ହୋଇଗଲା ସ୍ଥିର! ନୂଆ ଓ୍ବାକଫ ବୋର୍ଡରେ ଶିୟା, ସୁନ୍ନିଙ୍କ ସହ ମହିଳା ବି ହେବେ ସାମିଲ
ନୂଆଦିଲ୍ଲୀ,୨।୪: ବୁଧବାର (୨ ଏପ୍ରିଲ) ଲୋକ ସଭାରେ ୱାକଫ ବିଲ ୨୦୨୪ ଉପସ୍ଥାପିତ ହୋଇଥିଲା। ଏହାକୁ ସଂସଦୀୟ ବ୍ୟାପାର ମନ୍ତ୍ରୀ କିରେନ ରିଜିଜୁ ଉପସ୍ଥାପନ କରିଥିଲେ। ଏହି ବିଲ ଉପରେ ଆଲୋଚନା ପାଇଁ ୮ଘଣ୍ଟା ସମୟ ଧାର୍ଯ୍ୟ କରାଯାଇଛି। କିରେନ ରିଜିଜୁ…
୨୮୮୫ ଶିଶୁବାଟିକାରେ ପ୍ରବେଶ ଉତ୍ସବ: ପିଲାଙ୍କୁ ଖଡ଼ି ଛୁଆଁଇଲେ ଜିଲାପାଳ
ଛତ୍ରପୁର,୨ା୪(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ବିଦ୍ୟାଳୟଗୁଡ଼ିକରେ ଖୋଲିଥିବା ୨୮୮୫ ଶିଶୁ ବଟିକାରେ ପ୍ରବେଶ ଉତ୍ସବ ଓ ଖଡିଛୁଆଁ କାର୍ଯ୍ୟକ୍ରମ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା ଛତ୍ରପୁରସ୍ଥିତ ପୁତିଗୋପାଳପୁର ସ୍କୁଲରେ ଥିବା ଶିଶୁବାଟିକାରେ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ…
ଏମିତି କ’ଣ କହିଲେ ଅଖିଳେଶ, ଏକାଥରେ ଠିଆ ହୋଇଗଲେ ଶାହା
ନୂଆଦିଲ୍ଲୀ,୨।୪: ଲୋକ ସଭାରେ ବୁଧବାର ୱାକଫ ସଂଶୋଧନ ବିଲ ଉପସ୍ଥାପିତ ହୋଇଛି। ଏହି ସମୟରେ କଂଗ୍ରେସ ଏକ ବିରାଟ ହଙ୍ଗାମା ସୃଷ୍ଟି କରିଥିଲା। ଏହାକୁ ନେଇ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା କଂଗ୍ରେସକୁ ପାଲଟା ଆକ୍ରମଣ କରିଥିଲେ, ଯେତେବେଳେ କେନ୍ଦ୍ର ମନ୍ତ୍ରୀ କିରେନ…
ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା ଅର୍ଥ ଆତ୍ମସାତ୍: ଗିରଫ ହେଲେ ଭାରପ୍ରାପ୍ତ ସମବାୟ ସମିତି ସମ୍ପାଦକ
ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): କ୍ଷତିଗ୍ରସ୍ତ ଚାଷୀଙ୍କ ଉଦ୍ଦେଶ୍ୟରେ ଆସିଥିବା ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା କ୍ଷତିପୂରଣ ଅର୍ଥ ଆତ୍ମସାତ ଅଭିଯୋଗରେ ସମବାୟ ସମିତିର ଜନୈକ ଭାରପ୍ରାପ୍ତ ସମ୍ପାଦକକୁ ଭିଜିଲାନ୍ସ ବିଭାଗ ଗିରଫ କରିଛି। ପ୍ରାପ୍ତ ସୂଚନାନୁସାରେ, ଗିରଫ ଅଭିଯୁକ୍ତ ହେଲେ ବାଲେଶ୍ୱର ଜିଲା…
ଉପଖଣ୍ଡ ସରକାରୀ ଚିକିତ୍ସାଳୟ କେନ୍ଦ୍ର ପରିଦର୍ଶନ କଲେ ସିଡିଏମ୍ଓ
ଛତ୍ରପୁର,୨ା୪(ଦିଲ୍ଲୀପ ସାମଲ/ସନ୍ତୋଷ ପାଢ଼ୀ): ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଭାବେ ଡାକ୍ତର ଭବାନୀଶଙ୍କର ମିଶ୍ର ଦାୟିତ୍ୱ ଗ୍ରହଣ କରିବା ପରେ ବୁଧବାର ଅଚାନକ ଛତ୍ରପୁର ଉପଖଣ୍ଡ ସରକାରୀ ଚିକିତ୍ସାଳୟ ପରିଦର୍ଶନ କରିଛନ୍ତି। ଚିକିତ୍ସାଳୟରେ ରୋଗୀଙ୍କୁ ପ୍ରଦାନ କରାଯାଉଥିବା ସ୍ବାସ୍ଥ୍ୟସେବା, ନିରାମୟ କେନ୍ଦ୍ର, ପାଥୋଲୋଜି,…
ବିରୋଧ ସତ୍ତ୍ୱେ ୪୦୦ ଏକର ଜଙ୍ଗଲ ସଫା କଲେ ତେଲଙ୍ଗାନା ସରକାର: ପରିବେଶବିତ୍ କ୍ଷୁବ୍ଧ
ହାଇଦ୍ରାବାଦ,୨।୪: ତେଲଙ୍ଗାନାର କଂଗ୍ରେସ ସରକାର ପକ୍ଷରୁ ହାଇଦ୍ରାବାଦର କାଞ୍ଚା ଗଛିବୋୱଲି ଅଞ୍ଚଳର ୪୦୦ ଏକର ଜମିରୁ ଗଛଲତା ହଟାଇ ସଫା କରାଯାଉଛି। ସରକାରଙ୍କ ଏହି ପଦକ୍ଷେପରେ ହାଇଦ୍ରାବାଦ ବିଶ୍ୱବିଦ୍ୟାଳୟର ଛାତ୍ର ଏବଂ ପରିବେଶ କର୍ମୀମାନେ କ୍ଷୁବ୍ଧ ଅଛନ୍ତି। ହାଇଦ୍ରାବାଦ ବିଶ୍ୱବିଦ୍ୟାଳୟ ଛାତ୍ର…
ୱକଫ ବିଲ୍କୁ ନେଇ ବଦଳିଲା BJDର ନିଷ୍ପତ୍ତି, ରାଜ୍ୟ ରାଜନୀତିରେ ହଇଚଇ
ନୂଆଦିଲ୍ଲୀ/ଭୁବନେଶ୍ୱର, ୨।୪: ବିଜୁ ଜନତା ଦଳ (ବିଜେଡି) କେନ୍ଦ୍ର ସରକାରଙ୍କ ଓ୍ବକଫ (ସଂଶୋଧନ) ବିଲ ୨୦୨୪କୁ କଡ଼ା ବିରୋଧ କରିଛି। ଏହି ବିଲ ମୁସଲିମ ସମ୍ପ୍ରଦାୟର ଧାର୍ମିକ ଓ ସମ୍ପତ୍ତି ଅଧିକାର ଉପରେ ଆଘାତ ଦେବ ବୋଲି ଦଳ ଅଭିଯୋଗ କରିଛି।…
ପୁଣି ବଢ଼ିଲା କିଟ୍ ଅଡ଼ୁଆ, ମୃତ ଛାତ୍ରଙ୍କ ବାପା କହିଲେ…
ଭୁବନେଶ୍ୱର,୨।୪: ପୁଣି ବଢ଼ିଲା କିଟ୍ ଅଡ଼ୁଆ। କିଟ୍ ବିରୋଧରେ ସଙ୍ଗୀନ ଅଭିଯୋଗ ଆଣିଲେ ମୃତ ଛାତ୍ରଙ୍କ ଅର୍ଣ୍ଣବଙ୍କ ବାପା। କିଟ୍ କର୍ତ୍ତୃପକ୍ଷଙ୍କ ଅବହେଳାରୁ ପୁଅର ମୃତ୍ୟୁ ହୋଇଥିବା ଅଭିଯୋଗ କରିଛନ୍ତି। କର୍ତ୍ତୃପକ୍ଷଙ୍କ ଉପରେ କ୍ଷୋଭ ସହ ମ୍ୟାନେଜମେଣ୍ଟ ଅବହେଳାକୁ ଦାୟୀ କରିଛନ୍ତି।…
ଚମକାଇଲା ନୂଆ ଅଧ୍ୟୟନ, ପୁରୁଷଙ୍କ ତୁଳନାରେ ମହିଳାଙ୍କର ଶୁଣିବା କ୍ଷମତା ପ୍ରଖର
ପ୍ରାୟତଃ ଆପଣ ଲୋକମାନଙ୍କୁ ମଜାରେ କହିବାର ଶୁଣିଥିବେ ଯେ ମହିଳାଙ୍କ କାନ ବହୁତ ପ୍ରଖର ଥାଏ। କିନ୍ତୁ ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ ଯେ ମଜାରେ କୁହାଯାଇଥିବା ଏହି କଥାଟି ସମ୍ପୂର୍ଣ୍ଣ ସତ୍ୟ। ପ୍ରକୃତରେ, ସାଇଣ୍ଟିଫିକ ରିପୋର୍ଟରେ ପ୍ରକାଶିତ ଏକ ଅଧ୍ୟୟନରୁ…
କମେଣ୍ଟ ମରାକୁ ନେଇ ରାଜଧାନୀରେ ବୁଲିଲା ଖଣ୍ଡା: ୨ ଗୁରୁତର
ଭୁବନେଶ୍ୱର,୨।୪: ରାଜଧାନୀରେ ବୁଲିଲା ଖଣ୍ଡା। ଏଥିରେ ୨ ଯୁବକ ଗୁରୁତର ହୋଇଛନ୍ତି। ଖଣ୍ଡଗିରି ଥାନା ପାତ୍ରପଡ଼ାରେ ୨ ଯୁବକଙ୍କୁ ହାଣି ପକାଇଛନ୍ତି। କମେଣ୍ଟ ମରା ଓ ପୂର୍ବ ଶତ୍ରୁତାରୁ ସଂଘବଦ୍ଧ ଆକ୍ରମଣ ହୋଇଥିବା ସୂଚନା ମିଳିଛି। ୨ ଗୁରୁତରଙ୍କୁ ଏମ୍ସରେ ଭର୍ତ୍ତି…
ଲୋକ ସଭାରେ ଆଗତ ହେଲା ଓ୍ବକ୍ଫ ବିଲ୍, ସରକାରୀ ସମ୍ପତ୍ତି ଓ୍ବକଫ ସମ୍ପତ୍ତି ହେବ ନାହିଁ
ନୂଆଦିଲ୍ଲୀ,୨।୪: ବିବାଦୀୟ ଓ୍ବକ୍ଫ (ସଂଶୋଧନ) ବିଲ୍ ଉପରେ ବୁଧବାର ଲୋକ ସଭାରେ ଆଲୋଚନା ହୋଇଛି। ବିଲ୍କୁ ଗୃହୀତ କରାଇବା ପାଇଁ ସରକାର ଲକ୍ଷ୍ୟ ରଖିଛନ୍ତି। ତେବେ ଇଣ୍ଡିଆ ବ୍ଲକ୍ର ସମସ୍ତ ଦଳ ବିଲ୍ ବିରୋଧରେ ଭୋଟ ଦେବାକୁ ସର୍ବସମ୍ମତ ନିଷ୍ପତ୍ତି ନେଇଛନ୍ତି।…
ଏର୍ଦୋଗାନଙ୍କ ଗୋଟିଏ ପଦକ୍ଷେପ ନେତାନ୍ୟାହୁଙ୍କ ନିଦ ହଜାଇଲାଣି!
ଜେରୁଜେଲମ,୨।୪: ତୁର୍କୀ ସେନା ସିରିଆର T-4 ଏୟାରବେସ କବଜା କରିବାକୁ ଚେଷ୍ଟା ଆରମ୍ଭ କରିଛି ଏବଂ ଏଠାରେ ଏକ ଶକ୍ତିଶାଳୀ ବାୟୁ ପ୍ରତିରକ୍ଷା ପ୍ରଣାଳୀ ମୁତୟନ କରିବାକୁ ଯୋଜନା କରୁଛି। ଏହା ବିଶ୍ୱାସ କରାଯାଉଛି ଯେ ତୁର୍କୀ କିଛି ସମୟ ପାଇଁ…
Archives


