ୍କ ମୃତ୍ୟୁ ହୋଇଥିତ୍ବାବେଳେ…
ମନନ ମିଶ୍ରାଙ୍କ ଇସ୍ତଫା ଦାବି କରି ଆନ୍ଦୋଳନ କରିବ CJP! ଜାଣନ୍ତୁ ସେ କିଏ, ଆଉ କାହିଁକି ତାଙ୍କୁ ଘେରିବେ ଅଭିଜିତ
ନୂଆଦିଲ୍ଲୀ,୧୪।୮: ଭାରତର ପ୍ରଧାନ ବିଚାରପତି (CJI) ସୂର୍ଯ୍ୟକାନ୍ତଙ୍କୁ NALSAR ୟୁନିଭର୍ସିଟି ଅଫ ଲ’ର ଦୀକ୍ଷାନ୍ତ ସମାରୋହକୁ ଆମନ୍ତ୍ରଣ କରିବାକୁ ବିରୋଧ କରିବା ଘଟଣା ନୂଆ ମୋଡ଼ ନେଇଛି। ବିରୋଧ କରିଥିବା ଛାତ୍ରମାନଙ୍କ ବିରୋଧରେ ତଦନ୍ତ କରିବା ଏବଂ ସେମାନଙ୍କୁ ଓକିଲ ଭାବେ…
ଖେଳାଳିଙ୍କ ଝଗଡ଼ାରେ କ୍ରିକେଟ କୋଚ୍ଙ୍କ ମୃତ୍ୟୁ: ଖେଳିଗଲା ଶୋକର ଛାୟା
କଲମ୍ବୋ,୧୪ା୮(ପିଟି): ଶ୍ରୀଲଙ୍କାର ପୂର୍ବତନ ଅଧିନାୟକ କୁଶାଲ ମେଣ୍ଡିସଙ୍କୁ ପିଲାଦିନେ ମେଣ୍ଟର କରିଥିବା ୬୨ ବର୍ଷୀୟ କୋଚ୍ ସୁମିତ ଫର୍ନାଣ୍ଡୋ ଏକ ସ୍କୁଲ ମ୍ୟାଚ୍ ବେଳେ ଖେଳାଳିଙ୍କ ଝଗଡ଼ାରେ ପ୍ରାଣ ହରାଇଛନ୍ତି। ଏହି ଘଟଣାରେ ୧୭ ବର୍ଷୀୟ ସ୍କୁଲ ଖେଳାଳିଙ୍କୁ ମାରପିଟ୍ କରିବା…
‘PM ମୋଦିଙ୍କୁ ରାତିରେ ସେ ପର୍ଯ୍ୟନ୍ତ ଶୋଇବାକୁ ଦେବୁନି, ଯେ ପର୍ଯ୍ୟନ୍ତ…’ ରାହୁଲ ଗାନ୍ଧୀଙ୍କ ତୀବ୍ର ଆକ୍ରମଣ
ନୂଆଦିଲ୍ଲୀ,୧୪।୮: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ମୋଦି ସରକାରଙ୍କୁ ଟାର୍ଗେଟ କରି କହିଛନ୍ତି ଯେ, ଏହି ଲୋକମାନେ ଦେଶକୁ ଭିତରୁ ଦୁର୍ବଳ କରିଦେଇଛନ୍ତି। ଏହା ସହିତ ଭାରତର ବୈଦେଶିକ ନୀତିକୁ ମଧ୍ୟ ନଷ୍ଟ କରିଦେଇଛନ୍ତି। ସେମାନେ ଏସବୁ କେବଳ ନିଜର…
ଆପଣ ନ କରିପାରିଲେ ଆମେ କରିବୁ…. କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ଭର୍ତ୍ସନା
ନୂଆଦିଲ୍ଲୀ,୧୪।୮: ଅଧିକ ପରିମାଣର ଚିନି, ଲୁଣ ଏବଂ ସନ୍ତୁଳିତ ଚର୍ବି (ସାଚୁରେଟେଡ୍ ଫ୍ୟାଟ୍) ଥିବା ପ୍ୟାକେଟଯୁକ୍ତ ଖାଦ୍ୟ ସାମଗ୍ରୀ ଉପରେ ‘ଫ୍ରଣ୍ଟ-ଅଫ୍-ପ୍ୟାକ ୱାର୍ଣ୍ଣିଂ ଲେବଲ’(ଖାଦ୍ୟ ପ୍ୟାକେଟ ଉପରେ ଚେତାବନୀ ସୂଚକ ଚିହ୍ନ) ନ ଲଗାଇବାକୁ ନେଇ ଗୁରୁବାର ସୁପ୍ରିମକୋର୍ଟ କେନ୍ଦ୍ର ସରକାରଙ୍କୁ…
ଲାବ୍ରେ ତିଆରି ହେଉଛି ‘ମିନି-ବ୍ରେନ୍’: ଜାଣିଲେ ହେବେ ଆଶ୍ଚର୍ଯ୍ୟ
ନୂଆଦିଲ୍ଲୀ, ୧୪ା୮:ଶରୀରର ଛୋଟ ଚର୍ମ କୋଷିକାରୁ ମାନବ ମସ୍ତିଷ୍କର ଜୀବନ୍ତ ଟିସୁ ପ୍ରସ୍ତୁତ କରିବା ଆଉ କେବଳ କଳ୍ପନା କିମ୍ବା ବିଜ୍ଞାନ କାହାଣୀରେ ସୀମିତ ହୋଇରହିନାହିଁ। ଆମେରିକା ଏବଂ ଅଷ୍ଟ୍ରେଲିଆର ବିଜ୍ଞାନାଗାର (ଲାବ୍)ରେ ଗବେଷକମାନେ ସଫଳତାର ସହ ‘ବ୍ରେନ୍ ଅର୍ଗାନଏଡ୍’ ତଥା…
ଆଜି ମେଷ-ମିଥୁନ ସମେତ ୫ ରାଶିର ଭାଗ୍ୟୋଦୟ, ଗ୍ରହ ଚଳନରୁ ଧନ- କ୍ୟାରିୟରରେ ମିଳିବ ବଡ଼ ଖୁସିଖବର
ଆଜି ଶ୍ରାବଣ ଶୁକ୍ଳ ପକ୍ଷର ପ୍ରତିପଦା ତିଥି ଏବଂ ଶୁକ୍ରବାର। ଦୃକ ପଞ୍ଚାଙ୍ଗ ଅନୁସାରେ ପ୍ରତିପଦା ତିଥି ସନ୍ଧ୍ୟା ୬ଟା ୪୬ ମିନିଟ ପର୍ଯ୍ୟନ୍ତ ରହିବ। ଏହାପରେ ଶ୍ରାବଣ ଶୁକ୍ଳ ପକ୍ଷର ତୃତୀୟା ତିଥି ଆରମ୍ଭ ହେବ। ଏହି ଦିନ ପୂର୍ବାଫାଲ୍ଗୁନୀ…
ଥମିନି ବର୍ଷାର ପ୍ରକୋପ: ଆଜି ବି ସ୍ଥଗିତ ରହିଲା ସେକେଣ୍ଡ ସେମିଷ୍ଟାର ପରୀକ୍ଷା
ବରଗଡ଼,୧୪।୮(ପ୍ରେମାନନ୍ଦ ଖମାରୀ):ପଶ୍ଚିମ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ଗୁରୁବାରରୁ ଲଗାତାର ବର୍ଷା ଯୋଗୁ ଗୁରୁତର ବନ୍ୟା ସଦୃଶ ପରିସ୍ଥିତି ସୃଷ୍ଟି ହୋଇଛି। ଏହାକୁ ଦୃଷ୍ଟିରେ ରଖି ଗୁରୁବାର ସମ୍ବଲପୁର ବିଶବିଦ୍ୟାଳୟ ଅଧୀନ କଲେଜ ଗୁଡିକରେ ଚାଲିଥିବା ଯୁକ୍ତତିନି ସେକେଣ୍ଡ ସେମିଷ୍ଟାର ପରୀକ୍ଷା ସ୍ଥଗିତ…
ନନ୍ଦନକାନନକୁ ଆସିବେ ନୂଆ ଅତିଥି: ଆଫ୍ରିକାରୁ ଚିତା, ଅଷ୍ଟ୍ରେଲିଆରୁ ନାଲି କଙ୍ଗାରୁ
ବାରଙ୍ଗ,୧୪।୮(ଲିଙ୍ଗରାଜ ରାଉତ): ପ୍ରାଣୀ ଉଦ୍ୟାନ ନନ୍ଦନକାନନକୁ ଆସିବେ ନୂଆ ଅତିଥି। ଏଥିପାଇଁ ନନ୍ଦନକାନନ ପକ୍ଷରୁ ପ୍ରସ୍ତୁତି ପର୍ବ ଆରମ୍ଭ ହୋଇଯାଇଛି। ପ୍ରତିଷ୍ଠା ଦିବସ ପୂର୍ବରୁ ନୂଆ ପ୍ରାଣୀମାନନ୍ତୁ ଆଣି ପର୍ଯ୍ୟଟକଙ୍କୁ ନୂଆବର୍ଷର ଭେଟି ଦେବାକୁ ନନ୍ଦନକାନନ ଯୋଜନା କରିଛି। ନୂତନ ଜ୍ଞାନକୌଶଳ…
ଗାଁରେ ପହଞ୍ଚିପାରିଲାନି ଆମ୍ବୁଲାନ୍ସ, ଖଟିଆରେ ବୁହାହେଲେ ଗର୍ଭବତୀ
ଝରିଗାଁ, ୧୪।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଚକଲାପଦର ପଞ୍ଚାୟତ ଅନ୍ତର୍ଗତ ଚାରଡଙ୍ଗରିପଡା ଗ୍ରାମକୁ ରାସ୍ତା ନଥିବା ବେଳେ ଆମ୍ବୁଲାନ୍ସ ଯାଇ ନ ପାରିବାରୁ ଜଣେ ଗର୍ଭବତୀ ମହିଳାଙ୍କୁ ଖଟିଆରେ ବୁହା ହୋଇଥିବା ଜଣାପଡିଛି। ସୂଚନା ପ୍ରକାରେ ଡକରିକୋଟ…
ଅବପାତରେ ପରିଣତ ହେଲା ଲଘୁଚାପ: ଆହୁରି ୪ଦିନ ଭୀଷଣ ବର୍ଷା, ୧୩ ଜିଲାକୁ ଓ୍ବାର୍ନିଂ
ଭୁୁବନେଶ୍ୱର, ୧୩ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଗୁରୁବାର ସକାଳ ୮ଟା ୩୦ରେ ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ ହୋଇଛି। ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରୁଥିବାବେଳେ ସନ୍ଧ୍ୟା ସୁଦ୍ଧା ବାରିପଦାଠାରୁ ୧୮୦କି.ମି.…
ମହିଳା ଜନପ୍ରତିନିଧିଙ୍କୁ ବ୍ଲାକ୍ମେଲ କରି ବନ୍ଧା ହେଲେ ଯୁବକ
ଧରାକୋଟ,୧୩ା୮(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଫେକ୍ ଆଇଡି ଖୋଲି ଜଣେ ମହିଳା ଜନ ପ୍ରତିନିଧିଙ୍କୁ ବ୍ଲାକମେଲ କରିବା ସହ ଧମକ ଦେବା ଓ ଫଟୋ ଏଡିଟ୍ କରି ଭାଇରାଲ କରିବା ଅଭିଯୋଗରେ ଜଣେ ଯୁବକଙ୍କୁ ଧରାକୋଟ ପୋଲିସ ଗିରଫ କରିଛି। ସେ ହେଲେ…

