Home Left

୧୦୦ ମୂଷା ଖାଇ ହଜ୍‌କୁ ଗଲା ବିଲେଇ:କାହିଁକି ଏମିତି କହିଲେ ଗିରିରାଜ

ନୂଆଦିଲ୍ଲୀ,୪।୪:ଓ୍ବକ୍‌ଫ ସଂଶୋଧନ ବିଲ୍‌କୁ ବିରୋଧ କରୁଥିବା କଂଗ୍ରେସକୁ କେନ୍ଦ୍ରମନ୍ତ୍ରୀ ଗିରିରାଜ ସିଂ ଗୁରୁବାର କଡ଼ା ସମାଲୋଚନା କରିଛନ୍ତି। ସେ କହିଛନ୍ତି, ୨୦୧୩ରେ ବିଲ୍‌ ସଂଶୋଧନ ବେଳେ କଂଗ୍ରେସ କରିଥିବା ଭୁଲ୍‌କୁ ଓ୍ବକ୍‌ଫ ସମ୍ପତ୍ତିର ଉପଯୁକ୍ତ ପରିଚାଳନା ସକାଶେ ବର୍ତ୍ତମାନର ଏନ୍‌ଡିଏ ସରକାର…

ଏଇ ଭାରତରେ

ଆମ୍ବ ଉତ୍ପାଦନର ସମୟ ଆସିଲେ କେରଳର କାନ୍ନାପୁରମ ଗାଁ ଚର୍ଚ୍ଚାକୁ ଆସେ। ଏହି ଗାଁରେ ୨୦୮ କିସମର ଆମ୍ବ ଫଳୁଛି। ଗ୍ରାମବାସୀଙ୍କ ଉଦ୍ୟମରେ ଏହି ସଫଳତା ମିଳିଛି। ଏହିି ଗାଁରେ ୨୦୦ ବର୍ଷର ଏକ ଭେଲାଥାନ କିସମ ଆମ୍ବ ଗଛ ଥିଲା,…

ଦିବ୍ୟାଙ୍ଗ ପିଲାଙ୍କ ପାଇଁ ଶିକ୍ଷକ ଅଭାବ

ଭାରତୀୟ ଶିକ୍ଷା ବ୍ୟବସ୍ଥା ବିଶ୍ୱରେ ସଂଖ୍ୟା ଓ ବିବିଧତା ଦୃଷ୍ଟିରୁ ଅଗ୍ରଣୀ। କିନ୍ତୁ ଏହାର ଅନ୍ତରାଳରେ ରହିଛି ବିଶେଷ ଶିକ୍ଷକଙ୍କ ଅଭାବ, ଯାହା ସରକାରୀ ଓ ଘରୋଇ ବିଦ୍ୟାଳୟ ଉଭୟରେ ଦେଖାଯାଉଛି। ଏହା ବିଶେଷ ଆବଶ୍ୟକତା ଥିବା ପିଲାଙ୍କ (ସିଡବ୍ଲ୍ୟୁଏସ୍‌ଏନ୍‌) ଶିକ୍ଷା…

ବିଶ୍ୱ ବାଣିଜ୍ୟ ଯୁଦ୍ଧର ପ୍ରଭାବ

ବର୍ତ୍ତମାନ ବିଶ୍ୱ ଅର୍ଥନୀତି ଗଭୀର ଅସ୍ଥିରତା ଓ ଅନିଶ୍ଚିତତାର ଏକ ଜଟିଳ ପରିବେଶ ମଧ୍ୟରେ ଗତି କରୁଛି। ବିଶ୍ୱବ୍ୟାପୀ ଚାଲିିଥିବା ବାଣିଜ୍ୟଯୁଦ୍ଧ, ବିଶେଷତଃ ଆମେରିକା ଓ ଚାଇନା ମଧ୍ୟରେ ଚାଲିଥିବା ବାଣିଜ୍ୟ ଦ୍ୱନ୍ଦ୍ୱ, ବ୍ରେକ୍ସିଟ୍ସରେ ୟୁରୋପରେ ସୃଷ୍ଟି ହୋଇଥିବା ଅର୍ଥନୈତିକ ଅସ୍ଥିରତା…

ଓ୍ବକ୍‌ଫ ବିଲ୍‌: ନୀତୀଶ, ନାଇଡୁଙ୍କୁ କିପରି ମନାଇଲା ଭାଜପା

ନୂଆଦିଲ୍ଲୀ,୪ା୪:ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁଙ୍କ ତେଲୁଗୁ ଦେଶମ୍‌ ପାର୍ଟି (ଟିଡିପି) ଏବଂ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ସଂଯୁକ୍ତ ଜନତା ଦଳ (ଜେଡିୟୁ) ପାରମ୍ପରିକ ଭାବେ ମୁସଲମାନ ଭୋଟ ବ୍ୟାଙ୍କ ଉପରେ ଅତ୍ୟଧିକ ନିର୍ଭରଶୀଳ। କେନ୍ଦ୍ରର ଜାତୀୟ ଗଣତାନ୍ତ୍ରିକ ମେଣ୍ଟ…

ସଜେଇ ହେଉଛି ପ୍ରାଥମିକ-ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: ପ୍ରଥମ ପର୍ଯ୍ୟାୟରେ ୫୪ଟି ବିଦ୍ୟାଳୟକୁ ରୂପାନ୍ତର

ଦାରିଙ୍ଗବାଡି,୪।୪ (ଅରୁଣ ସାହୁ):ଏବେ ଆଉ ବିଦ୍ୟାଳୟକୁ ଯିବାକୁ ଛାତ୍ରୀଛାତ୍ରଙ୍କ ମୁହଁରୁ ନା ଶୁଣିବାକୁ ମିଳିବନି। ଅଭିଭାବକମାନେ ଏଣିକି ଘରୋଇ ବଦଳରେ ସରକାରୀ ବିଦ୍ୟାଳୟକୁ ପିଲାଙ୍କୁ ପଠାଇବେ। ସରକାରୀ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ରୂପରେଖକୁ ସମ୍ପୂର୍ଣ୍ଣ ପରିବର୍ତ୍ତନ କରିବା ପାଇଁ…

ଇସ୍ରାଏଲ ଯୁଦ୍ଧ ଅନ୍ତରାଳେ

ଇସ୍ରାଏଲର ରାଜଧାନୀ ତେଲ୍‌ ଆଭିଭର ରାସ୍ତାରେ କଫି ଓ ବ୍ରେଡ୍‌ ରୋଲ୍‌ର ଆନନ୍ଦ ନେଉଥିବା ନାଗରିକମାନେ ସେମାନଙ୍କଠାରୁ ୬୯ କି.ମି. ଦୂରରେ ଥିବା ଗାଜାର ଲୋକଙ୍କ ଉପରେ ହେଉଥିବା ବୋମାମାଡ଼ ଓ ଗୁଳିଗୋଳା ବର୍ଷଣ ସମ୍ପର୍କରେ ଚିନ୍ତା କରିବା କଷ୍ଟକର। ପୃଥିବୀରେ…

ବ୍ୟବସାୟ ନୁହେଁ, ସାଲିସ୍‌ବିହୀନ ଶିକ୍ଷାକୁ ପ୍ରାଧାନ୍ୟ

ଯୁବୋଦୟ ଇନ୍‌ଷ୍ଟିଚ୍ୟୁଟର ନିର୍ଦ୍ଦେଶକ ଅମ୍ବରୀଶ ଦାଶ ସମ୍ବଲପୁରରେ ୧୯୭୧ରେ ଜନ୍ମଗ୍ରହଣ କରିଥିଲେ। କଟକରେ ପଦାର୍ଥ ବିଜ୍ଞାନରେ ସ୍ନାତକ ଏବଂ ଦିଲ୍ଲୀରେ ଏମ୍‌ବିଏ କରିବା ପରେ ସେଠାରେ ଏକ କମ୍ପାନୀରେ ଯୋଗଦେଇଥିଲେ। ପରବର୍ତ୍ତୀ ସମୟରେ ନିଜ ଜନ୍ମମାଟିରେ ଓଡ଼ିଶାରେ କିଛି କରିବାକୁ ଚାହଁୁଥିଲେ।…

ବୈଷ୍ଣୋଦେବୀଙ୍କୁ ଦର୍ଶନ କଲେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ

ନୂଆପଡ଼ା/କୋମନା,୩ା୪ (ମକାରୁ ବେମାଲ/ସୋବିନ ଛତ୍ରିଆ): ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଇ ତାଙ୍କ ପରିବାର ସହ ଗୁରୁବାର ନୂଆପଡ଼ା ଜିଲା କୋମନାସ୍ଥିତ ମନ୍ଦିରରେ ମାତା ବୈଷ୍ଣୋଦେବୀଙ୍କୁ ଦର୍ଶନ କରିଛନ୍ତି। ସୂଚନା ମୁତାବକ ମଧ୍ୟାହ୍ନ ସମୟରେ ଛତିଶଗଡରୁ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ମୁଖ୍ୟମନ୍ତ୍ରୀ ସାଇ…

ଦଣ୍ଡନାଚ ବେଳେ ଷଣ୍ଢ ଆକ୍ରମଣ

ଦାମନଯୋଡି,୩ା୪(ମାନସ ରଞ୍ଜନ କର): ଦାମନଯୋଡି ଉପକଣ୍ଠସ୍ଥ ମାଥାଲପୁଟ ଅଞ୍ଚଳରେ ଦଣ୍ଡନାଚ ଚାଲିଥିବା ବେଳେ ଏକ ବୁଲା ଷଣ୍ଢ ଆକ୍ରମଣରେ ଜଣେ ଯାତ୍ରା କଳାକାର ଆହତ ହୋଇଛନ୍ତି। ଆହତ ହେଲେ ପଟ୍ଟାମୁଣ୍ଡାଇ ନିକଟ ପାଇକପଡ଼ା ଅଞ୍ଚଳର ବିଭୂତି ରଣା(୪୭)। ତାଙ୍କୁ ମାଥାଲପୁଟ ସ୍ବାସ୍ଥ୍ୟକେନ୍ଦ୍ରରେ…

ଓ୍ବକ୍‌ଫ ବିଲ୍‌: ସୁପ୍ରିମକୋର୍ଟ ଯିବ ଡିଏମ୍‌କେ

ନୂଆଦିଲ୍ଲୀ,୩।୪: ଓ୍ବକ୍‌ଫ ସଂଶୋଧନ ବିଲ୍‌କୁ ତାମିଲନାଡୁ ମୁଖ୍ୟମନ୍ତ୍ରୀ ତଥା ଡିଏମ୍‌କେ ଅଧ୍ୟକ୍ଷ ଏମ୍‌.କେ. ଷ୍ଟାଲିନ୍‌ ଦୃଢ଼ ବିରୋଧ କରିବା ସହ ଏହା ବିରୋଧରେ ତାଙ୍କ ଦଳ ସୁପ୍ରିମକୋର୍ଟରେ ପିଟିଶନ ଦାଏର କରିବ ବୋଲି କହିଛନ୍ତି। ବୁଧବାର ଲୋକ ସଭାରେ ଓ୍ବକ୍‌ଫ ବିଲ୍‌…

ଗୁଜରାଟକୁ ଝଟ୍‌କା: ସ୍ବଦେଶ ଫେରିଗଲେ ରାବାଡା

ନୂଆଦିଲ୍ଲୀ,୩ା୪: ଦକ୍ଷିଣ ଆଫ୍ରିକୀୟ ପେସ ବୋଲର କାଗିସୋ ରାବାଡା ବ୍ୟକ୍ତିଗତ କାରଣ ଯୋଗୁ ସ୍ବଦେଶ ଫେରି ଯାଇଛନ୍ତି। ଏ ନେଇ ତାଙ୍କ ଆଇପିଏଲ୍‌ ଫ୍ରାଞ୍ଚାଇଜ ଗୁଜରାଟ ଟାଇଟନ୍ସ (ଜିଟି) ପକ୍ଷରୁ ଗୁରୁବାର କୁହାଯାଇଛି। ତେବେ ରାବାଡା କେତେ ସମୟ ପର୍ଯ୍ୟନ୍ତ ଆଇପିଏଲ୍‌ରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri