Home Left

ଆମେରିକାକୁ ପାନେ ଦେଲା ଚାଇନା: ଆପଣାଇଲା ଯେସାକୁ ତେସା ନୀତି

ବେଜିଂ,୫।୪:ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଚାଇନାରୁ ଆମଦାନୀ ସାମଗ୍ରୀ ଉପରେ ୩୪ ପ୍ରତିଶତ ପାରସ୍ପରିକ ଶୁଳ୍କ ଲଗାଇବାକୁ ଘୋଷଣା କରିବାର ଦିନକ ପରେ ବେଜିଂ ମଧ୍ୟ ଯେସାକୁ ତେସା ନୀତି ଗ୍ରହଣ କରିଛି। ଆମେରିକାରୁ ଆମଦାନୀ ହେଉଥିବା ସାମଗ୍ରୀ ଉପରେ ଚାଇନା…

ଶିଶୁ ବାଟିକାରେ ଶିଶୁ ହସିବେ

ଦଳ ମତ ନିର୍ବିଶେଷରେ ସଭିଏ ଏ କଥା କୁହନ୍ତି- ଶିଶୁ ହସିଲେ ଦୁନିଆ ହସେ। କିନ୍ତୁ ସତରେ କ’ଣ ସମସ୍ତ ଶିଶୁ ଏଠାରେ ହସନ୍ତି ନା ସେମାନଙ୍କର ହସ ଦେଖିବା ପାଇଁ କାର୍ଯ୍ୟକ୍ରମ ନିଆଯାଏ? ହଁ, ଏହା ତ ନିଶ୍ଚୟ ଶିଶୁ…

ବିଶେଷଜ୍ଞଙ୍କ ଭବିଷ୍ୟବାଣୀ: ଭାରତର ଜିଡିପି ୫୦ ବେସିସ୍‌ ପଏଣ୍ଟ ଖସିବ

ନୂଆଦିଲ୍ଲୀ,୫।୪:ଭାରତରୁ ଆମଦାନୀ ସାମଗ୍ରୀ ଉପରେ ଆମେରିକାର ଟ୍ରମ୍ପ୍‌ ପ୍ରଶାସନ ୨୬ ପ୍ରତିଶତ ଶୁଳ୍କ ଲଗାଇଥିବାରୁ ଦେଶର ଜିଡିପି ଅଭିବୃଦ୍ଧି ୫୦ ବେସିସ୍‌ ପଏଣ୍ଟ ହ୍ରାସ ପାଇ ୬ ପ୍ରତିଶତରେ ରହିବ ବୋଲି ବିଶେଷଜ୍ଞମାନେ ପୂର୍ବାନୁମାନ କରିଛନ୍ତି। ଏଥିସହିତ ଆମେରିକା ସହ ଭାରତର…

ବିଚିତ୍ର ନିଯୁକ୍ତି

ପୂର୍ବତନ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ମୁଖ୍ୟ ସଞ୍ଜୟ କୁମାର ମିଶ୍ରଙ୍କୁ ପ୍ରଧାନମନ୍ତ୍ରୀଙ୍କ ଆର୍ଥିକ ପରାମର୍ଶଦାତା ପରିଷଦ (ଇଏସି-ପିଏମ୍‌)ର ପୂର୍ଣ୍ଣକାଳୀନ ସଦସ୍ୟ ଭାବେ ନିଯୁକ୍ତ କରାଯାଇଛି। ଦେଖିବାକୁ ଗଲେ ଜଣେ ତଦନ୍ତକାରୀ ଏବେ ଆଥିର୍କ ନୀତି ଉପରେ ପରାମର୍ଶ ଦେଉଛନ୍ତି। ଆମେ ଅର୍ଥନୀତିଜ୍ଞମାନଙ୍କୁ ଛାଡ଼ି…

ଓ୍ବକ୍‌ଫ ବିଲ୍‌କୁ ନେଇ ଜେଡିୟୁରେ ଫାଟ: ଇସ୍ତଫା ଦେଲେଣି ୫ ନେତା

ନୂଆଦିଲ୍ଲୀ,୫।୪:ଓ୍ବକ୍‌ଫ ସଂଶୋଧନ ବିଲ୍‌କୁ ସମର୍ଥନ ନେଇ ନୀତୀଶ କୁମାରଙ୍କ ସଂଯୁକ୍ତ ଜନତା ଦଳ (ଜେଡିୟୁ)ରେ ଫାଟ ସୃଷ୍ଟି ହୋଇଛି। ଦଳୀୟ ନିଷ୍ପତ୍ତିରେ ଅସନ୍ତୋଷ ବ୍ୟକ୍ତ କରି ଜେଡିୟୁର ୫ ନେତା ଇସ୍ତଫା ଦେଲେଣି। ଇସ୍ତଫା ଦେଇଥିବା ନେତାମାନେ ହେଲେ ରାଜୁ ନାୟାର,…

ସୁନା ଦରରେ ସୁଧାର ସୁଯୋଗ ସୃଷ୍ଟି କରିବ : ସଞ୍ଜୟ

ଭୁବନେଶ୍ୱର,୫।୪: ସୁନାର ଦର ବଢ଼ି ଚାଲିଛି ଓ ପ୍ରତିଦିନ ନୂଆ ରେକର୍ଡ ସୃଷ୍ଟି କରୁଛି। ୨୪କ୍ୟାରେଟ୍‌ର ଦର ୯୩ ହଜାର ପାରକରି ସାରିଲାଣି ଏବଂ ଏହା ପୂର୍ବ ଅନୁମାନ ଅପେକ୍ଷା ଯଥେଷ୍ଟ ଶୀଘ୍ର ଅର୍ଥାତ୍‌ ଚଳିତ ବର୍ଷ ୧ଲକ୍ଷ ଟଙ୍କା ପାର୍‌ହେବା…

ଓ୍ବକ୍‌ଫ ବିଲ୍‌କୁ ନେଇ ଅଡୁଆରେ ବିଜେଡି

ଭୁବନେଶ୍ୱର, ୫ା୪(ସୁନିତ୍‌ ମିଶ୍ର): ଓ୍ବକ୍‌ଫ ବିଲ୍‌କୁ ନେଇ ବିଜେଡି ଆଭିମୁଖ୍ୟ ପରେ ରାଜ୍ୟ ରାଜନୀତି ସରଗରମ ହୋଇଛି। ପୂର୍ବରୁ ବିଲ୍‌କୁ ବିରୋଧକରିବା ଲାଗି କହୁଥିବା ବିଜେଡି ପରବର୍ତ୍ତୀ ସମୟରେ ବିବେକାନୁମୋଦିତ ଭୋଟ ଦେବା ଲାଗି ବିଜେଡି କହିବା କଥାକୁ ନେଇ ଦଳ…

ତରଭୁଜ ଚାଷକରି ଶିକ୍ଷକ ଲକ୍ଷପତି

କେନ୍ଦୁଝର,୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ପେସାରେ ଶିକ୍ଷକ, ନିଶା ତାଙ୍କର ଚାଷ। ଶିକ୍ଷକ ଚାକିରି ପରେ ବି କୁଳ ବେଉସାକୁ ଭୁଲି ପାରିନାହାନ୍ତି। ଚାକିରି ସହ ତରଭୁଜ ଚାଷକରି ଅନେକ ଲକ୍ଷ ଟଙ୍କା ରୋଜଗାର କରୁଛନ୍ତି। ସେ ହେଲେ କେନ୍ଦୁଝର ଜିଲା ସଦର…

ଫଳକରେ ଓଡ଼ିଆ ବନାନ ତ୍ରୁଟି

ସୁନାବେଡ଼ା/ସେମିଳିଗୁଡା,୫ା୪ (କୃତ୍ତିବାସ ପ୍ରଧାନ/ବାସୁଦେବ ବରାଡ଼): ଓଡ଼ିଆ ଭାଷାର ପ୍ରଚାର ପ୍ରସାର ପାଇଁ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। କିନ୍ତୁ ଏହାର ସୁଫଳ ମିଳୁ ନ ଥିବା କୋରାପୁଟ ଜିଲାର ବିଭିନ୍ନ ସ୍ଥାନରେ ଲାଗିଥିବା ଫଳକରୁ ଜଣାପଡୁଛି। ଏହି ଫଳକଗୁଡ଼ିକରେ ଓଡ଼ିଆ ବନାନରେ…

ଏତିକି ଟଙ୍କାରେ ମରୀଚି କୁଣ୍ଡ ପାଣି ନିଲାମ ନେଲେ ଜ୍ୟୋତ୍ସ୍ନା

ପୁରୁଣା ଭୁବନେଶ୍ୱର,୫ା୪(ସୁବାସ ଚନ୍ଦ୍ର ପ୍ରଧାନ):ରୁକୁଣା ରଥ ପ୍ରତିଷ୍ଠା ପାଇଁ ମୁକ୍ତେଶ୍ୱର ମନ୍ଦିର ପରିସରରେ ଥିବା ମରୀଚି କୁଣ୍ଡରୁ ପାଣି ଆସିଥିଲା। ଶୁକ୍ରବାର ବିଳମ୍ବିତ ରାତିରେ ଏହି ପାଣି ନିଲାମ କରାଯାଇଛି। ଏହି ନିଲାମର ପ୍ରଥମ ଗରାପାଣିକୁ କଟକ ଦାମୋଦରପୁରର ଜ୍ୟୋତ୍ସ୍ନା ମହାରାଣା…

କଳାପଥର ଖାଦାନରେ ଟେଣ୍ଡର ଫିକ୍ସିଂ

ଯାଜପୁର,୫ା୪(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲାରେ କଳାପଥର, ବାଲି ଭଳି ଲଘୁ ଖଣିଜ ଖାଦାନ ଲିଜ୍‌ ନିମନ୍ତେ ବଡ଼ଧରଣର ଟେଣ୍ଡର ଫିକ୍ସିଂ ହୋଇଛି। ଅନେକ ଆବେଦନକାରୀ ସମ୍ପର୍କୀୟ ବିଡରଙ୍କୁ ଢାଲ କରି ଶାଗମାଛ ଦରରେ ଖାଦାନ ଅକ୍ତିଆର କରିଥିବାବେଳେ ସେମାନଙ୍କ ଉଦ୍ଦେଶ୍ୟ ସଫଳ…

ଆଜି ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା

ପୁରୁଣା ଭୁବନେଶ୍ୱର,୫ା୪(ସୁବାସ ଚନ୍ଦ୍ର ପ୍ରଧାନ): ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା ଶନିବାର ଅନୁଷ୍ଠିତ ହେବ। ଏନେଇ ମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଶୁକ୍ରବାର ବିଳମ୍ବିତ ରାତିରେ ରଥଖଳାରେ ଥିବା ରୁକୁଣା ରଥ ପ୍ରତିଷ୍ଠା କାର୍ଯ୍ୟ ମଧ୍ୟ ବିଧି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri