Home Left

ଭିସୁଟ ଛାତ୍ରୀ ଚିନ୍ମୟୀ ଆତ୍ମହତ୍ୟା ମାମଲା: ପୁରୁଷ ବନ୍ଧୁ ଗିରଫ

ସମ୍ବଲପୁର,୩୦ା୩(ପ୍ରମୋଦ ବହିଦାର): ଭିସୁଟ ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁଙ୍କ ଆତ୍ମହତ୍ୟା ମାମଲାରେ ସୋମବାର ବୁର୍ଲା ପୋଲିସ ତାଙ୍କ ପୁରୁଷ ବନ୍ଧୁ ପ୍ରୀତିମାନ ଦେ(୨୭)ଙ୍କୁୁ ଗିରଫ କରଛି। ଏହି ଘଟଣାକୁ ନେଇ ଗତ ୨୦୨୩ରେ ବୁର୍ଲା ଥାନାରେ କେସ ନମ୍ବର ୯୬/୨୦୨୩ରେ ଦଫା…

ହଳଧର ସାହିତ୍ୟ ଅସ୍ମିତାର ଆବାହକ: ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ଲୋକକବିଙ୍କୁ ଶୁଭେଚ୍ଛା

ବରଗଡ,୩୧।୩(ପ୍ରେମାନନ୍ଦ ଖମାରୀ): ପଦ୍ମଶ୍ରୀ ଲୋକକବି ହଳଧର ନାଗଙ୍କ ୭୫ ତମ ଜନ୍ମଦିନ ଅବସରରେ ବରଗଡ଼ରେ ସୋମବାର ତ୍ରିଦିବସୀୟ ଜାତୀୟ ସ୍ତରୀୟ କାର୍ଯ୍ୟକ୍ରମର ଉଦଘାଟନୀ ସମାରୋହ ଅନୁଷ୍ଠିତ ହୋଇଯାଇଛି । ପଶ୍ଚିମ ଓଡ଼ିଶା ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ(ଓସାକା), ହାଇଦ୍ରାବାଦ ଆୟୋଜନରେ ଏବଂ…

ଚା’ ଦୋକାନରୁ ଗଞ୍ଜେଇ ଜବତ, ଜଣେ ଗିରଫ

ଗଞ୍ଜାମ, ୩୧ା୩ (ବିଦ୍ୟାଧର ସାହୁ):ଗଞ୍ଜାମ ଥାନା ଅନ୍ତର୍ଗତ ୧୬ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ଏକ ଚା’ ଦୋକାନରେ ପୋଲିସ ଚଢ଼ାଉ କରି ଗଞ୍ଜେଇ ଜବତ କରିବା ସହ ଦୋକାନୀକୁ ଗିରଫ କରିଛି l ସେ ହେଲେ ପୁଇଁତୋଳା ଗ୍ରାମର ନବଘନ ବିଶ୍ୱାଳ…

ବିକାଶ ଶିକ୍ଷାନୁଷ୍ଠାନରେ ସେମିନାର

ବରଗଡ,୩୧।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ର ବିକାଶ ସ୍କୁଲ ଅଫ୍‌ ବିଜନେସ୍‌ ମ୍ୟାନେଜମେଣ୍ଟ ପକ୍ଷରୁ କ୍ୱାଣ୍ଟମ୍‌ ଟେକ୍ନୋଲୋଜି ଏବଂ ନାନୋଚିପ୍‌ ଟେକ୍ନୋଲୋଜି ବିଷୟରେ ଏକ ସେମିନାର ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଆମେରିକାର ଜ୍ୟାକ୍‌ସନ ଷ୍ଟେଟ୍‌ ୟୁନିଭର୍ସିଟିର ଗବେଷଣାରେ କାର୍ଯ୍ୟରତ ରୋଶନ ପଧାନ ମୁଖ୍ୟବକ୍ତା…

