Home Left

ବିଜେଡିରେ ଲିଡରସିପ୍‌ କ୍ରାଇସିସ: ଦଳ ଚଳାଉଥିବା ଡାଇରେକ୍ଟର ପାର୍ଟି ଛାଡ଼ି ପଳାଇବା ଯୋଜନାରେ କାହିଁକି ଏମିତି କହିଲେ କୃଷ୍ଣ

ଭୁବନେଶ୍ୱର,୫।୪: ବିଜେଡି କନ୍ଦଳକୁ ନେଇ ବଡ଼ ବୟାନ ଦେଲେ ଯୋଗାଣ ମନ୍ତ୍ରୀ କୃଷ୍ଣ ପାତ୍ର। ବିଜେଡି ଭବିଷ୍ୟତ ଏବେ ଅନ୍ଧାର ବୋଲି ସେ କହିଛନ୍ତି। ମନ୍ତ୍ରୀ ଆହୁରି କହିଛନ୍ତି, ଦଳରେ ନେତୃତ୍ୱ ଅଭାବ ରହିଛି। ବିଜେଡିରେ ଲିଡରସିପ କ୍ରାଇସିସ ଚାଲିଛି। ଏପଟେ…

ସରିଲା ବିଜ୍‌ନେସ୍‌ ଏମିନେନ୍ସ ଆଓ୍ବାର୍ଡ -୨୦୨୫

ଭୁବନେଶ୍ୱର,୫ା୪: ଓଡ଼ିଶାପୋଷ୍ଟ ଏବଂ ଧରିତ୍ରୀର ମିଳିତ ଆନୁକୂଲ୍ୟରେ ଶନିବାର ସ୍ବସ୍ତି ପ୍ରିମିୟମରେ ଆୟୋଜିତ ହୋଇଥିବା ବିଜ୍‌ନେସ୍‌ ଏମିନେନ୍ସ ଆଓ୍ବାର୍ଡ-୨୦୨୫ ଇତିମଧ୍ୟରେ ଉଦ୍‌ଯାପିତ ହୋଇଯାଇଛି। କାର୍ଯ୍ୟକ୍ରମ ଶେଷରେ ଧରିତ୍ରୀ ଏବଂ ଓଡ଼ିଶାପୋଷ୍ଟ ମୁଖ୍ୟ କାର୍ଯ୍ୟନିର୍ବାହୀ ଆଦ୍ୟାଶା ସତପଥୀ ଧନ୍ୟବାଦ ଦେଇଥିଲେ।  କାର୍ଯ୍ୟକ୍ରମରେ ଉପସ୍ଥିତ…

ଡ୍ରଗ୍ସ ନେଇ ଯାଉଥିବାବେଳେ ଧରାପଡିଲେ କ୍ରିକେଟ ଅଧିନାୟକ: ବାନ୍ଧିଲା ପୋଲିସ

ନୂଆଦିଲ୍ଲୀ,୫।୪:କ୍ରିକେଟ ଜଗତରେ ସମୟ ସମୟରେ ନୂତନ ବିବାଦ ଉପୁଜିଥାଏ। କେତେବେଳେ ମ୍ୟାଚ ଫିକ୍ସିଂ, କେତେବେଳେ ଦୁର୍ବ୍ୟବହାର ମାମଲା ସାମ୍ନାକୁ ଆସେ। ଏବେ ଏକ ଦେଶର ଜାତୀୟ କ୍ରିକେଟ ଦଳର ଅଧିନାୟକ ଡ୍ରଗ୍ସ ସହିତ ଧରାପଡ଼ିଛନ୍ତି। ଏହି ଖେଳାଳିଙ୍କ ନାମ ନିକୋଲାସ କିର୍ଟନ।…

ବଦ୍ରିଙ୍କ ତେର୍ଚ୍ଛା ବାଣ: ସସ୍ମିତ ଏତେ ବଡ଼ ସାହସ କଲେ କେମିତି? ତାଙ୍କ ପଛରେ କିଏ?

