Home Left

ପାଣ୍ଡ୍ୟାଙ୍କ ଉପରେ BCCIର ବଡ଼ ଆକ୍ସନ, ଏହି ଭୁଲ୍‌ ପାଇଁ ମିଳିଲା ଦଣ୍ଡ

ନୂଆଦିଲ୍ଲୀ,୩୦।୩: ଆଇପିଏଲ୍‌ ୨୦୨୫ର ୯ମ ମ୍ୟାଚ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁମ୍ବାଇ ଇଣ୍ଡିଆନ୍ସ ଏବଂ ଗୁଜରାଟ ଟାଇଟାନ୍ସ ମଧ୍ୟରେ ଖେଳାଯାଇଥିଲା। ଏଥିରେ ମୁମ୍ବାଇ ଦଳକୁ ପରାଜୟର ସାମ୍ନା କରିବାକୁ ପଡିଥିଲା। ଏହା ମୁମ୍ବାଇ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଏହି ସିଜିନର…

ବାଲେଶ୍ୱର ବାର ଆସୋସିଏଶନ ନିର୍ବାଚନ କେଶବ ସଭାପତି, ସମ୍ବିତ ପୁଣି ସମ୍ପାଦକ

ବାଲେଶ୍ୱର,୩୦।୩(ବାଞ୍ଛାନିଧି ଦେ): ବାଲେଶ୍ୱର ବାର ଆସୋସିଏଶନ ନିର୍ବାଚନ ଶନିବାର ଶାନ୍ତି ଶୃଙ୍ଖଳାର ସହ ଶେଷ ହୋଇଛି ।  ଶନିବାର ରାତି ୧୨ ଟାରେ ଫଳାଫଳ ପ୍ରକାଶ ପାଇଛି ।  ସଭାପତି ଭାବେ କେଶବ କୁମାର ଆଚାର୍ଯ୍ୟ ତାଙ୍କ ନିକଟତମ ପ୍ରତିଦ୍ବନ୍ଦୀ ମନୋଜ…

ଅନ୍ତ୍ୟୋଦୟ ଗୃହ ଯୋଜନା ଶୁଭାରମ୍ଭ,  ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ବଣ୍ଟନ

ରାଇକିଆ,୩୦।୩(ପ୍ରଦୀପ ବେହେରା): କନ୍ଧମାଳ ଜିଲା  ରାଇକିଆ ବ୍ଲକ କାର୍ଯ୍ୟାଳୟ ପରିସରରେ ରବିବାର ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ ହୋଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ  ଦ୍ୱାରା ଏହି ଯୋଜନାର ରାଜ୍ୟସ୍ତରୀୟ ଉଦ୍‌ଘାଟନ କାର୍ଯ୍ୟକ୍ରମର ସିଧା ପ୍ରସାରଣ ମଧ୍ୟ କରଯାଇଛି।  ଭିନ୍ନକ୍ଷମ…

ଅନ୍ତ୍ୟୋଦୟ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, କହିଲେ ଏହିମାନଙ୍କୁ ମିଳିବ ଘର…

ଭବନୀପାଟଣା,୩୦ା୩(ଉତ୍ତମ କୁମାର ଦାଶ): ରବିବାର ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। କଳାହାଣ୍ଡି ଜିଲା ଭବାନୀପାଟଣାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ। ଯୋଗ୍ୟ ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ବଣ୍ଟନ ସହ ୩ ବର୍ଷରେ ୭ ହଜାର…

IPL ପଏଣ୍ଟ ଟେବୁଲ୍‌ରେ ଗୁଜରାଟର ଲମ୍ବା ଡିଆଁ, ୬ ଟିମ୍‌କୁ ପଛରେ ପକାଇ…

ନୂଆଦିଲ୍ଲୀ,୩୦।୩: IPL ୨୦୨୫ରେ ଏପର୍ଯ୍ୟନ୍ତ ୯ଟି ମ୍ୟାଚ ଖେଳାଯାଇଛି। ଏଥିରେ ୮ ଦଳ ବିଜୟ ସହ ଖାତା ଖୋଲିଛନ୍ତି। କେବଳ ମୁମ୍ବାଇ ଇଣ୍ଡିଆନ୍ସ ଏବଂ ରାଜସ୍ଥାନ ରୟାଲ୍ସ ଏପର୍ଯ୍ୟନ୍ତ ସେମାନଙ୍କର ପ୍ରଥମ ବିଜୟ ପାଇଁ ଅପେକ୍ଷା କରିଛନ୍ତି। ସିଜିନର ୯ମ ମ୍ୟାଚ୍‌ରେ…

ବହଳପଦରରେ ରାସ୍ତାରୋକ, ଗାଡିମଟର ଚଳାଚଳ ବାଧାପ୍ରାପ୍ତ

ଅମରପାଲି,୩୦।୩(ପୀତାମ୍ବର ସାହୁ): ଜୋର ଜବରଦସ୍ତ ବିଦ୍ୟୁତ ବିଲ ସଂଗ୍ରହକୁ ବିରୋଧ କରି ଆନ୍ଦୋଳନ ତେଜିଛି। ବଦ୍ୟୁତ ବିଲ ନ ଦେବାରୁ ଟାଟାପାୱାର ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଳପଦରରୁ ବିଦ୍ୟୁତ୍‌ ବିଚ୍ଛିନ୍ନ କରିଥିଲା। ଫଳରେ ରବିବାର ସକାଳୁ ଗ୍ରମଲୋକେ ରାସ୍ତା କୁ ଓହ୍ଲାଇ…

Baba Vanga Prediction: ବାବା ଭେଙ୍ଗାଙ୍କ ବଡ଼ ଭବିଷ୍ୟବାଣୀ, ଏହି ୩ରାଶିର ଲୋକ ହେବେ କୋଟିପତି!

ବାବା ଭେଙ୍ଗା ୩ଟି ରାଶି ବିଷୟରେ ବଡ଼ ଭବିଷ୍ୟବାଣୀ କରିଛନ୍ତି। ଦୁନିଆରେ ଏକରୁ ଅଧିକ ପ୍ରସିଦ୍ଧ ଭବିଷ୍ୟବକ୍ତା ଥିଲେ, ଯାହାଙ୍କର ଅନେକ ଭବିଷ୍ୟବାଣୀ ସତ ହୋଇଛି। ଏହି ତାଲିକାରେ ବାବା ଭେଙ୍ଗା ମଧ୍ୟ ଜଣେ ଜଣାଶୁଣା ଭବିଷ୍ୟବକ୍ତା, ଯାହାକୁ ଭେଞ୍ଜିଲିଆ ପାଣ୍ଡେୱା…

ବ୍ୟାନ୍‌ ହେବା ସତ୍ତ୍ୱେ ସୁଧୁରିଲେନି ପାଣ୍ଡ୍ୟା, ପୁଣି ଦୋହରାଇଲେ ଭୁଲ୍‌

ନୂଆଦିଲ୍ଲୀ,୩୦।୩: ଆଇପିଏଲ୍‌ ୨୦୨୫ର ଆରମ୍ଭରୁ ବିପର୍ଯ୍ୟୟର ସମ୍ମୁଖୀନ ହେଉଛି ମୁମ୍ବାଇ ଇଣ୍ଡିଆନ୍ସ। ଦଳ ଆରମ୍ଭରୁ ହିଁ ଲଗାତାର ଦୁଇଟି ମ୍ୟାଚ ହାରିଯାଇଛି। ଗୁଜରାଟ ଟାଇଟନ୍ସ ବିପକ୍ଷରେ ଖେଳାଯାଇଥିବା ମ୍ୟାଚ୍‌ରେ ମୁମ୍ବାଇ ନୈରାଶ୍ୟଜନକ ପ୍ରଦର୍ଶନ କରିଥିଲା, ଯେଉଁଥିଲାଗି ଦଳକୁ ୩୬ ରନ୍‌ରେ ପରାଜିତ…

ଆଧୁନିକ ସାହିତ୍ୟର ସର୍ବୋକୃଷ୍ଟ ଲୋକପ୍ରିୟ କଳା ହେଉଛି କଥା ସାହିତ୍ୟ

ବରଗଡ଼,୩୦ା୩(ପ୍ରେମାନନ୍ଦ ଖମାରୀ): ସମାଜ ଓ ମାନବ ଜୀବନର ଯଥାର୍ଥ ପ୍ରତିଲିପି ହେଉଛି କଥା ସାହିତ୍ୟ । ଏହା ଆଧୁନିକ ସାହିତ୍ୟର ଏକ ସର୍ବୋକୃଷ୍ଟ ଲୋକପ୍ରିୟ କଳା। ଉପଯୁକ୍ତ କୌଶଳ ଏବଂ ଦକ୍ଷତା ବଳରେ କଥାକାର ଏହି କଳାର ସଫଳ ରୂପାୟନ କରେ।…

ଡିଜିପି ଡିସ୍କରେ ସମ୍ମାନିତ ହେବେ ନୂଆପଡ଼ା ଏସ୍‌ପି

ନୂଆପଡ଼ା,୩୦।୩:(ମକାରୁ ବେମାଲ): ପୋଲିସ ସେବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ନୂଆପଡା ଜିଲା ଆରକ୍ଷୀ ଅଧୀକ୍ଷକ ଜି ଆର୍‌ ରାଘବେନ୍ଦ୍ର ରାଜ୍ୟ ସରକାରଙ୍କ ତରଫରୁ ୨୦୨୪-୨୫ ବର୍ଷ ପାଇଁ ସମ୍ମାନଜନକ ଡିଜିପି ଡିସ୍କ ପାଇବା ପାଇଁ ମନୋନୀତ ହୋଇଛନ୍ତି। ୯୦ତମ ପୋଲିସ…

ଗଞ୍ଜେଇ ସିଗାରେଟ୍‌ ବିକ୍ରି କରି ଫଶିଲେ, ଜଣଙ୍କୁ ବାନ୍ଧିଲା ପୋଲିସ

ବ୍ରହ୍ମପୁର,୩୦।୩: ଗଞ୍ଜାମ ଜିଲା ବ୍ରହ୍ମପୁର ଷ୍ଟାଡିୟମ ନିକଟରେ ଗଞ୍ଜେଇ ସିଗାରେଟ ବିକ୍ରି କରୁଥିବା ଅଭିଯୋଗରେ ଟାଉନ ଥାନା ପୋଲିସ ଜଣେ ବ୍ୟକ୍ତିଙ୍କୁ ସାରେ ବାନ୍ଧିଛି। ଅଭିଯୁକ୍ତ ଜଣଙ୍କ ହେଲେ ହେଲେ ଲୋଚାପଡା କାଳୁଆନଗରର ମଣିକାନ୍ତ ବୋଷ(୫୦) । ତାଙ୍କ ନିକଟରୁ ପୋଲିସ…

ବିକ୍ରି ହୋଇଗଲା X, ମସ୍କଙ୍କ ଠାରୁ 28,23,43,71,00,00ଟଙ୍କାରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୩୦।୩: ଏଲନ ମସ୍କ ତାଙ୍କ ନିଷ୍ପତ୍ତିରେ ସାରା ବିଶ୍ୱକୁ ଆଶ୍ଚର୍ଯ୍ୟ କରିଦିଅନ୍ତି, ଏହା ତାଙ୍କର ପୁରୁଣା ଅଭ୍ୟାସ। ଏଥର ମଧ୍ୟ ସେ ଏପରି ଏକ ନିଷ୍ପତ୍ତି ନେଇଛନ୍ତି ଯାହା ସମସ୍ତଙ୍କୁ ଚକିତ କରିଦେଇଛି। ମସ୍କ ସମ୍ପ୍ରତି ମାଇକ୍ରୋବ୍ଲଗିଂ ପ୍ଲାଟଫର୍ମ Xକୁ ତାଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri