ଆତ୍ମହତ୍ୟା କରିବାକୁ ଯାଉଥିଲେ ଯୁବକ, Metaର ଆଲର୍ଟ ଯୋଗୁ ବଞ୍ଚିଗଲା ଜୀବନ, ସମ୍ପୂର୍ଣ୍ଣ ଘଟଣା ଜାଣିଲେ…
ଲକ୍ଷେ୍ନ,୧୯।୨: ଉତ୍ତର ପ୍ରଦେଶର ଶାହଜାହାନପୁରରେ ମେଟାର ସତର୍କତା ଏବଂ ପୋଲିସର ତତ୍ପରତା ଯୋଗୁ ଜଣେ ଯୁବକଙ୍କ ଜୀବନ ରକ୍ଷା ପାଇଯାଇଛି। ପ୍ରକୃତରେ, ଘର ବଣ୍ଟନକୁ ନେଇ ବିବାଦ ଯୋଗୁ ଜଣେ ଯୁବକ ଫାଶି ଦେଇ ଆତ୍ମହତ୍ୟା କରିବାକୁ ଚେଷ୍ଟା କରୁଥିଲେ। ସେ…
ଅନ୍ଲାଇନରେ ଅଶ୍ଳୀଳ କଣ୍ଟେଣ୍ଟ ରୋକିବାକୁ କେନ୍ଦ୍ରକୁ ନିର୍ଦ୍ଦେଶ
ନୂଆଦିଲ୍ଲୀ,୧୯ା୨:ୟୁଟ୍ୟୁବ୍ ଏବଂ ଅନ୍ୟାନ୍ୟ ସୋସିଆଲ୍ ମିଡିଆ ପ୍ଲାଟ୍ଫର୍ମଗୁଡ଼ିକରେ ‘ଅଶ୍ଳୀଳ କଣ୍ଟେଣ୍ଟ’ ପୋଷ୍ଟ ହେଉଥିବାରୁ ସେଗୁଡ଼ିକୁ ନିୟନ୍ତ୍ରଣ କରିବା ପାଇଁ କେନ୍ଦ୍ର ସରକାର ବିଚାର କରନ୍ତୁ ବୋଲି ସୁପ୍ରିମକୋର୍ଟ ମଙ୍ଗଳବାର ଆହ୍ବାନ ଦେଇଛନ୍ତି। କେତେକ ଚ୍ୟାନେଲ୍ ଏହି ପ୍ଲାଟ୍ଫର୍ମଗୁଡ଼ିକର ଦୁରୁପଯୋଗ କରୁଥିବାରୁ ସର୍ବୋଚ୍ଚ…
ଏଲ୍ଆଇସିର ସ୍ମାର୍ଟ ପେନ୍ସନ ପ୍ଲାନ୍
ଭୁବନେଶ୍ୱର,୧୯।୨(ଅନୁରାଧା ମହାରଣା): ଭାରତୀୟ ଜୀବନ ବୀମା ନିଗମ(ଏଲ୍ଆଇସି) ପକ୍ଷରୁ୍ ସ୍ମାର୍ଟ ପେନ୍ସନ ପ୍ଲାନ୍ ଆରମ୍ଭ ହୋଇଛି। ମଙ୍ଗଳବାର ନୂଆଦିଲ୍ଲୀଠାରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଅର୍ଥ ମନ୍ତ୍ରଣାଳୟର ଡିଏଫ୍ଏସ୍ ସଚିବ ଏମ୍. ନାଗାରାଜୁ, ଡ. ଏମ୍.ପି. ତାଙ୍ଗିରଲା, ପ୍ରଶାନ୍ତ କୁମାର ଗୋୟଲଙ୍କ ସମେତ…
ଟ୍ରାଫିକ୍ ନିୟମ ମାନିଲେ ମିଳିବ ଏମିତି ଉପହାର
ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଟାଉନ ଥାନା ପୋଲିସ ପକ୍ଷରୁ ମଙ୍ଗଳବାର ସଡ଼କ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଏକ ସଚେତନତା ଶୋଭାଯାତ୍ରା ଥାନାରୁ ବାହାରି ଏସ୍ପି ଅଫିସ ଛକ ଦେଇ ଗାନ୍ଧୀଛକରେ ପହଞ୍ଚିଥିଲା। ଶୋଭାଯାତ୍ରାରେ ସ୍ଥାନୀୟ ଟାଉନ ଥାନା…
ଜୟଆଲୁକ୍କାସ୍ରେ ବର୍ଷର ସର୍ବବୃହତ୍ ଗହଣା ସେଲ୍
ଭୁବନେଶ୍ୱର,୧୯।୨(ଅନୁରାଧା ମହାରଣା): ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ଜୟଆଲୁକ୍କାସ୍ ପକ୍ଷରୁ ବର୍ଷର ସର୍ବବୃହତ୍ ଗହଣା ସେଲ୍ ଘୋଷଣା କରାଯାଇଛି। ଏ ଅବସରରେ ସ୍ଥାନୀୟ ଷ୍ଟୋରରେ ଅନୁଷ୍ଠିତ ଏକ କାର୍ଯ୍ୟକ୍ରମରେ ରମାଦେବୀ ମହିଳା ଜୁନିୟର କଲେଜର ଅଧ୍ୟକ୍ଷା ଡ. ସରୋଜଲକ୍ଷ୍ମୀ ସିଂହ ଅତିଥି…
ବଜାରରେ ରେନଲ୍ଟ କାଇଗର, ଟ୍ରାଇବରର ନୂଆ ଭର୍ସନ
ଭୁବନେଶ୍ୱର,୧୯।୨(ଅନୁରାଧା ମହାରଣା): ରେନଲ୍ଟ ଇଣ୍ଡିଆ ପକ୍ଷରୁ କାଇଗର ଓ ଟ୍ରାଇବରର ନୂଆ ଭର୍ସନ ଉନ୍ମୋଚନ ହୋଇଯାଇଛି। ଅତ୍ୟାଧୁନିକ ବୈଶିଷ୍ଟ୍ୟ ସହ ପ୍ରସ୍ତୁତ ରେନଲ୍ଟ କାଇଗର ଓ ଟ୍ରାଇବର ଏମ୍ଓ୍ବାଇ ୨୫ ଊନ୍ମୋଚନ ଅବସରରେ ରେନଲ୍ଟ ଇଣ୍ଡିଆର ପରିଚାଳନା ନିର୍ଦ୍ଦେଶକ ତଥା ସିଇଓ…
କାମ ଦେଲାନି ମୋଦିଙ୍କ ଆଲୋଚନା: ଟ୍ରମ୍ପ ନେଲେ କଠୋର ନିଷ୍ପତ୍ତି, ବଡ଼ କ୍ଷତି ସହିବ ଭାରତ
ଓ୍ବାଶିଂଟନ୍.୧୯।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କ୍ରମାଗତ ଭାବରେ ଭାରତର ଚିନ୍ତା ବୃଦ୍ଧି କରୁଛନ୍ତି। ନିକଟରେ ପ୍ରଧାନମନ୍ତ୍ରୀ ମୋଦି ଡୋନାଲ୍ଡ ଟ୍ରମ୍ପଙ୍କୁ ଭେଟି ଦୁଇ ଦେଶ ମଧ୍ୟରେ ଭଲ ସମ୍ପର୍କ ବିଷୟରେ ଆଲୋଚନା କରିଥିଲେ। ଏହା ବ୍ୟତୀତ ସେ ଟ୍ରମ୍ପଙ୍କୁ ନିଜର…
ଝାନ୍ସୀରେ ‘ବର୍ଡର ୨’ର ଶୁଟିଂ
ଝାନ୍ସି: ବଲିଉଡ୍ ଅଭିନେତା ସନ୍ନି ଦେଓଲଙ୍କ ‘ବର୍ଡର ୨’ ଫିଲ୍ମକୁ ତାଙ୍କ ପ୍ରଶଂସକମାନେ ଉତ୍ସାହର ସହ ଅପେକ୍ଷା କରି ରହିଛନ୍ତି। ତେବେ ସନ୍ନି ଏହି ଫିଲ୍ମର ଶୁଟିଂ ଆରମ୍ଭ କରିଛନ୍ତି। ମଙ୍ଗଳବାର ସେ ତାଙ୍କ ଇନ୍ଷ୍ଟାଗ୍ରାମରେ ଫିଲ୍ମର ଶୁଟିଂ ଶେଟ୍ର ଏକ…
ଯୌତୁକରେ ମିଳିଥିବା ୫.୫୧ ଲକ୍ଷ ଫେରାଇଲେ
ଜୈସଲ୍ମେର: ପଶ୍ଚିମ ରାଜସ୍ଥାନର ଜୈସଲମେର ଜିଲା ଲାଠି ଅଞ୍ଚଳସ୍ଥିତ କେରାଲିଆ ଗ୍ରାମରେ ଅନୁଷ୍ଠିତ ହୋଇଥିବା ଏକ ବିବାହ ଉତ୍ସବରେ ଜଣେ ବର ଯୌତୁକ ପ୍ରଥାକୁ ବନ୍ଦ କରିବା ପାଇଁ ଏକ ନିଆରା ଉଦାହରଣ ସୃଷ୍ଟି କରିଛନ୍ତି। ରାଜସ୍ଥାନର ପାଲି ଜିଲା କଣ୍ଟାଲିଆ…
ବାଣିଜି୍ୟକ କାରବାର ବଢ଼ାଇବେ ଭାରତ, କାତାର
ନୂଆଦିଲ୍ଲୀ, ୧୯।୨: ନୂଆଦିଲ୍ଲୀସ୍ଥିତ ହାଇଦ୍ରାବାଦ ହାଉସ୍ରେ ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କାତାରର ଅମିର ଶେଖ୍ ତମିମ ବିନ୍ ହମଦ୍ ଅଲ୍-ଥାନୀଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଦ୍ୱିପାକ୍ଷିକ ଆଲୋଚନା କରିଛନ୍ତି। ଏହି ଅବସରରେ ଦୁଇ ଦେଶ ମଧ୍ୟରେ ବାଣିଜ୍ୟ, ନିବେଶ, ଶକ୍ତି,…
ଅବସର ନେଲେ ସିଇସି ରାଜୀବ କୁମାର
ନୂଆଦିଲ୍ଲୀ,୧୯।୨: ୨୦୨୪ ଲୋକ ସଭା ନିର୍ବାଚନ ସମେତ ଗୁରୁତ୍ୱପୂର୍ଣ୍ଣ ଜମ୍ମୁ-କଶ୍ମୀର ବିଧାନସଭା ନିର୍ବାଚନ ପରିଚାଳନାର ନେତୃତ୍ୱ ନେଇଥିବା ମୁଖ୍ୟ ନିର୍ବାଚନ କମିଶନର (ସିଇସି) ରାଜୀବ କୁମାର ମଙ୍ଗଳବାର ଅବସର ଗ୍ରହଣ କରିଛନ୍ତି। ସେ ୨୦୨୦ ସେପ୍ଟେମ୍ବର ୧ରେ ନିର୍ବାଚନ କମିଶନର ଭାବେ…
ସପ୍ତାହେ ଯାଏ ଘଡ଼ଘଡ଼ି ସହ ବର୍ଷା
ଭୁବନେଶ୍ୱର,୧୮ା୨ (ଅନୁରାଧା ମହାରଣା) – ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଥିବାବେଳେ ମଙ୍ଗଳବାର ସର୍ବାଧିକ ତାପମାତ୍ରା ବୌଦ୍ଧରେ ୩୬.୮ ଡିଗ୍ରୀ ରେକର୍ଡ କରାଯାଇଛି। ତେବେ ବୁଧବାରଠାରୁ ସପ୍ତାହେ ପର୍ଯ୍ୟନ୍ତ ବିଭିନ୍ନ ଜିଲାରେ ଘଡ଼ଘଡ଼ି ବିଜୁଳି ସହ ବର୍ଷା ହେବାର ସମ୍ଭାବନା ରହିଛି। ବୁଧବାର…
Archives