ଆନନ୍ଦଉଲ୍ଲାସ ମଧ୍ୟରେ ଭାଇଚାରାର ପର୍ବ ଇଦ-ଉଲ-ଫିତର ପାଳିତ: ଇଦଗାହ ପଡିଆରେ ଭିଡ଼

ବରଗଡ଼, ୩୧।୩(ପ୍ରେମାନନ୍ଦ ଖମାରୀ) – ବରଗଡ ସହରରେ ଇଦ ଉଲ ଫିତର୍‌ ସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ମୁସଲିମ ସମ୍ପ୍ରଦାୟର ଲୋକେ ମାସେବ୍ୟାପୀ କଠୋର ସାଧନା ସହ ସଂଯମ କରି ରମଜାନ ମାସକୁ ଉପବାସ ଭାବରେ ପାଳନ କରିଥିଲେ। ରବିବାର…

ହଳଧର ସାହିତ୍ୟ ଅସ୍ମିତାର ଆବାହନ

ବରଗଡ,୩୧।୩(ପ୍ରେମାନନ୍ଦ ଖମାରୀ): ପଦ୍ମଶ୍ରୀ ଲୋକକବି ହଳଧର ନାଗଙ୍କ ୭୫ତମ ଜନ୍ମଦିନ ଅବସରରେ ବରଗଡ଼ରେ ସୋମବାର ତ୍ରିଦିବସୀୟ ଜାତୀୟସ୍ତରୀୟ କାର୍ଯ୍ୟକ୍ରମର ଉଦ୍‌ଘାଟନୀ ସମାରୋହ ଅନୁଷ୍ଠିତ ହୋଇଯାଇଛି । ପଶ୍ଚିମ ଓଡ଼ିଶା ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ଓସାକା, ହାଇଦ୍ରାବାଦ ଆୟୋଜନ ଏବଂ କୋଶଳ…

Video: ଇଦ୍‌ ଶୁଭେଚ୍ଛା ଜଣାଇବା ପାଇଁ ୩୬ଥର ଟେକ୍‌ ନେଲେ ସ୍ତ୍ରୀ: ରାଗିଗଲେ ପାକିସ୍ତାନ ଖେଳାଳି

ଇସଲାମାବାଦ୍‌,୩୧।୩: ପାକିସ୍ତାନ କ୍ରିକେଟ ଦଳର ପୂର୍ବତନ ଖେଳାଳି ୱାସିମ ଆକ୍ରମ ସମସ୍ତଙ୍କୁ ଇଦ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି। ଆକ୍ରମ ସୋସିଆଲ ମିଡିଆରେ ଏକ ଭିଡିଓ ଶେୟାର କରିଛନ୍ତି। ଏଥିରେ ସେ ତାଙ୍କ ସ୍ତ୍ରୀ ଶନାୟାରାଙ୍କ ସହିତ ନଜର ଆସିଛନ୍ତି। ଭିଡିଓରେ ଆକ୍ରମ…

ଏହି ଦିନ ବିଧାୟକ ପାଣ୍ଠି ବଣ୍ଟନ ଆରମ୍ଭ କରିବେ ପାରଳାଖେମୁଣ୍ଡି ବିଧାୟକ

ଗଜପତି(ଗିରିଧାରୀ ପରିଛା):୩୧।୩: ଉତ୍କଳ ଦିବସ ଅବଶରରେ ନିଜର ପ୍ରଥମ ବିଧାୟକ ପାଣ୍ଠି ବଣ୍ଟନ ଆରମ୍ଭ କରିବେ ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ ପାଣିଗ୍ରାହୀ। ସମ୍ବାଦିକ ମାନଙ୍କ ସହ ଆଲୋଚନା ବେଳେ ପାଣିଗ୍ରାହି କହିଛନ୍ତି,  ନିଜ ନିର୍ବାଚନ ମଣ୍ଡଳୀର ବିଭିନ୍ନ ଉନ୍ନୟନ ମୂଳକ…

ଅବସରନେଲେ ସହକାରୀ ନିର୍ବାହୀ ଯନ୍ତ୍ରୀ, ମୁଖ୍ୟ କିରାଣି

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ଭଞ୍ଜନଗର ଜଳସମ୍ପଦ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀ ସନ୍ତୋଷ କୁମାର ଗୌଡ ସୋମବାର କର୍ମମୟ ଜୀବନରୁ ଅବସର ନେଇଛନ୍ତି। ତେଣୁ ତାଙ୍କର ସହକର୍ମୀ ଯନ୍ତ୍ରୀ ଏବଂ ଅନ୍ୟ କର୍ମଚାରୀ ମାନେ ସୋମବାର ବିଦାୟ ସମ୍ବର୍ଦ୍ଧନା ଦେଇଥିଲେ। ସୂଚନାଯୋଗ୍ୟ, ସନ୍ତୋଷଙ୍କ…

ମା’ଙ୍କ ସହ ଭୋଜି ଖାଇବାକୁ ଯାଇଥିଲେ, ନାବାଳିକାଙ୍କୁ ବଳାତ୍କାର : ଅଭିଯୁକ୍ତଙ୍କୁ ୨୦ ବର୍ଷ ଜେଲ

ବ୍ରହ୍ମପୁର,୩୧ା୩(ସୁବାସ ଚନ୍ଦ୍ର ପାଢ଼ୀ): ସ୍ବତନ୍ତ୍ର ପୋକ୍‌ସୋ କୋର୍ଟ ଜଜ୍‌ ପ୍ରଣତି ପଟ୍ଟନାୟକ ସୋମବାର ଏକ ନାବାଳିକା ବଳାତ୍କାର ମାମଲାର ବିଚାର କରି ଚୂଡାନ୍ତ ରାୟ ପ୍ରକାଶ କରିଛନ୍ତି। ମାମଲାର ସମ୍ପୃକ୍ତ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରି ୨୦ ବର୍ଷ ଜେଲ ଦଣ୍ଡରେ…

ଫୁଟ୍‌ବଲ: ଟିଚର୍ସ କଲୋନି ଚାମ୍ପିୟନ

ରାଉରକେଲା,୩୧।୩(ବିପ୍ଳବ ରଞ୍ଜନ ଦାଶ): ରାଉରକେଲା ସେକ୍ଟର-୬ସ୍ଥିତ ଇସ୍ପାତ ଷ୍ଟାଡିୟମ୍‌ଠାରେ ମା’ ସମଲେଶ୍ୱରୀ ୟୁଥ୍‌ କ୍ଲବ ଆନୁକୂଲ୍ୟରେ ସ୍ବର୍ଗତ ଜାତୀୟ ଫୁଟବଲ୍‌ ଖେଳାଳି ନୀନା ପଟ୍ଟନାୟକ ଓ କିଶୋର ଦାସଙ୍କ ସ୍ମୃତିରେ ପ୍ରଥମ ବାର୍ଷିକ ଫୁଟବଲ୍‌ ପ୍ରତିଯୋଗିତା ରବିବାର ଅନୁଷ୍ଠିତ ହୋଇଯାଇଛି। ପ୍ରତିଯୋଗିତାରେ…

ଇଦ୍‌ ଉଲ୍‌ ଫିତର ପାଳିତ

ଜି.ଉଦୟଗିରି,୩୧ା୩ (ଚିନ୍ମୟ କୁମାର ସେଠୀ): ସାରା ବିଶ୍ୱରେ ମୁସଲମାନ ସମ୍ପ୍ରଦାୟର ଜନସାଧାରଣ ମହା ଆନନ୍ଦରେ ଇଦ୍‌ ଉଲ ଫିତର ପର୍ବ ପାଳନ କରିଥିବା ବେଳେ ସ୍ଥାନୀୟ ଅଞ୍ଚଳରେ ଏହି ପର୍ବକୁ ବିଶ୍ୱବାସିଙ୍କ ଖୁସି କାମନା କରି ପାଳନ କରାଯାଇଛି। ପବିତ୍ର ରମଜାନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri