ଜେଲ ଗଲେ ମୁଖ୍ୟ ଜିଲା କୃଷି ଅଧିକାରୀ
ବ୍ରହ୍ମପୁର,୧୩ା୮(ସୁବାସ ଚନ୍ଦ୍ର ପାଢ଼ୀ): ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାର ସବ୍ସିଡି କରାଇଦେବା ପାଇଁ ୧୫ ହଜାର ଟଙ୍କା ଲାଞ୍ଚ ନେଇ ବ୍ରହ୍ମପୁରର ମୁଖ୍ୟ ଜିଲା କୃଷି ଅଧିକାରୀ ବ୍ୟୋମକେଶ ମିଶ୍ର ବୁଧବାର ବନ୍ଧା ହୋଇଥିଲେ। ମାମଲା ନଂ. ୮/୨୬ରେ ଭିଜିଲାନ୍ସ ତାଙ୍କୁ…
ନିଷ୍ପତ୍ତିକୁ ବଦଳାଇଲା ବାର କାଉନସିଲ; ସିଜେଆଇଙ୍କୁ ବିରୋଧ କରୁଥିବା ଆଇନ ସ୍ନାତକଙ୍କ ଉପରୁ ହଟାଇଲା ପ୍ରତିବନ୍ଧକ
ନୂଆଦିଲ୍ଲୀ,୧୩।୮: ଗୁରୁବାର (ଅଗଷ୍ଟ ୧୩) , ହାଇଦ୍ରାବାଦର ନ୍ୟାସନାଲ ଏକାଡେମୀ ଅଫ ଲିଗାଲ ଷ୍ଟଡିଜ ଆଣ୍ଡ ରିସର୍ଚ୍ଚ (NALSAR) ର ଛାତ୍ରମାନଙ୍କୁ ଓକିଲ ଭାବରେ ନାମ ଲେଖାରୁ ନିବୃତ୍ତ କରିବା ନିଷ୍ପତ୍ତିରୁ ବାର୍ କାଉନସିଲ ଓହରିଗଲା। ବାର କାଉନସିଲ ଏହାର ପୂର୍ବ…
ପନ୍ଦର ଦିନ ବିତିଗଲେ ବି ସରିଲାନି ଘାଇ ମରାମତି: ଆନନ୍ଦପୁର ସହର ଭିତରକୁ ପୁଣି ପଶିଲା ବନ୍ୟାଜଳ, ଆତଙ୍କିତ…
ବଞ୍ଚୋ,୧୩।୮(ପ୍ରଦୋଷ ବିଶ୍ୱାଳ): ପନ୍ଦର ଦିନ ବିତିଯାଇଥିଲେ ମଧ୍ୟ ଆନନ୍ଦପୁର ରିଙ୍ଗ ରୋଡ୍ର ଘାଇ ମରାମତି କାମ ସମ୍ପୂର୍ଣ୍ଣ ହୋଇପାରି ନାହିଁ। ଏହାରି ମଧ୍ୟରେ ପୁଣି ଥରେ ରିଙ୍ଗ ରୋଡ୍ର ଘାଇ ଦେଇ ବନ୍ୟାଜଳ ସିଧାସଳଖ ଆନନ୍ଦପୁର ସହର ଭିତରକୁ ପଶିବାରୁ ସ୍ଥାନୀୟ…
ମନ୍ତ୍ରୀଙ୍କ ଅପେକ୍ଷାରେ ଠିଆ ହୋଇଥିଲେ, ହଠାତ ବେହୋସ୍ ହେଲେ ଛାତ୍ରୀ
ମୁମ୍ବାଇ,୧୩।୮: ସିଙ୍ଗରାଉଲି ଜିଲାର ଚିତ୍ରାଙ୍ଗୀ ତହସିଲରେ ଜାତିର ଗର୍ବ ଏବଂ ସମ୍ମାନର ପ୍ରତୀକ ସ୍ବରୂପ ଏକ ‘ତ୍ରିରଙ୍ଗା ଯାତ୍ରା’ (ତ୍ରିରଙ୍ଗା ଶୋଭାଯାତ୍ରା) ଆୟୋଜନ କରାଯାଇଥିଲା; କିନ୍ତୁ, ଯେତେବେଳେ ପ୍ରାୟ ୧୨ ରୁ ଅଧିକ ନିରୀହ ଛାତ୍ରଙ୍କ ସ୍ବାସ୍ଥ୍ୟ ହଠାତ ଖରାପ ହୋଇଗଲା,…
ବିଦ୍ୟାଳୟ ରାସ୍ତାରେ ଗଛ ପକାଇ ଅବରୋଧ: ରାସ୍ତା ଉପରେ ପାଠ ପଢ଼ିଲେ ଛାତ୍ରଛାତ୍ରୀ, ୪ ଘଣ୍ଟା ପରେ…
ଡୁଙ୍ଗୁରିପାଲି ୧୩।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ନାଇକେନପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଯିବା ରାସ୍ତାରେ ଜଣେ ବ୍ୟକ୍ତି ଗଛ ପକାଇ ଅବରୋଧ କରିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ରାସ୍ତ ବନ୍ଦ ହେବାରୁ ବାଧ୍ୟ ହୋଇ…
ନର୍ସ ମୃତ୍ୟୁ ମାମଲା: ଆକ୍ସନରେ ସରକାର…
କୋଲକାତା, ୧୩।୮: କୋଲକାତାର ପ୍ରମୁଖ ନୀଳରତନ ସରକାରୀ ମେଡିକାଲ କଲେଜ ଏବଂ ହସ୍ପିଟାଲ(ଏନ୍ଆର୍ଏସ୍) ଶୌଚାଳୟରୁ ଜଣେ ୩୦ ବର୍ଷୀୟା ଷ୍ଟାଫ ନର୍ସଙ୍କ ମୃତଦେହ ଉଦ୍ଧାର ହୋଇଛି। ଶୌଚାଳୟ କବାଟ ଭିତରୁ ବନ୍ଦ ଥିବାରୁ ଏବଂ କୌଣସି ଉତ୍ତର ନ ମିଳିବାରୁ ପୋଲିସ…
Chamoli Pipalkoti Tunnel Collapse: ସୁଡଙ୍ଗରେ ହଠାତ ପଶିଗଲା ପାଣି କାଦୁଅ, ଫସି ରହିଛନ୍ତି ୨୦ରୁ ଅଧିକ ଶ୍ରମିକ, ୧୦ ଜୀବିତ ଉଦ୍ଧାର
ଚାମୋଲି,୧୩।୮: ଉତ୍ତରାଖଣ୍ଡର ପର୍ବତମାଳାରେ ପ୍ରକୃତି ପୁଣିଥରେ ତା’ର ବିନାଶକାରୀ ଶକ୍ତି ପ୍ରଦର୍ଶନ କରିଛି। ଚାମୋଲିର ପିପଲକୋଟି ଅଞ୍ଚଳରେ ଏକ ପ୍ରମୁଖ ସୁଡ଼ଙ୍ଗ ପ୍ରକଳ୍ପ ସମୟରେ ଏକ ଦୁର୍ଘଟଣା ଘଟିଛି। THDCର ଏକ ସହାୟକ କମ୍ପାନୀ HCC ଦ୍ୱାରା ନିର୍ମାଣାଧୀନ DRT ସୁଡ଼ଙ୍ଗରେ…
ଗାଲେ ଟେଷ୍ଟ ପୂର୍ବରୁ କୋଚ୍ଙ୍କ ବଡ଼ ବୟାନ, ଏହି ୩ ସ୍ପିନର ଦଳରେ ହୋଇପାରନ୍ତି ସାମିଲ
ଗାଲେ,୧୩ା୮: ଶନିବାରଠାରୁ ଶ୍ରୀଲଙ୍କା ବିପକ୍ଷରେ ଖେଳାଯିବାକୁ ଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍ ଲାଗି ଭାରତୀୟ ଦଳରେ ୩ ବାମହାତୀ ସ୍ପିନରଙ୍କୁ ସାମିଲ କରାଯାଇପାରେ। ଏ ନେଇ ବୋଲିଂ କୋଚ୍ ମର୍ନି ମୋର୍କେଲ ଗୁରୁବାର ସଙ୍କେତ ଦେଇଛନ୍ତି। ତାଙ୍କ ମତରେ କୁଲଦୀପ…
ବିରୋଧୀଙ୍କ ହଟ୍ଟଗୋଳ, ସଂସଦ ଅଚଳ! ଲୋକ ସଭାରେ ୧୯% ଏବଂ ରାଜ୍ୟ ସଭାରେ ୩୯% କାର୍ଯ୍ୟ ସହିତ ମୌସୁମୀ ଅଧିବେଶନ ଶେଷ
ନୂଆଦିଲ୍ଲୀ,୧୩।୮: ଗୁରୁବାର (୧୩ ଅଗଷ୍ଟ, ୨୦୨୬) ଦିନ ଲୋକ ସଭା କାର୍ଯ୍ୟ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ରଖାଯାଇଥିଲା। ମୌସୁମୀ ଅଧିବେଶନ ସମୟରେ, ଲୋକ ସଭାରେ ୧୯ ପ୍ରତିଶତ କାର୍ଯ୍ୟ ରେକର୍ଡ କରାଯାଇଥିଲା, ଯେତେବେଳେ ରାଜ୍ୟସଭାରେ ୩୯ ପ୍ରତିଶତ ରେକର୍ଡ କରାଯାଇଥିଲା।…
ଟାଟା ଗ୍ରୁପ୍ର ପ୍ରକୃତ ମାଲିକ କିଏ? କେଉଁଠାକୁ ଯାଏ ଏତେ ବଡ଼ କମ୍ପାନୀର ଆୟ…ଜାଣିଲେ ହେବେ ତାଜୁବ
ନୂଆଦିଲ୍ଲୀ,୧୩।୮: ଭାରତର ସର୍ବବୃହତ୍ ଏବଂ ସବୁଠାରୁ ଭରସାଯୋଗ୍ୟ ବ୍ୟବସାୟିକ ଗ୍ରୁପ୍ଗୁଡ଼ିକ ମଧ୍ୟରେ ‘ଟାଟା ଗ୍ରୁପ୍’ (Tata Group) ଅନ୍ୟତମ। କିନ୍ତୁ ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ ଯେ, ଏହି ବିଶାଳ ସାମ୍ରାଜ୍ୟର ମାଲିକ କୌଣସି ଜଣେ ବ୍ୟକ୍ତି କିମ୍ବା ଟାଟା ପରିବାରର…
ବାଦଲ ଫଟା ବର୍ଷା, ଜାତୀୟ ରାଜପଥରେ ଅଣ୍ଟାଏ ପାଣି
କୁଆଁରମୁଣ୍ଡା,୧୩।୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ଗୁରୁବାର ବାଦଲ ଫଟା ବର୍ଷା ହୋଇଛି। ଏହି ବର୍ଷା ଚଳିତ ବର୍ଷର ରେକର୍ଡ ସୃଷ୍ଟି କରିଛି। କୁଆଁରମୁଣ୍ଡା ଦେଇ ଯାଇଥିବା ୧୪୩ ନମ୍ବର ଜାତୀୟ ରାଜପଥର ବେଲଢିପା ନିକଟରେ ଅଣ୍ଟାଏ…
ନ୍ୟାୟ ଦାବିରେ ଶ୍ୱଶୁର ଘର ଆଗରେ ବସିଲେ ମହିଳା, ସ୍ବାମୀ ବାହାର ରାଜ୍ୟରେ ଅନ୍ୟ ମହିଳାଙ୍କୁ ବିବାହ କରିଥିବା ଅଭିଯୋଗ
ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର): ଶ୍ୱଶୁର ଘର ଆଗରେ ଧାରଣା ଦେଲେ ବୋହୂ । ଦିଗପହଣ୍ଡି ଥାନା ଭୀଷ୍ମଗିରି ଗାଁ ବ୍ରାହ୍ମଣସାହିରେ ଧାରଣା । ସ୍ବାମୀ ବାହାର ରାଜ୍ୟରେ ଅନ୍ୟ ମହିଳାଙ୍କୁ ବିବାହ କରିଥିବା ଅଭିଯୋଗ ହୋଇଛି । ଦିଗପହଣ୍ଡି ବ୍ଳକ ଭୀଷ୍ମଗିରି…

