ବିଜୁଳି, ଘଡ଼ଘଡ଼ି କୁଆପଥର ବର୍ଷା, ୬ଜିଲାରେ ପ୍ରବଳ ବର୍ଷିବ
ଭୁବନେଶ୍ୱର,୨୦।୨ (ଅନୁରାଧା ମହାରଣା): ରାଜ୍ୟର ବିଭିନ୍ନ ଜିଲାରେ ବୁଧବାର ବିଜୁଳି ଘଡ଼ଘଡ଼ି ସହ ବର୍ଷା ଆରମ୍ଭ ହୋଇଛି। କିଛି ସ୍ଥାନରେ ୪୦ରୁ ୫୦କି.ମି. ବେଗରେ ପବନ ବହିବା ସହ କୁଆପଥର ବର୍ଷା ହୋଇଛି। ବାଲେଶ୍ୱରରେ ସର୍ବାଧିକ ୧୭.୬ ମି.ମି. ବର୍ଷା ରେକର୍ଡ…
ବର୍ଷକୁ ୨ଥର ସିବିଏସ୍ଇ ୧୦ମ ବୋର୍ଡ ପରୀକ୍ଷା
ଭୁବନେଶ୍ୱର,୨୦ା୨ (ସୁଚିସ୍ମିତା ସାହୁ):ଛାତ୍ରୀଛାତ୍ରଙ୍କ ମନରେ ପରୀକ୍ଷା ଚାପ କମାଇବାକୁ କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍ଇ) ବଡ଼ ପଦକ୍ଷେପ ନେବାକୁ ଯାଉଛି। ବର୍ଷକୁ ଦୁଇଟି ପର୍ଯ୍ୟାୟରେ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା କରିବାକୁ ନିଷ୍ପତ୍ତି ନେଇଛି। ଏନେଇ ସିବିଏସ୍ଇ ପକ୍ଷରୁ ବୁଧବାର…
ଏଇ ଭାରତରେ
ଶିକ୍ଷାଦାନ ବ୍ୟତୀତ ସ୍କୁଲର ପାରିପାର୍ଶ୍ୱିକ ପରିବେଶରେ ଉନ୍ନତି କରି ଅନ୍ୟମାନଙ୍କ ପାଇଁ ପଥ ପ୍ରଦର୍ଶକ ସାଜିଛନ୍ତି ମଧ୍ୟପ୍ରଦେଶର ଗୋପାଳ ଭାଲଓ୍ବାଲ। ସେ ରାଜଗଡ଼ର ମୋହନପୁର କଲୋନିରେ ଥିବା ସରକାରୀ ସମନ୍ବିତ ମଧ୍ୟ ଇଂରାଜୀ ସ୍କୁଲରେ ଶିକ୍ଷକ ଅଛନ୍ତି। ପ୍ରତିଦିନ ସ୍କୁଲରେ ଶିକ୍ଷାଦାନ…
ନୀରବ ମହାମାରୀ
ଭାରତ ଏକ ଯୁବ ଦେଶ। ଏହାର ଜନସଂଖ୍ୟାର ମୋଟ ୫୩.୭% ହେଉଛନ୍ତି ଯୁବକ। ତେବେ ଚିନ୍ତାର ବିଷୟ ହେଉଛି, ସେମାନେ ଏବେ ଏକ ନୀରବ ମହାମାରୀର ସମ୍ମୁଖୀନ ହେଉଛନ୍ତି। ଜାତୀୟ ଅପରାଧ ରେକର୍ଡ ବ୍ୟୁରୋର ‘ଭାରତରେ ଦୁର୍ଘଟଣାଜନିତ ମୃତ୍ୟୁ ଏବଂ ଆତ୍ମହତ୍ୟା…
ଜଗନ୍ନାଥ ମନ୍ଦିରରୁ ଚୋରି
ନୟାଗଡ଼,୨୦।୨(ଲୋକନାଥ ମିଶ୍ର): ବୁଧବାର ରାତିରେ ନୟାଗଡ଼ ପୁରୁଣା ସହରର ଜଗନ୍ନାଥ ମନ୍ଦିରରୁ ଚୋରି ହୋଇଛି। ଚୋରମାନେ ମନ୍ଦିର କବାଟର କଡା ଭାଙ୍ଗି ଜଗନ୍ନାଥଙ୍କ କିରଟି ଓ ନାକଚଣା, ବଳଭଦ୍ରଙ୍କ ନାଗମୃତି ମଥାମଣି, ସୁଭଦ୍ରାଙ୍କ କିରଟି ଚୋରି ହୋଇଛି। ଶ୍ରୀଜୀଉଙ୍କ ସମସ୍ତ ଅଳଙ୍କାର…
ପାଠାଗାର: ଆଶା ଓ ଆଶଙ୍କା
ପାଠାଗାରଗୁଡ଼ିକର ଭୂମିକା ଅବର୍ଣ୍ଣନୀୟ। ପ୍ରାଚୀନ କାଳରୁ ପାଠକ ନିମନ୍ତେ ପାଠାଗାର ପାଠ୍ୟ ଉପକରଣ ଦ୍ୱାରା ପାଠକର ମନକୁ ଶାନ୍ତ କରିଥାଏ। ପାଠକଟିଏ ପାଠାଗାରରେ ବସି ପୁସ୍ତକ ଖୋଲି ଲୀନହୋଇଯାଏ ଶିକ୍ଷଣ ପ୍ରକ୍ରିୟାରେ। ପ୍ରାଚୀନ ଯୁଗରେ ଶିଷ୍ୟମାନେ ଗୁରୁକୁଳରୁ ଶିକ୍ଷା ଗ୍ରହଣ କରୁଥିଲେ…
କୁମ୍ଭ ପ୍ରଚ୍ଛଦର କାହାଣୀ
ନିକଟରେ ପ୍ରୟାଗରାଜରେ ଚାଲିଥିବା କୁମ୍ଭମେଳାରେ ଦଳାଚକଟା ଘଟିଲା। ଏଥିରେ ଅନେକଙ୍କ ମୃତ୍ୟୁ ହେଲା, ଯାହା ଏକ ଦୁଃଖଦ ବିଷୟ। କୁମ୍ଭରେ ଅନେକ କୋଟି ଲୋକ ଏକାଠି ହେଉଛନ୍ତି। ଭିଆଇପିଙ୍କୁ ପବିତ୍ର ଜଳରେ ବୁଡ଼ ପକାଇବା ପାଇଁ ସ୍ବତନ୍ତ୍ର ସୁବିଧା ଦିଆଯାଉଛି, ତଥାପି…
KIIT student death row: ତଦନ୍ତ ଆରମ୍ଭକଲା ଉଚ୍ଚସ୍ତରୀୟ କମିଟି
ଭୁବନେଶ୍ୱର,୨୦।୨(ସତ୍ୟଜିତ୍ ରାଉତ): KIIT University ରେ ବି.ଟେକ୍ ଛାତ୍ରୀ ପ୍ରକ୍ରିତି ଲାମସଲ୍ଙ୍କ ଆତ୍ମହତ୍ୟା ଏବଂ ନେପାଳୀ ଛାତ୍ରୀଛାତ୍ରଙ୍କୁ ବଳପୂର୍ବକ କଲେଜରୁ ବିତାଡ଼ିତ କରି ନିର୍ଯାତନା ଘଟଣାରେ ବିବାଦ ଅଧିକ ଘନେଇବାରେ ଲାଗିଛି। କିଟ୍ କର୍ତ୍ତୃପକ୍ଷଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ବିଭିନ୍ନ…
ଗୋପାଳପୁରରେ ହେବ ଗ୍ରୀନ୍ ଆମୋନିଆ ପ୍ଲାଣ୍ଟ
ଭୁବନେଶ୍ୱର,୨୦।୨ (ଅନୁରାଧା ମହାରଣା):ଗ୍ରୀଡ୍କୋ ବିଦ୍ୟୁତ୍ ନିୟାମକ ଆୟୋଗ ଗ୍ରୀନ୍ ଏନର୍ଜି ଓପନ ଆକ୍ସେସ୍ ରେଗୁଲେଶନ୍ସ, ୨୦୨୩ ଅଧୀନରେ ମେସର୍ସ ଅଭାଡା ଗ୍ରୀନ୍ ଏଚ୍ ୨ ପ୍ରାଇଭେଟ୍ ଲିମିଟେଡ୍୍ ସହ ଏକ ବୁଝାମଣା ପତ୍ର ସ୍ବାକ୍ଷରିତ ହୋଇଛି। ଏହି ଚୁକ୍ତି ଅନୁସାରେ ୨୫…
ବିଦ୍ୟୁତ ତାର ସଂସ୍ପର୍ଶରେ ହାତୀ ମୃତ୍ୟୁ ଘଟଣା: ୪ ଶିକାରୀ ଗିରଫ
ଦେବଗଡ,୨୦।୨(ଶେଖର ଝାଙ୍କର): ରିଆମାଳ ବନ୍ୟାଞ୍ଚଳ କୁଣ୍ଢେଇଗୋଳା ସେକ୍ସନ ଅନ୍ତର୍ଗତ ଗରିଆପାଲି ନିକଟସ୍ଥ ଜଙ୍ଗଲ ମଧ୍ୟରେ ଜନ୍ତୁ ଶିକାର ପାଇଁ ବିଛା ଯାଇଥିବା ବିଦ୍ୟୁତ ତାର ସଂସ୍ପର୍ଶରେରେ ଆସି ହାତୀର ମୃତ୍ୟୁ ହୋଇଛି। ଏହି ଘଟଣାରେ ୪ ଜଣ ଶିକାରୀଙ୍କୁ ବନ ବିଭାଗ…
ଏମ୍ଇଏଆଇ ପକ୍ଷରୁ ଜାତୀୟ ସମ୍ମିଳନୀ
ଭୁବନେଶ୍ୱର,୨୦।୨(ଅନୁରାଧା ମହାରଣା): ହାଇଦ୍ରାବାଦସ୍ଥିତ ମାଇନିଂ ଇଞ୍ଜିନିୟର୍ସ ଆସୋସିଏସନ ଅଫ୍ ଇଣ୍ଡିଆ (ଏମ୍ଇଏଆଇ) ପକ୍ଷରୁ ‘ଖଣିଜ ଖଣି ଖନନ: ଆତ୍ମନିର୍ଭର ବିକଶିତ ଭାରତ ୨୦୪୭ ଦିଗରେ ଅଗ୍ରଗାମୀ’ ଶୀର୍ଷକ ୨ଦିନିଆ ଜାତୀୟ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ସମ୍ମିଳନୀର ଦ୍ୱିତୀୟ ଦିନରେ ଖଣି କ୍ଷେତ୍ର,…
ଷ୍ଟାର୍ଟଅପ୍ ଓ ଏମ୍ଏସ୍ଏମ୍ଇ ପାଇଁ ଲୋନ୍ ମେଳା
ଭୁବନେଶ୍ୱର,୨୦।୨(ଅନୁରାଧା ମହାରଣା): ରାଜ୍ୟ ସରକାରଙ୍କ ଏମ୍ଏସ୍ଏମ୍ଇ ବିଭାଗ ସହଯୋଗରେ ଓଡ଼ିଶା କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ପରିଷଦ (ଓସ୍ମେ) ପକ୍ଷରୁ ଷ୍ଟାର୍ଟଅପ୍ ଓ ଏମ୍ଏସ୍ଏମ୍ଇଗୁଡ଼ିକ ପାଇଁ ବୁଧବାର ଏକ ଲୋନ୍ ମେଳା ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରର ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଏଣ୍ଟରପ୍ରେନ୍ୟୋରଶିପ ଡେଭେଲପମେଣ୍ଟଠାରେ…
Archives


