Home Left

କିଟ୍‌ରେ ଛାତ୍ରୀ ମୃତ୍ୟୁ, ନିର୍ଯାତନା ଘଟଣା: ରିମାଣ୍ଡରେ ପୁରୁଷବନ୍ଧୁ ଆଦଭିକ୍‌

ଭୁବନେଶ୍ୱର,୨୧।୨(ସତ୍ୟଜିତ୍‌ ରାଉତ): କିଟ୍‌ ବିଶ୍ୱ ବିଦ୍ୟାଳୟରେ ବି.ଟେକ୍‌ ଛାତ୍ରୀ ପ୍ରକ୍ରିତି ଲାମସଲ୍‌ ଆତ୍ମହତ୍ୟା ଘଟଣାରେ ସରକାରଙ୍କ ପକ୍ଷରୁ ଉଚ୍ଚସ୍ତରୀୟ କମିଟି ଦ୍ୱାରା ତଦନ୍ତ ଚାଲିଛି। ଅପରପକ୍ଷରେ ପ୍ରକ୍ରିତିଙ୍କୁ ବ୍ଲାକମେଲ୍‌ କରି ଗିରଫ ହୋଇଥିବା ଅଭିଯୁକ୍ତ ପୁରୁଷବନ୍ଧୁ ଆଦଭିକ୍‌ ଶ୍ରୀବାସ୍ତବ ୩ ଦିନିଆ…

ମହାପ୍ରଭୁଙ୍କୁ ଲାଗିହେଲା ଜୈବିକ ଚାଉଳ ମହାପ୍ରସାଦ: ଚାଉଳ ପ୍ରସ୍ତୁତକାରୀଙ୍କୁ ସରକାରୀ ପ୍ରୋତ୍ସାହନ ମିଳିବ

ପୁରୀ,୨୧।୨(ଅଜିତ୍‌ କୁମାର ମହାନ୍ତି): ଶ୍ରୀମନ୍ଦିରରେ ଗୁରୁବାର ମଧ୍ୟାହ୍ନ ଧୂପରେ ମହାପ୍ରଭୁଙ୍କ ପାଖରେ ଜୈବିକ ଚାଉଳରେ ପ୍ରସ୍ତୁତ ଅମୃତ ଅନ୍ନ ଲାଗି କରାଯାଇଛି। ପାଞ୍ଚ ପ୍ରକାର ଜୈବିକ ଚାଉଳରେ ପ୍ରସ୍ତୁତ ଅମୃତ ଅନ୍ନ ଭୋଗ ଲାଗି ହୋଇଛି। ଏହି ମହାପ୍ରସାଦକୁ ଶ୍ରୀମନ୍ଦିର ମୁଖ୍ୟ…

ଘଡ଼ଘଡ଼ି ସହ କୁଆପଥର ବର୍ଷା, ନଷ୍ଟ ହେଲା ଶହଶହ ହେକ୍ଟର ପରିବା ଚାଷ

କେନ୍ଦୁଝର,୨୧।୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାର ବିଭିନ୍ନ ସ୍ଥାନରେ  ପ୍ରବଳ ଘଡ଼ଘଡ଼ି ବର୍ଷା ହେବା ସହ କୁଆପଥର ବର୍ଷା ହୋଇଛି। ଫଳରେ କିଛି ଦିନ ହେଲା ଗରମ ହୋଇ ପଡ଼ିଥିବା ପରିବେଶ ଥଣ୍ଡା ଅନୁଭୂତ ହୋଇଛି। ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି)ର…

ପାନାମାରେ ପହଞ୍ଚିଲେ ଆମେରିକାରୁ ବିତାଡ଼ିତ ଭାରତୀୟ: ସହାୟତା ପାଇଁ ନିବେଦନ

ପାନାମା ସିଟି,୨୦।୨: ଆମେରିକାରୁ ବିତାଡ଼ିତ ହୋଇଥିବା ବେଆଇନ ପ୍ରବାସୀ ଭାରତୀୟମାନଙ୍କର ଆଉ ଏକ ଗ୍ରୁପ୍‌ ପାନାମାରେ ନିରାପଦର ସହ ପହଞ୍ଚି ଥିବା ସେଠାକାର ସରକାର ନୂଆଦିଲ୍ଲୀକୁ ଜଣାଇଛି। ସେଠାରେ ଥିବା ଭାରତୀୟ ମିଶନ କନ୍‌ସୁଲାର ଆକ୍ସେସ୍‌ ପାଇବା ପରେ ସେମାନଙ୍କ ସୁବିଧା…

ପ୍ରଥମ କ୍ୟାବିନେଟ ବୈଠକରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ୨ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୦।୨: ଦିଲ୍ଲୀର ନୂଆ ଭାଜପା ସରକାର ଆୟୁଷ୍ମାନ ଭାରତ ସ୍ବାସ୍ଥ୍ୟ ବୀମା ଯୋଜନା ଲାଗୁ କରିବ। ପ୍ରଥମ କ୍ୟାବିନେଟ ବୈଠକ ପରେ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ଏହା ଘୋଷଣା କରିଛନ୍ତି। ଏଥିସହିତ ପୂର୍ବର ଆପ୍‌ ସରକାର ବିଳମ୍ବିତ କରିଥିବା ୧୪ଟି ସିଏଜି…

୪ ଇସ୍ରାଏଲୀ ପଣବନ୍ଦୀଙ୍କ ମୃତଦେହ ହସ୍ତାନ୍ତର କଲା ହମାସ୍‌

ତେଲ୍‌ ଆଭିଭ୍‌,୨୦।୨: ଗାଜାର ଶାସକ ହମାସ୍‌ ଗୁରୁବାର ୪ଜଣ ଇସ୍ରାଏଲୀ ପଣବନ୍ଦୀଙ୍କ ମୃତଦେହ ହନ୍ତାନ୍ତର କରିଛି। ୨୦୨୩ ଅକ୍ଟୋବର ୭ରେ ହମାସ୍‌ ଆତଙ୍କବାଦୀମାନେ ଇସ୍ରାଏଲ୍‌ ଉପରେ ଅଚାନକ ଆକ୍ରମଣ କରି ସେମାନଙ୍କ ସହ ୨୫୦ ଜଣଙ୍କୁ ପଣବନ୍ଦୀ କରିନେଇଥିଲେ। ହନ୍ତାନ୍ତର ହୋଇଥିବା…

ଜୋର୍‌ ଧରିଲା ବ୍ଲକ୍‌ ଘୋଷଣା ଦାବି: ଏକାଠି ହେଲେ ୭ ପଞ୍ଚାୟତବାସୀ

ରାୟଗଡ଼ା,୨୦।୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ୍‌ ଅନ୍ତର୍ଗତ ଜେମାଦେଈପେଣ୍ଠକୁ ସ୍ବତନ୍ତ୍ର ବ୍ଲକ୍‌ ମାନ୍ୟତା ଦାବିରେ ଅଞ୍ଚଳବାସୀ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଗୁରୁବାର ଜିଲାପାଳ ପାରୁଲ ପଟୱାରିଙ୍କୁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ଦାବିପତ୍ରରେ ୭ଟି ପଞ୍ଚାୟତର ସମସ୍ତ ଗ୍ରାମବାସୀ ଦସ୍ତଖତ କରିିଛନ୍ତି। ଏହି…

ଲାଞ୍ଜିଗଡ ବ୍ଳକରେ ୮ ପରୀକ୍ଷା କେନ୍ଦ୍ରରେ ମାଟ୍ରିକ ପରୀକ୍ଷା ଦେବେ ୧୧୦୦ ଛାତ୍ରୀଛାତ୍ର

ଲାଞ୍ଜିଗଡ, ୨୦।୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକର ୮ଟି ପରୀକ୍ଷା କେନ୍ଦ୍ରରେ ଶୁକ୍ରବାର ମାଟ୍ରିକ ପରୀକ୍ଷା ଦେବେ ୧୧୦୦ ଜଣ ଛାତ୍ରୀଛାତ୍ର। ଏହି ପରୀକ୍ଷା ଫେବୃଆରୀ ୨୧ ତାରିଖରୁ ଆରମ୍ଭ ହେଇ ମାର୍ଚ୍ଚ ୬ ତାରିଖରେ ସରିବ I…

୪ ଇସ୍ରାଏଲୀ ପଣବନ୍ଦୀଙ୍କ ମୃତଦେହ ହସ୍ତାନ୍ତର କଲା ହମାସ୍‌

ତେଲ୍‌ ଆଭିଭ୍‌,୨୦।୨: ଗାଜାର ଶାସକ ହମାସ୍‌ ଗୁରୁବାର ୪ ଜଣ ଇସ୍ରାଏଲୀ ପଣବନ୍ଦୀଙ୍କ ମୃତଦେହ ହନ୍ତାନ୍ତର କରିଛି। ୨୦୨୩ ଅକ୍ଟୋବର ୭ରେ ହମାସ୍‌ ଆତଙ୍କବାଦୀମାନେ ଇସ୍ରାଏଲ୍‌ ଉପରେ ଅଚାନକ ଆକ୍ରମଣ କରି ସେମାନଙ୍କ ସହ ୨୫୦ ଜଣଙ୍କୁ ପଣବନ୍ଦୀ କରିନେଇଥିଲେ। ହନ୍ତାନ୍ତର…

ଦିଲ୍ଲୀ ସରକାରରେ ବିଭାଗ ବଣ୍ଟନ: ଅର୍ଥ ବିଭାଗ ନିଜ ପାଖରେ ରଖିଲେ ରେଖା

ନୂଆଦିଲ୍ଲୀ,୨୦।୨: ଭାଜପା ବିଧାୟିକା ରେଖା ଗୁପ୍ତା ଦିଲ୍ଲୀର ୯ମ ମୁଖ୍ୟମନ୍ତ୍ରୀ ଭାବେ ଗୁରୁବାର ଶପଥ ଗ୍ରହଣ କରିବା ସହ ସଚିବାଳୟ ଯାଇ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏଥିସହ ଦିଲ୍ଲୀରେ ରେଖା ସରକାର ଆରମ୍ଭ ହୋଇଛି। ୨୬ ବର୍ଷରୁ ଊର୍ଦ୍ଧ୍ୱ ସମୟ ବ୍ୟବଧାନ…

ଝିଅର ସିନ୍ଦୂର ପୋଛିଦେଲେ ବାପା: ଜ୍ୱାଇଁଙ୍କୁ ପିଟି ମାରିଦେଲେ

ଟିକିରି,୨୦।୨(ପ୍ରଫୁଲ୍ଲ କୁମାର ବେହେରା): ରାୟଗଡ଼ା ଜିଲା କାଶୀପୁର ବ୍ଲକ୍‌ ଟିକିରି ଥାନା ଅନ୍ତର୍ଗତ ମୁଣ୍ଡାଗାଁଠାରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଶ୍ୱଶୁରଙ୍କ ଠେଙ୍ଗାମାଡ଼ରେ ଜ୍ୱାଇଁଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଉକ୍ତ ଗ୍ରାମର ବିଦ୍ୟା ଝୋଡ଼ିଆ (୨୦)। ଟିକିରି ପୋଲିସ…

ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ୨ଟି ବଡ଼ ନିଷ୍ପତ୍ତି: ଦିଲ୍ଲୀରେ ଲାଗୁ ହେବ…

ନୂଆଦିଲ୍ଲୀ,୨୦।୨: ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ରେଖା ଗୁପ୍ତାଙ୍କ ବଡ଼ ଆକ୍ସନ ନେଇଛନ୍ତି। ପ୍ରଥମ କ୍ୟାବିନେଟ ବୈଠକରେ ନୂଆ ମୁଖ୍ୟମନ୍ତ୍ରୀ ୨ଟି ବଡ଼ ନିଷ୍ପତ୍ତି ନେଇଛନ୍ତି। ଦିଲ୍ଲୀରେ ଲାଗୁ ହେବ ଆୟୁଷ୍ମାନ ଭାରତ ଯୋଜନା।ଏନେଇ କ୍ୟାବିନେଟ ବୈଠକରେ ମଞ୍ଜୁରୀ ଦିଆଯାଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri