ତାଇଓ୍ବାନ ବିରୋଧରେ ଯୁଦ୍ଧ କରିବାକୁ ପ୍ରସ୍ତୁତ ହେଲାଣି ଚାଇନା! ଖୋଲାଖୋଲି ଦେଲା ଧମକ
ବେଜିଂ,୧।୪: ଚାଇନା ସେନା ତାଇୱାନ ଚାରିପାଖରେ ଯୁଦ୍ଧ ଅଭ୍ୟାସ ଆରମ୍ଭ କରିଛି। ଚାଇନା ସେନାର ପୂର୍ବ ଥିଏଟର କମାଣ୍ଡର ସରକାରୀ WeChat ଆକାଉଣ୍ଟରେ ଏହି ସୂଚନା ଦିଆଯାଇଛି। ଏହି ଅଭ୍ୟାସରେ ସ୍ଥଳସେନା, ନୌସେନା ଏବଂ ରକେଟ ଫୋର୍ସର ମିଳିତ ବାହିନୀ ଅଂଶଗ୍ରହଣ…
ଝାଡ଼ଖଣ୍ଡରେ ବଡ଼ ଧରଣର ଟ୍ରେନ ଦୁର୍ଘଟଣା, ମୁହାଁମୁହିଁ ହେଲେ ଦୁଇ ମାଲଗାଡ଼ି
ରାଞ୍ଚି,୧।୪: ଝାଡ଼ଖଣ୍ଡର ବରହେଟରେ ଦୁଇଟି ମାଲବାହୀ ଟ୍ରେନ ମଧ୍ୟରେ ଧକ୍କା ହେବା ଯୋଗୁଁ ଏକ ବଡ଼ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଚାରି ଜଣ ଆହତ ହୋଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଯେତେବେଳେ ଫରକ୍କାରୁ ଲାଲମାଟିଆ…
ଜାତୀୟ ଶିକ୍ଷାନୀତିକୁ ନିନ୍ଦାକଲେ ସୋନିଆ
ନୂଆଦିଲ୍ଲୀ,୧।୪(ପି.ଟି.): କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ କେନ୍ଦ୍ର ସରକାରଙ୍କ ଶିକ୍ଷାନୀତିକୁ ନିନ୍ଦା କରିଛନ୍ତି। କ୍ଷମତାର କେନ୍ଦ୍ରୀକରଣ, ବ୍ୟବସାୟୀକରଣ, ଘରୋଇ ସେକ୍ଟରରେ ପୁଞ୍ଜିନିବେଶର ଆଉଟ୍ସୋର୍ସିିଂ ଏବଂ ପାଠ୍ୟପୁସ୍ତକଗୁଡ଼ିକର ସାମ୍ପ୍ରଦାୟୀକରଣ ଉକ୍ତ ଶିକ୍ଷାନୀତିର ମୁଖ୍ୟ ଏଜେଣ୍ଡା। ଉପରୋକ୍ତ ୩ ‘ସି’ ଏବେ ଭାରତୀୟ ଶିକ୍ଷାକୁ…
ଇୟୁ ପାଣ୍ଠି ହେରଫେର ମାମଲାରେ ଫ୍ରାନ୍ସ ନେତ୍ରୀ ଲି ପେନ୍ ଦୋଷୀ
ପ୍ୟାରିସ୍,୧।୪: ୟୁରୋପୀୟ ସଂଘ ପାଣ୍ଠି ହେରଫେର ମାମଲାରେ ଫ୍ରାନ୍ସର ଫାର୍-ରାଇଟ୍ ନେତ୍ରୀ ମାରିନ୍ ଲି ପେନ୍ ଦୋଷୀସାବ୍ୟସ୍ତ ହୋଇଛନ୍ତି। ସେ ଉଚ୍ଚ ପଦବୀ ପାଇଁ ଲଢ଼ିପାରିବେ ନାହିଁ ବୋଲି ସୋମବାର ପ୍ରଧାନ ବିଚାରପତି କଟକଣା ଲଗାଇବା ପରେ ଲି ପେନ୍ ତୁରନ୍ତ କୋର୍ଟ…
ଆଜିଠୁ ଝଡ଼ବର୍ଷା: ଏହି ୯ ଜିଲାକୁ ୟେଲୋ ଓ୍ବାର୍ନିଂ
ଭୁବନେଶ୍ୱର,୧ା୪: ଆସନ୍ତା କିଛିଦିନ ଦେଶର ବିଭିନ୍ନ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ସେହିପରି ଏପ୍ରିଲରୁ ଜୁନ୍ ମଧ୍ୟରେ ପୂର୍ବଭାରତ, ଉତ୍ତର-ପଶ୍ଚିମ ଭାରତ ସହ ଅନ୍ୟାନ୍ୟ ସ୍ଥାନରେ ସ୍ବାଭାବିକଠାରୁ ଅଧିକ ତାପମାତ୍ରା ଅନୁଭୂତ ହୋଇପାରେ। ଏନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍ଡି)…
ବିସ୍ତାର ପାଇଁ ଚାଇନାକୁ ବାଂଲାଦେଶର ଆମନ୍ତ୍ରଣ
ନୂଆଦିଲ୍ଲୀ,୧।୪: ବାଂଲାଦେଶ ଅନ୍ତରୀଣ ସରକାରର ଉପଦେଷ୍ଟା ମହମ୍ମଦ ୟୁନୁସ୍ ବଙ୍ଗୋପସାଗର ଅଞ୍ଚଳରେ କ୍ଷମତା ବିସ୍ତାର ପାଇଁ ଚାଇନାକୁ ଆମନ୍ତ୍ରଣ କରିଛନ୍ତି, ଯାହା ପରୋକ୍ଷରେ ଭାରତର ଉତ୍ତରପୂର୍ବାଞ୍ଚଳ ରାଜ୍ୟଗୁଡ଼ିକ ପାଇଁ ବିପଦ ସୃଷ୍ଟି କରିବ। ଗତ ସପ୍ତାହରେ ୪ ଦିନିଆ ବେଜିଂ ଗସ୍ତରେ…
ଆଣ୍ଟିଡିପ୍ରେସାଣ୍ଟ ଔଷଧ ବଢ଼ାଉଛି ହୃଦ୍ଘାତ
ଭିଏନା, ୧ା୪: ଆଣ୍ଟିଡିପ୍ରେସାଣ୍ଟ (ଅବସାଦ ନିରୋଧୀ ଔଷଧ)କୁ ଲମ୍ବା ସମୟ ଧରି ସେବନ କରିବା ଦ୍ୱାରା ଆକସ୍ମିକ ହୃଦ୍ଘାତ ହେବାର ଆଶଙ୍କା ବଢ଼ିଥାଏ। ଅଷ୍ଟ୍ରିଆର ରାଜଧାନୀ ୟୁରୋପିଆନ ସୋସାଇଟି ଅଫ୍ କାର୍ଡିଓଲୋଜି ପକ୍ଷରୁ କରାଯାଇଥିବା ‘ଇଏଚ୍ଆର୍ଏ ୨୦୨୫ କଂଗ୍ରେସ’ କାର୍ଯ୍ୟକ୍ରମରେ ଏନେଇ…
ବଡ଼ ପଦକ୍ଷେପ: ଆଜିଠୁ ନିଷ୍କ୍ରିୟ ମୋବାଇଲ ନମ୍ବରରେ ମିଳିବନି UPI ସେବା
ଭୁବନେଶ୍ୱର,୧ା୪: ଜାଲିଆତି ଓ ଆର୍ଥିକ ଠକେଇ ନିୟନ୍ତ୍ରଣ ପାଇଁ ୟୁନିଫାଏଡ୍ ପେମେଣ୍ଟସ୍ ଇଣ୍ଟରଫେସ୍(ୟୁପିଆଇ) ସହ ଜଡ଼ିତ ଅନେକ ନିୟମ ପରିବର୍ତ୍ତନ କରାଯାଇଛି। ଏହି କ୍ରମରେ ବ୍ୟାଙ୍କ୍ରେ ଲିଙ୍କ ହୋଇଥିବା ଉପଭୋକ୍ତାଙ୍କ ମୋବାଇଲ ନମ୍ବର ଦୀର୍ଘ ସମୟ ଧରି ନିଷ୍କ୍ରିୟ ଥିଲେ ଏପ୍ରିଲ…
ପଦବୀ ପୂରଣ ହେଉନି, କେନ୍ଦ୍ରରୁ ଫେରୁନାହାନ୍ତି: ଓଡ଼ିଶାରେ ୩୬% ଆଇଏଏସ୍, ୪୮% ଆଇପିଏସ୍ ଅଫିସର ପଦବୀ ଖାଲି
ଭୁବନେଶ୍ୱର, ୧ା୪(ସୁନିତ୍ ମିଶ୍ର): ରାଜ୍ୟରେ ଯେତିକି ମଞ୍ଜୁରୀପ୍ରାପ୍ତ ଉଚ୍ଚପଦସ୍ଥ ସରକାରୀ ପଦପଦବୀ ରହିଛି ତାହା ପୂରଣ ହେଉନାହିଁ। ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍), ଭାରତୀୟ ପୋଲିସ ସେବା (ଆଇପିଏସ୍)ଠାରୁ ଆରମ୍ଭ କରି ଭାରତୀୟ ବନ ସେବା (ଆଇଏଫ୍ଏସ୍), ଓଡ଼ିଶା ପ୍ରଶାସନିକ ସେବା…
ନିଶା ସେବନକୁ ବିରୋଧ କରିବାରୁ: ସ୍ତ୍ରୀ, ୫ବର୍ଷର ପୁଅଙ୍କୁ ହତ୍ୟା
ଷଢ଼େଇକଳା (ଝାଡ଼ଖଣ୍ଡ),୧।୪: ନିଶା ସେବନ କରିବା ନିଜର କ୍ଷତି ସହ ଅନେକ ସମୟରେ ବହୁ ପରିବାରରେ ଅଶାନ୍ତି ସୃଷ୍ଟିର ମୂଳ କାରଣ ପାଲଟିଥାଏ। ଏପରି କି ନିଶା ସେବନ କରୁଥିବା ବ୍ୟକ୍ତି ନିଜର ହିତାହିତ ଜ୍ଞାନ ଭୁଲିଯାଇ ବଡ଼ ଅଘଟଣ ମଧ୍ୟ…
ପାରାଦୀପର ସୁପର ସ୍ପେଶିଆଲିଟି ହସ୍ପିଟାଲ: ନେତାଙ୍କ କଥାରେ ରହୁନି ତାଳମେଳ
ପାରାଦୀପ,୧।୪(ଶରତ ରାଉତ): ଜଗତ୍ସିଂହପୁର ଜିଲା ପାରାଦୀପରେ ସୁପର ସ୍ପେଶିଆଲିଟି ହସ୍ପିଟାଲ ହେବ ବୋଲି ସରକାରୀ ଭାବେ ୨୦୧୩ରୁ ଘୋଷଣା କରାଗଲାଣି। ଏବେବି ସେମିତି ସରକାରୀ ଭାବେ ଘୋଷଣା କରାଯାଇଛି। ବାସ୍ତବରେ ଏପରି ହସ୍ପିଟାଲ କେବେ ହେବ, ସେନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।…
କୋଟିଆର ୨୧ଅଞ୍ଚଳ ଆନ୍ଧ୍ରକୁ ଦେବ ଭାଜପା ସରକାର: କାଡାମ
ଭୁବନେଶ୍ୱର, ୧ା୪(ସୁନିତ୍ ମିଶ୍ର): କେନ୍ଦ୍ରରେ ସରକାରକୁ ବଞ୍ଚାଇବା ପାଇଁ ଭାଜପାର ଡବଲ ଇଞ୍ଜିନ ସରକାର ଯୌତୁକ ହିସାବରେ କୋଟିଆର ୨୧ ଅଞ୍ଚଳକୁ ଆନ୍ଧ୍ର ହାତକୁ ଟେକିଦେବା ନେଇ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ ଆଶଙ୍କା କରିଛନ୍ତି। ଏକ ଖବରଦାତା…
Archives