ଭୁବନେଶ୍ୱର, ୫।୪:  ବିଜେଡିରେ ଓ୍ବକଫ ବିଲକୁ ନେଇ ଅସ୍ପଷ୍ଟ ନୀତି ଦଳ ଭିତରେ ଅସ୍ଥିରତା ସୃଷ୍ଟି କରିଛି। ଏହି ବିଲ ଶୁକ୍ରବାର ସକାଳେ ରାଜ୍ୟ ସଭାରେ ପାରିତ ହୋଇଥିବା ସମୟରେ ଦଳୀୟ ଏମପିଙ୍କ ମଧ୍ୟରେ ମତଭେଦ ଦେଖାଦେଇଛି। କୁହାଯାଉଛି ଯେ, ଦଳର…

ଭଞ୍ଜନଗର ବାର ଆସୋସିଏସନ ନବନିର୍ବାଚିତ କର୍ମକର୍ତ୍ତା ନେଲେ ଶପଥ

ଭଞ୍ଜନଗର,୫।୪(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏସନର ନବନିର୍ବାଚିତ କର୍ମକର୍ତ୍ତାଙ୍କ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏନେଇ କୋର୍ଟ ଲାଇବ୍ରେରୀ ହଲରେ ଶପଥ ଗ୍ରହଣ ଉତ୍ସବ ହୋଇଥିଲା। ସଭାପତି ଭାବେ ଲକ୍ଷ୍ମୀ ନାରାୟଣ ମହାପାତ୍ର, ସମ୍ପାଦକ ଭାବେ ଜ୍ୟୋତିରାଜ…

୪ ବର୍ଷର ପୁଅ ଆଗରେ ଚାଲିଗଲା ମା’ ବାପାଙ୍କ ଜୀବନ

ଯାଜପୁର,୫।୪: ୪ ବର୍ଷର ପୁଅ ଆଗରେ ଚାଲିଗଲା ମା’ ବାପାଙ୍କ ଜୀବନ। ଏଭଳି ଅଭାବନୀୟ ଘଟଣା ଘଟିଛି ଯାଜପୁର ଜିଲା ପାଣିକୋଇଲି ଥାନା ପୁରୁଣା ଟୋଲଗେଟ୍‌ ନିକଟରେ। ଏକ ଅଜଣା ଗାଡ଼ି ବାଇକ୍‌ରେ ଯାଉଥିବା ମା’ ବାପା ପିଲାଙ୍କୁ ଧକ୍କା ଦେଇଥିଲା।…

ସାମ୍ବାଦିକତା କ୍ଷେତ୍ରରେ ୫୦ବର୍ଷ ପୂରଣ ପାଇଁ ଧରିତ୍ରୀକୁ ପ୍ରଶଂସା: କେଭି ସିଂଦେଓ

ଭୁବନେଶ୍ୱର,୫।୪: ଧରିତ୍ରୀ ଏବଂ ଓଡ଼ିଶାପୋଷ୍ଟର ମିଳିତ ଆନୁକୂଲ୍ୟରେ ଶନିବାର ହୋଟେଲ ସ୍ବସ୍ତି ପ୍ରିମିୟମରେ ବିଜନେସ ଏମିନେନ୍ସ ଆଓ୍ବାର୍ଡସ ୨୦୨୫ ଆରମ୍ଭ ହୋଇଛି। ଉକ୍ତ କାର୍ଯ୍ୟକ୍ରମକୁ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପ୍ରଦୀପ ପ୍ରଜ୍ୱଳନ କରି ଉଦଘାଟନ…

କାର୍ଯ୍ୟକଳାପରେ ଅସନ୍ତୋଷ: ପଡ଼ିଆ ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା

ମାଲକାନଗିରି,୫।୪ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ପଡିଆ ବ୍ଲକରେ ଦୀର୍ଘ ଦିନ ଧରି ବ୍ଲକ୍‌ ଅଧ୍ୟକ୍ଷାଙ୍କ ବିରୋଧରେ ସମିତି ସଭ୍ୟଙ୍କ ବିକ୍ଷୋଭ ଚାଲିଥିବା ବେଳେ ଶୁକ୍ରବାର ଏହାର ଅବସାନ ଘଟିଛି। ୮ ଜଣ ସମିତି ସଭ୍ୟଙ୍କ ମଧ୍ୟରୁ ୭ ଜଣ ଶୁକ୍ରବାର…

ବ୍ଲକ୍‌ ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ସ୍ଥଗିତ

ମହାକାଳପଡ଼ା, ୫ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧ୍ୟକ୍ଷା କଳ୍ପନା ରାଉତଙ୍କ ମନମୁଖି କାର୍ଯ୍ୟ ବିରୋଧରେ ଶାସକ ଦଳର ୪୧ ପଞ୍ଚାୟତ ପ୍ରତିନିଧିମାନେ ଉପଜିଲାପାଳଙ୍କ ନିକଟରେ ଅଭିଯୋଗ କରିଥିଲେ। ଉପଜିଲାପାଳ ଅଭିଯୋଗକୁ ଭିତ୍ତିକରି ଆଇନଗତ ତର୍ଜମା ଓ ସମସ୍ତ…

ଭୋ ଭୋ ହୋଇ କାନ୍ଦିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୫।୪: ଲକ୍ଷ୍ନୌ ସୁପରଜାଏଣ୍ଟସ ହାତରେ ମୁମ୍ବାଇ ଇଣ୍ଡିଆନ୍ସର ପରାଜୟ ପରେ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ସମ୍ପୂର୍ଣ୍ଣ ଭାଙ୍ଗିପଡ଼ିଛନ୍ତି। ସିଜିନର ତୃତୀୟ ପରାଜୟରେ ନିରାଶ ହୋଇଥିବା ପାଣ୍ଡ୍ୟା ମ୍ୟାଚ ପରେ ଭାବପ୍ରବଣ ଦେଖାଯାଇଥିଲା। ତାଙ୍କର ଏକ ଫଟୋ ଭାଇରାଲ ହେଉଛି। ଏଥିରେ ସେ…

ଆରମ୍ଭ ହେଲା ବିଜ୍‌ନେସ୍‌ ଏମିନେନ୍ସ ଆଓ୍ବାର୍ଡ୍‌ସ-୨୦୨୫: ଉଦ୍‌ଘାଟନ କଲେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ

ଭୁବନେଶ୍ୱର,୫ା୪: ଧରିତ୍ରୀ ଏବଂ ଓଡ଼ିଶାପୋଷ୍ଟର ମିଳିତ ଆନୁକୂଲ୍ୟରେ ଶନିବାର ହୋଟେଲ ସ୍ବସ୍ତି ପ୍ରିମିୟମରେ ବିଜ୍‌ନେସ୍‌ ଏମିନେନ୍ସ ଆଓ୍ବାର୍ଡସ ୨୦୨୫ ଆରମ୍ଭ ହୋଇଛି। ଉକ୍ତ କାର୍ଯ୍ୟକ୍ରମକୁ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ ପ୍ରଦୀପ ପ୍ରଜ୍ୱଳନ କରି ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ସିଂଦେଓ ଉକ୍ତ…

ରାମନବମୀରେ ଉଦ୍‌ଘାଟନ ହେବ ନୂଆ ପାମ୍ବନ ରେଳ ସେତୁ: ମୋଦି କରିବେ ଶିଳାନ୍ୟାସ

ନୂଆଦିଲ୍ଲୀ,୫।୪: ରାମନବମୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାମିଲନାଡୁ ଗସ୍ତ କରି ରାମେଶ୍ୱରମକୁ ମୁଖ୍ୟ ଭୂମି ସହିତ ସଂଯୋଗ କରୁଥିବା ନୂତନ ପାମ୍ବନ ରେଳ ସେତୁ ଉଦଘାଟନ କରିବେ। ପ୍ରଧାନମନ୍ତ୍ରୀ ତାମିଲନାଡୁରେ ୮,୩୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ରେଳ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri