Home Left

ମୁମ୍ବାଇ ଦଳରେ ବୁମରାଙ୍କ ଏଣ୍ଟ୍ରି: ବଦଳିବ କି ଦଳର ଭାଗ୍ୟ ?

ନୂଆଦିଲ୍ଲୀ,୬ା୪: ଭାରତୀୟ ପ୍ରିମିୟର ପେସର ଯଶପ୍ରୀତ ବୁମରା ଆନୁଷ୍ଠାନିକ ଭାବେ ରବିବାର ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ଦଳରେ ଯୋଗଦେଇଛନ୍ତି। ୫ ଥରର ଚାମ୍ପିୟନ ଦଳ ପକ୍ଷରୁ ସୋସିଆଲ ମିଡିଆ ଜରିଆରେ ଏ ନେଇ ସୂଚନା ଦିଆଯାଇଛି। ବିସିସିଆଇର ସେଣ୍ଟର ଅଫ ଏକ୍ସିଲେନ୍ସ…

ସିଙ୍ଗାରି ଘାଟିରେ ଓଲଟିଲା ଟ୍ରାକ୍ଟର

ଥୁଆମୂଳ ରାମପୁର,୬।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର-କଳମପୁର ମୁଖ୍ୟ ରାସ୍ତା ସିଙ୍ଗାରି ଘାଟିରେ ରବିବାର ଏକ ଟ୍ରାକ୍ଟର ଓଲଟି ଦୁର୍ଘଟଣାଗ୍ରସ୍ତ ହୋଇଛି। ହେଲେ ଟ୍ରାକ୍ଟର ତଳେ ଚାପି ହୋଇ ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି। ସେ ହେଲେ କଲମପୁର ଥାନା…

ରାମନବମୀରେ ରକ୍ତ ଦାନ କଲେ ସ୍ବେଚ୍ଛାସେବୀ

ପୁରୁଷୋତ୍ତମପୁର,୬।୪(ସୀମାଞ୍ଚଳ ମିଶ୍ର): ପବିତ୍ର ଶ୍ରୀରାମନବମୀ ଏବଂ ଭାଜପା ଯୁବନେତା ତଥା ସାମାଜିକ କର୍ମୀ ସୀତାରାମ ପାଣିଗ୍ରାହୀଙ୍କ ରବିବାର ଜନ୍ମଦିବସ ଅବସରରେ ଏକ ରକ୍ତଦାନ ଶିବିର ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅଧୀନ କୋଳାସିଙ୍ଗି ଗ୍ରାମରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ସୀତାରାମ…

ଭାଟୁଣିଆଁରେ ୧୮ ଟିକିଆ ହାତୀପଲ: ଲୋକେ ଆତଙ୍କିତ

କେନ୍ଦୁଝର,୬ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବନାଞ୍ଚଳ ପଦ୍ମପୁର ପଞ୍ଚାୟତ ଭାଟୁଣିଆଁ ଗ୍ରାମର ନାଳ ନିକଟରେ ୧୮ଟିକିଆ ହାତୀପଲ ଦିନବେଳେ ଡେରା ପକାଇଛନ୍ତି। ଶନିବାର ସନ୍ଧ୍ୟାରେ ଆମ୍ବଡହରାରୁ ହାତୀପୋଲ କୁଡ଼ିଆଘରା ଟିକରପଡ଼ା ଗ୍ରାମଦେଇ କାଦଗଡ଼ ମକରମେଳା ସେଠାରୁ ରେଳଲାଇନ୍‌ ଅତିକ୍ରମ କରି…

ରାମନବମୀରେ କାମଧେନୁ ଗୋ-ଶାଳାର ଶିଳାନ୍ୟାସ କଲେ ମନ୍ତ୍ରୀ

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ଜନଜାତି ବହୁଳ ବଡ଼ବୁରୁଡ଼ା ଗ୍ରାମ ଶବରୀ ମାତା ଆଶ୍ରମ ଆନୁକୁଲ୍ୟରେ ରବିବାର ପବିତ୍ର ଶ୍ରୀରାମନବମୀ ଅବସରରେ କାମଧେନୁ ଗୋ- ଶାଳା ପ୍ରତିଷ୍ଠା ନିମନ୍ତେ ରାଜ୍ୟ ବାଣିଜ୍ୟ ପରିବହନ ଓ…

ଓଡ଼ିଆ ପକ୍ଷ ସଫେଇ କାର୍ଯ୍ୟକ୍ରମରେ ସାମିଲ ହେଲେ ବିଡିଓ

ଭଞ୍ଜନଗର,୬।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପଞ୍ଚାୟତ ସମିତି ପକ୍ଷରୁ ରବିବାର ଓଡ଼ିଆ ପକ୍ଷ ଅବସରରେ ବିଭିନ୍ନ ପଞ୍ଚାୟତରେ ସଫେଇ କାର୍ଯ୍ୟକ୍ରମ ହୋଇଥିଲା। ବିଡ଼ିଓ ପୂର୍ଣ୍ଣ ଚନ୍ଦ୍ର ପାଢ଼ୀ କାର୍ଯ୍ୟକ୍ରମରେ ଯୋଗଦେଇ ଏହାର ଶୁଭାରମ୍ଭ କରିଥିଲେ। ଏଥିରେ ଗ୍ରାମବାସୀ, ଅଙ୍ଗନୱାଡ଼ି କର୍ମୀ…

Video: ଟାର୍ଗେଟ ପୂରଣରେ ବିଫଳ ହେବାରୁ କର୍ମଚାରୀଙ୍କୁ କୁକୁର ସଜାଇଲେ, ତଦନ୍ତ ନିର୍ଦ୍ଦେଶ ଦେଲା ଶ୍ରମ ବିଭାଗ

କୋଚି, ୬।୪: କେରଳର କୋଚିସ୍ଥିତ ପେରୁମ୍ବୁରରେ ଥିବା ଏକ ପ୍ରାଇଭେଟ ମାର୍କେଟିଂ କମ୍ପାନୀର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉକ୍ତ ଭିଡିଓରେ ଖରାପ ପ୍ରଦର୍ଶନ କରିଥିବା ଜଣେ କର୍ମଚାରୀଙ୍କୁ ଅମାନବୀୟ ବ୍ୟବହାର କରାଯାଉଥିବାର ଦେଖିବାକୁ ମିଳିଛି।…

ବାଲେଶ୍ବରରେ ରାମନବମୀ ଶୋଭାଯାତ୍ରାରେ ନିଆରା ଦୃଶ୍ୟ

ବାଲେଶ୍ବର,୬।୪: ଆଜି ପବିତ୍ର ରାମନବମୀ। ସବୁଠି ଉତ୍ସବମୁଖର। ମନ୍ଦିରରେ ଶ୍ରଦ୍ଧାଳୁଙ୍କ ଭିଡ଼। ପ୍ରଭୁ ମର୍ଯ୍ୟାଦା ପୁରୁଷୋତ୍ତମ ରାମଚନ୍ଦ୍ରଙ୍କୁ ପୂଜାର୍ଚ୍ଚନା କରି ଆଶିଷ ଭିକ୍ଷା କରୁଛନ୍ତି ଶ୍ରଦ୍ଧାଳୁ। ଏହି ପରିପ୍ରେକ୍ଷୀରେ ବାଲେଶ୍ବରରେ ଶାନ୍ତି ଶୃଙ୍ଖଳାର ସହ ଶ୍ରୀରାମନବମୀ ଉପଲକ୍ଷେ ବାଇକ୍‌ ଶୋଭାଯାତ୍ରା ବାହାରିଛି।…

କେସିଙ୍ଗା ଏନ୍‌ଏସିରେ ସଫେଇ କଲେ ଅଧ୍ୟକ୍ଷ

କେସିଙ୍ଗା,୬ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସିର ଅଧ୍ୟକ୍ଷ ନୃପରାଜ ଯାଦବ ଓଡ଼ିଆ ପକ୍ଷ ପାଳନ ଉପଲକ୍ଷେ ସହରର ବିଭିନ୍ନ ସ୍ଥାନରେ ସଫେଇ କରିଥିଲେ। ପ୍ରଥମେ ଜଗନ୍ନାଥ ମନ୍ଦିରଠାରୁ ଆରମ୍ଭ କରି ଜାତୀୟ ରାଜପଥର ଉଭୟ ପାର୍ଶ୍ୱରେ ନିଜେ ଅଧ୍ୟକ୍ଷଙ୍କ ସମେତ…

ରୋହିତଙ୍କ ସହିତ କିପରି ରହିଛି ବିରାଟ କୋହଲିଙ୍କ ସମ୍ପର୍କ ? ସବୁଖୋଲି କହିଦେଲେ ବିରାଟ…

ମୁମ୍ବାଇ,୬ା୪: ଇଣ୍ଡିଆନ ପ୍ରିମିୟର ଲିଗର ଏକ ଗୁରୁତ୍ୱପୂର୍ଣ୍ଣ ମୁକାବିଲାରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆରସିବି) ଏବଂ ମୁମ୍ବାଇ ଇଣ୍ଡିଆନ୍ସ(ଏମଆଇ) ସୋମବାର ମୁହାଁମୁହିଁ ହେବେ। ଯେଉଁଥିରେ ଭାରତୀୟ ଦଳର ଦୁଇ ସୁପରଷ୍ଟାର ବ୍ୟାଟର ରୋହିତ ଶର୍ମା ଏବଂ ବିରାଟ କୋହଲିଙ୍କୁ ମଧ୍ୟ ଦେଖିବାକୁ ମିଳିବ।…

ରାମନବମୀରେ ଅଘଟଣ: ପୁଅର ଶାବଳ ମାଡ଼ରେ ବାପା ମୃତ, ମା’ ଗୁରୁତର

ସମ୍ବଲପୁର,୬ା୪(ପ୍ରମୋଦ ବହିଦାର): ରାମନବମୀରେ ସବୁଠି ଉତ୍ସବର ମାହୋଲ ରହିଥିବା ବେଳେ ସମ୍ବଲପୁର ଜିଲା ଯୁଯୁମରା ଥାନା ଝାଙ୍କରପାଲି ତୁରୀପଡ଼ାରେ ରବିବାର ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ପୁଅର ଶାବଳ ମାଡ଼ରେ ବାପାଙ୍କ ମୃତ୍ୟୁ ଘଟିଥିବା ବେଳେ ମା’ ଗୁରୁତର ହୋଇଛନ୍ତି।…

ଗ୍ୟାସ୍‌ ଟାଙ୍କି ଫାଟି ଜଳିଗଲା ଘର, ଲକ୍ଷାଧିକ ଟଙ୍କାର ଆସବାବପତ୍ର ପୋଡ଼ି ପାଉଁଶ

ଆନନ୍ଦପୁର,୬ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଖେତୁଆଳି ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ୩ ବଖରା ଜଳିପୋଡ଼ି ଛାରଖାର୍‌ ହୋଇଯାଇଛି। ଗ୍ରାମର ପୀତବାସ ଦାସଙ୍କ ଘରେ ଅଗ୍ନିକାଣ୍ଡ ଘଟିଥିଲା। ଏହି ଅଗ୍ନିକାଣ୍ଡରେ ରୋଷେଇ ଘରେ ଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri