ଥାର୍ଡ AC ଟିକେଟରେ ଫାଷ୍ଟ ACରେ କରନ୍ତୁ ଯାତ୍ରା! ରେଳବାଇର ଏହି ନିୟମ ଜାଣିନେଲେ ହେବେ ଉପକୃତ…
ନୂଆଦିଲ୍ଲୀ,୬।୪: ପ୍ରତିଦିନ ଭାରତରେ ଲକ୍ଷ ଲକ୍ଷ ଲୋକ ଟ୍ରେନରେ ଯାତ୍ରା କରନ୍ତି। ଅଧିକାଂଶ ଯାତ୍ରୀ ଏସି କିମ୍ବା ସ୍ଲିପର କୋଚରେ ଟିକେଟ ବୁକ୍ କରି ଯାତ୍ରା କରନ୍ତି। କିନ୍ତୁ ବହୁତ କମ ଲୋକ ଜାଣନ୍ତି ଯେ ଯଦି ଆପଣ ତୃତୀୟ ଏସିର…
ଅଫିସ ନା ଜେଲ୍? ଏଠାରେ କର୍ମଚାରୀଙ୍କୁ ମିଳିଥାଏ ଏମିତି ଦଣ୍ଡ, ଜାଣିଲେ…
ଯେକୌଣସି କମ୍ପାନୀରେ କାମ କରିବା ପାଇଁ କର୍ମଚାରୀଙ୍କୁ ଏପରି ଏକ ପରିବେଶ ଆବଶ୍ୟକ, ଯେଉଁଥିରେ କର୍ମଚାରୀ ତାଙ୍କ କାର୍ଯ୍ୟକୁ ସକାରାତ୍ମକ ଶକ୍ତି ସହିତ ଶେଷ କରିପାରିବେ। ତଥାପି, ଏପରି ବହୁତ କମ କମ୍ପାନୀ ଅଛି, ଯେଉଁଠାରେ ଜଣେ କୌଣସି ଅସୁବିଧା ଏବଂ…
ଗାଁରେ ମାଗଣା ସ୍ବାସ୍ଥ୍ୟ ଶିବିର ଆୟୋଜନ କରିଥିଲି
ନୟାଗଡ଼ ଜିଲା ଗଣିଆ ବ୍ଲକ ବେଲପଡ଼ା ଗ୍ରାମପଞ୍ଚାୟତ ଅନ୍ତର୍ଗତ ଓ୍ବାଲିପୁର ଗାଁର କୌଶଲ୍ୟା ଜେନା ଓ ସ୍ବର୍ଗତ ନୀଳାମ୍ବର ଜେନାଙ୍କ ମୁଁ ହେଲି ସାନପୁଅ। ବାପା ବୌଦ୍ଧ ଜିଲା ଆଡେନିଗଡ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଲାବୋରେଟୋରି ଟେକ୍ନିସିଆନ ଭାବେ କାର୍ଯ୍ୟରତ ଥିଲେ, ଆଉ…
ଜୟ ଶ୍ରୀରାମ ଧ୍ୱନିରେ କମ୍ପିଲା ଦାରିଙ୍ଗବାଡ଼ି
ଦାରିଙ୍ଗବାଡ଼ି,୬ା୪(ଅରୁଣ ସାହୁ): ଦାରିଙ୍ଗବାଡ଼ିରେ ରବିବାର ଶ୍ରୀରାମ ନବମୀ ପାଳିତ ହୋଇଯାଇଛି। ଏହି ଅବସରରେ ଶିବମନ୍ଦିର ପ୍ରାଙ୍ଗଣରେ ଏକତ୍ରିତ ହୋଇ ପ୍ରଥମେ ପୂଜାର୍ଚ୍ଚନା ସହ ସାମୁହିକ ହନୁମାନ ଚାଳିଶା ପଠନ କରିଥିଲେ। ପରେ ବିରାଟ ବାଇକ୍ ଶୋଭାଯାତ୍ରାରେ ବାହାରି ପ୍ରଥମେ ଡବେରୀ ସେଠାରୁ…
ରାମ ମନ୍ଦିରର ମୁଖ୍ୟ ପୂଜକଙ୍କ ଦରମା ଜାଣିଲେ ଉଡିବ ହୋସ୍, ପୂଜାରୀ ହୋଇ ବି ପ୍ରତି ମାସରେ ମିଳେ ଏତେ ଟଙ୍କା
ନୂଆଦିଲ୍ଲୀ,୬।୪: ଆଜି ସାରା ଦେଶରେ ରାମ ନବମୀ ପାଳନ କରାଯାଉଛି। ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଙ୍କ ସୂର୍ଯ୍ୟ ତିଳକ କରାଯାଇଛି। ଅଯୋଧ୍ୟାର ଭବ୍ୟ ଶ୍ରୀରାମ ଜନ୍ମଭୂମି ମନ୍ଦିର ୨୨ ଜାନୁଆରୀ ୨୦୨୪ରେ ଉଦଘାଟନ ହୋଇଥିଲା। ଏହି ଐତିହାସିକ ମୁହୂର୍ତ୍ତ ସହିତ, ମନ୍ଦିରରେ ରାମଲାଲାଙ୍କ…
US Deportation Video: ପ୍ରବାସୀଙ୍କ ନିର୍ବାସନକୁ ମଜା ଉଡାଇଲା ହ୍ବାଇଟ୍ ହାଉସ! ଭିଡିଓକୁ ନେଇ ନୂଆ ବିବାଦ
ଓ୍ବାଶିଂଟନ,୬।୪: ହ୍ବାଇଟ ହାଉସ ଦ୍ୱାରା ଏହାର ଅଫିସିଆଲ X ଆକାଉଣ୍ଟରେ ପୋଷ୍ଟ କରାଯାଇଥିବା ଏକ ଭିଡିଓକୁ ନେଇ ବିବାଦ ସୃଷ୍ଟି ହୋଇଛି। ସମାଲୋଚକମାନେ ଟ୍ରମ୍ପ ପ୍ରଶାସନ ଉପରେ ଦୁର୍ବଳ ପ୍ରବାସୀମାନଙ୍କ ଉପରେ ଅମାନବୀୟ ଅତ୍ୟାଚାର କରୁଥିବା ଅଭିଯୋଗ କରିଛନ୍ତି। ଅଟକ ପ୍ରବାସୀମାନଙ୍କୁ…
ଭୂପିନ୍ଦରଙ୍କ ବିସ୍ଫୋରକ ବୟାନ: ବର୍ତ୍ତମାନ କାଳବୈଶାଖୀ ଚାଲିଛି, ପବନ ବେଗ ଅଧିକ ଅଛି, କାହିଁକି କହିଲେ ଏମିତି…
ଭୁବନେଶ୍ୱର,୬ା୪: ବିଜେଡିର ବରିଷ୍ଠ ନେତା ଭୂପିନ୍ଦର ସିଂ ଏକ ବିସ୍ଫୋରକ ବୟାନ ଦେଇଛନ୍ତି। ଯାହାକୁ ନେଇ ଏବେ ଖୁବ୍ ଚର୍ଚ୍ଚା। ଓକ୍ଫ ବିଲ୍କୁ ବିଜେଡି ଏମ୍ପି ସସ୍ମିତ ପାତ୍ର ସମର୍ଥନ କରିବା ପରେ ସେ ଏପରି ବୟାନ ଦେବା ରାଜନୈତିକ ମହଲରେ…
କାର୍ଯ୍ୟାଦେଶ ମିଳିଲା, ଜାଗା ନାହିଁ, ଚିନ୍ତାରେ ହିତାଧିକାରୀ ପୂର୍ବରୁ ଅନେକ ଥର ପ୍ରଶାସନକୁ ଜଣାଇ ଜାଗା ଖଣ୍ଡେ ମିଳିନି ତାଙ୍କୁ
ଜି.ଉଦୟଗିରି,୬୪(ଚିନ୍ମୟ କୁମାର ସେଠୀ): ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର କରିବା ନିମନ୍ତେ କାର୍ଯ୍ୟାଦେଶ ମିଳିଛି ଜଣେ ହିତାଧିକାରୀଙ୍କୁ। ମାତ୍ର ଘର ତିଆରି କରିବା ପାଇଁ ତାଙ୍କର ଜାଗା ନାହିଁ। ତାଙ୍କୁ ଜାଗା ଖଣ୍ଡେ ନ ମିଳିବାରୁ କାର୍ଯ୍ୟାଦେଶ ଅନୁସାରେ ଘର କେଉଁଠି…
ସରପଞ୍ଚଙ୍କୁ ବାଦ୍ ଦେଇ ପିଇଓ ପାଳିଲେ ସ୍ବଚ୍ଛତା ପକ୍ଷ, ତେଜୁଛି ବିବାଦ
ପାଟଣା,୬ା୪(ବୀରକିଶୋର ଦାଶ): ରାଜ୍ୟ ସରକାର ଏପ୍ରିଲ ୧ରୁ ୧୪ପର୍ଯ୍ୟନ୍ତ ଓଡ଼ିଆ ପକ୍ଷ ପାଳନ କରୁଛନ୍ତି। ଏହି ଅବସରରେ କେନ୍ଦୁଝର ଜିଲା ପାଟଣା ବ୍ଲକ ରାଜନଗର ରଘୁନାଥଜୀଉ ମଠ ନିକଟରେ ରବିବାର ସକାଳୁ ପାଟଣା ବ୍ଲକ ପ୍ରଶାସନ ପକ୍ଷରୁ ସ୍ବଚ୍ଛତା ଦିବସ ପାଳିତ…
Video: ଅଦ୍ଭୁତ ଆଲୌକିକ ଦର୍ଶନ…ଅଯୋଧ୍ୟାରେ ରାମଲଲାଙ୍କର ହେଲା ସୂର୍ଯ୍ୟ ତିଲକ
ଅଯୋଧ୍ୟା,୬।୪: ଉତ୍ତର ପ୍ରଦେଶର ଅଯୋଧ୍ୟାରେ ଥିବା ରାମ ମନ୍ଦିରକୁ ରାମ ନବମୀ ଅବସରରେ ଭବ୍ୟ ରୂପେ ସଜାଯାଇଛି। ଏହି ପବିତ୍ର ଦିନରେ ରାମଲଲାଙ୍କର ସୂର୍ଯ୍ୟ ତିଲକ କରାଯାଇଛି। ସୂର୍ଯ୍ୟଙ୍କ କିରଣ ମାଧ୍ୟମରେ ରାମଲଲାଙ୍କ ମସ୍ତକରେ ତିଲକ କରାଯାଇଛି। କେବଳ ଅଯୋଧ୍ୟା ନୁହେଁ…
ଘରେ ବସିଥିବାବେଳେ ଭାଙ୍ଗିଲା ମଝି ଓରା, କାନ୍ଥ ଭୁଶୁଡ଼ି ଆଉ ଜଣଙ୍କ ଗୁହାଳ ଭାଙ୍ଗିଲା
ଆନନ୍ଦପୁର,୬ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅନ୍ତର୍ଗତ କଣ୍ଟିପାଳ ମଠସାହି ଗ୍ରାମରେ ରବିବାର ସକାଳୁ ଘରର ମଝି ଓରା ଭାଙ୍ଗି ଯିବାରୁ କାନ୍ଥ ଭୁଶୁଡ଼ି ପଡ଼ିଥିଲାବେଳେ ଅଳ୍ପକେ ବର୍ତ୍ତି ଯାଇଥିଲେ ପରିବାରି ଲୋକେ। ଉକ୍ତ ଗ୍ରାମର ପାକଲା ବାରିକ…
8th Pay Commission: ୨୦୨୬ ଜାନୁଆରୀ ପହିଲାରୁ ଅବସର ନେଉଥିବା କର୍ମଚାରୀଙ୍କୁ ମିଳିବ କି ନାହିଁ ୮ମ ବେତନ କମିଶନର ଲାଭ? ଜାଣନ୍ତୁ…
ନୂଆଦିଲ୍ଲୀ,୬।୪: ଅଷ୍ଟମ ବେତନ କମିଶନ ଲାଗୁ କରିବା ପାଇଁ ପ୍ରସ୍ତୁତି ଚାଲିଛି। ଏହା ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ଚିନ୍ତା ବଢ଼ିପାରେ। କାରଣ କର୍ମଚାରୀମାନଙ୍କ ମନରେ ପ୍ରଶ୍ନ ହେବ ଯେ ଯଦି ସେମାନେ ୨୦୨୬ ଜାନୁଆରୀ ୧ ପୂର୍ବରୁ ଅବସର ନିଅନ୍ତି,…
Archives


