Home Left

ଆଦିବାସୀ ମହିଳାଙ୍କୁ ବଳାତ୍କାର ପରେ ହତ୍ୟା, ଅଭିଯୁକ୍ତଙ୍କୁ ନିସ୍ତୁକ ପିଟିଲେ ଗାମବାସୀ

କାଲିମେଳା,୨୦।୨(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅଞ୍ଚଳରେ ଏକ ହତ୍ୟାକାଣ୍ଡ ଘଟିଛି l ଜଣେ ଆଦିବାସୀ ମହିଳାଙ୍କୁ ବଳାତ୍କାର ପରେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଅନ୍ୟପକ୍ଷେ ଅଭିଯୁକ୍ତଙ୍କୁ ଗ୍ରାମବାସୀ ଅଟକ ରଖି ପୋଲିସରେ ଜିମା ଦେଇଛନ୍ତି। ମିଳିଥିବା…

Champions Trophy 2025: ଗିଲ୍‌ଙ୍କ ଜବରଦସ୍ତ ଶତକ: ବାଂଲାଦେଶକୁ ପରାସ୍ତ କଲା ଭାରତ

ଦୁବାଇ,୨୦।୨: ଚାମ୍ପିଅନ୍ସ ଟ୍ରଫି ୨୦୨୫ର ପ୍ରଥମ ମ୍ୟାଚ୍‌ରେ, ଭାରତୀୟ ଦଳ ବାଂଲାଦେଶକୁ ୬ ଉଇକେଟ୍‌ରେ ପରାସ୍ତ କରିଛି। ଦୁବାଇ ଅନ୍ତର୍ଜାତୀୟ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚରେ ବାଂଲାଦେଶ ଦଳର ଅଧିନାୟକ ନାଜମୁଲ ହୋସେନ ସାଣ୍ଟୋ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ…

ଟାର୍ଗେଟରେ ଥିଲେ ଯବାନ: ବିସ୍ଫୋରକ ସହ ଧରାପଡ଼ିଲେ ମାଓବାଦୀ

ମାଲକାନଗିରି,୨୦ା୨(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ସୁକ୍‌ମା ଜିଲା ପୋଲିସ ବିସ୍ଫୋରକ ସାମଗ୍ରୀ ସହ ଜଣେ ମାଓବାଦୀଙ୍କୁ ଗିରଫ କରିଛି। ସେ ହେଲେ ମୁଚାକି ଦେବା । ମାଓବାଦୀଙ୍କ ଉପସ୍ଥିତି ଖବର ପାଇ କୋଣ୍ଟା ପୋଲିସ ଓ ମୁରଲିଗୁଡା କ୍ୟାମ୍ପ ସିଆରପିଏଫ ଯବାନମାନେ ବେଲପୋଛା…

ଓଟିଟି ପ୍ଲାଟ୍‌ଫର୍ମ ପାଇଁ ଆସିଲା କେନ୍ଦ୍ରର ନୂଆ ଆଡଭାଇଜରି: କଡ଼ାକଡ଼ି ପାଳନ ପାଇଁ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୦।୨: ସୋସିିଆଲ ମିଡିଆରେ ଅଶ୍ଳୀଳ ମଜାକ୍‌ ବିବାଦକୁ ନେଇ କେନ୍ଦ୍ର ସରକାର ଓଭର ଦି ଟପ୍‌ (ଓଟିଟି) ପ୍ଲାଟ୍‌ଫର୍ମଗୁଡ଼ିକ ଉପରେ କଟକଣା ଜାରି କରିଛନ୍ତି। ଆଇନ ଦ୍ୱାରା ନିଷିଦ୍ଧ ହୋଇଥିବା ବିଷୟବସ୍ତୁ ପ୍ରସାରଣ ନ କରିବା ପାଇଁ ଉକ୍ତ ପ୍ଲାଟ୍‌ଫର୍ମଗୁଡ଼ିକୁ ଚେତାବନୀ…

ଦୁଃଖଦ ଘଟଣା: ବାଇକରେ ଘରକୁ ଫେରୁଥିଲେ ବାପା-ଝିଅ, ଧକ୍କା ଦେଲା ଟ୍ରକ

ଛତ୍ରପୁର(ଦିଲ୍ଲୀପ ସାମଲ)୨୦।୨: ଚମାଖଣ୍ଡି ଥାନା ଅନ୍ତର୍ଗତ ନରେନ୍ଦ୍ରପୁର ଷ୍ଟେଶନ ରୋଡ଼ ନିକଟରେ ବାଇକକୁ ଟ୍ରକ ଧକ୍କା ଦେବା ଫଳରେ ବାପାର ମୃତ୍ୟୁ ହୋଇଥିବାବେଳେ ଝିଅ ଗୁରୁତର ଆହତ ହୋଇଛନ୍ତି । ସୂଚନାନୁସାରେ, ଅର୍ଜୁନ ପଲ୍ଲୀ ଗ୍ରାମର ମୁନା ନାହାକ ତାଙ୍କ ଝିଅ…

ଶସ୍ତାରେ ବୋଲେରୋ ଦେବାକୁ କହି ଠକିନେଲେ ୬ ଲକ୍ଷ ୩୫ ହଜାର ଟଙ୍କା

କୋରାପୁଟ,୨୦।୨(ଅମିତାଭ ବେହେରା): ଶସ୍ତାରେ ବୋଲେରୋ ପିକଅପ୍‌ ଭ୍ୟାନ ଦେବାକୁ କହି ଅନ୍‌ଲାଇନ ଜରିଆରେ ୬ଲକ୍ଷ ୩୫ ହଜାର ଟଙ୍କା ଠକେଇ ଘଟଣାରେ ଗୁରବାର କୋରାପୁଟ ସାଇବର ପୋଲିସ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ପୋଲିସ ଅଭିଯୁକ୍ତଙ୍କଠାରୁ ୨ଲକ୍ଷ ଟଙ୍କା…

ବଡ଼ ପରିବର୍ତ୍ତନ କଲା କଂଗ୍ରେସ, ୬ ରାଜ୍ୟ ପାଇଁ ୬ ମହିଳାଙ୍କୁ ମିଳିଲା ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୨୦।୨: କଂଗ୍ରେସ ଦଳ ସାରା ଦେଶରେ ସଂଗଠନକୁ ମଜବୁତ କରିବା ପାଇଁ ବଡ଼ ପରିବର୍ତ୍ତନ କରୁଛି। କଂଗ୍ରେସ ଏବେ ଅନେକ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରେ ମହିଳା ମୋର୍ଚ୍ଚା ପାଇଁ ସଭାପତି ଘୋଷଣା କରିଛି। କଂଗ୍ରେସ ସାରିକା ସିଂଙ୍କୁ ରାଜସ୍ଥାନ ମହିଳା…

ଗାଧୋଇବାକୁ ଯାଇ ଫେରିଲେନି ବୃଦ୍ଧା

ଦିଗପହଣ୍ଡି,୨୦।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ ଅଧୀନ ପତାଣ୍ଡ ଗ୍ରାମ ପୋଖରୀରେ ଗୁରୁବାର ଏକ ଅଘଟଣ ଘଟିଛି। ପାଣିରେ ବୁଡି ଜଣେ ବୃଦ୍ଧା ପ୍ରାଣ ହରାଇଛନ୍ତି। ହେଲେ ଇପିଲି. ସେବତୀ ଦୋରା(୬୦)। ସାରେ ସେ ଗାଧୋଇବା…

ସରିଲା ରେଡ ଡ୍ରପ୍‌ ଅଲଟ୍ରା ମାରାଥନ ଅଭିଯାନ: ୫୧ଦିନରେ ୨୭୭୨ ୟୁନିଟ ରକ୍ତ ସଂଗ୍ରହ

ବରଗଡ଼,୨୦।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ର ସ୍ବେଚ୍ଛାସେବୀ ଅନୁଷ୍ଠାନ ନିଷ୍ଠା ପରିବାର ପକ୍ଷରୁ ଚାଲିଥିବା ରେଡ ଡ୍ରପ୍‌ ଅଲଟ୍ରା ମାରାଥନ ଅଭିଯାନ ଗୁରୁବାର ଶେଷ ହୋଇଛି। ଦୀର୍ଘ ୫୧ ଧରି ଚାଲିଥିବା ଏହି ଅଭିଯାନରେ ମୋଟ ୨୭୭୨ ୟୁନିଟ ରକ୍ତ ସଂଗୃହୀତ ହୋଇଛି। ବରଗଡ଼…

ଅଦିନିଆ କାଳବୈଶାଖୀରେ ଉଜୁଡିଲା ହଜାର ହଜାର ଚାଷୀଙ୍କ ଫସଲ, ସ୍ଥିତି ଅନୁଧ୍ୟାନ କରି ଭାଜପା କୃଷକ ମୋର୍ଚ୍ଚା ରାଜ୍ୟ ସଭାପତି କହିଲେ…

କେନ୍ଦୁଝର(ନରେଶ ଚନ୍ଦ୍ର ପଟ୍ଟନାୟକ),୨୦।୨: କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ବିଭିନ୍ନ ଗ୍ରାମରେ ଅଦିନିଆ କାଳବୈଶାଖୀରେ ଉଜୁଡିଗଲା ଚାଷ ଜମି। ସ୍ଥିତି ଅନୁଧ୍ୟାନ କରିଛନ୍ତି ଭାଜପା କୃଷକ ମୋର୍ଚ୍ଚା ରାଜ୍ୟ ସଭାପତି। ଗୁରୁବାର କେନ୍ଦୁଝର ସଦର ବ୍ଲକ ଅର୍ନ୍ତଗତ ବାଉରିପଦା ପଞ୍ଚାୟତ, ଶକିଂରି…

ଇନ୍‌ଷ୍ଟାଗ୍ରାମରେ ସମସ୍ତଙ୍କୁ ଅନ୍‌ଫୋଲୋ କଲେ ଅପୂର୍ବା, ଜାଣନ୍ତୁ କାହିଁକି…

ମୁମ୍ବାଇ,୨୦।୨: ୟୁଟ୍ୟୁବ୍‌ ଶୋ’ ‘ଇଣ୍ଡିଆଜ୍‌ ଗଟ୍‌ ଲାଟେଣ୍ଟ’ରେ ବିଭିନ୍ନ ଅଶ୍ଳୀଳ ମନ୍ତବ୍ୟ ଦେଇ ପୋଲିସ ସ୍କାନରରେ ଥିବା ସୋସିଆଲ ମିଡ଼ିଆ ଇନ୍‌ଫ୍ଲୁଏନ୍ସର ଅପୂର୍ବା ମୁଖିଜା ଗୁରୁବାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ସେ ତାଙ୍କ ଇନ୍‌ଷ୍ଟାଗ୍ରାମ ଆକାଉଣ୍ଟରୁ ସମସ୍ତଙ୍କୁ ଅନ୍‌ଫୋଲୋ କରିଦେଇଛନ୍ତି।…

ନୂଆ ବିଡ଼ିଓଙ୍କୁ ଭେଟିଲେ ବ୍ଲକ ବିଜେଡି କର୍ମକର୍ତ୍ତା, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟକ୍ରମକୁ ନେଇ କଲେ ଆଲୋଚନା

ବାଲିଗୁଡା,୨୦।୨:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକରେ ଶୁଭ୍ରାଞ୍ଜଳି ପ୍ରଧାନ ନୂତନ ବିଡ଼ିଓ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। କ.ନୂଆଗାଁ ବ୍ଲକ ଅଧକ୍ଷା ସୁଲୋଚନା ଦଳବେହେରା ଓ ଜିଲାପରିଷଦ ସଦସ୍ୟା ଅନିତା ମଲିକଙ୍କ ନେତୃତ୍ୱରେ ବ୍ଲକର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri