ଭବାନୀପାଟଣା ସହରରେ ଫୁଟିଲା ଗୁଳି
ଭବାନୀପାଟଣା,୧୮ା୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ବିବିସିପଡ଼ା ହନୁମାନ ମନ୍ଦିର ନିକଟରେ ମଙ୍ଗଳବାର ବିଳମ୍ବିତ ରାତିରେ ଗୁଳିକାଣ୍ଡ ହୋଇଛି। ସାମାନ୍ୟ ବଚସାରୁ ଜଣେ ମଦ୍ୟପ ଯୁବକ ଗୁଳିକାଣ୍ଡ ଘଟାଇଥିବା ସୂଚନା ମିଳିଛି। ଏହି ଘଟଣାରେ ୩ ଜଣ ଯୁବକଙ୍କୁ…
ହବ୍ରୁ ପରୀକ୍ଷା କେନ୍ଦ୍ରକୁ ଗଲା ପ୍ରଶ୍ନପତ୍ର, କଡ଼ା ସୁରକ୍ଷା ମଧ୍ୟରେ ଆରମ୍ଭ ହେବ ପରୀକ୍ଷା
ଭଞ୍ଜନଗର,୧୮ା୨((ବାବୁଲା ପ୍ରଧାନ): ବୁଧବାରଠାରୁ ରାଜ୍ୟରେ +୨ କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ବାର୍ଷିକ ପରୀକ୍ଷା ଆରମ୍ଭ ହୋଇଛି। ପ୍ରଥମ ଦିନ ବିଜ୍ଞାନ ଛାତ୍ରୀଛାତ୍ରଙ୍କ ମାତୃଭାଷା ଓଡ଼ିଆ ପରୀକ୍ଷା ଅଛି। ତ୍ରିସ୍ତରୀୟ ସୁରକ୍ଷା ମଧ୍ୟରେ ଛାତ୍ରୀଛାତ୍ରଙ୍କୁ ଯାଞ୍ଚ କରି ପରୀକ୍ଷା ହଲ୍କୁ…
ଲାଭ ନେଇଗଲା କଂଗ୍ରେସ
ଭୁବନେଶ୍ୱର,୧୮।୨(ସୁନିତ୍ ମିଶ୍ର): ୧୭ଶ ବିଧାନସଭାର ୬ଷ୍ଠ ଅଧିବେଶନ ମଙ୍ଗଳବାର ଆରମ୍ଭ ହୋଇଛି। ରାଜ୍ୟପାଳ ହରିବାବୁ କମ୍ଭମପାଟିଙ୍କ ଅଭିଭାଷଣରୁ ଗୃହକାର୍ଯ୍ୟ ଆରମ୍ଭ ହୋଇଛି। ପ୍ରଥମ ଦିନ ଥିବାରୁ ଗୃହରେ ସବୁ ଦଳର ପ୍ରାୟ ସମସ୍ତ ସଦସ୍ୟ ଉପସ୍ଥିତ ଥିଲେ। ବିରୋଧୀ ସଦସ୍ୟମାନଙ୍କ ଭିତରେ…
ଏଇ ଭାରତରେ
ଭାରତରେ ଜଳ ସଙ୍କଟ ବିଷୟ ଆଲୋଚନା କଲାବେଳେ ମହାରାଷ୍ଟ୍ର ଲାଟୁର ଜିଲା ସ୍ଥିତି ସାମ୍ନାକୁ ଆସେ। ତେବେ ଏହି ଜିଲାର ବଂଶଓ୍ବାରଗ୍ରାମର ଗ୍ରାମବାସୀ ଜଳସଙ୍କଟ ଦୂର କରିବାରେ ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଛନ୍ତି। ସେମାନେ ସମ୍ମିଳିତ ଉଦ୍ୟମରେ ଗାଁରେ କେନାଲ ପୁନରୁଦ୍ଧାର…
ରୋଜଗାରିଆ ଝିଅ ଓ ବେକାର ପୁଅ
ପୁରୁଷ ଓ ନାରୀ ଭଗବାନଙ୍କର ଏକ ଅନବଦ୍ୟ ସୃଷ୍ଟି। ପୁରୁଷ ଜନ୍ମ ନିଏ ନାରୀଠାରୁ ପୁଣି ବିନା ପୁରୁଷରେ ନାରୀର ଜନ୍ମ ଅସମ୍ଭବ। କି ଅଦ୍ଭୁତ ସମନ୍ବୟ। ଉଭୟ ନାରୀ ଓ ପୁରୁଷ ଗୋଟିଏ ମୁଦ୍ରାର ଦୁଇଟି ପାର୍ଶ୍ୱ। ଅର୍ଥାତ ଜଣକ…
ପରିମାଣାତ୍ମକ ନା ଗୁଣାତ୍ମକ ଶିକ୍ଷା
ଥରେ ଜଣେ ରାଜନେତାଙ୍କ ସହିତ ସାକ୍ଷାତ ହେଲା। ପୂର୍ବତନ ଲୋକ ସଭା ସାଂସଦ। ବର୍ତ୍ତମାନର ସରକାରୀ ଦଳର ସେ ଜଣେ ପ୍ରତିଷ୍ଠିତ ନେତା। ବିଭିନ୍ନ ସଭା ସମିତିରେ ଆମେ ଏକାଧିକ ବାର ଭେଟାଭେଟି ହେଉଥିବାରୁ ସେ ମୋତେ ଭଲ ଭାବରେ ଚିହ୍ନିଥିଲେ।…
ପ୍ରଣବଙ୍କ ଫାର୍ମ ହାଉସ ଜମି ମାପ ଚୁପ ଆରମ୍ଭ
ଯାଜପୁର/ଧର୍ମଶାଳା/ଚଢ଼େଇଧରା,୧୮।୨(ହର୍ଷବର୍ଦ୍ଧନ ବେହେରା/ବଟକୃଷ୍ଣ ପରିଡ଼ା/ଦିଲୀପ ପରିଡ଼ା): ସରକାରୀ ଜମି ଜବରଦଖଲ ଅଭିଯୋଗ ପରେ ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଫାର୍ମ ହାଉସରେ ମଙ୍ଗଳବାର ମାପଚୁପ ଆରମ୍ଭ ହୋଇଛି। ଧର୍ମଶାଳା ତହସିଲ ପକ୍ଷରୁ ୩ ରାଜସ୍ବ ନୀରିକ୍ଷକ ଓ ବ୍ୟକ୍ତିଗତ ଅମିନ ପନ୍ତୁରି…
ପାଠ ପଢ଼ାଇଲେ, ଆଡ୍ମିଟ୍ କାର୍ଡ ଦେଲେନି: ସିବିଏସ୍ଇ ୧୦ମ ପରୀକ୍ଷାରୁ ଛାତ୍ର ବଞ୍ଚିତ
ପାରଳାଖେମୁଣ୍ଡି,୧୮ା୨ (ଗିରିଧାରୀ ପରିଚ୍ଛା):ସିବିଏସ୍ଇ ମାଟ୍ରିକ ପରୀକ୍ଷା ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ହେଲେ ଏକ ଘରୋଇ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ଅବହେଳାରୁ ଗଜପତି ଜିଲା କାଶୀନଗରରେ ଜଣେ ଛାତ୍ର ପରୀକ୍ଷା ଦେବାରୁ ବଞ୍ଚତ୍ତ ହୋଇଥିବା ଅଭିଯୋଗ ହୋଇଛି। ସମ୍ପୃକ୍ତ ଛାତ୍ରଙ୍କୁ ପରୀକ୍ଷା ଦେବାକୁ ଆର୍ଡମିଟ…
ବୟସ ୮୦ ଟପିଲାଣି, ବୃଦ୍ଧାଙ୍କୁ ମିଳୁନି ବର୍ଦ୍ଧିତ ଭତ୍ତା
ଦାରିଙ୍ଗବାଡ଼ି,୧୮ା୨(ଅରୁଣ ସାହୁ): ବୟସ ୮୦ ଟପିଲାଣି। ହାତରେ ବଙ୍କୁଲି ବାଡ଼ି ଟିଏ ଧରି ଜିଲାପାଳଙ୍କ ଅଭିଯୋଗ ପ୍ରକୋଷ୍ଠରେ ପହଞ୍ଚିଥିଲେ। ଆଉ ଅଭିଯୋଗ ମଧ୍ୟ କଲେ ମଧ୍ୟ ଅନୁଭବ କଲେ ତାଙ୍କ ଗୁହାରି ସେଠି କେହି କର୍ଣ୍ଣପାତ ମଧ୍ୟ କରୁନାହାନ୍ତି ଆଉ ଅଭିଯୋଗ…
୧୪ ଥର ସାକ୍ଷାତ, ୬୨ ଇମେଲ୍: ଏପ୍ଷ୍ଟିନ୍-ପୁରୀ ସମ୍ପର୍କର ସ୍ପଷ୍ଟୀକରଣ ମାଗିଲା କଂଗ୍ରେସ
ନୂଆଦିଲ୍ଲୀ,୧୮ା୨(ପି.ଟି.):ଆମେରିକାର ଦୋଷୀସାବ୍ୟସ୍ତ ଯୌନ ଅପରାଧୀ ଜେଫ୍ରି ଏପ୍ଷ୍ଟିନ୍ଙ୍କୁ କେନ୍ଦ୍ରମନ୍ତ୍ରୀ ହରଦୀପ୍ ସିଂ ପୁରୀ ୨୦୧୪ରୁ ୨୦୧୭ ମଧ୍ୟରେ ୧୪ ଥର ଭେଟିଥିଲେ। ଏହି ସମୟ ମଧ୍ୟରେ ଉଭୟଙ୍କ ମଧ୍ୟରେ ୬୨ଟି ଇ-ମେଲ୍ ଆଦାନପ୍ରଦାନ ହୋଇଥିଲା ବୋଲି କଂଗ୍ରେସ ମଙ୍ଗଳବାର ଅଭିଯୋଗ କରିଛି।…
କ୍ଷମା ମାଗିଲେ ଅଶ୍ୱିନ ବୈଷ୍ଣବ: କାରଣ ଜାଣିଲେ…
ନୂଆଦିଲ୍ଲୀ,୧୮ା୨(ପି.ଟି.):ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍, ୨୦୨୬ର ଉଦ୍ଘାଟନ ଦିବସରେ ଯୋଗ ଦେଇଥିବା ଲୋକେ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହୋଇଥିବାରୁ ଏଥିପାଇଁ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ମଙ୍ଗଳବାର କ୍ଷମା ମାଗିଛନ୍ତି। ଏତେ ସଂଖ୍ୟାରେ ଲୋକଙ୍କ ଆଗମନ ଅସାଧାରଣ ଥିଲା ବୋଲି ମନ୍ତ୍ରୀ କହିବା…
ଦିବ୍ୟାଙ୍ଗଙ୍କୁ ଜିଲାପାଳଙ୍କ ଅଭିଯୋଗ ପ୍ରକୋଷ୍ଠରେ ପହଞ୍ଚାଇ ଚର୍ଚ୍ଚାରେ ସୁରକ୍ଷାକର୍ମୀ
ଦାରିଙ୍ଗବାଡ଼ି,୧୮ା୨(ଅରୁଣ ସାହୁ): ଜଣେ ସୁରକ୍ଷାକର୍ମୀ ଅସହାୟ ଓ ଦିବ୍ୟାଙ୍ଗଙ୍କୁ ନେଇ ଜିଲାପାଳଙ୍କ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ପହଞ୍ଚାଇ ଏବେ ସବୁଠି ଚର୍ଚ୍ଚା ଓ ପ୍ରଶଂସା ସାଉଣ୍ଟୁଥିବା ଜଣାପଡ଼ିଛି। ପ୍ରକାଶ ଯେ, ସୋମବାର ଦାରିଙ୍ଗବାଡ଼ି ବ୍ଲକ ସଭାଗୃହ ପରିସରରେ କନ୍ଧମାଳ ଜିଲାପାଳ ବେଦ…
Archives


